ଆମ ଜିଲା ଖବର

ମା’ ବିରଜାଙ୍କ ରଥଯାତ୍ରାକୁ ଅନୁମତି: ଜିଲାପାଳଙ୍କୁ ଦାୟିତ୍ୱ ଦେଲେ ହାଇକୋର୍ଟ

କଟକ ଅଫିସ/ଯାଜପୁର ଟାଉନ,୯।୧୦: ଯାଜପୁରର ପ୍ରସିଦ୍ଧ ବିରଜା ମନ୍ଦିରର ରଥଯାତ୍ରାକୁ ଅନୁମତି ପ୍ରଦାନ କରିବା ସହ ଏହାର ଆୟୋଜନ ଦାୟିତ୍ୱ ଯାଜପୁର ଜିଲାପାଳଙ୍କ ଉପରେ ହାଇକୋର୍ଟ ନ୍ୟସ୍ତ କରିଛନ୍ତି। କୋଭିଡ୍‌ କଟକଣା ଭିତରେ ସମସ୍ତ କାର୍ଯ୍ୟ କରିବାକୁ ହାଇକୋର୍ଟ ମୁଖ୍ୟ ବିଚାରପତି…

ରାମ୍‌କୋ ସିମେଣ୍ଟ ଗ୍ରାଇଣ୍ଡିଂ ୟୁନିଟ୍‌ ଶୁଭାରମ୍ଭ: ଭିସିରେ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଧର୍ମଶାଳା,୯।୧୦ (ଡି.ଏନ୍‌.ଏ.): ଯାଜପୁର ଜିଲା ଧର୍ମଶାଳା ବ୍ଲକ ଅଧୀନ ହରିଦାସପୁରଠାରେ ନିର୍ମିତ ରାମ୍‌କୋ ସିମେଣ୍ଟ ଗ୍ରାଇଣ୍ଡିଂ ୟୁନିଟ୍‌ ଗୁରୁବାର ଅପରାହ୍ନରେ ଶୁଭାରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନଫରେନ୍ସ (ଭିସି) ମାଧ୍ୟମରେ ଏହାର ଉଦ୍‌ଘାଟନ କରିଛନ୍ତି। ଏହି ଅବସରରେ ଅତିଥି…

କଳିଙ୍ଗନଗର ଶିଳ୍ପାଞ୍ଚଳ: ଲାଭ ପଛରେ ଶିଳ୍ପସଂସ୍ଥା, ସ୍ଥାନୀୟ ନିଯୁକ୍ତି ଗୌଣ

ଯାଜପୁର ଅଫିସ,୯।୧୦: ସ୍ଥାନୀୟ ନିଯୁକ୍ତି ଆଶାରେ ଯାଜପୁର ଜିଲାର କଳିଙ୍ଗନଗରବାସୀ ବିଭିନ୍ନ ଶିଳ୍ପାନୁଷ୍ଠାନକୁ ସ୍ବାଗତ କରିଥିଲେ। ଏପରି କି ଶିଳ୍ପାୟନ ଦ୍ୱାରା ପରିବେଶ ପ୍ରଦୂଷଣ ସମେତ ଅନ୍ୟାନ୍ୟ ସମସ୍ୟାକୁ ମଧ୍ୟ ସହିଗଲେ। ଅନ୍ୟପକ୍ଷରେ ଶିଳ୍ପସଂସ୍ଥାଗୁଡ଼ିକ ବିକାଶର ସ୍ବପ୍ନ ଦେଖାଇ ଖଣି, ପାଣି,…

ଖାଦ୍ୟ ନଁ।ରେ ଚାଲିଛି ରୋଗ ବିକ୍ରି

ଅନୁଗୋଳ ଅଫିସ, ୯ା୧୦ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି କିଛି ମାସ ଧରି ହୋଟେଲ, ଜଳଖିଆ ଦୋକାନ, ଫାଷ୍ଟଫୁଡ ଓ ବିଭିନ୍ନ ଚଟ୍‌ପଟା ଖାଦ୍ୟ ବିକ୍ରି ଉପରେ କଟକଣା ଲଗାଯାଇଥିଲା। ସରକାର କୋଭିଡ୍‌ ନିୟମାବଳୀରେ କୋହଳ କରିବା ପରେ ଏସବୁ ବ୍ୟବସାୟକୁ…

ଋତୁରାଜ ମାଝି କୋକସରା ବ୍ଲକ ଆତ୍ମା ଅଧ୍ୟକ୍ଷ ନିର୍ବାଚିତ

କୋକସରା, ୯।୧୦ (ଡି.ଏନ.ଏ.) କଳାହାଣ୍ଡି ଜିଲା କୋକସରା ବ୍ଲକ କୃଷି ସୂଚନା ଓ ପରାମର୍ଶ ବିଭାଗ ଦ୍ୱାରା ଗୋଷ୍ଠୀ କୃଷକ ପରାମର୍ଶଦାତା କମିଟିର ନୂତନ ଅଧ୍ୟକ୍ଷ ପାଇଁ ଗୁରୁବାର ବ୍ଲକ ସଭାଗୃହଠାରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ବ୍ଲକ ଗୋଷ୍ଠୀ କୃଷି…

ଭିନ୍ନକ୍ଷମ ଲଳିତାଙ୍କୁ ମିଳିନି ଆବାସ ଯୋଜନାରେ ଘର

ଲାଠୋର, ୯ା୧୦ (ଡି.ଏନ.ଏ.) ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ କରୁଆଁଝର ପଞ୍ଚାୟତ ଅନ୍ତର୍ଗତ ଚାଉଲଡିଆ ଗ୍ରାମର ଭିନ୍ନକ୍ଷମ ଲଳିତା ରଣା(୩୫)। ସ୍ବାମୀ ଶୋଭାକର ରଣା(୪୫), ଗୋଟିଏ ଝିଅ ଓ ଗୋଟିଏ ପୁଅକୁ ନେଇ ତାଙ୍କ ସଂସାର। ଜମିବାଡି କିଛି ନାହିଁ। ସ୍ବାମୀ…

ଭିଜିଲାନ୍ସ ହାତରେ ଧରାପଡିଲେ କଲେଜ ଅଧ୍ୟକ୍ଷ

ବ୍ରହ୍ମପୁର ଅଫିସ,୮ା୧୦-ଗଞ୍ଜାମ ଜିଲା କୁକୁଡ଼ାଖଣ୍ଡି ଯୁକ୍ତ ୨ ବିଜ୍ଞାନ ଉଚ୍ଚ ବିଦ୍ୟାଳୟର ଜଣେ ପଦାର୍ଥ ବିଜ୍ଞାନ ଡେମନଷ୍ଟ୍ରେଟର ବସନ୍ତ କୁମାର ଜେନାଙ୍କ ଜିପିଏଫ ଓ ଏମ୍‌ଏସିପିି ବିଲ୍‌ ପାସ୍‌ କରିବା ପାଇଁ ଉକ୍ତ କଲେଜ ଅଧ୍ୟକ୍ଷ ଦାୟିତ୍ୱରେ ଥିବା ଏମ୍‌. ଟୁନା…

କରୋନା ମୁକାବିଲା: ଗଞ୍ଜାମ ମଡେଲକୁ ପ୍ରଶଂସା କଲା ଅକ୍ସଫୋର୍ଡ ବିଶ୍ୱବିଦ୍ୟାଳୟ

ଛତ୍ରପୁର,୮ା୧୦(ଡି.ଏନ.ଏ.)- କୋଭିଡ୍‌-୧୯ର ସଫଳ ମୁକାବିଲା ପାଇଁ ଗଞ୍ଜାମ ମଡେଲ୍‌ ବ୍ରିଟେନ୍‌ର ଅକ୍ସଫୋର୍ଡ ବିଶ୍ୱବିଦ୍ୟାଳୟ ଦ୍ୱାରା ପ୍ରଶଂସିତ ହୋଇଛି ା ଏଥିସହ ଅକ୍ସଫୋର୍ଡ ବିଶ୍ୱବିଦ୍ୟାଳୟର ଏକ ଅଧ୍ୟୟନ ରିପୋର୍ଟରେ ଗଞ୍ଜାମ ମଡେଲ ସ୍ଥାନ ପାଇଛି। ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟୁଇଟ୍‌ କରି…

କୋରାପୁଟରେ ହ୍ରାସ ପାଉଛି କରୋନା ସଂକ୍ରମିତଙ୍କ ସଂଖ୍ୟା

କୋରାପୁଟ,୮ା୧୦(ସ୍ବ.ପ୍ର.): କୋରାପୁଟ ଜିଲାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ହ୍ରାସ ପାଉଥିବାବେଳେ ଗୁରୁବାର ୩୬ ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସଂକ୍ରମିତଙ୍କ ମଧ୍ୟରେ ୨୪ ପୁରୁଷ ଏବଂ ୧୨ ଜଣ ମହିଳା ଅଛନ୍ତି। ସେମାନଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ୬ ଜଣ, ପୂର୍ବ…

ସମ୍ପର୍କୀୟଙ୍କ ମୃତଦେହ ସଂସ୍କାର କରିବାକୁ ଆସି କୋଲାବ ଜଳଭଣ୍ଡାରରେ ବୁଡ଼ିଗଲେ ବୃଦ୍ଧ

କୋରାପୁଟ,୮ା୧୦(ସ୍ବ.ପ୍ର.): କୋରାପୁଟସ୍ଥିତ କୋଲାବ ଜଳଭଣ୍ଡାରରେ ବୁଡ଼ି ଜଣେ ବୃଦ୍ଧଙ୍କର ମୃତ୍ୟୁ ଘଟିଥିବା ଜଣାପଡ଼ିଛି। କୋରାପୁଟ ଓଡ୍ରାଫ୍‌ ଟିମ୍‌ ପକ୍ଷରୁ ଗୁରୁବାର ସକାଳେ ଜଳଭଣ୍ଡାରରେ ଦୀର୍ଘ ସମୟ ଧରି ଖୋଜିବା ପରେ ବୃଦ୍ଧଙ୍କ ମୃତଦେହ ଉଦ୍ଧାର କରାଯାଇଛି। ବୃଦ୍ଧଙ୍କ ନାମ ହେଲା ମଦନ…

ହାଥରସ ଘଟଣାକୁ ନେଇ ବଲାଙ୍ଗୀର ଜିଲା ମହିଳା କଂଗ୍ରେସର ବିକ୍ଷୋଭ

ବଲାଙ୍ଗୀର ଅଫିସ,୮ା୧୦: ଉତ୍ତରପ୍ରଦେଶର ହାଥରସ ଗଣବଳାତ୍କାର ଘଟଣା ସମାଜରେ ମର୍ମାହତ ସୃଷ୍ଟି କରିଛି। ଏକ ଦଳିତ ନାବାଳିକା ଗଣବଳାତ୍କାର ଘଟଣାରେ ଉତ୍ତରପ୍ରଦେଶ ସରକାରଙ୍କ ପୋଲିସ ପ୍ରଶାସନ ନିଷ୍ଟ୍ରିୟ ହେବା ଏବଂ ପୀଡ଼ିତାଙ୍କ ମୃତ୍ୟୁ ପରେ ଜିଲା ପ୍ରଶାସନ ସମେତ ପୋଲିସ ନାରକୀୟ…

କରୋନାରେ ପ୍ରାଣ ହରାଇଲେ ଆଉ ଜଣେ କରୋନା ଯୋଦ୍ଧା: ଥାନା ପରିସରରେ ଦିଆଗଲା ଶେଷ ସମ୍ମାନ

ବାଲିଗୁଡା,୮।୧୦(ଡି.ଏନ.ଏ): କରୋନାରେ ଆକ୍ରାନ୍ତ ହୋଇ ଚିକିତ୍ସିତ ଅବସ୍ଥାରେ ପୁଣି ଜଣେ କରୋନା ଯୋଦ୍ଧାଙ୍କର ମୃତ୍ୟୁ ହୋଇଛି। ସେ କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନାରେ କନଷ୍ଟେବଳ ଭାବେ କାର୍ଯ୍ୟରତ ଥିବା ବାଳି କହଁର (୫୩) ବୋଲି ଜଣାପଡିଛି। ଗତ ମାସ ୨୦ ତାରିଖରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?