ଆମ ଜିଲା ଖବର

କାଠ ଉପରେ ଚାଲିବେ ସଂକ୍ରିଡ଼ାବାସୀ

ବନ୍ତଳା, ୧୨ା୧୦ (ଡି.ଏନ୍‌.ଏ.): ଶିଳ୍ପାୟନରେ ଆଗୁଆ ଅନୁଗୋଳ। ରାଜ୍ୟର ସର୍ବାଧିକ ରାଜସ୍ବ ମଧ୍ୟ ଆଦାୟ ହେଉଛି ଏହି ଜିଲାରୁ। ହେଲେ ଜିଲାରେ ଏମିତି ବି ଗଁା ଅଛି ଯେଉଁଠି ଯାତାୟାତ ପାଇଁ ଲୋକଙ୍କୁ ଜଙ୍ଗଲରୁ କାଠ କାଟି ପଙ୍କ କାଦୁଅ ରାସ୍ତା…

୧୦ବର୍ଷ ହେଲା ଶଯ୍ୟାଶାୟୀ ତରୁଣ

ପିପିଲି,୧୨।୧୦(ସ୍ବ.ପ୍ର.): ଗଛରୁ ପଡ଼ି ମେରୁଦଣ୍ଡ ଆଘାତ ଲାଗିଥିବାରୁ ୧୦ବର୍ଷ ହେଲା ଶଯ୍ୟାଶାୟୀ ହୋଇଛନ୍ତି ୩୦ ବର୍ଷୀୟ ତରୁଣ ଡଗର। ନିଜେ ଉଠିବସି ପାରୁନାହାନ୍ତି କି ନିତ୍ୟକାର୍ଯ୍ୟ କରିପାରୁନାହାନ୍ତି। ଦୀର୍ଘବର୍ଷ ଶଯ୍ୟାରେ ପଡ଼ି ରହିବାରୁ ଦେହରେ ଘାଆ ହେବାକୁ ଲାଗିଲାଣି। ସ୍ବାସ୍ଥ୍ୟବସ୍ଥା ବିଗୁଡ଼ୁଥିଲେ…

ଅସୁରକ୍ଷିତ ଶାରୀଶୂଆ ଜଳପ୍ରପାତ: କଟକଣା ନାହିଁ, ବଳି ପଡୁଛି ଜୀବନ

ଖଇରା, ୧୨।୧୦(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ତହସିଲ ଅଧୀନ ଶାରୀଶୂଆ ପାହାଡରେ ଥିବା ଜଳପ୍ରପାତ ଏବେ ଅସୁରକ୍ଷିତ ଅବସ୍ଥାରେ ଅଛି। ଦୈନିକ ଆସୁଥିବା ଶହ ଶହ ସଂଖ୍ୟାର ଯୁବଗୋଷ୍ଠୀଙ୍କ ଉପରେ ପୋଲିସର କଟକଣା ଅଭାବରୁ ଜୀବନହାନି ହେଉଥିବା ଅଭିଯୋଗ ହୋଇଛି। ପୁନଶ୍ଚ ରବିବାର…

କାର୍ଯ୍ୟକ୍ଷମ ହେଉନି ପାନୀୟ ଜଳ ପ୍ରକଳ୍ପ

ନରାଜ,୧୨।୧୦(ଡି.ଏନ୍‌.ଏ.): କଟକ ଜିଲା ବାରଙ୍ଗ ବ୍ଲକ ବେଲଗଛିଆ ପଞ୍ଚାୟତ ଅନ୍ତର୍ଗତ ଜୟପୁର ଗ୍ରାମରେ ବହୁ ବର୍ଷ ଧରି ଏକ ପାନୀୟ ଜଳ ପ୍ରକଳ୍ପ କାର୍ଯ୍ୟକ୍ଷମ ହୋଇପାରୁ ନାହିଁ। ୨୦୦୫ରେ ୧୫ ଲକ୍ଷ ଟଙ୍କା ବ୍ୟୟରେ ଏହି ପ୍ରକଳ୍ପର ନିର୍ମାଣ କାର୍ଯ୍ୟ ଶେଷ…

ସ୍କୁଲର ଅବହେଳା: ୪୦ ହଜାର ବୃତ୍ତି ଟଙ୍କା କଟିଗଲା

ଜୁନାଗଡ,୧୨।୧୦(ଡି.ଏନ୍‌.ଏ.) କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ୍‌ ମଥୁରା ରାଧାକୃଷ୍ଣ ଉଚ୍ଚ ବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ଅବହେଳା ଯୋଗୁ ଉମାକାନ୍ତ ନିଆଲ ନାମକ ଜଣେ ଛାତ୍ର ବୃତ୍ତି ବାବଦକୁ ୪୦ ହଜାର ଟଙ୍କା ପାଇବାରୁ ବଞ୍ଚିତ ହୋଇଥିବା ଅଭିଯୋଗ ହୋଇଛି। ଏ ନେଇ ଉମାକାନ୍ତ…

ଅସୁସ୍ଥ ସ୍ତ୍ରୀଙ୍କୁ ଟ୍ରଲିରେ ୯୦ କି.ମି. ବୋହିବା ଘଟଣା: ଜୀବନ ଯୁଦ୍ଧରେ ହାରିଗଲେ ସୁକାନ୍ତି

କଟକ ଅଫିସ/ପୁରୀ ଅଫିସ/ସାକ୍ଷୀଗୋପାଳ: (ଡି.ଏନ୍‌.ଏ.), ୧୨।୧୦ଶେଷରେ ଜୀବନ ଯୁଦ୍ଧରେ ହାରିଯାଇଛନ୍ତି ସୁକାନ୍ତି ଭୋଇ। କଟକ ଏସ୍‌ସିବି ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ରବିବାର ମଧ୍ୟାହ୍ନରେ ସେ ସବୁଦିନ ପାଇଁ ଆଖିବୁଜି ଦେଇଛନ୍ତି। ଅନ୍ୟପକ୍ଷରେ ରୋଗଣା ସ୍ତ୍ରୀଙ୍କ ଜୀବନ ବଞ୍ଚାଇବାକୁ ପରିଣତ ବୟସରେ କବୀର…

ପୂଜାକୁ ନେଇ କମିଛି ଉତ୍ସାହ, ଉଦ୍ଦୀପନା

ବଅଁରପାଳ,୧୨ା୧୦(ଡି.ଏନ.ଏ.): କରୋନା ସମୟ ହୋଇ ନ ଥିଲେ ଏତେବେଳକୁ ଦୁର୍ଗାପୂଜା ପାଇଁ ମଣ୍ଡପ ସାଜସଜ୍ଜା ଶେଷ ପର୍ଯ୍ୟାୟରେ ପହଞ୍ଚିସାରିଥାନ୍ତା। ମିନାବଜାର, ଦୋଳି ଲାଗିବା ସ୍ଥାନ ମଧ୍ୟ ପ୍ରସ୍ତୁତ ହେଉଥାନ୍ତା। ସାଂସ୍କୃତିକ କାର୍ଯ୍ୟକ୍ରମ ପାଇଁ କେଉଁଠୁ କଳାକାର ଆସିବେ ଓ କେତେଦିନ ଧରି…

ହାତୀ ପାଇଁ ଜାତୀୟ ରାଜପଥ ଘଣ୍ଟାଏ ବନ୍ଦ

ଭଞ୍ଜନଗର,୧୧।୧୦(ଡି.ଏନ୍‌.ଏ.)-ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡରେ ହାତୀ ଚଳପ୍ରଚଳ ବୃଦ୍ଧି ପାଇଛି। ରବିବାର ସନ୍ଧ୍ୟା ସୁଦ୍ଧା ବନଖଣ୍ଡର ବିଭିନ୍ନ ରେଞ୍ଜରେ ୫୪ଟି ହାତୀ ଥିବା ଜଣାପଡ଼ିଛି। ସେଥିମଧ୍ୟରେ ତାରସିଂ ରେଞ୍ଜରେ ୨୩, ମୁଜାଗଡ଼ ରେଞ୍ଜରେ ୧୮, ଜଗନ୍ନାଥପ୍ରସାଦ ରେଞ୍ଜରେ ୧୩ ହାତୀ ରହିଛନ୍ତି।…

ଟ୍ରକ ଧକ୍କାରେ ମହିଳା ଗୁରୁତର: କ୍ଷତିପୂରଣ ଦାବିରେ ରାସ୍ତା ଅବରୋଧ

ପାଟଣା,୧୧।୧୦(ସ୍ବ.ପ୍ର.)-କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ଦେଇ ଯାଇଥିବା ୪୯ ନମ୍ବର ଜାତୀୟ ରାଜପଥର ଚିଲିଦା ନିକଟରେ ରବିବାର ଏକ ଟ୍ରକ୍‌ ଜଣେ ମହିଳାଙ୍କ ଉପରେ ଚଢିଯିବା ଫଳରେ ତାଙ୍କର ଡାହାଣ ଗୋଡ଼ ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଛି। ଗୁରୁତର ହୋଇଥିବା ମହିଳା…

କଟକ ସହରରୁ ୫୧ କରୋନା ପଜିଟିଭ ଚିହ୍ନଟ

କଟକ ଅଫିସ,୧୧।୧୦-କଟକ ସହରରୁ ଆଜି ମୋଟ ୫୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିରେ କ୍ୱାରାଣ୍ଟାଇନରୁ ୨୨ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୨୯ ଜଣ ଅଛନ୍ତି। ଏ ନେଇ କଟକ ମହାନଗର ନିଗମ (ସିଏମସି) ପକ୍ଷରୁ ଟୁଇଟ କରି…

ମାଟି କାନ୍ଥ ଭୁଶୁଡ଼ି ବୃଦ୍ଧ ଗୁରୁତର

ଗଞ୍ଜାମ, ୧୧।୧୦(ଡି.ଏନ୍‌.ଏ.): ଗଞ୍ଜାମ ବ୍ଲକ କାଇଁଚପୁର ପଞ୍ଚାୟତ ମାଳି ଜଗନ୍ନାଥପୁର ଗ୍ରାମ ଚାନ୍ଦିନୀ ପାଖରେ ଏକ ମାଟି ଘର କାନ୍ତ ରବିବାର ଭୁଶୁଡ଼ି ପଡ଼ିଛି। ଏହି ସମୟରେ ଚାନ୍ଦିନୀରେ ବିଶ୍ରାମ ନେଉଥିବା ଉକ୍ତ ଗ୍ରାମର ଅଭି ମହାପାତ୍ରଙ୍କ ଉପରେ କାନ୍ଥ ପଡ଼ିଥିଲା।…

ପୁରୀର ଗୋଲ୍ଡେନ୍‌ ବିଚ୍‌କୁ ବ୍ଲୁ ଫ୍ଲାଗ୍‌ ମାନ୍ୟତା

ପୁରୀ ଅଫିସ,୧୧।୧୦: ପୁରୀ ବେଳାଭୂମିକୁ ମିଳିଛି ଅନ୍ତର୍ଜାତୀୟ ସଫଳତା। ବହୁ ପ୍ରତୀକ୍ଷିତ ବ୍ଲୁ ଫ୍ଲାଗ୍‌ ମାନ୍ୟତା ପାଇଛି ପୁରୀର ଗୋଲ୍ଡେନ୍‌ ବିଚ୍‌ । ଡେନ୍‌ମାର୍କର ଫି’ ସଂସ୍ଥା ପକ୍ଷରୁ ଏହି ମାନ୍ୟତା ମିଳିଛି। ଦିଗବାରିଣୀ ଖୁଣ୍ଟିଠାରୁ ମେ ଫାୟାର ହୋଟେଲ୍‌ ପର୍ଯ୍ୟନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?