ବଜ୍ରପାତରେ ଯୁବତୀଙ୍କ ଜୀବନଗଲା
ଭଞ୍ଜନଗର,୧୯।୩(ଡି.ଏନ୍.ଏ.): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ହାତୀଗୁଡ଼ାରେ ଗୁରୁବାର ମଧ୍ୟାହ୍ନରେ ବଜ୍ରପାତ ଘଟି ଜଣେ ଯୁବତୀଙ୍କ ଜୀବନ ଚାଲିଯାଇଛି। ସେ ହେଲେ ଟୁନି ପୋଲାଇ। ସେ ଜମିରେ କାମ କରୁଥିବା ସମୟରେ ବଜ୍ରପାତ ହୋଇଥିଲା। ଫଳରେ ସେ ଗୁରୁତର...
ଫେରିଲା ମହାପ୍ରଭୁଙ୍କ ଟଙ୍କା: ସୁଧ ସହ ୩୯୭.୨୩ କୋଟି ଦେଲା ୟେସ୍ ବ୍ୟାଙ୍କ
ପୁରୀ ଅଫିସ,୧୯।୩: ଫେରିଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଟଙ୍କା। ଘରୋଇ ୟେସ୍ ବ୍ୟାଙ୍କରୁ ଇ-ଟ୍ରାନ୍ସଫର ମାଧ୍ୟମରେ ଗୁରୁବାର ୩୯୭ କୋଟି ୨୩ ଲକ୍ଷ ୨୭ ହଜାର ୬୩୬ ଟଙ୍କା ଶ୍ରୀମନ୍ଦିର ଏସ୍ବିଆଇ ଆକାଉଣ୍ଟକୁ ଫେରିଛି। ୩୮୯ କୋଟି ମୂଳଜମା ସହ ୮...
କରୋନା ସଂକ୍ରମଣ ପ୍ରତିହତ ଲାଗି ଡବେରୀରେ ଗାଡ଼ିମୋଟର ଯାଞ୍ଚ
ଦାରିଙ୍ଗବାଡ଼ି,୧୯।୩(ଡି.ଏନ୍.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ପକ୍ଷରୁ ମିଳିତ ଭାବେ ଡବେରୀଠାରେ ବ୍ଲକିଂ କରି କଡ଼ାକଡ଼ି ଭାବେ ଗାଡ଼ିମୋଟର ଯାଞ୍ଚ କରାଯାଉଛି। ରାଜ୍ୟ ବାହାରୁ ବିଶେଷକରି ପଶ୍ଚିମବଙ୍ଗ ସମେତ ବିଭିନ୍ନ ରାଜ୍ୟରୁ ପର୍ଯ୍ୟଟକ ଦାରିଙ୍ଗବାଡ଼ି ଆସୁଥିବା ବେଳେ ଏବେ ତାହା...
ତହସିଲଦାରଙ୍କ ବାସଭବନ ପରିସରରୁ ଚନ୍ଦନ ଗଛ କାଟିନେଲେ ଦୁର୍ବୃତ୍ତ
ବାଲିଗୁଡ଼ା,୧୯।୩(ଡି.ଏନ୍.ଏ.): କନ୍ଧମାଳ ଜିଲା ବାଲିଗୁଡ଼ା ତହସିଲଦାର ସୁଶ୍ରୀ କ୍ଷିରାବ୍ଧୀ ତନୟା ସାହୁଙ୍କ ବାସଭବନ ପରିସରରୁ ଦୁର୍ବୃତ୍ତମାନେ ଏକ ଛନ୍ଦନ ଗଛ କାଟିନେଇଛନ୍ତି। ସୂଚନାଯୋଗ୍ୟ, ବୁଧବାର ରାତିରେ ତହସିଲଦାରଙ୍କ ବାସଭବନ ପରିସରରେ ଥିବା ଚନ୍ଦନଗଛକୁ ଦୁର୍ବୃତ୍ତମାନେ କାଟିବା ସମୟରେ ତହସିଲଦାରଙ୍କ କବାଟରେ...
