ଆମ ଜିଲା ଖବର

୨ ବେଆଇନ କରତକଳରେ ଚଢ଼ାଉ: ୨୬ ଲକ୍ଷ ଟଙ୍କାର କାଠ, ଯନ୍ତ୍ରାଂଶ ଜବତ

ଗୋପ,୧୦।୬(ଡି.ଏନ୍‌.ଏ)- ଗୋପ ବ୍ଲକ ଅଞ୍ଚଳର ୨ ବେଆଇନ କରତକଳ ଉପରେ ବୁଧବାର ସକାଳୁ ପୁରୀ ବନଖଣ୍ଡ ଡିଭିଜନ ଓ ଭୁବନେଶ୍ବର ଭିଜିଲାନ୍ସ ବିଭାଗ ପକ୍ଷରୁ ମିଳିତ ଭାବେ ଚଢ଼ାଉ କରାଯାଇଛି। ଏହି ଚଢ଼ାଉରେ ୨ କରତକଳରୁ ୨୬ ଲକ୍ଷ ଟଙ୍କାର ଯନ୍ତ୍ରାଂଶ…

ନବୀନାବାଗ ୭୨ଘଣ୍ଟା ଲାଗି ନିଷିଦ୍ଧାଞ୍ଚଳ

ଖୋର୍ଦ୍ଧା ଅଫିସ,୧୦ା୭: ଖୋର୍ଦ୍ଧା ଉପଖଣ୍ଡରେ ବୁଧବାର ୮ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ବାଲୁଗାଁରୁ ୫, ଟାଙ୍ଗି ଓ ବାଲିପାଟଣାରୁ ଜଣେ ଲେଖାଏଁ ଚିହ୍ନଟ ହୋଇଥିବା ବେଳେ ଖୋର୍ଦ୍ଧା ପୌରାଞ୍ଚଳ ୬ନଂ ୱାର୍ଡ ନବୀନାବାଗରୁ ପୁଣି ଜଣେ ପଜିଟିଭ୍‌ ଚିହ୍ନଟ…

ଗଜପତିରେ ୧୧ କରୋନା ପଜିଟିଭ୍‌: ୭୨ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

ପାରଳାଖେମୁଣ୍ଡି, ୧୦ା୬ (ସ୍ବ.ପ୍ର.) -ଗଜପତି ଜିଲାରୁ ବୁଧବାର ପୁଣି ୧୧ ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ଫଳରେ ଆକ୍ରାନ୍ତଙ୍କ ସଂଖ୍ୟା ୭୨ରେ ପହଞ୍ଚିଛି। ସେମାନଙ୍କୁ ଆର.ସୀତାପୁରଠାରେ ଥିବା କୋଭିଡ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସେମାନଙ୍କ ମଧ୍ୟରେ ୧୦ ପୁରୁଷ ଓ…

ଗୁପ୍ତେଶ୍ୱର ଜଙ୍ଗଲରୁ ମାଓବାଦୀ ସାମଗ୍ରୀ ଜବତ

ବୈପାରୀଗୁଡା,୧୦ା୬ (ଡି.ଏନ୍‌.ଏ.)-କୋରାପୁଟ ଜିଲା ବୈପାରୀଗୁଡା ଥାନା ଅନ୍ତର୍ଗତ ଗୁପ୍ତେଶ୍ୱର ପଞ୍ଚାୟତ ଅନ୍ତର୍ଗତ କେନ୍ଦୁଗୁଡା ନିକଟସ୍ଥ ଜଙ୍ଗଲରୁ ପୋଲିସ ବ୍ୟାପକ ପରିମାଣର ମାଓବାଦୀ ସାମଗ୍ରୀ ଜବତ କରିଛି। ଏ ନେଇ ବୁଧବାର ଥାନା ପରିସରରେ ଜୟପୁର ଏସଡିପିଓ ବରୁନ ଗୁଣ୍ଠପାଲି ଆୟୋଜିତ ଖବରଦାତା…

