କୋଣାର୍କକୁ ମିଳିଲା ‘ଆଇକନିକ୍ ପର୍ଯ୍ୟଟନସ୍ଥଳୀ’ ମାନ୍ୟତା
ଭୁବନେଶ୍ୱର,୧୭।୩(ବ୍ୟୁରୋ): ଆଇକନିକ ପର୍ଯ୍ୟଟନସ୍ଥଳୀ ତାଲିକାରେ ସ୍ଥାନ ପାଇଲା ଓଡ଼ିଶା। କୋଣାର୍କକୁ ଏହି ମାନ୍ୟତା ମିଳିଲା । ମଙ୍ଗଳବାର ରାଜ୍ୟ ସଭାରେ ଏ ନେଇ କେନ୍ଦ୍ର ମନ୍ତ୍ରୀ ପ୍ରହଲ୍ଲାଦ ସିଂ ପଟେଲ ସ୍ପଷ୍ଟ କରିଛନ୍ତି। ବିଜେଡି ଏମ୍ପି ସସ୍ମିତ ପାତ୍ରଙ୍କ ପ୍ରଶ୍ନର...
କେସିଙ୍ଗା ଅନ୍ନପୂର୍ଣ୍ଣା ରାଇସ୍ମିଲରେ ୪୦ ଫୁଟ୍ ଉପରୁ ଖସିପଡ଼ି ଶ୍ରମିକ ମୃତ
କେସିଙ୍ଗା,୧୭।୩: କଳାହାଣ୍ଡି ଜିଲା କେସିଙ୍ଗା ଥାନା ଉତକେଲା ଫାଣ୍ଡି ଅନ୍ତର୍ଗତ ଅନ୍ନପୂର୍ଣ୍ଣା ରାଇସ୍ ମିଲ୍ରେ ଦୁର୍ଘଟଣା ଘଟି ସୋମବାର ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ମୃତ ଶ୍ରମିକ ହେଲେ ଉତକେଲା ପଞ୍ଚାୟତ କାଦୋପଡା ଗାଁର ସ୍ବର୍ଗତ କାଳିଆ...
ଗଞ୍ଜାମରେ ୧୪୪ ଧାରା ଜାରି: ଏମ୍ଜିଏନ୍ଆର୍ଜିଏସ୍ ଯୋଜନାରେ ଏକତ୍ର କାମ କରୁଛନ୍ତି ଶ୍ରମିକ
ପୁରୁଷୋତ୍ତମପୁର, ୧୭।୩(ଡି.ଏନ୍.ଏ.): ମାରାତ୍ମକ କରୋନା ଭାଇରସକୁ ନେଇ ଗଞ୍ଜାମ ଜିଲାରେ ୧୪୪ ଧାରା ଜାରି କରାଯାଇଛି। ୫ ଜଣରୁ ଅଧିକ ଲୋକ ଗୋଟିଏ ସ୍ଥାନରେ ଗହଳି ନେଇ କଟକଣା ଜାରି କରାଯାଇଛି। ହେଲେ ବିଭିନ୍ନ ପଞ୍ଚାୟତରେ ଏମ୍ଜିଏନ୍ଆର୍ଜିଏସ୍ ଯୋଜନାରେ ଚାଲିଥିବା...
କରୋନା ସଚେତନତା: ହାତ ଧୋଇ ଥାନା ଭିତରକୁ ପ୍ରବେଶ ପାଇଁ ଅନୁଗୋଳ ଏସ୍ପିଙ୍କ ନିର୍ଦ୍ଦେଶ
ଛେଣ୍ଡିପଦା, ୧୭।୩(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ଥାନା ପରିସରରେ ମଙ୍ଗଳବାର ହାତଧୁଆ ବ୍ୟବସ୍ଥା କରାଯିବା ସହିତ କରୋନା ସଚେତନତା ବର୍ତ୍ତା ଦିଆଯାଉଛି। ଅନୁଗୋଳ ଆରକ୍ଷୀ ଅଧୀକ୍ଷକ ଜଗମୋହନ ମୀନାଙ୍କ ନିର୍ଦ୍ଦେଶ କ୍ରମେ ମଙ୍ଗଳବାର ଛେଣ୍ଡିପଦା ଥାନା ଅଧିକାରୀ କନକ ମାଝିଙ୍କ...
ଭିଡ଼ରୁ ବ୍ୟାପୁଛି କରୋନା ସଂକ୍ରମଣ: ମାର୍ଚ୍ଚ ୩୧ ଯାଏ ହାଇକୋର୍ଟ ଆସିବେନି ଓକିଲ
କଟକ ଅଫିସ,୧୭।୩: ରାଜ୍ୟରେ ପ୍ରଥମ କରୋନା ରୋଗୀ ଚିହ୍ନଟ ହେବା ପରେ ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ପଦକ୍ଷେପ ଗ୍ରହଣ କରାଯାଉଛି। ଆସନ୍ତା ୩୧ ତାରିଖ ପର୍ଯ୍ୟନ୍ତ ବିଧାନସଭା, ସ୍କୁଲ, କଲେଜ, ଶପିଂମଲ, ଜିମ୍ ସହ ଅନ୍ୟାନ୍ୟ ଜନଗହଳିସ୍ଥାନକୁ ବନ୍ଦ...
ଭଦ୍ରକରେ କରୋନା କଟକଣାକୁ ବେଖାତିର: ଘରୋଇ ଶିକ୍ଷାନୁଷ୍ଠାନ ଖୋଲା, ପରୀକ୍ଷା ଦେଉଛନ୍ତି ଛାତ୍ରୀଛାତ୍ର
ଆରଡି, ୧୭।୩(ଡି.ଏନ.ଏ.): କରୋନାକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସୋମବାରଠାରୁ ଅଧିକ ପଦକ୍ଷେପ ଗ୍ରହଣ କରାଯାଇଛି। ଶିକ୍ଷକମାନଙ୍କୁ ଆଉ ସ୍କୁଲ ନ ଯିବାକୁ ନିର୍ଦ୍ଦେଶ ଦିଆଯିବା ସହ ପରୀକ୍ଷାକୁ ସ୍ଥଗିତ ରଖାଯାଇଛି। ମାତ୍ର ଭଦ୍ରକ ଜିଲାରେ...
ମୋବାଇଲ୍ ଟ୍ରାକିଂ କରି ୭ ଆନ୍ତଃରାଜ୍ୟ ଲୁଟେରାଙ୍କୁ ଗିରଫ କଲା ତୁରୁମୁଙ୍ଗା ପୋଲିସ
ପାଟଣା,୧୭।୩(ସ୍ବ.ପ୍ର.): କେନ୍ଦୁଝର ଜିଲା ତୁରୁମୁଙ୍ଗା ପୋଲିସ ୭ ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଲୁଟେରାଙ୍କୁ ମଙ୍ଗଳବାର ଗିରଫ କରି କୋର୍ଟଚାଲାଣ କରିଛି। ମଙ୍ଗଳବାର ଅପରାହ୍ନରେ ଚମ୍ପୁଆ ଏସ୍ଡିପିଓ ହରିହର ପାଣି ଓ ଥାନାଧିକାରୀ ବାରେନ୍ଦ୍ର ଶିଆଲ ଏକ ଖବର ଦାତା ସମ୍ମିଳନୀରେ...
କରୋନା ପ୍ରଭାବ: ମା’ ତାରାତାରିଣୀ ପୀଠ ଖାଁ ଖାଁ
ପୁରୁଷୋତ୍ତମପୁର, ୧୭।୩(ଡି.ଏନ୍.ଏ.): ଗଞ୍ଜାମ ଜିଲାର ପ୍ରସିଦ୍ଧ ଶକ୍ତିପୀଠ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଦ୍ୱିତୀୟ ପାଳି ଯାତ୍ରା ଜନଶୂନ୍ୟ ହୋଇପଡିଛି। କରୋନା ଭାଇରସକୁ ନେଇ ମନ୍ଦିର ଖାଁ ଖାଁ ହୋଇପଡିଛି। ମା’ ତାରାତାରିଣୀ ଦୁଇ ଭଉଣୀ ମହାଲକ୍ଷ୍ମୀ ବେଶରେ...
କନ୍ଧମାଳରେ ୧୪୪ ଧାରା: ପର୍ଯ୍ୟଟକଙ୍କୁ ଦାରିଙ୍ଗବାଡ଼ି ମନା
ଦାରିଙ୍ଗବାଡି,୧୭।୩(ଡି.ଏନ୍.ଏ.): କନ୍ଧମାଳ ଜିଲା ପ୍ରଶାସନ ପକ୍ଷରୁ କରୋନା ଭୂତାଣୁ ବ୍ୟାପିବାକୁ ରୋକିବା ନିମନ୍ତେ ସତର୍କ ରହିବାକୁ ବିଭିନ୍ନ ପଦକ୍ଷେପ ନିଆଯାଇଛି। ମଙ୍ଗଳବାର କନ୍ଧମାଳ ଜିଲାପାଳ ଡ. ବୃନ୍ଦା ଡି ଜିଲାରେ ୧୪୪ ଧାରା ଘୋଷଣା କରିଛନ୍ତି । କୌଣସି ସ୍ଥାନରେ...
ଚୋରାଚାଲାଣ ବେଳେ ଧରିଲା ଦାରିଙ୍ଗବାଡ଼ି ପୋଲିସ: ୨ ଗିରଫ, କାର୍ ସହ ୨୦ କେଜି ଗଞ୍ଜେଇ ଜବତ
ଦାରିଙ୍ଗବାଡି,୧୭।୩(ଡି.ଏନ.ଏ.)- କନ୍ଧମାଳ ଜିଲା ଦାରିଙ୍ଗବାଡି ପୋଲିସ ପକ୍ଷରୁ ପାଟ୍ରୋଲିଂ ବେଳେ ଗଞ୍ଜେଇ ଚୋରାଚାଲାଣ କରୁଥିବା ଏକ କାର୍କୁ ଜବତ ସହ ୨୦କେଜି ଗଞ୍ଜେଇକୁ ଜବତ କରାଯାଇଛି। ଏଥିରେ ସମ୍ପୃକ୍ତ ୨ଜଣଙ୍କୁ ଗିରଫ କରାଯାଇଥିବା ଆଇଆଇସି କୌଶିକ ମାଝୀ ସୁଚନା ଦେଇଛନ୍ତି...
ରାଜନଗର ନୂତନ ତହସିଲଦାର ଭୋଳାନାଥ ସେଠୀ
ରାଜନଗର,୧୭।୩(ଡି.ଏନ୍.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗର ତହସିଲଦାର ଭାବରେ ବରିଷ୍ଠ ପ୍ରଶାସନିକ ଅଧିକାରୀ ଭୋଳାନାଥ ସେଠୀ ମଙ୍ଗଳବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବ ତହସିଲଦାର ଦ୍ୱିବେନ୍ଦୁ କୁମାର ଦାସଙ୍କଠାରୁ ସେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଏନେଇ ରାଜନଗର ବାର ଆସୋସିଏଶନ ପକ୍ଷରୁ...
କେଳୁଣି ମୁହାଣ ନିକଟରେ ଜାହାଜର ସଫି
କୋଣାର୍କ,୧୭।୩(ଡି.ଏନ୍.ଏ): ପୁରୀ ଜିଲା କେଳୁଣି ମୁହାଣ ନିକଟ କେଉଟଜଙ୍ଗା ଗ୍ରାମ ନିକଟ ସମୁଦ୍ର କୂଳରେ ମଙ୍ଗଳବାର ଭୋରୁ ଏକ ଜାହାଜର ସଫି ଲାଗିଥିଲା। ଏହା ଦେଖି ସ୍ଥାନୀୟ ଲୋକେ କୋଣାର୍କ ଥାନାକୁ ଖବର ଦେଇଥିଲେ। ଖବରପାଇ ଥାନାର ଏକଟିମ୍ ଯାଇ...
Archives


