ଆଦିବାସୀ ସଂସ୍କୃତିର ନିଆରା ଝଲକ ‘ଚଇତି ବଡ଼ାମ ପୂଜା’
ଔପଦା, ୧୭।୩(ଡି.ଏନ.ଏ.)-ଚଇତି ବଡାମ ପୂଜା ଲାଗି ବାଲେଶ୍ୱର ଜିଲା ଔପଦା ବ୍ଲକର ଆଦିବାସୀ ଅଧ୍ୟ୍ୟୁଷିତ ଗଡ଼ସାହି ଗ୍ରାମ ଉତ୍ସବମୁଖର ହୋଇପଡିଛି। ଏହି ଗ୍ରାମରେ ପାରମ୍ପରିକ ଭାବେ ଗତ ୧୪ ଅପରାହ୍ନରେ ବନଦେବତାଙ୍କୁ ପୂଜା କରାଯାଇ ବଡ଼ାମଙ୍କ ପାଇଁ ଶାଳଗଛର ଡାଳ...
‘କରତାଳି ଦିଏ ପ୍ରେରଣା’
ସିମୁଳିଆ, ୧୭ା୩(ସନ୍ତୋଷ କୁମାର ନାୟକ)-ପିଲାଦିନେ ସୁଲଳିତ କଣ୍ଠରେ ଗୀତ ବୋଲି ପାରୁଥିଲେ ପୂଜାରାଣୀ । ସ୍କୁଲରେ ପଢିବା ବେଳେ ବିଭିନ୍ନ କାର୍ଯ୍ୟକ୍ରମରେ ଗୀତ ବୋଲି ପ୍ରଶଂସା ପାଇଥିଲେ। ଏହା ତାଙ୍କୁ ପରେ କଳା ଜଗତ ମଧ୍ୟକୁ ଟାଣି ନେଇଥିଲା। ସେ...
କରୋନା: ଶାରଳା ପୀଠରେ ସତର୍କତା
ତିର୍ତ୍ତୋଲ, ୧୭।୩ (ଡି.ଏନ୍.ଏ.): ତିର୍ତ୍ତୋଲ ବ୍ଲକ କନକପୁରସ୍ଥିତ ଶାରଳା ମନ୍ଦିରରେ କରୋନା ପାଇଁ ସତର୍କତାମୂଳକ ପଦକ୍ଷେପ ନିଆଯାଇଛି। ମନ୍ଦିର ମୁଖ୍ୟଦ୍ୱାର ଦେଇ କେବଳ ଶ୍ରଦ୍ଧାଳୁଙ୍କ ପ୍ରବେଶ ପାଇଁ ବ୍ୟବସ୍ଥା କରାଯାଇଛି। ଅନ୍ୟପଟେ ମନ୍ଦିର ପରିସରରେ କିପରି ଶ୍ରଦ୍ଧାଳୁମାନେ ଏକାଠି ନ...
ବଜ୍ରପାତରେ ଜଣେ ମୃତ
ତିର୍ତ୍ତୋଲ, ୧୭।୩ (ଡି.ଏନ୍.ଏ.):ତିର୍ତ୍ତୋଲ ବ୍ଲକ କନକପୁର ପଞ୍ଚାୟତ ବଡ଼ସରୋଳ ଗ୍ରାମରେ ସୋମବାର ବଜ୍ରପାତ ଘଟି ସେହି ଗ୍ରାମର ଦ୍ୱିଜବର ଭୋଇ(୬୨)ଙ୍କ ମୃତ୍ୟୁ ଘଟିଛି। ଅପରାହ୍ନରେ ପ୍ରବଳ ଘଡ଼ଘଡ଼ି ବିଜୁଳି ମାରୁଥିବା ବେଳେ ଦ୍ୱିଜବର ତାଙ୍କ ଘର ଆଗରେ ଥିବା ଏକ...
୨୮ରେ ଅନୁଗୋଳ ଓକିଲ ସଂଘ ନିର୍ବାଚନ
ଅନୁଗୋଳ ଅଫିସ୍, ୧୭।୩- ଅନୁଗୋଳ ଓକିଲ ସଂଘର ବାର୍ଷିକ ନିର୍ବାଚନ ଚଳିତ ମାସ ୨୮ ତାରିଖରେ ଅନୁଷ୍ଠିତ ହେବ। ଗତ ୧୩ ତାରିଖରେ ଏ ନେଇ ସଂଘର ସାଧାରଣ ପରିଷଦ ବୈଠକ ବସିଥିଲା। ସଂଘର ସଭ୍ୟ ଅଶୋକ କୁମାର ମିଶ୍ର...
୬୮,୫୫୦ଟଙ୍କାରେ ଶୌଚାଳୟ ନିଲାମ
ରଘୁନାଥପୁର,୧୭ା୩(ଡି.ଏନ୍.ଏ.): ଜଗତ୍ସିଂହପୁର ଜିଲା ରଘୁନାଥପୁର ବ୍ଲକ କେରେକେରାସ୍ଥିତ ଗୋରଖନାଥ ପୀଠରେ ସୋମବାର ଭୋଗ, ଦୀପ, ଯଁାବାଳ, ଫୁଲ ଦୋକାନ, ଶୌଚାଳୟ ପାଇଁ ନିଲାମ ପ୍ରକ୍ରିୟା ହୋଇଥିଲା। ନିର୍ଦ୍ଧାରିତ ସମୟରେ ଭୋଗ, ଦୀପ, ଯଁାବାଳ, ଫୁଲ ଦୋକାନ ପାଇଁ କୌଣସି ଫର୍ମ...
