ଆମ ଜିଲା ଖବର

ଡିଙ୍ଗିରି ଛତୁ ଦେଇଛି ଭିନ୍ନ ପରିଚୟ

ରୂପ୍‌ସା, ୨୦।୩ (ବାଞ୍ଛାନିଧି ଦେ)-ଆରମ୍ଭରୁ ଚାକିରି କରିବାକୁ ଇଚ୍ଛା ନ ଥିଲା। ନିଜେ କିଛି ବ୍ୟବସାୟ କରି ଅନ୍ୟଙ୍କୁ ରୋଜଗାର ଯୋଗାଇ ଦେବାର ଆଗ୍ରହ ଆଜି ସଫଳତାର ବାଟ ଦେଖାଇଛ। ଏଥିରେ ତାଙ୍କ ସ୍ତ୍ରୀଙ୍କ ଭୂମିକା ମଧ୍ୟ କମ୍‌ ଗୁରୁତ୍ୱପୂର୍ଣ୍ଣ...

ବାଘମରା କ୍ରଶର ଉପରେ ଚଢ଼ାଉ:  ଲାଲ୍‌ ପତାକା ଲଗାଇଲେ ତହସିଲଦାର

ସଜନାଗଡ଼, ୨୦।୩(ଡି.ଏନ.ଏ.)-ନୀଳଗିରି ତହସିଲ ଅଧୀନରେ ଚାଲିଥିବା ବେଆଇନ ଖାଦାନ ଏବଂ କ୍ରଶରକୁ ସାବାଡ଼ କରିବାକୁ ପ୍ରଶାସନ ଉଦ୍ୟମ କରିଛି। ଜାମୁଡ଼ିହା ପଞ୍ଚାୟତ ଅଧୀନ ବାଘମରାରେ ଥିବା କ୍ରଶର ୟୁନିଟ୍‌ ଉପରେ ନୀଳଗିରି ତହସିଲଦାର ଅଶେଷ କୁମାର ନାୟକ ଗୁରୁବାର ଚଢାଉ...

ଲାଗିଲା କଟକଣା, ପର୍ଯ୍ୟଟନସ୍ଥଳୀ ଶୂନଶାନ୍‌

ଭୋଗରାଇ, ୨୦।୩(ଡି.ଏନ.ଏ.)-ବାଲେଶ୍ୱର ଜିଲା ଭୋଗରାଇ ଅଞ୍ଚଳରେ କରୋନା ଭୂତାଣୁ ସଂକ୍ରମଣ ଭୟକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ବିଭିନ୍ନ ପର୍ଯ୍ୟଟନସ୍ଥଳୀ, ମନ୍ଦିର ଓ ହାଟବଜାର ଉପରେ କଟକଣା ଲାଗୁ କରିଛନ୍ତି। ଓଡ଼ିଶାର ଅନ୍ୟତମ ଶୈବପୀଠ ଚନ୍ଦନେଶ୍ୱର, ଏସିଆର ସର୍ବବୃହତ୍‌ ଶିବଲିଙ୍ଗ...

ଜଳିଗଲା ନୀଳଚକ୍ର ବାନା

ପୁରୀ ଅଫିସ,୧୯ା୩: ଜଳିଗଲା ନୀଳଚକ୍ର ବାନା । ମହାଦୀପରୁ ନିଅଁା ଲାଗି ନୀଳଚକ୍ର ତଳେ ବନ୍ଧାଯାଇଥିବା ୨/୩ଟି ମାନସିକ ବାନା ପୋଡ଼ିଯାଇଛି। କରୋନା ମୁକାବିଲା ଉଦ୍ଦେଶ୍ୟରେ ଶୁକ୍ରବାରଠୁ ଶ୍ରୀମନ୍ଦିରରେ ଭକ୍ତଙ୍କ ଦର୍ଶନ ବନ୍ଦ କରିବାକୁ ଗୁରୁବାର ନିଷ୍ପତ୍ତି ନିଆଯିବାର କିଛି...

ବୈତରଣୀ ପାର୍ଶ୍ୱରୁ ଭଙ୍ଗାଗଲା ଉଠାଦୋକାନ

ଚାନ୍ଦବାଲି,୧୯।୩(ଡି.ଏନ.ଏ.)-ବୈତରଣୀ ନଦୀ କୂଳରେ ପଥର ବିଛା କାମ ପାଇଁ ଚାନ୍ଦବାଲି ସହର ନିକଟ ନଦୀ କୂଳରୁ ଉଠାଦୋକାନଗୁଡ଼ିକୁ ଗୁରୁବାର ଉଚ୍ଛେଦ କରାଯାଇଛି। ପୋଲିସ ଉପସ୍ଥିତିରେ ମେଶିନ ସହାୟତାରେ ଦୋକାନଗୁଡ଼ିକୁ ଭଙ୍ଗାଯିବା ସହିତ ଜବରଦଖଲମୁକ୍ତ କରାଯାଇଛି। ପ୍ରଥମ ପର୍ଯ୍ୟାୟରେ ଚାନ୍ଦବାଲି କ୍ରସଷ୍ଟାଣ୍ଡ...

‘କରୋନା’ ସଚେତନତା କାର୍ଯ୍ୟକ୍ରମରେ ଯାତ୍ରା କଳାକାର ଦୈତାରୀ, ଦାମ

ଔପଦା,୧୯।୩(ଡି.ଏନ.ଏ.)-ବାଲେଶ୍ୱର ଜିଲା ଔପଦା ବ୍ଲକ ସଦର ବଜାର ଓ ଗଡ଼ସାହି ହାଟରେ ଗୁରୁବାର ଅପରାହ୍ନରେ କରୋନା ସଚେତନତା କାର୍ଯ୍ୟକ୍ରମ କରାଯାଇଥିଲା। ଜନହିତ ଯୁବକ ସଂଘ ପକ୍ଷରୁ ଆୟୋଜିତ କାର୍ଯ୍ୟକ୍ରମରେ ବିଶିଷ୍ଟ ଯାତ୍ରା କଳାକାର ଦୈତାରୀ ପଣ୍ଡା ଓ ଦାମୋଦର ପଣ୍ଡା...

ହନିମୁନ୍‌ରେ ଯାଇ କୁଆଲାଲମ୍ପୁର ବିମାନବନ୍ଦରରେ ଫସିଲେ ଦମ୍ପତି: ଫେରିବା ପାଇଁ ସରକାରଙ୍କୁ ନିବେଦନ

ନବରଙ୍ଗପୁର,୧୯ା୩(ବି.ପ୍ର.): କରୋନା ଭାଇରସ୍‌ ରୋକିବା ପାଇଁ ସବୁଆଡ଼େ କଟକଣା ଲାଗୁ ହୋଇଛି। ଏଥିପାଇଁ ସ୍କୁଲ, କଲେଜ, ମଲ୍‌ ଆଦିକୁ ସାମୟିକ ବନ୍ଦ କରାଯାଇଥିବା ବେଳେ ଅଧିକାଂଶ ଟ୍ରେନ୍‌ ଓ ଫ୍ଲାଇଟ୍‌ ସେବାକୁ ବନ୍ଦ ରଖାଯାଇଛି। ଏ ନେଇ ନବରଙ୍ଗପୁର ସହରର...

ବରଗଡ଼ରେ ଝଡ଼ବର୍ଷା ସହ କୁଆପଥର ମାଡ଼

ବରଗଡ଼ ଅଫିସ, ୧୯।୩: ବରଗଡ଼ ଜିଲାର ବିଭିନ୍ନ ସ୍ଥାନରେ ଗୁରୁବାର ଅପରାହ୍ନ ପ୍ରାୟ ୪ଟାରୁ ଝଡ଼ବର୍ଷା ସାଙ୍ଗକୁ କୁଆପଥର ମାଡ଼ ହୋଇଛି। ଏଥିରେ ଜନଜୀବନ ପ୍ରଭାବିତ ହୋଇଛି। ଝଡ଼ବତାସ ଯୋଗୁ କେତେକ ସ୍ଥାନରେ ଗଛ, ଡାଳ ଭାଙ୍ଗି ପଡ଼ିଥିବାବେଳେ ଯାତାୟାତ...

ଡାକ ବିଭାଗ ଚିଠି ଶଟିଂରେ ତ୍ରୁଟି: ଗଞ୍ଜାମ ଥାନା ଚିଠି ପହଞ୍ଚିଲା ହିଞ୍ଜିଳି ଥାନାରେ

ହିିଞ୍ଜିଳିକାଟୁ, ୧୯ା୩(ଡି.ଏନ୍‌.ଏ): ଗଞ୍ଜାମ ଜିଲା ହିଞ୍ଜିିଳିକାଟୁ ଡାକ ବିଭାଗ କାର୍ଯ୍ୟାଳୟରେ ଚିଠି ଶଟିଂରେ ତ୍ରୁଟି ହେତୁ ଏକ ରେଜିଷ୍ଟ୍ରି ଚିଠି ଗଞ୍ଜାମ ଥାନା ପରିବର୍ତ୍ତେ ହିଞ୍ଜିିଳି ଥାନାରେ ପହଞ୍ଚିଛି। ଏହା ପରେ କାର୍ଯ୍ୟାଳୟରେ ଖାମଖିଆଲ ଭାବେ ଚିଠି ପ୍ରଦାନ କରାଯାଉଥିବା...

ଆସିକାରୁ ବ୍ରହ୍ମପୁର ଚାଲାଣ ବେଳେ ୨ ବସ୍ତା ଗଞ୍ଜେଇ ଜବତ: ୩ କୋର୍ଟଚାଲାଣ

ହିିଞ୍ଜିଳିକାଟୁ,୧୯ା୩ (ଡି.ଏନ୍‌.ଏ): ଗଞ୍ଜାମ ଜିଲା ହିଞ୍ଜିଳି ପୋଲିସ ମଙ୍ଗଳବାର ଖଣ୍ଡରା ଛକରେ ପାଟ୍ରୋଲିଂ କରୁଥିବା ବେଳେ ବିଶେଷ ସୂତ୍ରରୁ ଖବର ପାଇ ଏକ ଅଟୋ ଉପରେ ଚଢ଼ାଉ କରିଥିଲା। ଅଟୋରେ ଥିବା ୨ ବସ୍ତା ଚୋରା ଗଞ୍ଜେଇ ଜବତ କରିଛି।...

ବୈତରଣୀ ପାର୍ଶ୍ୱରୁ ଭଙ୍ଗାଗଲା ଉଠାଦୋକାନ

ଚାନ୍ଦବାଲି,୧୯।୩(ଡି.ଏନ.ଏ.)-ବୈତରଣୀ ନଦୀ କୂଳରେ ପଥର ବିଛା କାମ ପାଇଁ ଚାନ୍ଦବାଲି ସହର ନିକଟ ନଦୀ କୂଳରୁ ଉଠାଦୋକାନଗୁଡ଼ିକୁ ଗୁରୁବାର ଉଚ୍ଛେଦ କରାଯାଇଛି। ପୋଲିସ ଉପସ୍ଥିତିରେ ମେଶିନ ସହାୟତାରେ ଦୋକାନଗୁଡ଼ିକୁ ଭଙ୍ଗାଯିବା ସହିତ ଜବରଦଖଲମୁକ୍ତ କରାଯାଇଛି। ପ୍ରଥମ ପର୍ଯ୍ୟାୟରେ ଚାନ୍ଦବାଲି କ୍ରସଷ୍ଟାଣ୍ଡ...

ବିଜେପୁର ଅଞ୍ଚଳରେ ବରଫପାତ: ବ୍ୟାପକ ପରିବା ଫସଲ ନଷ୍ଟ, ଚିନ୍ତାରେ ଚାଷୀ

ବିଜେପୁର,୧୯।୩(ଡି.ଏନ୍‌.ଏ.): ବରଗଡ଼ ଜିଲା ବିଜେପୁର ଅଞ୍ଚଳରେ ଗୁରୁବାର ଅପରାହ୍ନରେ ବରଫପାତ ହୋଇଛି। ଫଳରେ ଚାଷୀଙ୍କ ଲକ୍ଷାଧିକ ଟଙ୍କାର ପରିବା ଫସଲ ନଷ୍ଟ ହୋଇଥିବା ଅଭିଯୋଗ ହୋଇଛି। ଅପରାହ୍ନ ୪ଟାରେ ହଠାତ୍‌ ଝଡ ତୋଫାନ ସହ ବର୍ଷା ହୋଇଥିଲା। ଏଥିସହ ପ୍ରାୟ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri