ଆମ ଜିଲା ଖବର

ବିପର୍ଯ୍ୟସ୍ତ ରାସ୍ତା: ଅଧକିମି ଚାଲି ଚାଲି ଆସିଲେ ଗର୍ଭବତୀ

କେଗାଁ, ୩ା୧୦(ଡି.ଏନ.ଏ.) କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବ୍ଲକ କେଗାଁ ପଞ୍ଚାୟତ ଅନ୍ତର୍ଗତ ସାନଚେର କର୍ଲାପଡା ଗଁା ରାସ୍ତା ବିପର୍ଯ୍ୟସ୍ତ ଅବସ୍ଥାରେ ରହିଛି। ଏଥିଯୋଗୁ ଗାଁକୁ ଆମ୍ବୁଲାନ୍ସ ଆସି ନ ପାରିବାରୁ ୧ କିଲୋମିଟର ଚାଲି ଚାଲି ଜଣେ ଗର୍ଭବତୀ ଆମ୍ବୁଲାନ୍ସ ପାଖକୁ…

କଟକ ସହରରୁ ୧୮୨ କରୋନା ପଜିଟିଭ ଚିହ୍ନଟ

କଟକ ଅଫିସ,୨।୧୦- କଟକ ସହରରୁ ଶୁକ୍ରବାର ମୋଟ ୧୮୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିରେ କ୍ୱାରାଣ୍ଟାଇନରୁ ୧୦୭ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୭୫ ଜଣ ଅଛନ୍ତି। ଏ ନେଇ କଟକ ମହାନଗର ନିଗମ ପକ୍ଷରୁ ଟୁଇଟ କରି…

ଯୁବକଙ୍କୁ ପିଟି ପିଟି ହତ୍ୟା: ସୋସିଆଲ ମିଡିଆରେ ଭିଡିଓ ଭାଇରାଲ

ଭଦ୍ରକ ଅଫିସ,୨ା୧୦-ଭଦ୍ରକ ଗ୍ରାମାଞ୍ଚଳ ଥାନା ବଗମରା ଆଦିବାସୀ ସାହିର ଜଣେ ଯୁବକଙ୍କୁ ପିଟି ପିଟି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ଏହି ହତ୍ୟାକାଣ୍ଡର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବା ପରେ ଜିଲାରେ ଚାଞ୍ଚଲ୍ୟ ସୃଷ୍ଟି ହୋଇଛି। ପୋଲିସ ଏକ ହତ୍ୟା…

ରୋଗୀ ମୃତ୍ୟୁକୁ ନେଇ ଭଦ୍ରକ ମେଡିକାଲରେ ଉତ୍ତେଜନା

ଭଦ୍ରକ ଅଫିସ, ୨ା୧୦- ଭଦ୍ରକ ଜିଲା ମୁଖ୍ୟ ଡାକ୍ତରଖାନାରେ ଜଣେ ରୋଗୀଙ୍କ ମୃତ୍ୟୁକୁ ନେଇ ଶୁକ୍ରବାର ଅପରାହ୍ନରେ ଉତ୍ତେଜନା ଦେଖାଦେଇଥିଲା। ମୃତକଙ୍କ ସମ୍ପର୍କୀୟମାନେ ମେଡିକାଲ ପରିସରରେ ହୋହଲ୍ଲା କରିବା ସହ କର୍ମଚାରୀଙ୍କୁ ଠେଲାପେଲା କରିଥିବା ଅଭିଯୋଗ ହୋଇଛି। ଖବରପାଇ ଟାଉନ ଥାନା…

ହାଥରସ ମାମଲା: କଳାହାଣ୍ଡି ଛାତ୍ର କଂଗ୍ରେସର ବିକ୍ଷୋଭ

ଭବାନୀପାଟଣା,୨।୧୦(ଡି.ଏନ୍‌.ଏ.): ଉତ୍ତରପ୍ରଦେଶର ହାଥରସ ଠାରେ ଜଣେ ଦଳିତ ଯୁବତୀଙ୍କ ସହ ଘଟିଯାଇଥିବା ଗଣବଳାତ୍କାରକୁ ବିରୋଧ କରି କଳାହାଣ୍ଡି ଛାତ୍ର କଂଗ୍ରେସ ତରଫରୁ ଭବାନୀପାଟଣା କଲଜେ ଛକରେ ବିକ୍ଷୋଭ କରାଯାଇଛି। ଏହି ଘଟଣାରେ ସମସ୍ତ ଦୋଷୀଙ୍କୁ ଫାଶୀ ଦଣ୍ଡ ଦାବିରେ ପ୍ରତିବାଦ କରାଯାଇଥିଲା।…

କରୋନା ସଂକ୍ରମଣରୁ ମୁକ୍ତି ପାଇ କଳାହାଣ୍ଡିର ୧୬ ପୋଲିସ କର୍ମଚାରୀ କଲେ ପ୍ଲାଜମା ଦାନ

ଭବାନୀପାଟଣା,୨।୧୦(ଡି.ଏନ୍‌.ଏ.): କରୋନା ସଂକ୍ରମଣରୁ ମୁକ୍ତି ପାଇଥିବା କଳାହାଣ୍ଡି ଜିଲାର ୧୬ ଜଣ ପୋଲିସ କର୍ମଚାରୀ ପ୍ଲାଜମା ଦାନ କରିଛନ୍ତି। ସେମାନେ ସ୍‌ସିବିରେ କରୋନାରେ ଆକ୍ରାନ୍ତ ଗୁରୁତର ରୋଗୀଙ୍କୁ ପ୍ଲାଜମା ଦାନ କରିଥିବା ଜଣାପଡିଛି। ଜିଲାରେ ପ୍ରାୟ ଶତାଧିକ ଆଗାଧାଡିର କରୋନା ଯୋଦ୍ଧା…

ଜିଲାପାଳଙ୍କୁ ଦାବିପତ୍ର: ମୋଦି, ଯୋଗୀଙ୍କ କୁଶପୁତ୍ତଳିକା ଦାହ କଲା କଂଗ୍ରେସ

ଭଦ୍ରକ ଅଫିସ,୨।୧୦: ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଅବସରରେ ଶୁକ୍ରବାର ଭଦ୍ରକ ଜିଲା କଂଗ୍ରେସ ପକ୍ଷରୁ ଜିଲାପାଳଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଛି। ସକାଳୁ କଂଗ୍ରେସ କର୍ମୀମାନେ ଏକ ଶୋଭାଯାତ୍ରାରେ ବାହାରି ଜିଲାପାଳଙ୍କୁ ଏକ ଦାବିପତ୍ର ପ୍ରଦାନ କରିଛନ୍ତି। ପରେ ଜିଲାପାଳଙ୍କ…

କୃଷି ବିଲ୍‌କୁ ବିରୋଧ: ଗାନ୍ଧୀ ମୂର୍ତ୍ତିତଳେ ସତ୍ୟାଗ୍ରହ କଲେ ଚାଷୀ

ବରଗଡ଼ ଅଫିସ,୨।୧୦: କୃଷି ବିଲ୍‌କୁ ନେଇ ବିରୋଧର ସ୍ବର ଥମିବାର ନାଁ ନେଉ ନାହିଁ। ଏହାକୁ ନେଇ ଦିନକୁ ଦିନ ଆନ୍ଦୋଳନ ତେଜି ଉଠୁଛି । ବରଗଡ଼ ଜିଲାରେ ମଧ୍ୟ ବିରୋଧ, ଆନ୍ଦୋଳନର ତାତି ବଢ଼ି ଚାଲିଛି। ଶୁକ୍ରବାର ଜିଲାର ଜୟ…

ମୋଦି, ଯୋଗୀଙ୍କ କୁଶପୁତ୍ତଳିକା ଦାହ କଲା କଂଗ୍ରେସ

ବରଗଡ଼ ଅଫିସ,୨।୧୦: କୃଷି ବିଲ୍‌କୁ ବିରୋଧ ଏବଂ ଉତ୍ତରପ୍ରଦେଶର ହତରସ ଅଞ୍ଚଳରେ ଗଣ ବଳାତ୍କାରରେ ମୃତ ପୀଡିତାଙ୍କୁ ନ୍ୟାୟ ପ୍ରଦାନ ଦାବିରେ ବରଗଡ଼ ଜିଲା କଂଗ୍ରେସ କମିଟି ଆନ୍ଦୋଳନକୁ ଓହ୍ଲାଇଛି। ଏହି କ୍ରମରେ ଶୁକ୍ରବାର ବରଗଡ଼ ଗାନ୍ଧୀଛକରେ କଂଗ୍ରେସ ପକ୍ଷରୁ ବିକ୍ଷୋଭ…

ଏଥର ଝଲସିବ କଳାହାଣ୍ଡି: ଭିଡିଓ କନ୍‌ଫରେନ୍ସିଂ ଜରିଆରେ ୩ ଶକ୍ତି ପ୍ରକଳ୍ପ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨ା୧୦(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଭିଡିଓ କନ୍‌ଫରେନ୍ସିଂ ଜରିଆରେ କଳାହାଣ୍ଡି ଜିଲା ଜୟପାଟଣା ଅଞ୍ଚଳର ବାନେର୍‌ଠାରେ ଏକ ୨୨୦/୧୩୨/୩୩ କେଭି ଗ୍ରୀଡ୍‌ ସବଷ୍ଟେଶନ ଉଦ୍‌ଘାଟନ କରିଛନ୍ତି। ଏହାସହିତ ଗ୍ରୀଡରୁ ବାହାରିଥିବା ଦୁଇଟି ୩୩ କେଭି ଫିଡର ଲାଇନ୍‌ ମଧ୍ୟ ଲୋକାର୍ପିତ…

ହାଡ଼ିଆ ହତ୍ୟାକାଣ୍ଡକୁ ମାସେ ପୂରିଲା: ଧରାପଡ଼ିନାହାନ୍ତି ଅଭିଯୁକ୍ତ ଦୁଇ ଭାଇ

କଟକ ଅଫିସ,୨।୧୦: ଦୁର୍ଦ୍ଦାନ୍ତ ଅପରାଧୀ ହାଡ଼ିଆ ଓରଫ ପ୍ରକାଶ ବେହେରା ହତ୍ୟା ଘଟଣାକୁ ଶୁକ୍ରବାର ଏକମାସ ପୂରଣ ହୋଇଛି। ଅଭିଯୁକ୍ତଙ୍କୁ ଚିହ୍ନଟ ସରିଛି ବୋଲି କଟକ ପୋଲିସ କହିଥିଲେ ସୁଦ୍ଧା ସେମାନଙ୍କୁ ଏପର୍ଯ୍ୟନ୍ତ ଗିରଫ କରାଯାଇନାହିଁ। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି…

ବର୍ଷା, ବନ୍ୟାରେ ଉଜୁଡ଼ିଲା ଧାନ ଫସଲ

ଡେରାବିଶ,୨ା୧୦ (ସ୍ବ.ପ୍ର.): ଲଘୁଚାପ ଜନିତ ବର୍ଷା ଓ ବନ୍ୟାରେ ଡେରାବିଶ ବ୍ଲକରେ ବହୁ ଧାନ ଫସଲ ନଷ୍ଟ ହୋଇଛି। ଯେଉଁଠି ଧାନଗଛ ଭଲ ଥିଲା ଏବେ ହଳଦିଗୁଣ୍ଡି ଓ ଚକଡ଼ା ପୋକ ଲାଗି ତାହା ନଷ୍ଟ ହେବାକୁ ବସିଛି। ଏହାକୁ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?