ଆମ ଜିଲା ଖବର

ବର୍ଷା, ବନ୍ୟାରେ ଉଜୁଡ଼ିଲା ଧାନ ଫସଲ

ଡେରାବିଶ,୨ା୧୦ (ସ୍ବ.ପ୍ର.): ଲଘୁଚାପ ଜନିତ ବର୍ଷା ଓ ବନ୍ୟାରେ ଡେରାବିଶ ବ୍ଲକରେ ବହୁ ଧାନ ଫସଲ ନଷ୍ଟ ହୋଇଛି। ଯେଉଁଠି ଧାନଗଛ ଭଲ ଥିଲା ଏବେ ହଳଦିଗୁଣ୍ଡି ଓ ଚକଡ଼ା ପୋକ ଲାଗି ତାହା ନଷ୍ଟ ହେବାକୁ ବସିଛି। ଏହାକୁ ନେଇ…

ଯୁବକଙ୍କୁ ପିଟିପିଟି ହତ୍ୟା: ପୋଲିସ ହାତରେ ହତ୍ୟାକାଣ୍ଡର ଭିଡିଓ

ଭଦ୍ରକ ଅଫିସ,୨ା୧୦: ଭଦ୍ରକ ଗ୍ରାମାଞ୍ଚଳ ଥାନା ବଗମରା ଆଦିବାସୀ ସାହିରେ ଜଣେ ଯୁବକଙ୍କୁ ପିଟି ପିଟି ହତ୍ୟା କରାଯାଇଛି। ମୃତକ ଜଣକ ହେଲେ କଟିଆ ମୁର୍ମୁ। କଟିଆଙ୍କୁ ଗୁରୁବାର ସନ୍ଧ୍ୟାରେ ହତ୍ୟା କରାଯାଇଥିବା ଥାନାରେ ଅଭିଯୋଗ ହୋଇଥିଲା। କିନ୍ତୁ ଶୁକ୍ରବାର ସକାଳୁ…

ନକଲି ଜର୍ଦ୍ଦା କାରଖାନା ଠାବ: ୩ ଅଟକ

ଛତିଆ,୨ା୧୦(ଡି.ଏନ୍‌.ଏ.): ଯାଜପୁର ଜିଲା ବୈରୀ ଥାନା ଅନ୍ତର୍ଗତ ନେଳିଆ ପଞ୍ଚାୟତର ବିଦ୍ୟାଧରପୁର ଗ୍ରାମରେ ଗୁରୁବାର ବିଳମ୍ବିତ ରାତିରେ ସତନ୍ତ୍ର ସ୍କ୍ବାଡ ପୋଲିସ ଏକାଧିକ ସ୍ଥାନରେ ଚଢ଼ାଉ କରି ବିପୁଳ ପରିମାଣର ନକଲି ଜର୍ଦ୍ଦା ସହିତ ବ୍ୟବହୃତ ବିଭିନ୍ନ ଯନ୍ତ୍ରପାତି ଜବତ କରାଯାଇଛି।…

ନଡ଼ିଆ ଷଡ଼େଇରେ ମାସ୍କ

ପୁରୀ ଅଫିସ,୨ା୧୦: ମହାମାରୀ କରୋନା କବଳରୁ ରକ୍ଷା ପାଇବା ପାଇଁ ସାମାଜିକ ଦୂରତା ଏବଂ ମାସ୍କ ପିନ୍ଧିବା ଉପରେ ଅଧିକ ଗୁରୁତ୍ୱ ଦିଆଯାଉଛି। ବିଶେଷକରି ମାସ୍କ ନ ପିନ୍ଧି ପଦାକୁ ବାହାରିଲେ ପୋଲିସ ପକ୍ଷରୁ ଜରିମାନା ଆଦାୟ କରାଯାଉଛି। ଭଲ ଭାବେ…

ସ୍ବର୍ଗଦ୍ୱାରରେ ଦାହ କଟକଣା ମାସେ ବଢ଼ିଲା

ପୁରୀ ଅଫିସ,୨ା୧୦: ମହାମାରୀ କରୋନା ସଂକ୍ରମଣକୁ ନଜରରେ ରଖି ସ୍ବର୍ଗଦ୍ୱାରରେ ବାହାର ଜିଲା ଏବଂ ଅନ୍ୟ ରାଜ୍ୟର ମୃତଦେହ ଦାହ ଓ ମହୋଦଧିରେ ଅସ୍ଥି ବିସର୍ଜନ ଉପରେ କଟକଣା ଲଗାଯାଇଛି। ଜିଲା ପ୍ରଶାସନ ଏହି କଟକଣାକୁ ପୁଣି ମାସେ ବଢାଇ ଦେଇଛନ୍ତି।…

ଠେଙ୍ଗାପାଳିରେ ଜଙ୍ଗଲ ସୁରକ୍ଷା

ନୟାଗଡ଼ ଅଫିସ,୨।୧୦: ନୟାଗଡ଼ ଜିଲା ଦଶପଲ୍ଲା ବ୍ଲକ କୁଲୁରୁକୁମ୍ପା ପଞ୍ଚାୟତ ଟାଙ୍ଗନାଡି ଗାଁରେ ପଦା ହୋଇଥିବା ୪ଜଙ୍ଗଲକୁ ଗ୍ରାମବାସୀ ଠେଙ୍ଗାପାଳିରେ ସୁରକ୍ଷା ଦେଇ ସବୁଜିମା କରାଇ ପାରିଛନ୍ତି। ତେବେ ଜୀବନଜୀବିକା ପ୍ରଭାବିତ ପରେ ଆଦିବାସୀମାନେ ମେଳି ହୋଇ ଏଭଳି କାମ କରିବାକୁ…

