ଆମ ଜିଲା ଖବର

ମିଳୁନି ଗ୍ୟାସ: ଚୁଲି ମୁହାଁ ଲୋକେ 

ଭଞ୍ଜନଗର,୨୯।୩(ବାବୁଲା ପ୍ରଧାନ): ଇରାନ, ଇସ୍ରାଏଲ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଯୁଦ୍ଧର ପ୍ରଭାବ ରୋଷେଇ ଘର ଉପରେ ମଧ୍ୟ ପଡିଛି। ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳରେ ରନ୍ଧନ ଗ୍ୟାସ ଘୋର ଅଭାବ ଦେଖାଦେଇଛି। ତେଣୁ ଉପଭୋକ୍ତାମାନେ ପୁଣି ଜାଳେଣି ପାଇଁ କାଠ…

ମାଛ ପାଇଁ ଖୋଳିଥିବା ଗାତରେ ପଡ଼ିଲେ ନିଜେ, ମାଛ ମାରିବା ପୂର୍ବରୁ  ନିଜେ ହେଲେ ଗୁରୁତର 

ଦାରିଙ୍ଗବାଡି,୨୯।୩ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ଅଞ୍ଚଳରେ ଜଣେ ଯୁବକ ମାଛ ମାରିବାକୁ ବିସ୍ପୋରକ ବ୍ୟବହାର କରୁଥିବା ବେଳେ ମାଛ ମାରିବା ପୁର୍ବରୁ ବିସ୍ପୋରଣ ଘଟି ଗୋଟିଏ ହାତରେ ଶକ୍ତ ଆଘାତ ଲାଗିବା ସହ ଶରୀରର ବିଭିନ୍ନ…

ଓକିଲ ସଙ୍ଘର ନିର୍ବାଚନ ସଭାପତି ଉମେଶ, ସମ୍ପାଦକ ରାମଚନ୍ଦ୍ର

ଦାରିଙ୍ଗବାଡ଼ି,୨୯।୩ (ଅରୁଣ ସାହୁ): ଦାରିଙ୍ଗବାଡ଼ି ଓକିଲ ସଙ୍ଘର ନିର୍ବାଚନ ଶନିବାର ବିଧିବଧ ଭାବେ ଅନୁଷ୍ଠିତ ହୋଇଛି। ଚଳିତ ଥର ନିର୍ବାଚନ ଫଳାଫଳ ଅତି ରୋମାଞ୍ଚକର ରହିଥିଲା। କେବଳ ସମ୍ପାଦକ ପଦବୀ ପାଇଁ ୨ ଜଣ ନାମାଙ୍କନ ପତ୍ର ଦାଖଲ କରିଥିବାରୁ ଭୋଟ…

୧୦୦ ତମ ଭଞ୍ଜ ସଙ୍ଗୀତ ଆସର: ପ୍ରଚାର, ପ୍ରସାର ଲକ୍ଷ୍ୟ ନେଇ…

ଭଞ୍ଜନଗର, ୨୯।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଆନନ୍ଦ ସଙ୍ଗୀତାୟନ ପକ୍ଷରୁ ଭଞ୍ଜ ସଙ୍ଗୀତର ପ୍ରଚାର ପ୍ରସାର ଲକ୍ଷ୍ୟ ନେଇ ଆଜକୁ କିଛି ବର୍ଷ ହେବ ମାସକୁ ଥରେ ଭଞ୍ଜ ସଙ୍ଗୀତ ଆସର ହେଉଛି। ଶନିବାର ତାହା ୧୦୦ ତମରେ ପହଞ୍ଚିଛି।…

କିଏ ଜାଣିଥିଲା ଆଜି ହେବ ଶେଷ ଫେରି: ବାଇକ୍‌ ଉପରେ ମାଡିଗଲା ବାଲି ବୋଝେଇ ହାଇୱା

ଧର୍ମଗଡ଼,୨୯।୩(ଘାସିରାମ ଜଗତ): କଳାହାଣ୍ଡି ଧର୍ମଗଡ-ବୋଡ଼େନ ରାସ୍ତା ବିଅରବାର ନିକଟରେ ରବିବାର ସକାଳୁ ଦୁର୍ଘଟଣା ଘଟିଛି। ବାଲି ବୋଝେଇ ହାଇୱା ଧକ୍କାରେ ଜଣେ ଫେରିବାଲାଙ୍କ ମୃତ୍ୟୁ ଘଟିଛି। ମୃତୁ ଯୁବକ ମଧ୍ୟପ୍ରଦେଶର ରାହୁଲ ମେଘୱାଲ ବୋଲି ଜଣାପଡିଛି। ସେ ବାଇକରେ ଯାଉଥିବାବେଳେ ବାଲି…

