ଆମ ଜିଲା ଖବର

ଅକ୍ଟୋବରର ପ୍ରତ୍ୟେକ ଶନିବାର, ରବିବାର ବନ୍ଦ ରହିବ ଜି. ଉଦୟଗିରି ବଜାର

ଜି. ଉଦୟଗିରି, ୩।୧୦(ଡି. ଏନ୍‌. ଏ .): କନ୍ଧମାଳ ଜିଲା ଜି. ଉଦୟଗିରି ସହର ସମେତ ଗ୍ରାମାଞ୍ଚଳରେ କିଛି ଦିନ ହେବ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଛି। ଏ ନେଇ ଜି. ଉଦୟଗିରି ବ୍ୟବସାୟୀ ସଂଘ ଜି. ଉଦୟଗିରି ସହରରେ…

ଅନ୍‌ଲାଇନ ଖେଳ ନିଶା: ମା’ ବାପାଙ୍କ ଆକାଉଣ୍ଟରୁ ୯୬ ହଜାର ଟଙ୍କା କାଟି ଜୀବନ ହାରିଲେ ଛାତ୍ର

ଯୋଡ଼ା,୩।୧୦(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଯୋଡ଼ା ଥାନା ଅନ୍ତର୍ଗତ କମାରଯୋଡ଼ା ଗୌଡ଼ବସ୍ତିଠାରେ ଜଣେ ଅଷ୍ଟମ ଶ୍ରେଣୀ ଛାତ୍ର ଅନ୍‌ଲାଇନ ଖେଳ ପାଇଁ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି । ସୂଚନାଯୋଗ୍ୟ, କମାରଯୋଡ଼ାରେ ରହୁଥିବା ବିନୋଦ ଆପଟ୍ଟଙ୍କ ୧୪ ବର୍ଷର ପୁଅ ଅମିତାଂଶୁ ଯୋଡ଼ା ସରସ୍ବତୀ…

ସମସ୍ତ ଦୋଷୀ ଫାଶୀଖୁଣ୍ଟରେ ଝୁଲିଲା ପରେ ହିଁ ଶାନ୍ତି ପାଇବ ପୀଡ଼ିତାଙ୍କ ଆତ୍ମା: ବିଜୁ ଛାତ୍ର ଜନତା ଦଳ

ଭବାନୀପାଟଣା,୩।୧୦(ଡି.ଏନ୍‌.ଏ.): ଉତ୍ତରପ୍ରଦେଶର ହାଥରସ ଗଣବଳାତ୍କାର ଓ ହତ୍ୟାକାଣ୍ଡ ମାମଲାକୁ ବିଭିନ୍ନ ମହଲରୁ ନିନ୍ଦା କରାଯାଇଛି। ଏହି କ୍ରମରେ କଳାହାଣ୍ଡି ଜିଲା ବିଜୁ ଛାତ୍ରଜନତା ଦଳ ତରଫରୁ ପୀଡ଼ିତାଙ୍କୁ ନ୍ୟାୟ ଦେବା ଏବଂ ଅଭିଯୁକ୍ତମାନଙ୍କୁ ଗିରଫ କରି ଫାଶୀ ଦେବାକୁ ଦାବି ହୋଇଛି।…

ପୀଡ଼ିତାଙ୍କୁ ନ୍ୟାୟ ଦାବି: କଳାହାଣ୍ଡିରେ ବିକ୍ଷୋଭ

ଭବାନୀପାଟଣା,୩।୧୦(ଡି.ଏନ୍‌.ଏ.): ଉତ୍ତରପ୍ରଦେଶର ଗଣବଳାତ୍କାର ଘଟଣାରେ ପୀଡ଼ିତାଙ୍କୁ ନ୍ୟାୟ ପାଇଁ ସବୁଠି ଦାବି ହେଉଛି। ଏ ନେଇ ଭବାନୀପାଟଣାରେ କଳାହାଣ୍ଡି ୟୁନାଇଟେଡ୍‌ ଆମ୍ବେଡକର ରାଇଟ୍‌ ଫୋରମ୍‌ ଏବଂ କଳାହାଣ୍ଡି ଦଳିତ ମଞ୍ଚ ତରଫରୁ ଗଣ ବିକ୍ଷୋଭ କରାଯାଇଛି। ଏଥିରେ ଏପିଆଇର ଛବିଲାଲ ନିଆଲ,…

ନିଶା କାରବାର ଯୋଗୁ ବଢୁଛି ଅପରାଧ: ଏସ୍‌ପିଙ୍କୁ ଫେରାଦ ହେଲା ଅଭିଭାବକ ସଂଘ

ବରଗଡ଼ ଅଫିସ,୩।୧୦: ବରଗ ଜିଲାରେ ନିଶା କାରବାର ବଢି ଚାଲିଛି। କଫ ସିରପ୍‌, ନିଶା ବଟିକା ଆଦି ସେବନ କରି ଯୁବପିଢି ପଥଭ୍ରଷ୍ଟ ହେଉଛନ୍ତି। ଏପରିକି ଚୋରି, ଡକାୟତି, ଲୁଟପାଟଠାରୁ ଆରମ୍ଭ କରି ହତ୍ୟାକାଣ୍ଡ ଭଳି ଅପରାଧ ଘଟାଇ ଚାଲିଛନ୍ତି ବୋଲି…

ବରଗଡ଼ରେ ୫ମାସର ଶିଶୁକୁ କରୋନା: ଆକ୍ରାନ୍ତଙ୍କ ସଂଖ୍ୟା ୬୬୭୫ରେ ପହଞ୍ଚିଲା

ବରଗଡ଼ ଅଫିସ,୩।୧୦: ବରଗଡ଼ ଜିଲାରେ କରୋନା (କୋଭିଡ-୧୯) ସଂକ୍ରମଣ ଅଣାୟତ୍ତ ହୋଇ ପଡିଛି। ପ୍ରତିଦିନ ନୂଆ ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି। ଶନିବାର ଜିଲାରେ ପୁଣି ୯୮ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଜଣେ ୫ମାସର ଶିଶୁ ମଧ୍ୟ…

୧୧୫ ବର୍ଷ ହେବ ବନ୍ଦ ରହିଛି ରଘୁନାଥ ବେଶ

ପୁରୀ ଅଫିସ, ୩।୧୦: ମହାପ୍ରଭୁଙ୍କ ବିଭିନ୍ନ ବେଶ ମଧ୍ୟରେ ନାଗାର୍ଜୁନ ଓ ରଘୁନାଥ ବେଶ୍‌ ଅତ୍ୟନ୍ତ ଦୁଲର୍‌ଲଭ ଏବଂ ମନୋମୁଗ୍ଧକର। ପରମ୍ପରା ମୁତାବକ ତିଥି ଅନୁସାରେ ଶ୍ରୀମନ୍ଦିରରେ ନାଗାର୍ଜୁନ ବେଶ ଅନୁଷ୍ଠିତ ହୋଇଆସୁଛି। ହେଲେ ରଘୁନାଥ ବେଶ ହେଉନାହିିଁ। ତଥ୍ୟ ଅନୁସାରେ…

ଡେଲାଙ୍ଗରେ ଚୋରି ଗାଡ଼ି ର଼୍ୟାକେଟ ପର୍ଦ୍ଦାଫାଶ

ଡେଲାଙ୍ଗ,୩।୧୦(ଡି.ଏନ୍‌.ଏ.): ଗତ ଏକ ମାସର ବ୍ୟବଧାନ ପରେ ପୁରୀ ଜିଲା ଡେଲାଙ୍ଗ ପୋଲିସ ପୁଣି ଏକ ଚୋରି ଗାଡ଼ି ର଼୍ୟାକେଟର ପର୍ଦ୍ଦାଫାଶ କରିଛି। ଏହା ପଛରେ ଥିବା ଏକ ଗ୍ୟାଙ୍ଗର ୬ଜଣ ସଦସ୍ୟକୁ ପୋଲିସ ଗିରଫ କରିବା ସହ କୋର୍ଟଚାଲଣ କରିଛି।…

ପ୍ରସୂତୀ-ସ୍ତ୍ରୀ ରୋଗ ବିଶେଷଜ୍ଞ ପ୍ରଫେସର ଡାକ୍ତର ଆଶିଷ କୁମାର ଦେଙ୍କ ପରଲୋକ

କଟକ ଅଫିସ, ୩।୧୦: ବରିଷ୍ଠ ପ୍ରସୂତୀ ଓ ସ୍ତ୍ରୀ ରୋଗ ବିଶେଷଜ୍ଞ ଡାକ୍ତର ପ୍ରଫେସର ଆଶିଷ କୁମାର ଦେ ଆଉ ନାହାନ୍ତି। କଟକ ତୁଳସୀପୁର ସ୍ଥିତ ବାସଭବନରେ ଶୁକ୍ରବାର ରାତି୧୧ଟାରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ…

ବର୍ଷା: ଦୁଇଦିନରେ କଟକ ଅବସ୍ଥା ସଙ୍ଗିନ

କଟକ ଅଫିସ,୩।୧୦: ଗତ ଦୁଇଦିନ ଧରି ଲଘୁଚାପ ବର୍ଷାରେ କଟକ ସହରର ସ୍ଥିତି ସଙ୍ଗିନ ହୋଇପଡ଼ିଛି। ଡ୍ରେନଗୁଡିକ ଜାମ୍‌ ହୋଇପଡିଥିବାରୁ ବର୍ଷାଜଳ ଠିକ ଭାବେ ନିଷ୍କାସନ ହୋଇ ନ ପାରି ରାସ୍ତାକୁ ଉଦ୍‌ବୃତ୍ତ ହୋଇଆସିବା ସହ କେତେଜଣଙ୍କ ଘରେ ପଶିଥିଲା। ରାସ୍ତାରେ…

ଜରିମାନାରେ ଜାଲିଆତି

କଟକ ଅଫିସ,୩।୧୦: ଜରିମାନା ଆଦାୟରେ ଜାଲିଆତି ହେଉଛି। ପୋଲିସ ଯେତିକି ଟଙ୍କାର ଚାଲାଣ କାଟୁଛି, ସରକାରଙ୍କ ନିକଟରେ ଏହାଠୁ କମ୍‌ ରାଶି ଦର୍ଶାଯାଉଛି। ଏଭଳି ଏକ ଘଟଣା ଚାଉଳିଆଗଞ୍ଜ ଥାନା ଅଧୀନରେ ହୋଇଥିବା ଅଭିଯୋଗ ହୋଇଛି। ଗତ ଜୁଲାଇ ୨୦ ତାରିଖରେ…

ଦୁଇ ବର୍ଷ ପରେ ମା’ କୋଳକୁ ଫେରିଲା ପୁଅ

ଖୋର୍ଦ୍ଧା ଅଫିସ,୩।୧୦: ଦୁଇ ବର୍ଷ ପରେ ଜଣେ ନାବାଳକ ତାଙ୍କ ମା’ଙ୍କ କୋଳକୁ ଫେରିଛନ୍ତି। ହଜିଯାଇଥିବା ପୁଅକୁ ଫେରିପାଇ ପରିବାରଲୋକଙ୍କ ମଧ୍ୟରେ ଖୁସିର ଲହରି ଖେଳିଯାଇଛି। ସୂଚନା ଅନୁଯାୟୀ, ୨୦୧୮ ମେ’ ମାସରେ ବାଣପୁର ବଜାରରୁ ସ୍ଥାନୀୟ ପୋଲିସ ଜଣେ ୮ବର୍ଷର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?