ଆମ ଜିଲା ଖବର

ଭଦ୍ରକ ଷ୍ଟେଶନ ଜନଶୂନ୍ୟ, ଚିନ୍ତାରେ ବ୍ୟବସାୟୀ

ଭଦ୍ରକ ଅଫିସ, ୮ା୧୦- ଭଦ୍ରକ ଷ୍ଟେଶନ ଏବେ କରୋନା ପାଇଁ ଖାଁ ଖାଁ ହୋଇପଡ଼ିଛି। ଗତ ୭ ମାସ ହେଲା ଦ୍ରୁତଗାମୀ କିମ୍ବା ଲୋକାଲ ଟ୍ରେନ୍‌ ଚଳାଚଳ ବନ୍ଦ ରହିଛି। ଷ୍ଟେଶନ ପରିସରରେ ପୂର୍ବଭଳି ଆଉ ଜନଗହଳି ନାହିଁ। ଫଳରେ ଏହି…

ମ.ରାମପୁରକୁ ରାଜସ୍ବ ସବ୍‌ଡିଭିଜନ ମାନ୍ୟତା ଦାବି ତେଜିଲା

କର୍ଲାମୁଣ୍ଡା, ୮ା୧୦(ଡି.ଏନ.ଏ.) କଳାହାଣ୍ଡି ଜିଲା ମ.ରାମପୁର ବ୍ଲକକୁ ରାଜସ୍ବ ସବ୍‌ଡିଭିଜନ ମାନ୍ୟତା ଦାବି କରିଛି ମିଳିତ ଆଦିବାସୀ ସଂଗ୍ରାମ ମଞ୍ଚ ମଦନପୁର-ରାମପୁର। ମଞ୍ଚ କର୍ମକର୍ତ୍ତା କର୍ଲାମୁଣ୍ଡା ବ୍ଲକ ସଦର ଶିବ ମନ୍ଦିରଠାରୁ ଏକ ଶୋଭାଯାତ୍ରାରେ ବାହାରି ତହସିଲ କାର୍ଯ୍ୟାଳୟ ନିକଟରେ ପହଞ୍ଚତ୍ଥିଲେ।…

ପେଟ୍ରୋଲପମ୍ପ ବିସ୍ଫୋରଣ ଘଟଣା: ଏସ୍‌ସିବିରେ ୨ ଚିକିତ୍ସାଧୀନଙ୍କ ଅବସ୍ଥା ସଙ୍କଟାପନ୍ନ

କଟକ ଅଫିସ, ୭।୧୦:ଭୁବନେଶ୍ୱର ରାଜଭବନ ନିକଟ ପେଟ୍ରୋଲପମ୍ପ ବିସ୍ଫୋରଣ ଘଟଣାରେ ଏସ୍‌ସିବିକୁ ସ୍ଥାନାନ୍ତରିତ ହୋଇଥିବା ୨ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। ସେମାନଙ୍କ ମଧ୍ୟରୁ ଜଣଙ୍କ ଶରୀରର ୬୦ ପ୍ରତିଶତ ଅଂଶ ପୋଡ଼ିି ଯାଇଥିବା ସହ ମୁଣ୍ଡରେ ଗଭୀର ଆଘାତ ଲାଗିଛି। ଅନ୍ୟ…

ଲୁଟେରା ଗ୍ୟାଙ୍ଗର ପର୍ଦ୍ଦାଫାଶ : ୫ ଗିରଫ

ଜୁନାଗଡ଼, ୭।୧୦(ଡି.ଏନ.ଏ.)-କଳାହାଣ୍ଡି ଜିଲା ଜୁନାଗଡ଼ ପୋଲିସ ବୁଧବାର ଏକ ଲୁଟେରା ଗ୍ୟାଙ୍ଗର ପର୍ଦ୍ଦାଫାଶ କରିଛି। ଏହି ଘଟଣାରେ ସମ୍ପୃକ୍ତ ଥିବା ୫ ଜଣକୁ ଗିରଫ କରିଛି। ଗିରଫମାନେ ହେଲେ ଭବାନୀପାଟଣା ସଦର ଥାନା ନାସିଗାଁର କାଳିଆ ଓରଫ ହେମରାଜ ହରପାଲ(୨୭), ତେନ୍ତୁଳିଖୁଣ୍ଟି…

ବରଗଡ଼ରେ ଆଜି ୯୩ ନୂଆ କରୋନା ପଜିଟିଭ୍‌, ଆକ୍ରାନ୍ତଙ୍କ ସଂଖ୍ୟା ୭୦୭୮ରେ ପହଞ୍ଚିଲା

ବରଗଡ଼ ଅଫିସ,୭ା୧୦: ବରଗଡ଼ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ବୁଧବାର ପୁଣି ୯୩ ଜଣ ନୂଆ ଆକ୍ରାନ୍ତ ଜିଲାରୁ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ବରଗଡ଼ ପୌରାଞ୍ଚଳର ସର୍ବାଧିକ ୨୦ ଜଣ ରହିଛନ୍ତି । ସେହିପରି ଭେଡେନ ବ୍ଲକର…

ବର୍ଷା-ଅନୁଭବ ଛାଡ଼ପତ୍ର ମାମଲା: ଡିସେମ୍ବର ୧୦ରେ ହାଜର ହେବାକୁ ବର୍ଷାଙ୍କୁ ଦିଲ୍ଲୀ କୋର୍ଟଙ୍କ ନୋଟିସ

କଟକ ଅଫିସ,୭ା୧୦: ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କଠାରୁ ଛାଡ଼ପତ୍ର ପାଇଁ ଏମ୍‌ପି ତଥା ଅଭିନେତା ଅନୁଭବ ମହାନ୍ତି ଦିଲ୍ଲୀ ପଟିଆଲା ହାଉସ କୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ଏନେଇ ବର୍ଷାଙ୍କୁ ନୋଟିସ ଜାରି କରିଛନ୍ତି କୋର୍ଟ। ଅନୁଭବଙ୍କ ପକ୍ଷରୁ ଦାୟର କରାଯାଇଥିବା ମାମଲାକୁ ଗ୍ରହଣ…

ଷ୍ଟିମ୍‌ ପାଇପ ଫାଟି ଶ୍ରମିକ ଆହତ ଘଟଣା: କ୍ଷତିପୂରଣ ଦେବାକୁ ଶୁଣୁନି କମ୍ପାନୀ, ଆନ୍ଦୋଳନ ଜାରି

ଗଞ୍ଜାମ,୭ା୧୦(ଡି.ଏନ୍‌.ଏ.): ଗ୍ରାସୀମ ଇଣ୍ଡଷ୍ଟ୍ରିଜରେ ମଙ୍ଗଳବାର ଷ୍ଟିମ୍‌ ପାଇପ ଫାଟି କମ୍ପାନୀ ଇଞ୍ଜିନିୟରଙ୍କ ସମେତ ତିନିଜଣ ଠିକା ଶ୍ରମିକ ଆହତ ହୋଇଥିଲେ। ବର୍ତ୍ତମାନ ଆହତ ଶଙ୍କର ରାଉଳଙ୍କ ଅବସ୍ଥା ଗୁରୁତର ଥିବାରୁ ସେ ଆଇସିୟୁରେ ଭର୍ତ୍ତି ହୋଇଛନ୍ତି। ତାଙ୍କ ଶରୀରର ସମ୍ପୂର୍ଣ୍ଣ ଅଙ୍ଗ…

ଡ୍ୟାମପଡ଼ାକୁ ନାହିଁ ବିଦ୍ୟୁତ୍‌ ସଂଯୋଗ: ଅନ୍ଧାରରେ ବିତୁଛି ଜୀବନ

ବରଗଡ଼ ଅଫିସ୍‌,୭ା୧୦:ବିକାଶର ସ୍ଲୋଗାନ ଦେଇ ଉଭୟ ରାଜ୍ୟ ଓ କେନ୍ଦ୍ର ସରକାର ବିଭିନ୍ନ ଯୋଜନା ହାତକୁ ନେଇଛନ୍ତି। କିନ୍ତୁ ଏଭଳି ଅନେକ ଗ୍ରାମ ଆଜି ବି ବିକାଶଠାରୁ ବହୁ ଦୂରରେ ରହିଛି। ଏଭଳି ଏକ ଗ୍ରାମ ହେଲା ବରଗଡ଼ ଜିଲା ପାଇକମାଳ…