ତାରିଣୀ ଛକ ମାର୍କେଟରେ ଅଗ୍ନିକାଣ୍ଡ: ଜଳିଗଲା ୭ଦୋକାନର ଲକ୍ଷାଧିକ…

ଧର୍ମଶାଳା/ବ୍ରହ୍ମବରଦା,୨୯।୩ (ଶିବ ପ୍ରସାଦ ମହାନ୍ତି/ଯଯାତି କେଶରୀ ବେହେରା): ଯାଜପୁର ଜିଲା ବ୍ରହ୍ମବରଦା ଥାନା ତାରିଣୀ ଛକ ମାର୍କେଟରେ ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ପାଖାପାଖି ୭ ଦୋକାନରେ ନିଆଁ ଲାଗି ଯିବା ଫଳରେ ଲକ୍ଷାଧିକ ଟଙ୍କାର ସମ୍ପତିି ନଷ୍ଟ ହୋଇଥିବା…

ମା’ଙ୍କୁ ହରାଇଲେ ଭଉଣୀଭାଇ, ପାଳିବା ଚିନ୍ତାରେ ଆଈ

ବ୍ରହ୍ମପୁର,୨୮ା୩(ଅଶୋକ କୁମାର ସାହୁ): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଅଧୀନ ଟାକେରା ପିଠାଖାଇ ଘାଟିରେ ଟୁରିଷ୍ଟ ବସ୍‌ ଦୁର୍ଘଟଣାରେ ମୃତକଙ୍କ ମଧ୍ୟରେ ବ୍ରହ୍ମପୁର ଧୋବାବନ୍ଧ ସାହିର ସୁମନ୍ତି ସାହୁ ରହିଛନ୍ତି। ସ୍ବାମୀ ପରିତ୍ୟକ୍ତା ସୁମନ୍ତିଙ୍କ ପୁଅ ଅଭିଜିତ (୧୫) ଏବଂ ଝିଅ…

ଆକ୍ସନରେ ପୋଲିସ: ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ସସ୍‌ପେଣ୍ଡ

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଏସ୍‌ପି ଅଭିଳାଷ ଜିଙ୍କ ଏକ ବଡ଼ ସୂଚନା ଦେଇଛନ୍ତି। ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ପ୍ରେମଚାନ୍ଦ ନାଗଙ୍କୁ ସସ୍‌ପେଣ୍ଡ କରାଯାଇଥିବା ଏସ୍‌ପି ଶନିବାର ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ପୋଲିସର ପ୍ରାଥମିକ ତଦନ୍ତ ପରେ ପିଏସ୍‌ଓଙ୍କ ବିରୋଧରେ ଶୃଙ୍ଖଳାଗତ…

ଭେଡେନ ଓକିଲ ସଂଘ: ଅଶ୍ବିନୀ ସଭାପତି ନିର୍ବାଚିତ

ଭେଡେନ,୨୮।୩(ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଓକିଲ ସଂଘର ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଶ୍ୱିନୀ କୁମାର ଦାଶ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି । ସେହିପରି ଉପସଭାପତି ଭାବେ କିଶୋର ପାଇକ, ସମ୍ପାଦକ ସୁରେନ୍ଦ୍ର ହୋତା, ସହସମ୍ପାଦକ ପାଣ୍ଡବ…

ମାନସିକ ବିକୃତ ଯୁବତୀ ଗର୍ଭବତୀ ମାମଲା: ଶିକ୍ଷକଙ୍କ ପରେ ଆଉ ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ଗଞ୍ଜାମ,୨୮ା୩ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମା ଫାଣ୍ଡି ଅଞ୍ଚଳରେ ଜଣେ ମାନସିକ ବିକୃତ ଯୁବତୀ ଗର୍ଭବତୀ ହେବା ଘଟଣାରେ ଜଣେ ଶିକ୍ଷକ ଗିରଫ ହୋଇଥିବା ବେଳେ ଶନିବାର ଘଟଣାରେ ସମ୍ପୃକ୍ତ ଅନ୍ୟଜଣେ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ସେ…

ମା’ ଠାକୁରାଣୀଙ୍କ ଚୈତ୍ର ଯାତ୍ରା

ଥୁଆମୂଳ ରାମପୁର, ୨୮ା୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ତାଲବନ୍ଦ ପଡ଼ାରେ ମା’ ଠାକୁରାଣୀଙ୍କ ଚୈତ୍ର ଯାତ୍ରା ବା ଘଣ୍ଟ ଯାତ୍ରାର ଶନିବାର ପଞ୍ଚମ ଦିବସ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ସ୍ଥାନୀୟ ଦୁର୍ଗା ପରିବାର…

କବାଡ଼ି ପ୍ରିମିୟର ଲିଗ୍‌ ସିଜନ-୨ ଆରମ୍ଭ

ନୂଆପଡ଼ା,୨୮ା୩(ମକାରୁ ବେମାଲ): ନୂଆପଡ଼ା କବାଡ଼ି ଖେଳାଳି ସଂଘ ପକ୍ଷରୁ ପୁରୁଷ ଓ ମହିଳା ବିଭାଗରେ କବାଡ଼ି ପ୍ରିମିୟର ଲିଗ ସିଜନ-୨ ଶୁକ୍ରବାର ସାରେ ଉଦ୍‌ଘାଟିତ ହୋଇଯାଇଛି। ଜିଲା କବାଡ଼ି ଖେଳାଳି ସଂଘ ସଭାପତି ହରିଶ ଅହୀରଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ ଉତ୍ସବରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?