ଅସହାୟ ପରିବାରକୁ ପଲିଥିନ ଭରସା
ବାରିପଦା ଅଫିସ,୫ା୧୦- ଦିନରେ ଚାଳରୁ ପାଣି ଗଳୁଛି ତ ରାତିରେ ଜହ୍ନ ଆଲୁଅ ଦିଶୁଛି। ଓଳିଏ ଖାଇ ଓଳିଏ ଉପବାସ ରହୁଥିବା ପରିବାରକୁ ମିଳୁନି ପକ୍କାଘର। ସରକାରଙ୍କ ଯୋଜନା ସତେ ଯେପରି ସେମାନଙ୍କ ପାଇଁ ଅପହଞ୍ଚ ସାଜିଛି। ପ୍ରଶାସନ ଓ ରାଜନେତାଙ୍କ…
ଅନିଶ୍ଚିତତାରେ ‘ବଳଦଯାତ୍ରା’
ଭୁବନ, ୫।୧୦(ଡି.ଏନ.ଏ.) ଢେଙ୍କାନାଳ ଜିଲା ଭୁବନର ପ୍ରସିଦ୍ଧ ବଳଦଯାତ୍ରା ହେବ କି ନାହିଁ ତାକୁ ନେଇ ଅନିଶ୍ଚିତତା ଲାଗିରହିଛି। କରୋନା ସଂକ୍ରମଣ ବୃଦ୍ଧିକୁ ନଜରରେ ରଖି ପ୍ରଶାସନ ପକ୍ଷରୁ ଯାତ୍ରା ବନ୍ଦ କରିବାକୁ ନିଷ୍ପତ୍ତି ନିଆଯାଇଛି। ହେଲେ ଏହାକୁ ସହଜରେ ଗ୍ରହଣ…
ଦିବ୍ୟାଙ୍ଗ ସୁକାନ୍ତିଙ୍କ ହାତ ଧରିଲେ ନିରଞ୍ଜନ
ଖଇରା,୫।୧୦(ଡି.ଏନ.ଏ.)-ବାଲେଶ୍ବର ଜିଲା ଖଇରା ବ୍ଲକ ଜଳଦା ପଞ୍ଚାୟତ ଅଧୀନ ସମ୍ପେଇ ଗ୍ରାମରେ ଗ୍ରାମବାସୀଙ୍କ ସହଯୋଗରେ ଦିବ୍ୟାଙ୍ଗ ଯୁବତୀଯୁବକଙ୍କ ବିବାହ ରବିବାର ସମ୍ପନ୍ନ କରାଯାଇଛି। ସମ୍ପେଇ ଗ୍ରାମର ମାୟାଧର ଜେନାଙ୍କ ପୁଅ ନିରଞ୍ଜନଙ୍କ ବିବାହ ବୟସ ହୋଇ ଯାଇଥିବା ବେଳେ ସେ ଜଣେ…
ସ୍ବାବଲମ୍ବୀ କରିଛି ଚିନାବାଦାମ ବିକ୍ରି
କେନ୍ଦୁଝର, ୫ା୧୦(ସ୍ବ.ପ୍ର.)-ବର୍ତ୍ତମାନ ଚିନାବାଦାମ ଅମଳର ସମୟ। ଚାଷୀ ଚିନାବାଦମ ଅମଳ କରି ବିକି ବେଶ ଦୁଇ ପଇସା ଲାଭ କରିଥାଏ। ବେପାରୀ ମାନେ ଏହି ଚିନାବାଦାମକୁ କିଣି ନେଇ ଅନ୍ୟ ଜିଲା ଓ ରାଜ୍ୟକୁ ଚାଲାଣ କରି ଲାଭ କରିଥାନ୍ତି। ତେବେ…
ଫେଲ୍ ମାରିଛି ଅମୃତ ଯୋଜନା: ପାଣି ଘେରରେ ବସ୍ତି ବାସିନ୍ଦା
ବାଲେଶ୍ୱର ଅଫିସ, ୫।୧୦-ବାଲେଶ୍ୱର ସହରକୁ ଅମୃତ ଯୋଜନାରେ ଅନ୍ତର୍ଭୁକ୍ତ କରାଯାଇ ଏହାର ଉନ୍ନତୀକରଣ ଲାଗି କୋଟି କୋଟି ଟଙ୍କା ମଞ୍ଜୁର କରାଯାଇଛି। ହେଲେ ସେଭଳି କୌଣସି ଆଖିଦୃଶିଆ ଉନ୍ନତି କରାଯାଇଥିବା ଅନୁମେୟ ହେଉନାହିଁ। ଅସରାଏ ବର୍ଷା ହେଲେ ସହର ଅବସ୍ଥା ବେହାଲ…
ଖୋଲିଲା କପିଳାସ ପ୍ରାଣୀ ଉଦ୍ୟାନ
ଢେଙ୍କାନାଳ ଅଫିସ, ୫।୧୦: ଦୀର୍ଘ ୭ମାସ ପରେ କଟକଣା ଭିତରେ ପର୍ଯ୍ୟଟକଙ୍କ ପାଇଁ ଖୋଲିଛି କପିଳାସ ପ୍ରାଣୀ ଉଦ୍ୟାନ। ବର୍ଷାପାଗ ସତ୍ତ୍ୱେ ରବିବାର ପ୍ରଥମ ଦିନରେ ୫୪ ଜଣ ଜୁ’ ବୁଲିଛନ୍ତି। ସଂକ୍ରମଣ ପ୍ରତିହତ କରିବାକୁ ଚିଡ଼ିଆଖାନା କର୍ତ୍ତୃପକ୍ଷ ଏବଂ ବନ…
ଅନୁଗୋଳରେ ସକ୍ରିୟ ବେଟିଂ ର଼୍ୟାକେଟ୍
ଅନୁଗୋଳ ଅଫିସ, ୫।୧୦: ଆଇପିଏଲ୍ ସହ ଆରମ୍ଭ ହୋଇଛି ଫଟାଫଟ୍ କ୍ରିକେଟ୍ ଋତୁ। ଦୁବାଇରେ ହେଉଛି ଛକା, ଚୌକା ବର୍ଷା। କେତେବେଳେ ଲୋ ସ୍କୋରିଂ ତ ଆଉ କେତେବେଳେ ହାଇ ସ୍କୋରିଂ ମ୍ୟାଚ ଦର୍ଶକଙ୍କ ମଧ୍ୟରେ ରୋମାଞ୍ଚ ଭରୁଛି। ଦିନକୁ ଦିନ…
ନାବାଳିକାଙ୍କୁ ବଳାତ୍କାର ଉଦ୍ୟମ, ଅଭିଯୁକ୍ତ ଗିରଫ
ବଡବିଲ, ୪।୧୦(ସ୍ବ.ପ୍ର.)-କେନ୍ଦୁଝର ଜିଲା ବଲାଣୀ ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ବଳାତ୍କାର ଉଦ୍ୟମ କରାଯାଇଥିବା ଅଭିଯୋଗ ହୋଇଛି। ପୋଲିସ ଘଟଣାର ତଦନ୍ତ ଚଳାଇ ଅଭିଯୁକ୍ତ ପ୍ରତାପ ପୃଷ୍ଟି ଓରଫ୍ ଧଳିଆଙ୍କୁ ଗିରଫ କରିଛି। ଏନେଇ ଥାନାରେ ଦଫା ୩୬୬, ୩୪୧, ୩୫୪,…
ବଦଳିଲେ ଜଗତସିଂହପୁର ଜିଲାପାଳ
ଭୁବନେଶ୍ୱର,୪।୧୦(ବ୍ୟୁରୋ)-ଜଗତସିଂହପୁର ଜିଲାପାଳ ସଂଗ୍ରାମ କେଶରୀ ମହାପାତ୍ରଙ୍କ ରବିବାର ବଦଳି ହୋଇଛି। ତାଙ୍କ ସ୍ଥାନରେ ନୂତନ ଜିଲାପାଳ ଭାବେ ସରୋଜ କୁମାର ମିଶ୍ରଙ୍କୁ ଦାୟିତ୍ୱ ମିଳିଛି। ସଂଗ୍ରାମଙ୍କୁ ଜିଏ ଆଣ୍ଡ ପିଜି ଡିପାର୍ଟମେଣ୍ଟର ଓଏସଡି ଭାବେ ନିଯୁକ୍ତି ମିଳିଛି। ପ୍ରକାଶ ଯେ, ସଂଗ୍ରାମ…
ଚିତ୍ରକୋଣ୍ଡା ବିଡିଓଙ୍କ ଆଲବମ୍ ଭିଡିଓ ଭାଇରାଲ
ମାଲକାନଗିରି,୪ା୧୦ (ଡି.ଏନ.ଏ.)-ଚିତ୍ରକୋଣ୍ଡା ବିଡିଓ ଲରିମନ ଖର୍ସେଲଙ୍କ ଏକ ଆଲବମ୍ ଭିଡିଓ ଶନିବାର ଭାଇରାଲ ହୋଇଛି। ସେ ଜଣେ ଓଡିଶା ପ୍ରଶାସନିକ ଅଧିକାରୀ ହୋଇଥିବା ବେଳେ ସମ୍ପୃକ୍ତ ଭିଡିଓରେ ହିରୋ ହୋଇ ଆଲବମ ପ୍ରସ୍ତୁତ କରିବା କେତେଦୂର ଯୁକ୍ତିଯୁକ୍ତ ବୋଲି ଏବେ ପ୍ରଶ୍ନବାଚୀ…
ମୋବାଇଲରେ ଗେମ୍ ଖେଳିବାକୁ ବିରୋଧ କରିବାରୁ ନଦୀକୁ ଡେଇଁ ଆତ୍ମହତ୍ୟା କଲେ ନାବାଳକ
ବିଞ୍ଝାରପୁର,୪ା୧୦(ଡି.ଏନ.ଏ.): ମୋବାଇଲରେ ଗେମ୍ ଖେଳିବାକୁ ମା’ ବିରୋଧ କରିବାରୁ ଜଣେ ନାବାଳକ ରବିବାର ନଦୀକୁ ଡେଇଁ ଆତ୍ମହତ୍ୟା କରିଛନ୍ତି। ଯାଜପୁର ଜିଲା ବିଞ୍ଝାରପୁର ଥାନା ଚନ୍ଦ୍ରମୁଁ ପଞ୍ଚାୟତ ବାଣପୁର ଗ୍ରାମରେ ଏହି ଘଟଣା ଘଟିଛି। ଗ୍ରାମର ନାବାଳକ ଜଣକ ଶନିବାର ଅପରାହ୍ନରେ…
କଟକ ସହରୁ ଆଜି ୧୪୭ କରୋନା ପଜିଟିଭ ଚିହ୍ନଟ
କଟକ ଅଫିସ,୪।୧୦-କଟକ ସହରରୁ ରବିବାର ମୋଟ୍ ୧୪୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିରେ କ୍ୱାରାଣ୍ଟାଇନରୁ ୮୧ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୬୬ ଜଣ ଅଛନ୍ତି। ଏ ନେଇ କଟକ ମହାନଗର ନିଗମ (ସିଏମସି) ପକ୍ଷରୁ ଟୁଇଟ କରି…