ଦ୍ୱାରଶୁଣୀ ଘାଟିରେ ୭୦ଫୁଟ ତଳକୁ ଖସିଲା ଟ୍ରକ: ଚାଳକ ମୃତ, ଖଲାସୀ ଗୁରୁତର

ବାଙ୍ଗିରିପୋଷି,୧୦ା୬(ଡି.ଏନ.ଏ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଦେଇ ଯାଇଥିବା ୪୯ନଂ. ଜାତୀୟ ରାଜପଥର ଦ୍ୱାରଶୁଣୀ ଘାଟିରେ ପୁଣି ଏକ ଦୁର୍ଘଟଣା ଘଟିଛି। ଏକ ପିଆଜ ବୋଝେଇ ଟ୍ରକ ୭୦ ଫୁଟ ତଳକୁ ଖସିପଡ଼ିବାରୁ ଘଟଣାସ୍ଥଳରେ ଚାଳକଙ୍କ ମୃତ୍ୟୁ ଘଟିଥିତ୍ବା ବେଳେ ଖଲାସୀ ଗୁରୁତର…

ଅଧିକାରୀ ପହଞ୍ଚିବା ପୂର୍ବରୁ ଲୁଚି ପଳାଇଲେ ଖଣିମାଫିଆ

ଖଇରା,୧୦।୬(ଡି.ଏନ.ଏ.)- ଲକ୍‌ଡାଉନ୍‌ ଓ ସଟ୍‌ଡାଉନ୍‌ରେ ସାଧାରଣ ଲୋକେ କରୋନା ଭୟରେ ଘରେ ରହୁଛନ୍ତି। ହେଲେ ଖଇରା ତହସିଲ ଅଧୀନ ଶାରୀଶୂଆ ପାହାଡ଼ରେ ଖଣିମାଫିଆମାନେ କିନ୍ତୁ ୧୪୪ ଧାରା ନିୟମକୁ ଉଲ୍ଲଂଘନ କରି ପଥର ଖୋଳା ଅବ୍ୟାହତ ରଖିଛନ୍ତି। ବୁଧବାର କୌଣସି ସୂତ୍ରରୁ…

‘କାନ୍ତକବିଙ୍କ ସ୍ମୃତିରକ୍ଷା ପାଇଁ ପଦକ୍ଷେପ ନିଆଯିବ’

ଭଦ୍ରକ ଅଫିସ,୧୦ା୬ – କାନ୍ତକବି ଲଷ୍ମୀକାନ୍ତ ମହାପାତ୍ର ଭଳି ପୂଜ୍ୟପୂଜାଙ୍କ ସ୍ମୃତି ରକ୍ଷା ପାଇଁ ବିଭିନ୍ନ ପଦକ୍ଷେପ ନିଆଯିବ ବୋଲି ମଙ୍ଗଳବାର ସନ୍ଧ୍ୟାରେ ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ ସୂଚନା ଦେଇଛନ୍ତି। ଏମ୍‌ପି ମଞ୍ଜୁଲତା ମଣ୍ଡଳ ଓ ପୂର୍ବତନ…

ପୂଜା ବେଳେ ବଜ୍ରପାତ: ଜଣେ ମୃତ, ୧୦ ଆହତ

ବାରିପଦା ଅଫିସ,୧୦ା୬- ମୟୂରଭଞ୍ଜ ଜିଲା ସାରସକଣା ବ୍ଲକ ଅଧୀନ ନୂଆଗାଁଠାରେ ମଙ୍ଗଳବାର ଅପରାହ୍ନରେ ଲୋକେ ମେଳି ହୋଇ ପୂଜା କରୁଥିବା ବେଳେ ବଜ୍ରପାତ ଘଟି ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୧୦ ଜଣ ଆହତ ହୋଇଛନ୍ତି। ମୃତକ ହେଲେ କୁଅଁରଡିହି ଗ୍ରାମର…

ବାଘ ଆତଙ୍କ, ପାଦ ଚିହ୍ନକୁ ନେଇ ତର୍ଜମା କରୁଛି ବନ ବିଭାଗ

ବଡ଼ସାହି,୧୦ା୬(ସ୍ବ.ପ୍ର)- ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ ଅଧୀନ ଗୁଡିଆଲବନ୍ଧ ପଞ୍ଚାୟତ ଗୋବିନ୍ଦପୁର ଗ୍ରାମ ଭିତରକୁ ଏକ କଲରାପତରିଆ ବାଘ ପଶି ଆସିଥିବା ନେଇ ଗ୍ରାମରେ ଆତଙ୍କ ଖେଳି ଯାଇଛି।  ମଙ୍ଗଳବାର ରାତି ପ୍ରାୟ ୯ଟା ସମୟରେ ଗାଁକୁ ଫେରୁଥିବା ଜନୈକ ବ୍ୟକ୍ତି…

ସ୍ବାସ୍ଥ୍ୟକର୍ମୀଙ୍କୁ କରୋନା: ହୋମ କ୍ୱାରାଣ୍ଟାଇନରେ ରହିଲେ ରାୟଗଡ଼ା ସିଡିଏମ୍‌ଓ

ରାୟଗଡା ଅଫିସ,୧୦।୬-ରାୟଗଡା ଜିଲାରେ ବୁଧବାର ୪ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରେ ୨ ଜଣ ଯୁବତୀ ରହିଥିବାବେଳେ ଅନ୍ୟ ଜଣେ ପୁରୁଷ ରହିଛନ୍ତି। ସେମାନେ ନିକଟରେ ଦିଲ୍ଲୀରୁ ଫେରି କ୍ୱାରାଣ୍ଟାଇନରେ ଥିଲେ। ସେହିପରି ଅନ୍ୟ ଆକ୍ରାନ୍ତ ଜଣକ…

ବଜ୍ରପାତରେ ଚାଲିଗଲା ୨ ଭଉଣୀଙ୍କ ଜୀବନ

କାମାକ୍ଷାନଗର,୧୦।୬(ଡି.ଏନ.ଏ.)-ଢେଙ୍କାନାଳ ଜିଲା କଙ୍କଡାହାଡ ଥାନା କଣ୍ଟାପାଳ ପଞ୍ଚାୟତ କରଡାପାଳ ଗ୍ରାମର ରଜନୀ ଦେହୁରୀ(୪୬) ଓ କୌଶଲ୍ୟା ଦେହୁରୀ(୫୨) ବୁଧବାର ଅପରାହ୍ନରେ ବଜ୍ରପାତରେ ପ୍ରାଣ ହରାଇଛନ୍ତି। ଦୁହେଁ ସମ୍ପର୍କରେ ଦୁଇ ଭଉଣୀ। ରଜ ପାଇଁ ଉଭୟେ କାଲବୁଧିଆ ଗ୍ରାମକୁ ଧାନ ପେଶିବା ପାଇଁ…

ଚକା ପମ୍ପଚର ଅଛି କହି ଅଧା ରାସ୍ତାରେ ଶ୍ରମିକଙ୍କୁ ଛାଡି ଚାଲିଗଲା ବସ୍‌

ଜି.ଉଦୟଗିରି,୧୦।୬(ଡି.ଏନ.ଏ.)-ପଞ୍ଜାବ ଲୁଧିୟନାରୁ ରାୟଗଡା କାଶୀପୁରକୁ ୨୦ଜଣ ଶ୍ରମିକଙ୍କୁ ନେଇ ଆସୁଥିବା ଏକ ବସ୍‌ ବୁଧବାର କାଳିଙ୍ଗା ଜି. ଉଦୟଗିରି ମଝି ରାସ୍ତାରେ ଛାଡି ପଳାଇଛି। ଚକା ପମ୍ପଚର ଅଛି। ମରାମତି କରି ଆଣୁଛି କହି ଡ୍ରାଇଭର ଜଣକ ଛାଡି ଚାଲିଯାଇଥିବା ଶ୍ରମିକମାନେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri