ଆମ ଜିଲା ଖବର

ସାଇକେଲ ଯୋଗେ ବିଶାଖାପାଟଣାରୁ ୧୪ ଶ୍ରମିକ ଘରମୁହାଁ

ରାୟଗଡ଼ା ଅଫିସ,୧୦ା୫ : ବିଶ୍ୱ ମହାମାରୀ କରୋନା ମୁକାବିଲା ପାଇଁ ସରକାର ପ୍ରାୟ ୪୫ ଦିନରୁ ଊର୍ଦ୍ଧ୍ୱ ହେବ ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି। ଫଳରେ ବିଭିନ୍ନ ରାଜ୍ୟରେ ଫସି ରହିଥିବା ଶହ ଶହ ଶ୍ରମିକ ଏବେ ଘରମୁହାଁ ହୋଇଛନ୍ତି। କେହି କେହି…

ହରିଲୁଟ୍‌ ଚାଲିଛି ମାଙ୍କଡ଼ା ପଥର: ଖବରଦାତାଙ୍କ ମୁଣ୍ଡରେ ବନ୍ଧୁକ ଲଗାଇଲେ ପଥର ମାଫିଆ

ଖୋର୍ଦ୍ଧା ଅଫିସ,୧୦।୫: ଖୋର୍ଦ୍ଧା ତହସିଲ ଟାଉନ(ଆଦର୍ଶ) ଥାନା ଅନ୍ତର୍ଗତ ହଳଦିପଦା ଗ୍ରାମ ନିକଟରେ ଥିବା ସରକାରୀ ଜମିରୁ ମାଙ୍କଡ଼ା ପଥର ଚୋରା ଚାଲାଣ ହେଉଛି। ପ୍ରଶାସନ ଚୁପ୍‌ ବସିଥିବାବେଳେ କେତେଜଣ ଅସାଧୁ କର୍ମଚାରୀ ଏବଂ ମାଫିଆଙ୍କ ମଧ୍ୟରେ ମଧୁଚନ୍ଦ୍ରିକା ଯୋଗୁ ଦୈନିକ…

ବନ୍ତକୁ ଫେରିଲେ ୯୨ ପ୍ରବାସୀ ଓଡ଼ିଆ, ଗୁଜରାଟରୁ ଫେରିଛନ୍ତି ସର୍ବାଧିକ

ବନ୍ତ,୧୦ା୫(ଡି.ଏନ୍‌.ଏ.): ଲକ୍‌ଡାଉନ୍‌ ପରିପେକ୍ଷୀରେ ଅନ୍ୟ ରାଜ୍ୟରୁ ଭଦ୍ରକ ଜିଲା ବନ୍ତ ବ୍ଲକକୁ ଶନିବାର ସୁଦ୍ଧା ୯୨ ଜଣ ପ୍ରବାସୀ ଓଡ଼ିଆ ଫେରିଥିବା ସୂଚନା ମିଳିଛି। ସେମାନଙ୍କ ମଧ୍ୟରୁ ଆନ୍ଧ୍ରପ୍ରଦେଶରୁ ଜଣେ, ବିହାରରୁ ଜଣେ, ଗୁଜରାଟରୁ ୪୩, ଝାଡଖଣ୍ଡରୁ ୨, କର୍ଣ୍ଣାଟକରୁ ୪,…

ଆଜିଠୁ ସଙ୍ଗରୋଧରେ ରହିବେ ରଥ ନିର୍ମାଣକାରୀ: ସ୍ବାସ୍ଥ୍ୟାବସ୍ଥା ଯାଞ୍ଚ ପାଇଁ ୪ ମେଡିକାଲ ଟିମ୍‌ ଗଠିତ

ପୁରୀ ଅଫିସ,୧୦।୫: ଜୁନ୍‌ ୨୩ରେ ରଥଯାତ୍ରା। ତେଣୁ ରଥଖଖଳାରେ ଚାଲିଛି ତିନିରଥ ନିର୍ମାଣ। ବର୍ତ୍ତମାନ ମହାମାରୀ କରୋନା ଯେଉଁଭଳି ଭାବେ ରାଜ୍ୟରେ ମାଡ଼ୁଛି ତାହାକୁ ଦୃଷ୍ଟିରେ ରଖି ରଥ ନିର୍ମାଣରେ ଯେପରି ସାମାନ୍ୟତମ ଅସୁବିଧା ନ ହୁଏ ସେଥିଲାଗି ମନ୍ଦିର ପ୍ରଶାସନ…

ଅନୁଗୋଳ ଛୁଇଁଲା କରୋନା, ୧୩ ଆକ୍ରାନ୍ତ ଚିହ୍ନଟ

ଅନୁଗୋଳ ଅଫିସ,୧୦।୫: ରାଜ୍ୟରେ ରବିବାର ସକାଳେ ୫୮ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିରେ ଅନୁଗୋଳର ୧୩ କରୋନା ଆକ୍ରାନ୍ତ ରହିଛନ୍ତି। ଏହାପରେ ୨୦ତମ ଜିଲାଭାବେ ଅନୁଗୋଳ ପ୍ରଥମ ଥର ପାଇଁ କରୋନାରେ ପାଦ ଥାପିଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ…

ଚେତିଲା ଶକ୍ତିସୁଗାର, ପାର୍କିଂ ରାସ୍ତାରେ ବାଡ଼

ଢେଙ୍କାନାଳ ଅଫିସ, ୧୦।୫ – ଖୋର୍ଦ୍ଧାରୁ ସ୍ପିରିଟ୍‌ ନେବାକୁ ଆସି ଢେଙ୍କାନାଳ ଶକ୍ତିସୁଗାର କମ୍ପାନୀ ମୁଖ୍ୟଫାଟକ ସମ୍ମୁଖ ପାର୍କିଂ ଅଞ୍ଚଳରେ ଦେଢ଼ମାସ ହେଲା ରହିଥିବା ୩ ବିହାରୀ ଟ୍ୟାଙ୍କର ଚାଳକଙ୍କ ଅସ୍ବାଭାବିକ ମୃତ୍ୟୁ ପରେ କାରଖାନା କର୍ତ୍ତୃପକ୍ଷଙ୍କ ଚେତା ପଶିଛି। ଶନିବାର…

କରୋନା ଯୋଦ୍ଧାଙ୍କୁ ସମ୍ବର୍ଦ୍ଧନା

ପାଲଲହଡା,୧୦।୫(ଡି.ଏନ.ଏ.) – ପାଲଲହଡା ଉପଖଣ୍ଡର ଯୁବ ସଙ୍ଗଠନ ୟୁଥ୍‌ ଫର୍‌ ପାଲଲହଡା ପକ୍ଷରୁ କରୋନା ଯୋଦ୍ଧା ତଥା ଉପଖଣ୍ଡ ଚିକିତ୍ସାଳୟର ଡାକ୍ତର ଏବଂ ସ୍ବାସ୍ଥ୍ୟକର୍ମୀମାନଙ୍କୁ ସମ୍ବର୍ଦ୍ଧନା ଦିଆଯାଇଛି। ଏଥିସହ ନିଜିଗଡ଼ ସରପଞ୍ଚ ନିରୂପମା ବୋସ, କାର୍ଯ୍ୟନିର୍ବାହୀ ଅଧିକାରୀ ଏବଂ ସଫେଇ କର୍ମଚାରୀମାନଙ୍କୁ…

ପୋଲିସ କରୁଛି ପାତରଅନ୍ତର

ଅନୁଗୋଳ ଅଫିସ, ୧୦।୫ – ଗ୍ରୀନ୍‌ ଜୋନ୍‌ରେ ଥିବା ଅନୁଗୋଳ ଜିଲାରେ କଟକଣାକୁ କୋହଳ କରାଯାଇଛି। ଦୋକାନ ବଜାର ଖୋଲିଥିବାରୁ ଗ୍ରାମାଞ୍ଚଳରୁ ଲୋକେ ବଜାରକୁ ଆସି ବିଭିନ୍ନ ସାମଗ୍ରୀ କିଣି ନେଉଛନ୍ତି। ଏଥିପାଇଁ ଭିଡ଼ ବଢ଼ୁଥିବା ବେଳେ ଅନୁଗୋଳ ପୋଲିସ ନିୟମ…

