ଖୋଲିବ ୨୩୫ କ୍ବାରାଣ୍ଟାଇନ୍ ହୋମ୍
ଅନୁଗୋଳ ଅଫିସ୍, ୧୯।୩: କରୋନା ସନ୍ଦିଗ୍ଧଙ୍କ ନିମନ୍ତେ ପ୍ରତି ଜିଲାରେ ପଞ୍ଚାୟତ ଓ ସଦର ମହକୁମାର ବିଦ୍ୟାଳୟଗୁଡ଼ିକରେ କ୍ବାରାଣ୍ଟାଇନ୍ ହୋମ ଖୋଲିବାକୁ ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଛନ୍ତି। ଏହାକୁ ଦୃଷ୍ଟିରେ ରଖି ଅନୁଗୋଳରେ ମୋଟ୍ ୨୩୫ଟି କ୍ବାରାଣ୍ଟାଇନ୍ ହୋମ ଖୋଲିବ ବୋଲି...
କ୍ୱାରାଣ୍ଟାଇନରେ ୨୧ ଜଣ
ଅନୁଗୋଳ ଅଫିସ୍, ୧୯।୩: ବାହାର ରାଜ୍ୟ ତଥା ଦେଶରୁ ଅନୁଗୋଳକୁ ଫେରିଥିବା ମୋଟ ୨୧ ଜଣଙ୍କୁ କ୍ୱାରାଣ୍ଟାଇନରେ ରଖାଯାଇଛି। ଏ ନେଇ ଅନୁଗୋଳ ଜିଲାପାଳ ମନୋଜ କୁମାର ମହାନ୍ତି ସୂଚନା ଦେଇଛନ୍ତି। ସେହିପରି ଏବେ ସୁଦ୍ଧା କେବଳ ଅନୁଗୋଳ ସହରକୁ ୭...
ବିଦେଶ ଫେରନ୍ତାଙ୍କ ତଥ୍ୟ ସଂଗ୍ରହ
ଅନୁଗୋଳ ଅଫିସ୍, ୧୯।୩ : ଅନୁଗୋଳ ଜିଲାରେ କରୋନା ମୁକାବିଲା କରିବାକୁ ଜିଲା ପ୍ରଶାସନ ତପତ୍ର ହୋଇଛି। ବୁଧବାର ମୁଖ୍ୟ ଶାସନ ସଚିବଙ୍କ ସହ ଭିଡ଼ିଓ କନଫରେନ୍ସ ସରିବା ପରେ ଅଧିକାରୀମାନେ ସଜାଗ ରହିଛନ୍ତି। ବିଦେଶ ତଥା ଆକ୍ରାନ୍ତ ରାଜ୍ୟ ଫେରନ୍ତାଙ୍କ...
୫ଟଙ୍କା ନେଲା ସାଙ୍ଗ ଜୀବନ
କଣିହାଁ, ୧୯।୩(ଡି.ଏନ.ଏ.) ତାଳଚେର ବ୍ଲକ କଣିହାଁ ଥାନା ଅଧୀନ କୁମୁଣ୍ଡା ପଞ୍ଚାୟତ ଚିତ୍ତଲପୁର ଗ୍ରାମରେ ମଙ୍ଗଳବାର ଅଭାବନୀୟ ଘଟଣା ଘଟିଛି। ସାମାନ୍ୟ ବଚସାକୁ କେନ୍ଦ୍ର କରି ବନ୍ଧୁଙ୍କ ପଥର ମାଡ଼ରେ ଜଣେ ଦଶମ ଶ୍ରେଣୀ ଛାତ୍ରଙ୍କ ଜୀବନ ଯାଇଛି। ମୃତକ...
ବାଟ ଦେଖାଇଛି ତରଭୁଜ ଚାଷ
ପାଲଲହଡ଼ା, ୧୯ା୩ (ଦିବ୍ୟଜ୍ୟୋତି ଦାସ ): ପାଠପଢ଼ା ସରିବା ପରେ ନ ଥିଲା ଚାକିରି ଆଶା। ଚାକିରି ଦୌଡ଼ରୁ ବାହାରି ଚାଷ ମୁହାଁ ହୋଇଥିଲେ। ଏଥିପାଇଁ ସାହାରା ଭାବେ ବାଛିଥିଲେ ଅନ୍ୟ ୪ ଜଣଙ୍କୁ। ୫ ଏକର ଜମିରୁ ଆରମ୍ଭ ହୋଇଥିବା...
ବନ୍ଦ ହେବ ୩୭୬ ପ୍ରାଥମିକ, ଉପ୍ରା ସ୍କୁଲ
ଅନୁଗୋଳ ଅଫିସ୍, ୧୯।୩: ପିଲା ଓ ଶିକ୍ଷକ ଶୂନ୍ୟ ସରକାରୀ ବିଦ୍ୟାଳୟ। ସାରା ରାଜ୍ୟରେ ଅନେକ ବିଦ୍ୟାଳୟରେ ଏପରି ସ୍ଥିତି ଲାଗି ରହିଥିବାବେଳେ ସରକାର ଏଗୁଡିକୁ ବନ୍ଦ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏହି ନିଷ୍ପତ୍ତି ଫଳରେ ଅନୁଗୋଳ ଜିଲାରେ ପିଲା କମ୍...
୧୭ ୟୁନିଟ୍, ମୂଲ୍ୟାୟନ କରିବେ ୩୪୯ ଜଣ
ଅନୁଗୋଳ ଅଫିସ୍, ୧୯।୩: ଅନୁଗୋଳ ଜିଲାରେ ଗୁରୁବାରଠାରୁ ମାଟ୍ରିକ୍ ପରୀକ୍ଷା ଖାତା ଦେଖା ଆରମ୍ଭ ହେବ। ଅନୁଗୋଳ ଉଚ୍ଚ ବିଦ୍ୟାଳୟରେ ଏହି ମୂଲ୍ୟାୟନ କରାଯିବ ବୋଲି ଜିଲା ଶିକ୍ଷା ଅଧିକାରୀ କାର୍ଯ୍ୟାଳୟରୁ ସୂଚନା ମିଳିଛି। ମୋଟ ୧୭ଟି ୟୁନିଟ୍ରେ ୩୪୯ ଜଣ...
ନିର୍ଜୀବ ନନ୍ଦନକାନନ
ବଅଁରପାଳ,୧୯ା୩(ଉପେନ୍ଦ୍ର ରାଉତ) : ହ୍ରାସ ପାଉଛି ଜଙ୍ଗଲ। ଲୋପ ପାଉଛନ୍ତି ବିଭିନ୍ନ ଜୀବଜନ୍ତୁ, ସରୀସୃପ। ତେଣୁ ଜୀବ ପ୍ରତି ଦୟାଭାବ ଓ ବିରଳ ବନ୍ୟଜନ୍ତୁଙ୍କ ସଂରକ୍ଷଣ ଲାଗି ଲୋକଙ୍କ ମଧ୍ୟରେ ସଚେତନତା ସୃଷ୍ଟି ଉଦ୍ଦେଶ୍ୟରେ ଅନୁଗୋଳ ଜିଲା ବଅଁରପାଳ ବ୍ଲକ...
ଦୋକାନୀ ମାନୁନାହାନ୍ତି ୧୪୪ ଧାରା
ଫୁଲବାଣୀ ଅଫିସ, ୧୯ା୩: କରୋନା ସଂକ୍ରମଣକୁ ପ୍ରତିହତ କରିବା ପାଇଁ କନ୍ଧମାଳ ଜିଲା ପ୍ରଶାସନ ମଙ୍ଗଳବାରଠାରୁ ଧାରା ୧୪୪ ଜାରି କରିଛି। ପ୍ରଚାର ଗାଡିରେ ମାଇକ ମାଧ୍ୟମରେ ଏହି ଧାରା କ’ଣ, ଜିଲା ପ୍ରଶାସନ କି ନିଷ୍ପତ୍ତିି ନେଇଛି ଏବଂ...
ଭେସେଲ୍ରେ ଯିବେ ଏକ ତୃତୀୟାଂଶ ଯାତ୍ରୀ
ପୁରୀ ଅଫିସ,୧୯।୩: ଦିନକୁ ଦିନ ଆମ ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି। ଓଡ଼ିଶାରେ ଜଣେ ଆକ୍ରାନ୍ତ ଚିହ୍ନଟ ହେବା ପରେ ରାଜ୍ୟବାସୀ ଚିନ୍ତିତ ହୋଇପଡ଼ିଛନ୍ତି। ଏହି ପ୍ରାଣଘାତୀ ଭାଇରସ୍ ପାଇଁ ଏ ପର୍ଯ୍ୟନ୍ତ କୌଣସି ଔଷଧ ବାହାରି...
ଅଙ୍ଗଦାନ କରିଥିବା ବିପିନଙ୍କ ପରିବାରକୁ ସମ୍ବର୍ଦ୍ଧନା
ଭଞ୍ଜନଗର,୧୯।୩(ଡି.ଏନ.ଏ) ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ବ୍ଲକ ଭାଟପଡ଼ା ଗ୍ରାମର ବିପିନ ପ୍ରଧାନଙ୍କ ବ୍ରେନ୍ ଡେଡ୍ ଘୋଷିତ ହେବାପରେ ତାଙ୍କ ଶରୀରର ୬ଟି ଅଙ୍ଗକୁ ପରିବାର ଲୋକେ ସୁରଟରେ ଏକ ମେଡ଼ିକାଲକୁ ଗତ ୧୫ ତାରିଖରେ ଦାନ କରିଥିଲେ। ଏହିଭଳି ମହାନ...
ଗଞ୍ଜାମ ଜିଲାରୁ ଉଠିଲା ୧୪୪ ଧାରା
ଛତ୍ରପୁର,୧୯ା୩(ଡି.ଏନ.ଏ.) କରୋନା ଭୂତାଣୁ ଭୟାବହତାକୁ ନେଇ ଦୁଇ ଦିନ ତଳେ ଗଞ୍ଜାମ ଜିଲାରେ ୧୪୪ ଧାରା ଲାଗୁ ହୋଇଥିଲା। ବୁଧବାର ସନ୍ଧ୍ୟାରେ ଏହାକୁ ପ୍ରତ୍ୟାହାର କରି ନିଆଯାଇଛି। ଅନ୍ୟପକ୍ଷରେ କରୋନା ଭୂତାଣୁ ଯେଭଳି ନ ବ୍ୟାପିବ ସେଥିଲାଗି କୌଣସି ସାମାଜିକ...
Archives