ନିର୍ଦ୍ଦେଶରେ ସୀମିତ ସିଇଟିପି

ଯାଜପୁର ଅଫିସ,୨।୧୦: ଯାଜପୁର ଜିଲା ବ୍ରାହ୍ମଣୀ ନଦୀତଟବର୍ତ୍ତୀ ଅଞ୍ଚଳରେ ପ୍ରଦୂଷିତ ଜଳର ଉପଚାର କରିବାକୁ ସିଇଟିପି (କମନ୍‌ ଇଫ୍ଲ୍ୟୁଏଣ୍ଟ ଟ୍ରିଟମେଣ୍ଟ ପ୍ଲାଣ୍ଟ) ସ୍ଥାପନ ପାଇଁ ହାଇକୋର୍ଟ ପ୍ରାୟ ୫ ବର୍ଷ ତଳେ ସରକାରଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଏପରି କି ସୁପ୍ରିମକୋର୍ଟଙ୍କ ରିଟ୍‌…

ନିର୍ମାଣ ଅପେକ୍ଷାରେ ଗଲାଣି ୨ ବର୍ଷ

କେନ୍ଦ୍ରାପଡ଼ା ଅଫିସ, ୨।୧୦: କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଆଖଡାଶାଳି ଗ୍ରାମ ନିକଟ ମହାନଦୀରେ ରାଜ୍ୟର ପ୍ରଥମ ନଦୀଭିତ୍ତିକ ବନ୍ଦର ପ୍ରତିଷ୍ଠା ହେବ। ଏ ସମ୍ପର୍କରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୨୦୧୮ ଡିସେମ୍ବର ୮ରେ କେନ୍ଦ୍ରାପଡ଼ା ଜିଲା ଗସ୍ତ ଅବସରରେ ଘୋଷଣା…

ଭିଜିଲାନ୍ସ ହାତରେ ଭଦ୍ରକ ଜିଲା ଶ୍ରମ ଅଧିକାରୀ କାର୍ଯ୍ୟାଳୟର କନିଷ୍ଠ କିରାଣି

ଭଦ୍ରକ ଅଫିସ,୧।୧୦-୯ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ଗୁରୁବାର ଭିଜିଲାନ୍ସ ହାତରେ ଧରାପଡିଛନ୍ତି ଭଦ୍ରକ ଜିଲା ଶ୍ରମ ଅଧିକାରୀ କାର୍ଯ୍ୟାଳୟର କନିଷ୍ଠ କିରାଣି ସୁଧାକର ବାରିକ। ଏକ ସିକ୍ୟୁରିଟି ଏଜେନ୍ସିଠାରୁ ଲେବର ଲାଇସେନ୍ସ ନବୀକରଣ ପାଇଁ ୧୩ ହଜାର ଦାବି କରିଥିଲେ…

ହାତଗୋଡ଼ ବନ୍ଧା ଅବସ୍ଥାରେ ପରିତ୍ୟକ୍ତ ଘରୁ ନାବାଳକ ଉଦ୍ଧାର, କାରଣ ଅସ୍ପଷ୍ଟ

ଛେଣ୍ଡିପଦା,୧ା୧୦(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ତିପଦା ବ୍ଲକ ନୂଆଗାଁ ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ବୁଧବାର ସନ୍ଧ୍ୟାରେ ଜନୈକ ନାବାଳକଙ୍କୁ ନୂଆଗାଁର ଆପେକ୍ସ କମିଟିର ଏକ ପରିତ୍ୟକ୍ତ ଗୃହରୁ ହାତଗୋଡ଼, ମୁହଁ, ବନ୍ଧା ଅବସ୍ଥାରେ ଉଦ୍ଧାର କରାଯାଇଛି। ନାବାଳକ ଜଣକ…

ଘରେ ପଶି ମହିଳାଙ୍କୁ ବଳାତ୍କାର: ଜେଲ୍‌ ଗଲେ ଅଭିଯୁକ୍ତ

ଦିଗପହଣ୍ଡି,୧ା୧୦: ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁରେ ଘରେ ପଶି ଜଣେ ମହିଳାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଥିଲା। ମାମଲାରେ ସମ୍ପୃକ୍ତ ଅଭିଯୁକ୍ତ ଅଙ୍ଗଦ ମଳିକଙ୍କୁ ପୋଲିସ ଗୁରୁବାର ବ୍ରହ୍ମପୁର ଜିଲା ଦୌରା ଜଜ୍‌ କୋର୍ଟକୁ ଚାଲାଣ କରିଛି।…

ପରିବା କିଣିବାକୁ ଆସିଥିବା ବ୍ୟକ୍ତିଙ୍କୁ ଚାପିଦେଲା ଟ୍ରକ୍‌

ଚୌଦ୍ୱାର,୧ା୧୦: ୫୫ ନଂ. ଜାତୀୟ ରାଜପଥ ମଙ୍ଗୁଳିଠାରୁ ଧୂମାବତୀ ପର୍ଯ୍ୟନ୍ତ ରାଜପଥ ସଂପ୍ରସାରଣ କାର୍ଯ୍ୟ ଚାଲୁରହିଛି। ଫଳରେ ରାସ୍ତାର ଉଭୟ ପାର୍ଶ୍ୱ ଖୋଳାଯାଇ ଥିବାବେଳେ ଅତ୍ୟନ୍ତ ଶୋଚନୀୟ ହୋଇପଡ଼ିଛି। ପୁରୁଣା ରାସ୍ତାରେ ପିଚୁ ଉଠିଯାଇ ବିଭିନ୍ନ ସ୍ଥାନରେ ଖାଲଖମା ହୋଇଯାଇଛି। ଫଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?