ପରଲୋକରେ ଅତାବିରା ବ୍ଲକ ବିଜେଡି ସଭାପତି

ବରଗଡ଼ ଅଫିସ,୭ା୧୦: ବରଗଡ଼ ଜିଲା ଅତାବିରା ବ୍ଲକ ବିଜେଡି ସଭାପତି ଲମ୍ବୋଦର ମଲ୍ଲିକଙ୍କ ମଙ୍ଗଳବାର ବିଳମ୍ବିତ ରାତିରେ ହୃଦ୍‌ଘାତରେ ପରଲୋକ ହୋଇଯାଇଛି। ତାଙ୍କ ଆକସ୍ମିକ ବିୟୋଗରେ ଅତାବିରା ନିିର୍ବାଚନ ମଣ୍ଡଳୀ ସମେତ ସମଗ୍ର ବରଗଡ଼ ଜିଲା ସ୍ତବ୍ଧ ହୋଇପଡ଼ଛି। ଉଚ୍ଚଶିକ୍ଷା ଲାଭ…

ନୀଳମଣିଙ୍କୁ ଇଣ୍ଟରନ୍ୟାଶନାଲ ଆଚିଭ୍‌ମେଣ୍ଟ ଇଣ୍ଡିଆ ଆୱାର୍ଡ

ପୁରୀ ଅଫିସ, ୭ା୧୦:କରୋନା ମହାମାରୀ ସମୟରେ ପୁରୀର ଯୁବଶିଳ୍ପୀ ନୀଳମଣି ଜେନା ଘରେ ରହି ପେଣ୍ଟିଂ କ୍ଷେତ୍ରରେ ସାଉଣ୍ଟିଛନ୍ତି ଅନେକ ସଫଳତା। ଅନ୍‌ଲାଇନ ମାଧ୍ୟମରେ କୋଭିଡ୍‌ ସଚେତନତା ସଂକ୍ରାନ୍ତ ବିଭିନ୍ନ ପ୍ରତିଯୋଗିତାରେ ଭାଗନେଇ ପୁରସ୍କୃତ ହୋଇଛନ୍ତି। କୋଭିଡ୍‌-୧୯ ପ୍ରଦର୍ଶନୀ ବିଶ୍ୱସ୍ତରୀୟ ପ୍ରତିଯୋଗିତା…

ରୋଗୀଙ୍କୁ ଷ୍ଟ୍ରେଚରରେ ବୋହିଲେ ୨କି.ମି.

ଖୋର୍ଦ୍ଧା ଅଫିସ,୭ା୧୦:ସହାୟତା କରିବା ପାଇଁ ଅର୍ଥର ଆବଶ୍ୟକତା ନ ଥାଏ। ଆବଶ୍ୟକ ଥାଏ ଉଦାର ହୃଦୟ ଓ ମନ। ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ଖୋର୍ଦ୍ଧା ଜିଲା ବୋଲଗଡ଼ ବ୍ଲକ କଳାଙ୍ଗ ପଞ୍ଚାୟତର ନାଉପଦା ଗ୍ରାମରେ। ଗ୍ରାମର ବାସନ୍ତୀ ବରାଡ଼(୩୫)ଙ୍କ ପାଇଁ…

ଘଣ୍ଟ ପିଟିଲେ ନିଦ ଭାଙ୍ଗିବ

ବଅଁରପାଳ, ୭ା୧୦(ଉପେନ୍ଦ୍ର ରାଉତ) – ୭ ମାସ ହେଲା ମନ୍ଦିରରେ ଦିଅଁ ଦର୍ଶନରୁ ଭକ୍ତଙ୍କୁ ବଞ୍ଚିତ କରାଯାଇଛି। କେତେ ଓଷା, ବାର, ପୂର୍ଣ୍ଣମୀ, ସଂକ୍ରାନ୍ତି ଗଲାଣି। ଦେବାଳୟ ଆସିବାକୁ ଶ୍ରଦ୍ଧାଳୁ ମଧ୍ୟ ବ୍ୟସ୍ତ ହେଲେଣି। ସଂକ୍ରମଣ ରୋକିହେଉ ନ ଥିଲେ ବି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?