ଯୁବତୀଙ୍କୁ ମଧ୍ୟପ୍ରଦେଶରେ ବିକ୍ରି ଅଭିଯୋଗ
ଅନୁଗୋଳ ଅଫିସ୍, ୧୭।୩ ଅନୁଗୋଳ ଜିଲା କିଶୋରନଗର ଥାନା ଅଞ୍ଚଳର ଜନୈକା ଯୁବତୀଙ୍କୁ ଗଁାର ଜଣେ ଲୋକ ପ୍ରତିନିଧି ମଧ୍ୟପ୍ରଦେଶ ଚାଲାଣ କରିଥିବା ଅଭିଯୋଗ ହୋଇଛି। ଏ ନେଇ କିଶୋରନଗର ଥାନାରେ ଲିଖିତ ଅଭିଯୋଗ କରାଯାଇଥିଲେ ମଧ୍ୟ ପୋଲିସ କୌଣସି...
ନିୟମିତ ଦିଆଯିବ କରୋନା ସମ୍ପର୍କିତ ତଥ୍ୟ
ଅନୁଗୋଳ ଅଫିସ୍, ୧୭।୩ ଅନୁଗୋଳ ଜିଲା ପ୍ରଶାସନ ପକ୍ଷରୁ କରୋନା ମୁକାବିଲା ପାଇଁ ପ୍ରସ୍ତୁତି ଜୋରଦାର ଚାଲିଛି। ଏହି ଅବସରରେ ସୋମବାର ଅପରାହ୍ନରେ ଜିଲାପାଳ ମନୋଜ କୁମାର ମହାନ୍ତିଙ୍କ ଅଧ୍ୟକ୍ଷତାରେ କୋର୍ଟରୁମ୍ ଠାରେ ଏକ ଖବରଦାତା ସମ୍ମିଳନୀ ଆୟୋଜନ କରାଯାଇଥିଲା।...
ମୋବାଇଲ୍ ଟର୍ଚ୍ଚରେ ଚିକିତ୍ସା
କାମାକ୍ଷାନଗର, ୧୭।୩(ଡି.ଏନ.ଏ.) ଢେଙ୍କାନାଳ ଜିଲା କାମାକ୍ଷାନଗର ଚିକିତ୍ସାଳୟରୁ ସମସ୍ୟା ପିଛା ଛାଡୁନି। ଖାଲି ପଡ଼ିଥିବା ଡାକ୍ତର, ବିଶେଷଜ୍ଞ ପଦବୀ ସ୍ବାସ୍ଥ୍ୟସେବାକୁ ପ୍ରଭାବିତ କରୁଥିବାବେଳେ ଆନୁଷଙ୍ଗିକ ଭିତ୍ତିଭୂମିର ଅଭାବ ସମସ୍ୟାକୁ ବହୁଗୁଣିତ କରିଛି। ମରାମତି ନାମରେ ବୈଦ୍ୟୁତିକ ଉପକରଣ ବାହାର କରିଦିଆଯାଇଛି।...
ଜେରିଆଟିକ୍ ଓ୍ବାର୍ଡ ପାଲଟିଲା କରୋନା ଓ୍ବାର୍ଡ
ଅନୁଗୋଳ ଅଫିସ୍, ୧୭।୩ କରୋନା ମୁକାବିଲା ପାଇଁ ଅନୁଗୋଳ ପ୍ରଶାସନ ସମସ୍ତ ପ୍ରସ୍ତୁତି ଆରମ୍ଭ କରିଦେଇଛି। ଆକ୍ରାନ୍ତଙ୍କ ଚିକିତ୍ସା ପାଇଁ ଜିଲା ମୁଖ୍ୟ ଚିକିତ୍ସାଳୟର ଜେରିଆଟିକ୍ ୱାର୍ଡକୁ କରୋନା ୱାର୍ଡ ଭାବେ ସୋମବାର ଜିଲାପାଳ ମନୋଜ କୁମାର ମହାନ୍ତି ଓ...
କୁକୁଡ଼ା ନେବାକୁ ଗଁ।ରେ ଡେଙ୍ଗୁରା
ଅନୁଗୋଳ ସହର,୧୭ା୩ କରୋନା ଭାଇରସ ଆତଙ୍କ ବ୍ରଏଲର କୁକୁଡ଼ା ଚାଷୀ ଓ କମ୍ପାନୀକୁ ତଳିତଳାନ୍ତ କରିଦେଲାଣି। କୁକୁଡ଼ା ମାଂସ କି ଅଣ୍ଡା ସହିତ କରୋନାର କୌଣସି ସମ୍ପର୍କ ନ ଥିବା ଡାକ୍ତର, ବିଶେଷଜ୍ଞମାନେ ବାରମ୍ବାର କହୁଥିଲେ ମଧ୍ୟ ସାଧାରଣରେ ତାହା...
ବାଇକ-ପିକ୍ଅପ୍ ମୁହଁ।ମୁହିଁ, ୩ ମୃତ
ମୋହନା,୧୭ା୩(ଡି.ଏନ୍.ଏ.)- ଗଜପତି ଜିଲା ମୋହନା ଥାନା ରାଇସିଂ ଘାଟି ତଳେ ଜାତୀୟ ରାଜପଥ ନଂ.୩୨୬ରେ ସୋମବାର ପିକ୍ଅପ୍ ଓ ବାଇକ୍ ମଧ୍ୟରେ ମୁହଁାମୁହିଁ ଧକ୍କା ହେବାରୁ ୩ ଜଣଙ୍କ ମୃତ୍ୟୁ ଘଟିଛି। ମୃତକମାନେ ହେଲେ କର୍ଚ୍ଚବାଡି ପଞ୍ଚାୟତ ରାମାନାଜୁ ଗ୍ରାମର...
Archives