ଦାରିଙ୍ଗବାଡ଼ି ବ୍ଲକ ଅଧ୍ୟକ୍ଷା ହରାଇଲେ ପଦବୀ: ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହେବେ ଅଧ୍ୟକ୍ଷା
ଦାରିଙ୍ଗବାଡ଼ି,୧୯।୩(ଡି.ଏନ୍.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଧ୍ୟକ୍ଷା ସୁବେନ୍ତୀ ପ୍ରଧାନ ନିଜ ପଦବୀ ପୁଣି ଥରେ ହରାଇଛନ୍ତି। ହାଇକୋର୍ଟ ତାଙ୍କ ପଦବୀକୁ ୧୩ ତାରିଖରେ ଅସିଦ୍ଧି ଘୋଷଣା କରିଛନ୍ତି। ପୂର୍ବରୁ ଏହି ମାମଲାରେ ଜିଲା ଦୌରାଜଜ୍ ବ୍ଲକ ଅଧ୍ୟକ୍ଷାଙ୍କ ସଭ୍ୟପଦ...
ଘୁଞ୍ଚିଲା ହାଇକୋର୍ଟ ବାର୍ ନିର୍ବାଚନ
କଟକ ଅଫିସ,୧୯।୩ : ଆସନ୍ତା ୨୮ତାରିଖରେ ହାଇକୋର୍ଟ ବାର୍ ସମେତ ରାଜ୍ୟର ସମସ୍ତ ବାର୍ରେ ଅନୁଷ୍ଠିତ ହେବାକୁ ଥିବା ନିର୍ବାଚନକୁ କରୋନା ପାଇଁ ଘୁଞ୍ଚାଇ ଦିଆଯାଇଛି। ଏହି ନିର୍ବାଚନ ଏପ୍ରିଲ ୨୫ତାରିଖରେ ଅନୁଷ୍ଠିତ ହେବ ବୋଲି ରାଜ୍ୟ ଆଇନଜୀବୀ ପରିଷଦ...
ଆଜିଠୁ ମାଟ୍ରିକ ଖାତା ମୂଲ୍ୟାୟନ
କଟକ ଅଫିସ,୧୯।୩ : ମାଧ୍ୟମିକ ଶିକ୍ଷା ପରିଷଦ ଓଡ଼ିଶା ଦ୍ୱାରା ଆୟୋଜିତ ଦଶମ ଶ୍ରେଣୀ ପରୀକ୍ଷା ଖାତା ମୂଲ୍ୟାୟନ ଗୁରୁବାରଠାରୁ ଆରମ୍ଭ ହେବ। ୬୧ଟି କେନ୍ଦ୍ରରେ ପ୍ରାୟ ୧୬ହଜାର ପରୀକ୍ଷକ ନିୟୋଜିତ ହୋଇଛନ୍ତି। ଖାତା ମୂଲ୍ୟାୟନ ପାଇଁ ସମସ୍ତ କେନ୍ଦ୍ରଗୁଡ଼ିକରେ...
ହକି ଟର୍ଫ
ରାଜ୍ୟ ସରକାର ହକି ଖେଳାଳିମାନଙ୍କୁ ପ୍ରୋତ୍ସାହନ ଦେବା ପାଇଁ ବିଭିନ୍ନ ପଦକ୍ଷେପ ଗ୍ରହଣ କରିଛନ୍ତି। ଗ୍ରାମାଞ୍ଚଳରେ ମିନି ଷ୍ଟାଡିୟମ ଓ ଖେଳ ପଡିଆ ଉନ୍ନତୀକରଣ କରାଯାଉଛି। ଏହି ପରିପ୍ରେକ୍ଷୀରେ ସମ୍ବଲପୁର ଜିଲାରେ ଏକ ମିନି ଷ୍ଟାଡିୟମ ନିର୍ମାଣ କରାଯାଇ ସେଠାରେ...