ପ୍ରବାସୀ ଫେରନ୍ତା ସଙ୍ଗରୋଧକୁ ନେଇ ଦ୍ୱନ୍ଦ୍ୱ, ଲୋକଙ୍କୁ ବୁଝାଇବାରେ ପ୍ରଶାସନ ନାକେଦମ୍‌

ଖପ୍ରାଖୋଲ, ୧୦ା୫(ଡି.ଏନ.ଏ.) ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଅଞ୍ଚଳକୁ ଏବେ ପ୍ରବାସୀଙ୍କ ଫେରିବା ଲାଗି ରହିଛି। ବ୍ଲକରୁ ୧୪ହଜାରରୁ ଊର୍ଦ୍ଧ୍ୱ ପ୍ରବାସୀ ଶ୍ରମିକ ଫେରିବା ଆଶା କରାଯାଉଥିବାବେଳେ ଏଯାଏ ପ୍ରାୟ ୯ହଜାର ପଞ୍ଜୀକରଣ କରିଥିବା ଜଣାପଡିଛି। ହେଲେ ପ୍ରବାସୀମାନେ ଫେରିଲା ପରେ…

ବନ୍ଦ ହେଲା ଜେଲ ଫାଟକ, ଲାଗିବ କ୍ୟାମେରା

ଅନୁଗୋଳ ଅଫିସ, ୧୦।୫ – ରାଜ୍ୟ ଜେଲ ବିଭାଗ ନିର୍ଦ୍ଦେଶକ ସନ୍ତୋଷ ଉପାଧ୍ୟାୟ ସମସ୍ତ ଜେଲ୍‌ ପାଇଁ ଜାରି କରିଥିବା କଟକଣା ଅନୁଗୋଳରେ ପାଳନ କରାଯାଉ ନ ଥିବା ଅଭିଯୋଗ ହୋଇଥିଲା। ଏ ନେଇ ‘ଧରିତ୍ରୀ’ରେ ଶୁକ୍ରବାର ଖବର ପ୍ରକାଶ ପରେ…

ଲାଭ କମାଇନି ଲକ୍‌ଡାଉନ

(ଅଜିତ କୁମାର ଧଳ) ଛେଣ୍ଡିପଦା, ୧୦ା୫ – ସରକାର କଟକଣା ଲଗାଇଥିବାରୁ ପୂର୍ବପରି ରାସ୍ତାରେ ଚାଲୁନି ଗାଡ଼ି। ହେଲେ ଯେଉଁ ଅଳ୍ପ କେତେଜଣ ଯାତାୟାତ କରୁଛନ୍ତି ସେମାନେ ଆମଠାରୁ ବାଡ଼ି ପରିବା କିଣି ନେଉଛନ୍ତି। ରାଜପଥ ପାର୍ଶ୍ୱରେ ଫସଲ ହୋଇଥିବା ଦେଖି…

ଚିନ୍ତା ବଢ଼ାଉଛି ପଡୋଶୀ ଗଞ୍ଜାମ ଜିଲା:  କନ୍ଧମାଳର ସମସ୍ତ ପ୍ରବେଶ ପଥରେ ଯାଞ୍ଚ କଡାକଡି

ଫୁଲବାଣୀ ଅଫିସ, ୧୦ା୫- କରୋନା ସଂକ୍ରମଣରେ ଗଞ୍ଜାମ ଜିଲା ରେକର୍ଡ ଭାଙ୍ଗିଛି। ସୁରଟରେ ଥିବା ପ୍ରବାସୀ ଓଡିଆ ଫେରିବା ପରେ ସେମାନଙ୍କ ମଧ୍ୟରୁ ୮୯ଜଣ ସଂକ୍ରମିତ ଥିବା ଜଣାପଡିଥିଲା। ପଡୋଶୀ କନ୍ଧମାଳକୁ ଯେପରି ଗଞ୍ଜାମରୁ କେହି ନ ଆସି ପାରିବେ ସେଥିପାଇଁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri