ରାସ୍ତାର ସ୍ଥାୟିତ୍ୱ ଖାଉଛି ବାଲିବୋଝେଇ ଭାରିଯାନ
କୁନ୍ଦୁରା,୧୭ା୩(ଡି.ଏନ୍.ଏ.) ସଡ଼କ ହେଉଛି ବିକାଶର ମାଧ୍ୟମ। ଗମନାଗମନ ସହଜ ସୁଲଭ କରିବା ପାଇଁ ସରକାର ରାସ୍ତା ନିର୍ମାଣ କରିବା ସହ ତାହାର ରକ୍ଷଣାବେକ୍ଷଣ ପାଇଁ ବିପୁଳ ଅର୍ଥ ଖର୍ଚ୍ଚ କରୁଛନ୍ତି। କିନ୍ତୁ କ୍ଷମତାଠାରୁ ଅଧିକ ବାଲି, ପଥରବୋଝେଇ ଭାରୀଯାନ ଚଳାଚଳ...
ପିପି କିଟ୍ ଯୋଗାଣ ପାଇଁ ଅଧ୍ୟକ୍ଷଙ୍କୁ ଚିଠି
କଟକ ଅଫିସ,୧୭।୩:ଏସ୍ସିବି ମେଡିକାଲରେ କରୋନା ସନ୍ଦିଗ୍ଧଙ୍କ ସଂଖ୍ୟା ବଢିବାରେ ଲାଗିଛି। ଏଥିସହ ପ୍ରତିଦିନ ଅନ୍ୟ ରୋଗୀମାନଙ୍କ ଭିଡ ମଧ୍ୟ ବୃଦ୍ଧି ପାଉଛି। ଏଣୁ କାର୍ଯ୍ୟରତ ଡାକ୍ତରମାନେ କରୋନା ଭୁତାଣୁକୁ ନେଇ ଭୟରେ ଥିବାବେଳେ ସେମାନଙ୍କୁ ପିପି କିଟ୍ ଦିଆଯାଉ ନ...
ମାଟ୍ରିକ୍ ଖାତା ମୂଲ୍ୟାୟନବେଳେ ସତର୍କତା ଅବଲମ୍ବନ ନିର୍ଦ୍ଦେଶ
ଭୁବନେଶ୍ୱର, ୧୭।୩(ବ୍ୟୁରୋ): ଆସନ୍ତା ୧୯ ତାରିଖରୁ ମାଟ୍ରିକ୍ ଖାତା ଦେଖା ଆରମ୍ଭ ହୋଇ ଏପ୍ରିଲ ୧୦ଯାଏ ଚାଲିବ। ୧୮ ତାରିଖରେ ମୋଟ ୬୧ ମୂଲ୍ୟାୟନ କେନ୍ଦ୍ରରେ ମୂଲ୍ୟାୟନକାରୀ ପହଞ୍ଚତ୍ବେ। ତେବେ ମୂଲ୍ୟାୟନ ସମୟରେ କରୋନା ସତର୍କତା ଅବଲମ୍ବନ କରାଯିବାକୁ ସୋମବାର...
‘କରୋନା’ ଗୀତ ଗାଇ ଟ୍ରୋଲ ହେଲେ ହ୍ୟୁମାନ ସାଗର
ଭୁବନେଶ୍ୱର, ୧୭।୩(ବ୍ୟୁରୋ)/କଟକ ଅଫିସ : ‘ଝିଅ ନୁହେଁ ତୁ କରୋନା ଭାଇରସ୍’। ଏହି ଗୀତକୁ ନେଇ ଏବେ ସୋସିଆଲ ମିଡିଆରେ ଚର୍ଚ୍ଚା ଜୋର୍ ଧରିଛି। ଓଡ଼ିଶାର ଲୋକପ୍ରିୟ କଣ୍ଠଶିଳ୍ପୀ ହ୍ୟୁମାନ ସାଗର ଏହି ଗୀତକୁ ଗାଇ ଟ୍ରୋଲ ହୋଇଛନ୍ତି। ଏହି...
ପକେଟ୍ ଖର୍ଚ୍ଚରୁ ଚାଲିଛି ଫଟୋଗ୍ରାଫି ନିଶା
କଟକ ଅଫିସ,୧୭।୩:ଫଟୋଗ୍ରାଫି ନିଶାରେ ପଡିଛନ୍ତି ରେଭେନ୍ଶା ବିଶ୍ୱବିଦ୍ୟାଳୟର ୩ ଜଣ ଛାତ୍ରୀଛାତ୍ର। ସେମାନେ ହେଲେ ଆୟୁଷ୍ମାନ ଦାଶ, ସୂର୍ଯ୍ୟକାନ୍ତ ବେହେରା ଓ ପ୍ରଲିପ୍ତା ନାୟକ। ୩ ଜଣ ଯାକ ଭୂଗୋଳ ସ୍ନାତକ ପାଠ୍ୟକ୍ରମର ଶେଷ ବର୍ଷରେ ଅଧ୍ୟୟନ କରୁଛନ୍ତି। ହେଲେ...
ହରିରାଜପୁର ମେଳଣରେ ଲାଗିଲା ୧୪୪ ଧାରା
ଡେଲାଙ୍ଗ/ ଜଟଣୀ, ୧୭।୩(ଡି.ଏନ୍.ଏ): ମହାମାରୀ କରୋନା ବିଶ୍ୱରେ କାୟା ବିସ୍ତାର ଚଳାଇଥିବାବେଳେ ପ୍ରତିଷେଧକ ପାଇଁ ସରକାରଙ୍କ ପକ୍ଷରୁ କଡ଼ା ନିର୍ଦ୍ଦେଶ ରହିଛି। ତେବେ ଓଡ଼ିଶା ପ୍ରସିଦ୍ଧ ଶ୍ରୀ ଶ୍ରୀ ପଶ୍ଚିମାଶମ୍ଭୁ ସୋମନାଥ ଦେବଙ୍କ ହରିରାଜପୁର ମେଳଣ ମଙ୍ଗଳବାର ଉଦ୍ଯାପନୀ ହୋଇଥାନ୍ତା।...
ୱାଲର୍ଡ ବୁକ୍ ଅଫ୍ ରେକଡର୍ସରେ ଅଭିଷେକ: ୩୮ ଦିନରେ ୧୦ ହଜାର ପାଣି ବୋତଲ ବାଣ୍ଟିଛନ୍ତି
କଟକ ଅଫିସ,୧୭।୩: ସମାଜରେ ନିସ୍ବାର୍ଥପର ସେବା ପାଇଁ ୱାଲର୍ଡ ବୁକ୍ ଅଫ ରେକଡର୍ସ ୟୁକେରେ ସ୍ଥାନ ପାଇଛନ୍ତି କଟକ ଜିଲା ବାଦାମବାଡି ବିକାଶନଗର ଅଞ୍ଚଳର ଅଭିଷେକ ସାହୁ(୧୨)। ସେ ଫନି ବାତ୍ୟା ପରର ଗ୍ରୀଷ୍ମ୍ପ୍ରବାହ ସମୟରେ ପୋଲିସ ଏବଂ ଟ୍ରାଫିକ...
ଶ୍ରୀମନ୍ଦିର ହୁଣ୍ଡିରେ ଲକ୍ଷେ ଟଙ୍କା ଟପିଲାନି, ସୁନା ରୁପା ଶୂନ
ପୁରୀ ଅଫିସ, ୧୭।୩: କରୋନାର ପ୍ରଭାବ କେବଳ ଲୋକଙ୍କ ଜୀବନ ଜୀବିକା ଉପରେ ନୁହେଁ, ଶ୍ରୀମନ୍ଦିର ହୁଣ୍ଡିରେ ବି ଏହା ଦେଖିବାକୁ ମିଳିଛି। ବିଶ୍ୱବ୍ୟାପୀ ଘାତକ ସାଜିଥିବା ଏହି ମାରାତ୍ମକ ଭୂତାଣୁର ମୁକାବିଲା ଲାଗି ରବିବାର ଶ୍ରୀମନ୍ଦିର ପାଇଁ କେତେକ...
ପୁରୀ ଛାଡ଼ିଲେ ବିଦେଶୀ ପର୍ଯ୍ୟଟକ: ଜଗନ୍ନାଥଙ୍କ କୃପା ରହିଲେ ଭଲରେ ଘରେ ପହଞ୍ଚିବୁ
ପୁରୀ ଅଫିସ, ୧୭।୩: କରୋନାକୁ ନେଇ ରାଜ୍ୟ ସରକାର ଏବଂ ଜିଲା ପ୍ରଶାସନ ପକ୍ଷରୁ ଯେଉଁସବୁ କଟକଣା ଓ ପଦକ୍ଷେପ ଗ୍ରହଣ କରାଯାଇଛି ତାହା ସ୍ବାଗତଯୋଗ୍ୟ। ଏଭଳି ଘଡ଼ିସନ୍ଧି ମୁହୂର୍ତ୍ତରେ ଏହାକୁ ସମସ୍ତେ ମାନିବା ଦରକାର ବୋଲି କହିଛନ୍ତି ଲିବାନିଆର...
କରୋନା ଆକ୍ରାନ୍ତ ଯୁବକ ଚିକିତ୍ସିତ ହୋଇଥିବା ଘରୋଇ କ୍ଲିନିକ ବନ୍ଦ
କଟକ ରୋଡ,୧୭।୩(ଡି.ଏନ୍.ଏ.): ରାଜଧାନୀର ଜଣେ ଯୁବକଙ୍କ ରକ୍ତ ନମୁନାରେ କରୋନା ଭୂତାଣୁ ଥିବା ଜଣାପଡିବା ପରେ ଲୋକେ ଭୟଭୀତ ହୋଇପଡିଛନ୍ତି। ଯୁବକଜଣକ ଇଟାଲୀରୁ ଭୁବନେଶ୍ୱର ଫେରିବା ପରେ ଲକ୍ଷ୍ମୀସାଗର ଥାନା ଅଞ୍ଚଳରେ ଥିବା ଏକ କ୍ଲିନିକରେ ଚିକିତ୍ସିତ ହୋଇଥିବା ଜଣାପଡିବା...
ବିଦେଶ ଫେରନ୍ତା ୩ ଜଣଙ୍କୁ ଠାବ କଲା ମେଡିକାଲ ଟିମ୍
ରଘୁନାଥପୁର,୧୭।୩(ଡି.ଏନ୍.ଏ.): ବିଦେଶ ଫେରନ୍ତା ୩ ଜଣଙ୍କୁ ସୋମବାର ମେଡିକାଲ ଟିମ ଠାବ କରିଛି। ରଘୁନାଥପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଡା. ପ୍ରଭାସ ଚନ୍ଦ୍ର ସ୍ବାଇଁଙ୍କ ନେତୃତ୍ୱରେ ଏକ ଟିମ୍ ଉତ୍ତରକୂଳ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ଅଧୀନସ୍ଥ ସମ୍ପୃକ୍ତ ବ୍ୟକ୍ତିଙ୍କ ଘରକୁ ଯାଇ ସେମାନଙ୍କ...
ଭିଡିଓ କନ୍ଫରେନ୍ସିଂରେ ଶୁଣାଣିକୁ ଗୁରୁତ୍ୱ
କଟକ ଅଫିସ, ୧୭।୩: କରୋନା ଭୂତାଣୁକୁ ନେଇ ହାଇକୋର୍ଟ ପକ୍ଷରୁ ସୋମବାର ଏହା ଅଧୀନସ୍ଥ ତଳକୋର୍ଟଗୁଡ଼ିକ ପାଇଁ ସ୍ବତନ୍ତ୍ର ଆଡ୍ଭାଇଜରି ଜାରି କରାଯାଇଛି। କେଉଁ ପଦକ୍ଷେପ ନିଆଗଲେ ଭୂତାଣୁ ବ୍ୟାପିବାକୁ ରୋକାଯାଇପାରିବ ସେ ସମ୍ପର୍କରେ ଉକ୍ତ ଆଡ୍ଭାଇଜରିରେ ଅନେକ ଗୁରୁତ୍ୱପୂର୍ଣ୍ଣ...
Archives


