ଭିତରକନିକା ୩୧ ଯାଏ ବନ୍ଦ
ରାଜନଗର, ୧୭।୩(ଡି.ଏନ.ଏ.): କରୋନା ସତର୍କତାକୁ ଦୃଷ୍ଟିରେ ରଖି ଜଙ୍ଗଲ ଓ ପରିବେଶ ବିଭାଗ ପକ୍ଷରୁ କେନ୍ଦ୍ରାପଡା ଜିଲାର ଭିତରକନିକା ଜାତୀୟ ଉଦ୍ୟାନକୁ ମଙ୍ଗଳବାର ଠାରୁ ବନ୍ଦ ରଖାଯିବ। ଏହା ୧୫ଦିନ ପାଇଁ ଅର୍ଥାତ୍ ୩୧ ତାରିଖ ଯାଏ ବନ୍ଦ ରହିବ।...
ଯୁବ ପିଢିିଙ୍କୁ ଦିଅନ୍ତି ପରିବତ୍ତର୍ର୍ନର ବାର୍ତ୍ତା : ନୃତ୍ୟ ଓ ଅଭିନୟ କଳାରେ ପ୍ରବୀଣ ଗୁରୁ ଦାସ
କେନ୍ଦୁଝର, ୧୭ା୩ (ସ୍ବ.ପ୍ର.)-ଦୀର୍ଘ ୨୦ ବର୍ଷର କଳା ସାଧନା ଭିତରେ ଅନେକ ଘାତ ପ୍ରତିଘାତ ମଧ୍ୟରେ ଆଗକୁ ବଢିଛନ୍ତି । ଜଣେ କଳାକାର ହେବା ଲାଗି ପିଲା ଦିନୁ ଦେଖିଥିଲେ ସ୍ବପ୍ନ । ଏହାକୁ ସାକାର ରୂପ ଦେବାଲାଗି...
ଖଲିପତ୍ର ଦେଲା ନୂଆ ଆଶାଭରସା
କେନ୍ଦୁଝର, ୧୭ା୩(ଡି.ଏନ.ଏ.)-ପ୍ଲାଷ୍ଟିକର ବ୍ୟବହାର ବନ୍ଦ ଲାଗି ସରକାରୀ କଟକଣା ପରେ ଶାଳପତ୍ରରୁ ପ୍ରସ୍ତୁତ ହେଉଥିବା ଖଲି ଚଉତିର ବ୍ୟବହାର ବଢ଼ିଛି। ବିଭିନ୍ନ ସରକାରୀ ବୈଠକ ଓ କର୍ମଶାଳାରେ ପ୍ଲାଷ୍ଟିକ ପ୍ଲେଟ ବଦଳରେ ଏବେ ଚଉତି ବ୍ୟବହାର କରାଯାଉଛି। ପୂର୍ବରୁ ପାରମ୍ପାରିକ...
ନିଆରା ‘ବୁଢ଼ା ସାର୍’ : ବିନା ପାରିଶ୍ରମିକରେ ୪୨ ବର୍ଷ ଶିକ୍ଷାଦାନ
ପଦ୍ମପୁର,୧୭।୩(ଡି.ଏନ.ଏ.)- ଭଦ୍ରକ ଜିଲା ସଦର ବ୍ଲକ ଅଧୀନ ଗୋରାମାଟି ଗଁ। ର ଜଣେ ନିଆରା ମଣିଷ ଗୋଲକ ପ୍ରସାଦ ପାଢ଼ୀ। ସ୍ଥାନୀୟ ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଦୀର୍ଘ ୪୨ବର୍ଷ ଧରି ବିନା ଚାକିରି ବିନା ପାରିଶ୍ରମିକରେ ସେ ଶିକ୍ଷାଦାନ କରିଆସୁଛନ୍ତି।...
ଅତୀତକୁ ଝୁରୁଛି ଶିବମାହାରା
ଆରଡ଼ି,୧୭।୩(ଡି.ଏନ.ଏ.)-ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡ଼ିରେ ବାବା ଆଖଣ୍ଡଳମଣି ମନ୍ଦିରର ମାହାତ୍ମ୍ୟ ସର୍ବଜନବିଦିତ। ମନ୍ଦିର ବେଢ଼ାକୁ ଲାଗି ରହିଥିବା ପୁଷ୍କରିଣୀ ପୀଠର ଶୋଭାବର୍ଦ୍ଧନ କରୁଛି। ଭକ୍ତମାନେ ଏହାର ଜଳକୁ ପବିତ୍ରତାର ପ୍ରତୀକ ଭାବେ ଗ୍ରହଣ କରିଥାନ୍ତି। ଏଥିରେ ଆଖଣ୍ଡଳମଣିଙ୍କ ସ୍ନାନ...
ବେଆଇନ ବାଲି ଉଠାଣକୁ ଗ୍ରାମବାସୀଙ୍କ ବିରୋଧ
କପ୍ତିପଦା,୧୭ା୩(ଡି଼.ଏନ୍.ଏ)- ମୟୂରଭଞ୍ଜ ଜିଲା କପ୍ତିପଦା ବ୍ଲକ୍ ଅଧୀନ ସୋନ ନଦୀର ବିଶୋଳ ପଞ୍ଚାୟତ ନିକଟ ଏକ ବାଲି ଘାଟରୁ ଜେସିବି ଲଗାଇ ବେଆଇନ ଭାବେ ବାଲି ଉତ୍ତୋଳନ ଘଟଣାକୁ ନେଇ ଉତ୍ତେଜନାପୂର୍ଣ୍ଣ ପରିସ୍ଥିତି ସୃଷ୍ଟି ହୋଇଛି। ଏହି ଘଟଣା ମଧ୍ୟ...
ପଲିଥିନ ତଳେ ଜୀବନ
କପ୍ତିପଦା,୧୭ା୩(ଡି.ଏନ୍.ଏ)- ସରକାର ଗରିବ ସୀମାରେଖା ତଳେ ଥିବା ହିତାଧିକାରୀଙ୍କୁ ଗ୍ରାମୀଣ ଗୃହ ନିର୍ମାଣ ଯୋଜନାରେ ପକ୍କା ଘର ପ୍ରଦାନ ପାଇଁ ନିୟମ କରିଛନ୍ତି ା ଯୋଗ୍ୟ ହିତାଧିକାରୀ କିପରି ଏହି ଯୋଜନାରେ ସାମିଲ ହେବେ ସେଥିପାଇଁ ପ୍ରତି ପଞ୍ଚାୟତର ଗ୍ରାମସଭା...
୧୧ ମାସ ପରେ ବି ମିଳିଲାନି ଫନୀ ସହାୟତା
ବାଲିଆ, ୧୭।୩: ୨୦୧୯ ମେ’ ରେ ହୋଇଥିବା ସାମୁଦ୍ରିକ ଝଡ଼ ଫନୀରେ ସ୍ବାମୀଙ୍କ ମୃତ୍ୟୁ ଘଟିବା ପରେ ତିନୋଟି ପିଲାଙ୍କ ଦିଓଳି ଖାଇବା ଓ ପାଠପଢ଼ା ଖର୍ଚ୍ଚ ତୁଲାଇବା ପାଇଁ ଘରୁ ଗୋଡ଼ କାଢ଼ିଥିଲେ ବିରିଡି ବ୍ଲକ ଅଧୀନ ବୁଢାପଢ଼ା...
ବସ୍ତାରେ କରୋନା ସନ୍ଦିଗ୍ଧ
ବସ୍ତା, ୧୭।୩(ଡି.ଏନ.ଏ.)-ଇଟାଲୀରୁ ଫେରିଥିବା ବାଲେଶ୍ୱର ଜିଲା ବସ୍ତା ବ୍ଲକ ଅଞ୍ଚଳର ଜଣେ ଯୁବକ କରୋନାରେ ଆକ୍ରାନ୍ତ ଥିବା ସନ୍ଦେହ କରାଯାଉଛି। ରବିବାର ସେ ଗଁ।ରେ ପହଞ୍ଚିବା ଘରୁ ଆଦୌ ବାହାରକୁ ଆସୁ ନ ଥିବାରୁ ଅଞ୍ଚଳବାସୀ ଭୟଭୀତ ହୋଇପଡିଛନ୍ତି। ହେଲେ...
ଜଳସଙ୍କଟ ଭୋଗିବେ ବନ୍ଦରାଞ୍ଚଳବାସୀ
ପାରାଦୀପ, ୧୭।୩ (ସ୍ବ.ପ୍ର.): ଚଳିତବର୍ଷ ଖରାଦିନେ ପାରାଦୀପ ବନ୍ଦରାଞ୍ଚଳରେ ପୁଣି ଜଳସଙ୍କଟ ଦେଖାଦେବ। ଏଥିପାଇଁ ସମସ୍ତେ ଜଳ ପରିଚାଳନା କ୍ଷେତ୍ରରେ ସଚେତନ ରହିବାକୁ ବନ୍ଦର ଅଧ୍ୟକ୍ଷ ସୋମବାର ଗଣମାଧ୍ୟମ ଜରିଆରେ ପରାମର୍ଶ ଦେଇଛନ୍ତି। ଏପରି ଜଳସଙ୍କଟ କାରଣ ସମ୍ପର୍କରେ ଅଧ୍ୟକ୍ଷ...
ସାହସିକତା ଦେଖାଇଲେ ସକୁଲୁ
ସିମୁଳିଆ, ୧୭।୩(ଡି.ଏନ.ଏ.)-ଟିକେ ଡେରି ହୋଇଥିଲେ ଜଣେ ୩ବର୍ଷର ଶିଶୁଙ୍କୁ ଜୀବନ ଚାଲିଯାଇଥାନ୍ତି। ହେଲେ ସକୁଲୁ ସିଂ ନାମକ ଜଣେ ୨୬ବର୍ଷୀୟ ଯୁବକ ନିଜ ଜୀବନକୁ ବାଜି ଲଗାଇ ଜଳନ୍ତା ଘର ମଧ୍ୟରୁ ଉକ୍ତ ଶିଶୁକୁ ଉଦ୍ଧାର କରି ସାହସିକତାର ପରିଚୟ...
ରାପିଡ ରେସ୍ପନ୍ସ ଟିମ୍ ଗଠିତ
ବାଲେଶ୍ୱର ଅଫିସ,୧୭।୩-କରୋନା ଭୂତାଣୁ (କୋଭିଡ଼ି-୧୯) ସଂକ୍ରମଣକୁ ରୋକିବା ଏବଂ ଏଦିଗରେ ବ୍ୟାପକ ସଚେତନତା ସୃଷ୍ଟି ଉପରେ ବାଲେଶ୍ୱର ଜିଲା ପ୍ରଶାସନ ଓ ସ୍ବାସ୍ଥ୍ୟବିଭାଗ ଗୁରୁତ୍ୱ ଦେଇଛି। ଆକ୍ରାନ୍ତ ରୋଗୀଙ୍କ ସମ୍ପର୍କରେ ସୂଚନା ଦେବା ପାଇଁ ୨୪ଘଣ୍ଟିଆ କଣ୍ଟ୍ରୋଲ ରୁମ୍ ବ୍ୟବସ୍ଥା...
Archives


