ଆମ ଜିଲା ଖବର

ସ୍ନେହଲତା ଗଣବଳତ୍କାର, ହତ୍ୟା ଘଟଣାର ସିବିଆଇ ତଦନ୍ତ ଦାବି କଲା ସାବିତ୍ରୀବାଇ ଫୁଲେ ମହିଳା ସଙ୍ଗଠନ

ବଲାଙ୍ଗୀର ଅଫିସ/ଖପ୍ରାଖୋଲ, ୧୧ା୬(ଡି.ଏନ୍‌.ଏ.) ସ୍ନେହଲତା ଛତ୍ରିଆ ଗଣବଳତ୍କାର ଓ ହତ୍ୟା ଘଟଣାକୁ ପାଞ୍ଚ ବର୍ଷ ପୂରଛି। ହେଲେ ଅଦ୍ୟାବଧି ପୀଡିତ ପରିବାରକୁ ନ୍ୟାୟ ମିଳିନାହିଁ। ଘଟଣାର ସିବିଆ ତଦନ୍ତ ଦାବିରେ ପଶ୍ଚିମ ଓଡିଶା ସାବିତ୍ରୀବାଇ ଫୁଲେ ମହିଳା ସଙ୍ଗଠନ ପକ୍ଷରୁ ବୁଧବାର…

ଲକ୍‌ଡାଉନ୍‌ରେ ଜୀବିକା: ସଙ୍କଟରେ ଟେରାକୋଟା ଶିଳ୍ପୀ

କେନ୍ଦୁଝର,୧୧। ୬ (ସ୍ବ.ପ୍ର.)-ଜୀବନ ଜୀବିକାକୁ ଲକ୍‌ କରିଦେଇଛି କରୋନା ଲକ୍‌ଡାଉନ। ଏହି ଲକ୍‌ଡାଉନରେ ଜୀବିକା ହରାଇଛନ୍ତି ଘଟଗାଁ ବ୍ଲକ ବାଟହରିଚନ୍ଦନପୁର(ବଳଭଦ୍ରପୁର)ର ଟେରାକୋଟା କାରିଗର। ନିର୍ଜୀବ ମାଟିର କଣ୍ଢେଇରେ ରଙ୍ଗର ଆସ୍ତରଣ ଦେଇ ଜୀବନ୍ତ କରି ସମସ୍ତଙ୍କୁ ଲୋଭିତ କରି ଆସୁଥିବା ଏହି…

ଆଶା,ଆଶଙ୍କାରେ ଭକ୍ତ

ବାରିପଦା ଅଫିସ,୧୧ା୬- ଦ୍ୱିତୀୟ ଶ୍ରୀକ୍ଷେତ୍ର ଭାବେ ପରିଚିତ ମୟୂରଭଞ୍ଜ ଜିଲା ବାରିପଦାସ୍ଥିତ ଶ୍ରୀ ଶ୍ରୀ ହରିବଳଦେବଜୀଉ ମନ୍ଦିରରେ ଆଉ ୧୨ ଦିନ ପରେ ଅର୍ଥାତ୍‌ ୨୩ ତାରିଖରେ ହେବ ରଥଯାତ୍ରା। ମହାମାରୀ କରୋନାକୁ ନେଇ ଜୁନ୍‌ ୩୦ ପର୍ଯ୍ୟନ୍ତ ସମସ୍ତ ଧାର୍ମିକପୀଠସ୍ଥଳୀ…

ପୂରଣ ହେଲା ୨ ଗ୍ରାମବାସୀଙ୍କ ସ୍ବପ୍ନ : ନିର୍ମାଣ ହେବ ଅଲିପୁର-ପାଇକାଳପୁର ରାସ୍ତା

ଖଇରା,୧୧।୬(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ସାରଡାଙ୍ଗ ଓ ଝିଙ୍କିରିଆ ୨ ପଞ୍ଚାୟତକୁ ସଂଯୋଗ କରୁଥିବା ଅଲିପୁର-ପାଇକାଳପୁର ରାସ୍ତା ସ୍ବାଧୀନତା ପର ଠାରୁ ଅବହେଳିତ ହୋଇ ରହିଥିଲା। ବର୍ଷା ଦିନେ ପଥରକଟା ଓ କାଂଶବାଂଶ ନଦୀର ଜଳ ଜମି ରହୁଥିବା କାରଣରୁ…

କୋଚିଂ ସେଣ୍ଟରରେ ଚଢ଼ାଉ

ବାରିପଦା ଅଫିସ,୧୧ା୬- କରୋନା ସଂକ୍ରମଣ ରୋକିବା ପାଇଁ ରାତି ୭ଟାରୁ ସକାଳ ୭ଟା ପର୍ଯ୍ୟନ୍ତ ରାଜ୍ୟ ସରକାରଙ୍କ ପକ୍ଷରୁ କର୍ଫ୍ୟୁ କଟକଣା ଜାରି କରାଯାଇଛି। ଏହି ନିୟମକୁ ଉଲ୍ଲଂଘନ କରି ମୟୂରଭଞ୍ଜ ଜିଲା ବାରିପଦା ସହରର ଦାରୋଗାଡାହିସ୍ଥିତ ଏକ ଘରୋଇ ଶିକ୍ଷାନୁଷ୍ଠାନରେ…

ସ୍ବାସ୍ଥ୍ୟସେବାରେ ଉନ୍ନତି ନ ହେଲେ ଆନ୍ଦୋଳନ: କଂଗ୍ରେସ

ବାଲେଶ୍ୱର ଅଫିସ,୧୧।୬- ବାଲେଶ୍ୱର ଜିଲାରେ ସ୍ବାସ୍ଥ୍ୟସେବା ଭୁଶୁଡ଼ି ପଡ଼ିିଛି। ଜିଲାରେ ଏମ୍ସ (ଅଖିଳ ଭାରତୀୟ ଆୟୁର୍ବିଜ୍ଞାନ ସଂସ୍ଥାନ) ଭଳି ହସ୍‌ପିଟାଲ ଖୋଲିବା ପାଇଁ ତତ୍‌କାଳୀନ କଂଗ୍ରେସ ଶାସିତ କେନ୍ଦ୍ର ସରକାର ମଞ୍ଜୁରୀ ପ୍ରଦାନ କରିଥିଲେ। ମାତ୍ର ବର୍ତ୍ତମାନର ଭାଜପା ସରକାର ଏହାକୁ…

କ୍ରଲ୍‌ରେ ପଶିଲା ଦନ୍ତା ହାତୀ ରାକେଶ  

ଢେଙ୍କାନାଳ ଅଫିସ,୧୦ା୬- ଢେଙ୍କାନାଳ ଜିଲା କପିଳାସ ଚିଡିଆଖାନାର ହାତୀ ରେସ୍କ୍ୟୁ ସେଣ୍ଟରରେ ଗତ ଜାନୁୟାରୀ ୨୨ରୁ ଶିକୁଳିରେ ବାନ୍ଧି ରଖାଯାଇଥିବା ତାଳଚେର ଅଞ୍ଚଳର ନରହନ୍ତା ଦନ୍ତା ହାତୀ ରାକେଶକୁ ବୁଧବାର କାଠବାଡରେ ଆବଦ୍ଧ କ୍ରଲ୍‌ ମଧ୍ୟରେ ଭର୍ତ୍ତି କରାଯାଇଛି। ଦୀର୍ଘଦିନର ଅସୁସ୍ଥତା…

ଆସୁଛି ମୌସୁମୀ, ଆସିନି ବିହନ  

ବଅଁରପାଳ,୧୦ା୬(ଡି.ଏନ.ଏ.)- ମୌସୁମୀ ଆସୁଥିବା ବେଳେ ରାଜ୍ୟରେ ପ୍ରାକ୍‌ ମୌସୁମୀ ବର୍ଷା ଆରମ୍ଭ ହୋଇଗଲାଣି। ଏହାକୁ ଲକ୍ଷ୍ୟ କରି ଖରିଫ ଚାଷ ପାଇଁ ଚାଷୀମାନେ ପ୍ରସ୍ତୁତ ହେଲେଣି। ଅନୁଗୋଳ ଜିଲା ବଅଁରପାଳ ବ୍ଲକ ଅଞ୍ଚଳର ଚାଷୀମାନେ ଅକ୍ଷୟ ତୃତୀୟା ଠାରୁ ଧାନ ବୁଣାବୁଣି…

ଝାରସୁଗୁଡା: ଗୋଟିଏ ପରିବାରର ୪ ଜଣଙ୍କୁ କରୋନା

ଝାରସୁଗୁଡା ଅଫିସ,୧୦ା୬-ଝାରସୁଗୁଡାରେ ବୁଧବାର ୫କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତମାନଙ୍କ ମଧ୍ୟରେ ଗୋଟିଏ ପରିବାରର ୪ଜଣ ସଦସ୍ୟ ରହିଛନ୍ତି। ସେମାନେ ଟ୍ରେନ ଯୋଗେ  କୋଲକାତା  ହାଓ୍ବଡାରୁ ଝାରସୁଗୁଡା ଆସିଥିବା ବେଳେ ପ୍ରଶାସନ ଅଟକାଇ ସଙ୍ଗରୋଧରେ ରଖିଥିଲା। ଅନ୍ୟ ଜଣେ ୩୫ବର୍ଷୀୟ ସୁରଟ…

ନୟାଗଡ଼ରେ କରୋନା ଆକ୍ରାନ୍ତ ୧୦୦ ଛୁଇଁଲା  

ନୟାଗଡ଼ ଅଫିସ/ଦଶପଲ୍ଲା,୧୦ା୬(ଡି.ଏନ.ଏ.): ବୁଧବାର ୪ ଆକ୍ରାନ୍ତ ଚିହ୍ନଟ ପରେ ନୟାଗଡ଼ ଜିଲାରେ କରୋନା ପଜିଟିଭ୍‌ ସଂଖ୍ୟା ୧୦୦ରେ ପହଞ୍ଚତ୍ଛି। ଦଶପଲ୍ଲା ବ୍ଲକ ମଧ୍ୟଖଣ୍ଡ କ୍ୱାରାଣ୍ଟାଇନ୍‌ କେନ୍ଦ୍ରରୁ ଜଣେ ଓ ଆଉ ଜଣେ ଯୁବତୀ ବାହାର ଅଞ୍ଚଳ ମହାନ୍ତିସାହିରୁ ଚିହ୍ନଟ ହୋଇଛନ୍ତି। ସଂପୃକ୍ତ…

ମନ୍ଦିର ଜମି ବିକ୍ରି ବିରୋଧରେ ମେଳି ବାନ୍ଧିଲେ ଚାଷୀ: ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର

ଦିଗପହଣ୍ଡି,୧୦ା୬(ଡି.ଏନ୍‌.ଏ.)- ଦିଗପହଣ୍ଡି ସ୍ଥିତ ରାଧାମୋହନ ଏବଂ ରାଧା ଦାମୋଦରଙ୍କ ମନ୍ଦିର ଜମିକୁ ବେଆଇନ ଭାବେ ବିକ୍ରି କରାଯାଇଥିବା ଅଭିଯୋଗ ହୋଇଛି। ପ୍ରତିବାଦରେ ବୁଧବାର ବହୁ ଭାଗଚାଷୀ ଆଇନଜୀବୀ କୁରେଶୁ ପଣ୍ଡାଙ୍କ ଉପସ୍ଥିତିରେ ଦିଗପହଣ୍ଡି ତହସିଲଦାର ଅଦ୍ୱୈତ କୁମାର ସ୍ବାଇଁଙ୍କୁ ଭେଟି ମୁଖ୍ୟମନ୍ତ୍ରୀଙ୍କ…

ଚାଷୀଙ୍କୁ ରସିଦ ଦେଉ ନାହାନ୍ତି ବିହନ ବିକ୍ରେତା

ବରଗଡ଼ ଅଫିସ୍‌,୧୦।୬-ଖରିଫ ଫସଲ ପାଖେଇ ଆସୁଛି। ଏହାକୁ ନେଇ ଏବେଠାରୁ କେତେକ ବିହନ ବିକ୍ରେତା କଳାବଜାର ପାଇଁ ତତ୍ପର ହୋଇ ପଡ଼ିଛନ୍ତି । ଅନ୍ୟପକ୍ଷେ ଜିଲା କୃଷିବିଭାଗ ମଧ୍ୟ ଏଭଳି କଳାବଜାର ପ୍ରତି ନଜର ରଖିଛି । ବୁଧବାର ଜିଲା କୃଷିବିଭାଗର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri