ଆମ ଜିଲା ଖବର

କଲେଜରେ ନାମ ଲେଖାଇବାକୁ ବାପା ଟଙ୍କା ନ ଦେବାରୁ ଆତ୍ମହତ୍ୟା କଲେ ପୁଅ

ଭବାନୀପାଟଣା,୯।୧୦(ଡି.ଏନ୍‌.ଏ.): ଦାରିଦ୍ରର କରୁଣ ପରିଣତି ଦେଖିବାକୁ ମିଳିଛି କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଦୁର୍ଗମ କେଳୁଆ ଗାଁରେ। ବାପା କଲେଜରେ ନାମଲେଖାଇବାକୁ ଟଙ୍କା ନ ଦେବାରୁ ବିଷ ପିଇ ଆତ୍ମହତ୍ୟା କରିଛନ୍ତି ପୁଅ ସଞ୍ଜୟ। ସଞ୍ଜୟ ଚଳିତ ବର୍ଷ ମାଟ୍ରିକ…

ବରଗଡ଼ରେ କମୁନି କରୋନା ଆକ୍ରାନ୍ତଙ୍କ ସଂଖ୍ୟା, ଆଜି ୮୬ ପଜିଟିଭ୍‌ ଚିହ୍ନଟ

ବରଗଡ଼ ଅଫିସ,୯ା୧୦: ବରଗଡ଼ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାର ନାଁ ନେଉନି। ଶୁକ୍ରବାର ଜିଲାରେ ପୁଣି ୮୬ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ସୋହେଲା ବ୍ଲକର ସର୍ବାଧିକ ୧୪ଜଣ ରହିଥିବା ବେଳେ ଭେଡେନ ବ୍ଲକର ୧୨,…

ଦୁର୍ନୀତି ବିରୋଧରେ ଭାଜପାର ବିକ୍ଷୋଭ

ବନ୍ତ,୯।୧୦(ସ୍ବ.ପ୍ର.): ଭଦ୍ରକ ଜିଲା ବନ୍ତ ବ୍ଲକ ଭାଜପା ପକ୍ଷରୁ ବିଭିନ୍ନ ଦୁର୍ନୀତି ବିରୋଧରେ ଶୁକ୍ରବାର ବିକ୍ଷୋଭ ଓ ପ୍ରତିବାଦ ସଭା କରାଯାଇଛି। ଭାଜପା ନେତା ବଦ୍ରି ନାରାୟଣ ଧଳ ଓ ରାଜ୍ୟ ସମ୍ପାଦକ ଅଭିମନ୍ୟୁ ସେଠୀଙ୍କ ନେତୃତ୍ୱରେ ଶତାଧିକ କର୍ମୀ ଜଳସେଚନ…

ଷ୍ଟିମ ପାଇପ୍‌ ଫାଟି ଶ୍ରମିକ ଗୁରୁତର ଘଟଣା: ଆଖିବୁଜିଲେ ଶଙ୍କର

ଗଞ୍ଜାମ,୯।୧୦(ଡି.ଏନ୍‌.ଏ.): ଗଞ୍ଜାମ ସହରସ୍ଥିତ ଗ୍ରାସୀମ କମ୍ପାନୀରେ ଗତ ମଙ୍ଗଳବାର ଷ୍ଟିମ୍‌ ପାଇପ୍‌ ଫାଟି ଜଣେ ଇଞ୍ଜିନିୟର ସମେତ ୩ ଜଣ ଗୁରୁତର ହୋଇଥିଲେ। ଏଥିରେ ପୁଇଁତୋଳା ଗ୍ରାମର ଶଙ୍କର ରାଉଳ (୩୨) ଅଧିକ ଗୁରୁତର ହୋଇଥିଲେ l ତାଙ୍କ ଶରୀର ସମ୍ପୂର୍ଣ୍ଣ…

ଜନଶୁଣାଣିକୁ ବିରୋଧ: ରାସ୍ତାରୁ ଭାଜପା କର୍ମୀଙ୍କୁ ଉଠାଇନେଲା ପୋଲିସ

ପୁରୀ ଅଫିସ,୯।୧୦: ଶ୍ରୀମନ୍ଦିର ଚତୁଃପାର୍ଶ୍ୱ ୭୭ ମିଟର ଐତିହ୍ୟ କରିଡର ନିର୍ମାଣ ନିମନ୍ତେ ଜମି ଅଧିଗ୍ରହଣ ପାଇଁ ଶୁକ୍ରବାର ନୀଳାଦ୍ରି ଭକ୍ତ ନିବାସ ପରିସରରେ ଜନଶୁଣାଣି ଚାଲିଛି। ଏହାକୁ ବିରୋଧ କରି ଭାଜପା ପକ୍ଷରୁ ଭକ୍ତ ନିବାସ ସମ୍ମୁଖରେ ଧାରଣା ଦିଆଯିବାକୁ…

ଯୁବକଙ୍କୁ ଅପହରଣ, ହତ୍ୟା ଉଦ୍ୟମ ମାମଲା: ବାଲେଶ୍ୱର ଜେଲରେ ସକିଲ, କଟକରେ ରାଜୁତି

କଟକ ଅଫିସ,୯ା୧୦: କଟକ ମଧୁପାଟଣା ଥାନା ଅଞ୍ଚଳରେ ଜଣେ ଯୁବକଙ୍କୁ ଅପହରଣ ଓ ହତ୍ୟା ଉଦ୍ୟମ ଘଟଣାରେ ପୋଲିସ ଗୁରୁବାର ୨ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ସେମାନେ ହେଲେ ଜଗତ୍‌ସିଂହପୁରର ବଣ୍ଟି ଓରଫ ଶିବପ୍ରସାଦ ଖଟୁଆ ଓ…

ଶ୍ରୀମନ୍ଦିର ସୁରକ୍ଷା ବଳୟ ଉନ୍ନତିକରଣ: ଜମି ଅଧିଗ୍ରହଣ ଜନଶୁଣାଣି ଆରମ୍ଭ

ପୁରୀ ଅଫିସ,୯ା୧୦: ରାଜ୍ୟ ସରକାରଙ୍କ ନିଷ୍ପତ୍ତି ଅନୁଯାୟୀ ଶ୍ରୀମନ୍ଦିର ଚତୁଃପାର୍ଶ୍ୱ ସୁରକ୍ଷା ବଳୟ ଉନ୍ନତିକରଣ କରାଯିବ। ଏହି ପ୍ରକଳ୍ପ ନିମନ୍ତେ ଜମି ଅଧିଗ୍ରହଣ ପାଇଁ ଓଡ଼ିଶା ସାମାଜିକ ପ୍ରଭାବ ଆକଳନ ୟୁନିଟ ଏକ ଚିଠା ପ୍ରସ୍ତୁତ କରିଛନ୍ତି। ଏନେଇ ଅତିରିକ୍ତ ଜିଲାପାଳ…

ଅଧାରେ ଅଟକିଛି ମଣିଭଦ୍ରା ପତୁରିଆ ନଦୀବନ୍ଧ

ନୟାଗଡ଼ ଅଫିସ,୯।୧୦: ଜମି ଅଧିଗ୍ରହଣ ସମସ୍ୟା ଯୋଗୁ ନୟାଗଡ଼ ଜିଲା ଗଣିଆର ମଣିଭଦ୍ରା ପତୁରିଆ ନଦୀବନ୍ଧ ଅଧାରେ ଅଟକିଛି। ବନ୍ୟା ସମସ୍ୟାରୁ ମୁକୁଳିବା ପାଇଁ ଅଞ୍ଚଳବାସୀଙ୍କ ବାରମ୍ବାର ଦାବି ପରେ ଏହି ପ୍ରକଳ୍ପ କାର୍ଯ୍ୟକାରୀ କରିବାକୁ ସ୍ଥିର ହୋଇଥିଲା। ହେଲେ ୨୦୧୩ରୁ…

ବରୁଣାଡ଼ିହା ପାନୀୟ ଜଳ ପ୍ରକଳ୍ପ ମାମଲା: ପୁନର୍ବାର କାର୍ଯ୍ୟ ଆରମ୍ଭକୁ ବିରୋଧ

କେନ୍ଦ୍ରାପଡ଼ା ଅଫିସ,୯।୧୦: କେନ୍ଦ୍ରାପଡ଼ା ଜିଲାର ଆଳି ଓ ରାଜକନିକା ବ୍ଲକ ସୀମା ବରୁଣାଡିଆଠାରେ ଖରସ୍ରୋତା ନଦୀରେ ବର୍ଷେ ଧରି ପଡିରହିଥିବା ପାନୀୟ ଜଳ ପ୍ରକଳ୍ପ ଆରମ୍ଭ ହେବା ପରେ ଅଞ୍ଚଳବାସୀଙ୍କ ମଧ୍ୟରେ ପ୍ରତିକ୍ରିୟା ପ୍ରକାଶ ପାଇଛି। ଠିକା ସଂସ୍ଥା ପୋଲିସ ସାହାଯ୍ୟରେ…

ଇଶାନ କୁମାର ପାତ୍ର ଆଇଏଏନ୍‌ଏସ୍‌ ସଭାପତି

କଟକ ଅଫିସ,୯।୧୦: ରେଭେନ୍‌ଶା ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ଇଶାନ କୁମାର ପାତ୍ର ଇଣ୍ଡିଆନ ଏକାଡେମୀ ଅଫ୍‌ ନ୍ୟୁରୋ ସାଇନ୍ସ (ଆଇଏଏନ୍‌ଏସ୍‌)ର ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି। ୨୦୨୧ରୁ ୨୦୨୩ ମସିହା ପର୍ଯ୍ୟନ୍ତ ସେ ଏହି ସଭାପତି ପଦରେ ରହିବେ। ୪୦ ବର୍ଷର…

ରାଜ୍ୟରେ ଧାର୍ମିକସ୍ଥଳ ଖୋଲିବା ପ୍ରସଙ୍ଗ: ଶ୍ରୀମନ୍ଦିରକୁ ଅନ୍ୟ ସହ ତୁଳନା କରା ନ ଯାଉ

ପୁରୀ ଅଫିସ,୯।୧୦: କରୋନା ପାଇଁ ବନ୍ଦ ଥିବା ରାଜ୍ୟର ଧାର୍ମିିକସ୍ଥଳ ଖୁବଶୀଘ୍ର ଖୋଲିପାରେ। ଏଥିଲାଗି ରାଜ୍ୟ ସରକାରଙ୍କ ପକ୍ଷରୁ ସଙ୍କେତ ମିଳିଛି। ଜିଲାର ସ୍ଥିତି ଦେଖି କୋଭିଡ୍‌ ନିୟମ ମାନି ଖୋଲିବାକୁ ପରାମର୍ଶ ଦିଆଯାଇଛି। ସମସ୍ତ ଅଂଶୀଦାରଙ୍କ ସହ ଆଲୋଚନା କରି…

ମା’ ବିରଜାଙ୍କ ରଥଯାତ୍ରାକୁ ଅନୁମତି: ଜିଲାପାଳଙ୍କୁ ଦାୟିତ୍ୱ ଦେଲେ ହାଇକୋର୍ଟ

କଟକ ଅଫିସ/ଯାଜପୁର ଟାଉନ,୯।୧୦: ଯାଜପୁରର ପ୍ରସିଦ୍ଧ ବିରଜା ମନ୍ଦିରର ରଥଯାତ୍ରାକୁ ଅନୁମତି ପ୍ରଦାନ କରିବା ସହ ଏହାର ଆୟୋଜନ ଦାୟିତ୍ୱ ଯାଜପୁର ଜିଲାପାଳଙ୍କ ଉପରେ ହାଇକୋର୍ଟ ନ୍ୟସ୍ତ କରିଛନ୍ତି। କୋଭିଡ୍‌ କଟକଣା ଭିତରେ ସମସ୍ତ କାର୍ଯ୍ୟ କରିବାକୁ ହାଇକୋର୍ଟ ମୁଖ୍ୟ ବିଚାରପତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?