ଆମ ଜିଲା ଖବର

ମତ୍ସ୍ୟଜୀବୀ ନିଖୋଜ

ମହାକାଳପଡା,୮।୧୦(ଡି.ଏନ.ଏ): କେନ୍ଦ୍ରାପଡା ଜିଲା ମହାକାଳପଡା ବ୍ଲକ ସ୍ଥାନୀୟ ମହାନଦୀ ଶାଖା ଟୁବି ଗଳିଆ ନଦୀରେ ଏକ ଅଘଟଣ ଘଟିଛି। ମାଛ ଧରା ଡଙ୍ଗାରୁ ଅସାବଧନତାବଶତଃ ଜଣେ ମତ୍ସ୍ୟଜୀବୀଙ୍କ ଗୋଡ ଖସିଯିବାରୁ ସେ ନଦୀରେ ଗଳି ପଡି ନିଖୋଜ ଥିବା ଜଣାପଡିଛି। ଅଛନ୍ତି।…

ପେଟ୍ରୋଲ ପମ୍ପ ବିସ୍ଫୋରଣ ଘଟଣା: ଆଖିବୁଜିଲେ ସତ୍ୟ

କଟକ ଅଫିସ, ୮ା୧୦: ଭୁବନେଶ୍ୱର ରାଜଭବନ ନିକଟ ପେଟ୍ରୋଲ ପମ୍ପ ବିସ୍ଫୋରଣ ଘଟଣାରେ ଏସ୍‌ସିବିକୁ ସ୍ଥାନାନ୍ତରିତ ହୋଇଥିବା ୨ଜଣଙ୍କ ମଧ୍ୟରୁ ଜଣଙ୍କର ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି। ମୃତକ ଜଣଙ୍କ ହେଲେ ସତ୍ୟ ନାୟକ(୩୭)। ତାଙ୍କ ଶରୀରର ୬୦ ପ୍ରତିଶତ ଅଂଶ…

‘ଉପନିର୍ବାଚନରେ ଭାଜପା ଜିତିବ’

ପୁରୀ ଅଫିସ, ୮ା୧୦: ଭାଜପାର ନୂଆ ରାଷ୍ଟ୍ରୀୟ ମୁଖପାତ୍ର ତଥା ଏମ୍‌ପି ଅପରାଜିତା ଷଡ଼ଙ୍ଗୀ ବୁଧବାର ପୁରୀ ଆସି ମହାପ୍ରଭୁଙ୍କ ଆଶୀର୍ବାଦ ଭିକ୍ଷା କରିଛନ୍ତି। ତାଙ୍କୁ ସିଂହଦ୍ୱାର ପାଖରେ ପୁରୀ ଜିଲା ଭାଜପାର ନେତୃତ୍ୱମାନେ ଖଣ୍ଡୁଆ ଓ ପୁଷ୍ପଗୁଚ୍ଛ ଦେଇ ସ୍ବାଗତ…

‘ଅଭିଯୋଗରେ ରହିଛି ସତ୍ୟତା’

ଖୋର୍ଦ୍ଧା ଅଫିସ,୮ା୧୦:ଖୋର୍ଦ୍ଧା ବେଗୁନିଆ ତହସିଲ ଅନ୍ତର୍ଗତ ସାରୁଅ ଗ୍ରାମରେ ଓଟିଭି ପକ୍ଷରୁ ଜମି ହଡ଼ପ ଘଟଣାରେ ଜିଲା ପ୍ରଶାସନ ପକ୍ଷରୁ ତଦନ୍ତ ଜାରି ରହିଛି। ପ୍ରାଥମିକ ତଦନ୍ତରେ ଅଭିଯୋଗକାରୀଙ୍କ ଅଭିଯୋଗରେ ସତ୍ୟତା ରହିଥିବା ଅତିରିକ୍ତ ଜିଲାପାଳ ମନୋଜ ପାଢ଼ୀ କହିଛନ୍ତି। ସରକାରୀ…

ଆସନ୍ତା ଶିକ୍ଷାବର୍ଷରୁ ହେବ କାର୍ଯ୍ୟକ୍ଷମ

ପୁରୀ ଅଫିସ, ୮ା୧୦:ଆସନ୍ତା ଶିକ୍ଷାବର୍ଷରୁ ଶ୍ରୀଜଗନ୍ନାଥ ମେଡିକାଲ କଲେଜକୁ ପୂର୍ଣ୍ଣାଙ୍ଗ ଭାବେ କାର୍ଯ୍ୟକ୍ଷମ କରାଇବା ଲାଗି ରାଜ୍ୟ ସରକାର ଲକ୍ଷ୍ୟ ରଖିଛନ୍ତି। ଏଥିପାଇଁ ବୁଧବାର ଏକ ଉଚ୍ଚସ୍ତରୀୟ ପ୍ରତିନିଧି ଦଳ ବାଲିଗୁଆଳିସ୍ଥିତ କଲେଜ ପରିସରକୁ ଯାଇ ଭିତ୍ତିଭୂମି ତଦାରଖ କରିଛନ୍ତି। କେତେ…

ଖୋର୍ଦ୍ଧା ସହରରେ ପୁଣି ହାତୀ

ଖୋର୍ଦ୍ଧା ଅଫିସ,୮ା୧୦:ଖୋର୍ଦ୍ଧା ସହରରେ ପୁଣି ପଶିଲା ହାତୀ। ଗତ ୪ତାରିଖ ପରେ ବୁଧବାର ରାତିରେ ପଲ୍ଲା ଛକରେ ବରୁଣେଇ ୟୁପି ସ୍କୁଲ ନିକଟରେ ୨ଟି ଦନ୍ତା ହାତୀ ପଶିଛନ୍ତି। ସ୍କୁଲ ନିକଟରେ ହସ୍ତତନ୍ତ ଓ ବୟନ ଶିଳ୍ପ ବିଭାଗ କାର୍ଯ୍ୟାଳୟର ଏକ…

ହାତୀ-ମଣିଷ ସଂଘର୍ଷରେ ଢେଙ୍କାନାଳ ଆଗରେ

ଢେଙ୍କାନାଳ ଅଫିସ,୮ା୧୦: ପ୍ରତିବର୍ଷ ଅକ୍ଟୋବର ପ୍ରଥମ ସପ୍ତାହରେ ବନ୍ୟପ୍ରାଣୀ ସପ୍ତାହ ପାଳନ କରାଯାଇ ବିଭିନ୍ନ କାର୍ଯ୍ୟକ୍ରମ କରାଯାଏ। କିନ୍ତୁ ସ୍ଥାୟୀ ପ୍ରତିକାର ବାହାରିପାରେ ନାହିଁ। ରାଜ୍ୟରେ ଚାଲିଥିବା ହାତୀ-ମଣିଷ ସଂଘର୍ଷରେ ପ୍ରତିବର୍ଷ ଅନେକ ହାତୀ ଓ ମଣିଷଙ୍କ ଜୀବନହାନି ହେଉଥିଲେ ମଧ୍ୟ…

୨ କନଷ୍ଟେବଳ ନିଲମ୍ବିତ

ବାରିପଦା ଅଫିସ, ୮ା୧୦- ମୟୂରଭଞ୍ଜ ଜିଲା ବଡ଼ସାହି ଥାନାର ଦୁଇ ନିଶାଗ୍ରସ୍ତ କନଷ୍ଟେବଳଙ୍କ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା। ଏହି ଘଟଣାରେ ଏସ୍‌ପି ପରମାର ସ୍ମିଥ ପୁରୁଷୋତ୍ତମ ଦାସ ଦୁଇ କନଷ୍ଟେବଳ କାର୍ତ୍ତିକ ଚନ୍ଦ୍ର ପାତ୍ର ଓ କମଲ ମହାନ୍ତଙ୍କୁ…

ପାଳନ ହେଉନି ବର୍ଜ୍ୟବସ୍ତୁ ନିୟମାବଳୀ

ଅନୁଗୋଳ ଅଫିସ, ୮ା୧: ଆବଶ୍ୟକ ସଂଖ୍ୟକ ଡାକ୍ତର ଅଭାବରୁ ଅନୁଗୋଳ ଜିଲାରେ ସରକାରୀ ସ୍ବାସ୍ଥ୍ୟସେବାର ସୁଫଳ ରୋଗୀଙ୍କୁ ମିଳୁନି। ଏହାର ସୁଯୋଗ ନେଇ ଜିଲାରେ ଘରୋଇ ହସ୍ପିଟାଲ ଓ ନର୍ସିଂହୋମ୍‌ ସଂଖ୍ୟା ବୃଦ୍ଧି ପାଇଚାଲିଛି। ବିଶେଷକରି ଅନୁଗୋଳ ସହର ଓ ବ୍ଲକ…

ସହାୟତା ଅପେକ୍ଷାରେ କେନ୍ଦରା କଳାକାର

ଚମ୍ପୁଆ, ୮।୧୦ (ଡି.ଏନ.ଏ)-ହଜି ଯାଉଥିବା ଲୋକ ସଙ୍ଗୀତ ଓ ସଂସ୍କୃତିକୁ ବଞ୍ଚାଇ ରଖିବା ପାଇଁ ଯେଉଁ କେତେଜଣ କଳାକାର ପ୍ରୟାସ ଚଳାଇ ଆସିଛନ୍ତି ସେମାନଙ୍କ ମଧ୍ୟରେ କେନ୍ଦୁଝର ଜିଲା ଚମ୍ପୁଆ ବ୍ଲକ ସରଙ୍ଗି ପଞ୍ଚାୟତ ଅନ୍ତର୍ଗତ ନିଉଣ୍ଡି ଗ୍ରାମର ସାହେବ ମୁଣ୍ଡା…

ଭଦ୍ରକ ଷ୍ଟେଶନ ଜନଶୂନ୍ୟ, ଚିନ୍ତାରେ ବ୍ୟବସାୟୀ

ଭଦ୍ରକ ଅଫିସ, ୮ା୧୦- ଭଦ୍ରକ ଷ୍ଟେଶନ ଏବେ କରୋନା ପାଇଁ ଖାଁ ଖାଁ ହୋଇପଡ଼ିଛି। ଗତ ୭ ମାସ ହେଲା ଦ୍ରୁତଗାମୀ କିମ୍ବା ଲୋକାଲ ଟ୍ରେନ୍‌ ଚଳାଚଳ ବନ୍ଦ ରହିଛି। ଷ୍ଟେଶନ ପରିସରରେ ପୂର୍ବଭଳି ଆଉ ଜନଗହଳି ନାହିଁ। ଫଳରେ ଏହି…

ମ.ରାମପୁରକୁ ରାଜସ୍ବ ସବ୍‌ଡିଭିଜନ ମାନ୍ୟତା ଦାବି ତେଜିଲା

କର୍ଲାମୁଣ୍ଡା, ୮ା୧୦(ଡି.ଏନ.ଏ.) କଳାହାଣ୍ଡି ଜିଲା ମ.ରାମପୁର ବ୍ଲକକୁ ରାଜସ୍ବ ସବ୍‌ଡିଭିଜନ ମାନ୍ୟତା ଦାବି କରିଛି ମିଳିତ ଆଦିବାସୀ ସଂଗ୍ରାମ ମଞ୍ଚ ମଦନପୁର-ରାମପୁର। ମଞ୍ଚ କର୍ମକର୍ତ୍ତା କର୍ଲାମୁଣ୍ଡା ବ୍ଲକ ସଦର ଶିବ ମନ୍ଦିରଠାରୁ ଏକ ଶୋଭାଯାତ୍ରାରେ ବାହାରି ତହସିଲ କାର୍ଯ୍ୟାଳୟ ନିକଟରେ ପହଞ୍ଚତ୍ଥିଲେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?