ମାଈ ହାତୀ ମୃତଦେହ ଉଦ୍ଧାର
ବନ୍ତଳା,୧୯।୩ (ଡି.ଏନ.ଏ.): ଅନୁଗୋଳ ଜିଲା ସାତକୋଶିଆ ଅଭୟାରଣ୍ୟ ପୁରୁଣାକୋଟ ରେଞ୍ଜ ବାଘମୁଣ୍ଡା ରିଜର୍ଭ ଜଙ୍ଗଲରୁ ବୁଧବାର ଏକ ମାଈହାତୀର ମୃତଦେହ ଉଦ୍ଧାର କରାଯାଇଛି। ଖବରପାଇ ସାତକୋଶିଆ ଡିଏଫଓ ରାମସ୍ବାମୀ ପି, ବାଘମୁଣ୍ଡା ବିଟର ଫରେଷ୍ଟର ଓ ବନକର୍ମଚାରୀ ପହଞ୍ଚି ମୃତଦେହ...
କଲଭର୍ଟ ତଳୁ ଯୁବକଙ୍କ ମୃତଦେହ ଉଦ୍ଧାର
ପାଟଣା,୧୯ା୩(ସ୍ବ.ପ୍ର.): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ୪୯ ନମ୍ବର ଜାତୀୟ ରାଜପଥ ଖିରେଇଟାଙ୍ଗିରି ନିକଟରେ ଏକ କଲଭର୍ଟ ତଳୁ ଗୁରୁବାର ସକାଳୁ ଜଣେ ଯୁବକଙ୍କ କ୍ଷତ ବିକ୍ଷତ ମୃତଦେହ ଉଦ୍ଧାର କରାଯାଇଛି। ମୃତ ଯୁବକ ଜଣକ ହେଉଛନ୍ତି ଚିଲିଦା ଗ୍ରାମର...
କୋଷ୍ଟଗାର୍ଡରେ ସାମିଲ ହେଲା ‘ଭରଦ୍’
ପାରାଦୀପ, ୧୯।୩ (ସ୍ବ.ପ୍ର.): ଉତ୍ତର-ପୂର୍ବ ଉପକୂଳ ସମୁଦ୍ର ସୀମାରେ ପାଟ୍ରୋଲିଂ ପାଇଁ ବୁଧବାର ଭାରତୀୟ ତଟରକ୍ଷୀ ବାହିନୀ(କୋଷ୍ଟଗାର୍ଡ)ରେ ଅତ୍ୟାଧୁନିକ ଯୁଦ୍ଧଜାହାଜ ‘ଭରଦ’ ସାମିଲ ହୋଇଛି। ବୁଧବାରଠାରୁ ଏହା ପାରାଦୀପସ୍ଥିତ ଓଡ଼ିଶା କୋଷ୍ଟଗାର୍ଡ ମୁଖ୍ୟାଳୟ-୭ରୁ ପାଟ୍ରୋଲିଂ ଆରମ୍ଭ କରିଛି ବୋଲି କୋଷ୍ଟଗାର୍ଡ...
ବିବାଦୀୟ ସ୍ଥାନରେ ଦୋକାନ ଅନୁମତି
ଅନୁଗୋଳ ଅଫିସ୍, ୧୯।୩: ଅନୁଗୋଳ ବସ୍ଷ୍ଟାଣ୍ଡ ଓ ବ୍ଲକ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ସମ୍ମୁଖ ଏକ ବିବାଦୀୟ ସ୍ଥାନରେ ଦୋକାନ ଖୋଲିବାକୁ ପୌରପାଳିକା ପକ୍ଷରୁ ଅନୁମତି ଦିଆଯାଇଥିବା ଅଭିଯୋଗ ହୋଇଛି। ପୂର୍ବରୁ ସେହି ସ୍ଥାନରେ ଏକ ଦୋକାନ ଖୋଲିବାକୁ ନେଇ ବିବାଦ...
Archives


