ଆମ ଜିଲା ଖବର

୭ ଦିନ ବନ୍ଦ ରହିବ ସୂର୍ଯ୍ୟମନ୍ଦିର: ଭୟରେ ପର୍ଯ୍ୟଟକ ଶୂନ୍ୟ

କୋଣାର୍କ,୧୬।୩(ଡି.ଏନ.ଏ): କରୋନା ଭାଇରସ ପ୍ରଭାବରେ ସମଗ୍ର ବିଶ୍ୱ ଆତଙ୍କିତ ଅବସ୍ଥାରେ ଥିବାବେଳେ ସରକାର ପ୍ରତି ଜନସମାଗମକୁ ବନ୍ଦ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଏହି ଅବସରରେ ବିଶ୍ୱ ଐତିହ୍ୟ କୋଣାର୍କ ସୂର୍ଯ୍ୟମନ୍ଦିର ସୋମବାରଠାରୁ ୭ଦିନ ପର୍ଯ୍ୟନ୍ତ ବନ୍ଦ ରହିବ ବୋଲି...

ହ୍ୟାଣ୍ଡଶେକ୍‌ ନୁହେଁ, କେବଳ ହସଟିଏ

ପୁରୀ ଅଫିସ,୧୬।୩: କରୋନା ଭାଇରସର ଭୟାବହତା ସାରା ବିଶ୍ୱକୁ ଘୋଟିଛି। ଲକ୍ଷାଧିକ ଲୋକେ ଏହି ଭୂତାଣୁ ଦ୍ୱାରା ଆକ୍ରାନ୍ତ ହୋଇଥିବାବେଳେ ୫,୯୦୦ରୁ ଊର୍ଦ୍ଧ୍ୱ ଲୋକଙ୍କ ଜୀବନ ଗଲାଣି। ଭାରତରେ ମଧ୍ୟ ଧୀରେ ଧୀରେ କାୟା ମେଲାଉଛି କରୋନା। ଓଡ଼ିଶା ସରକାର...

ଇଟାଲି ଫେରନ୍ତାଙ୍କ ରିପୋର୍ଟ ନେଗେଟିଭ୍‌

କଟକ ଅଫିସ,୧୬।୩: କରୋନା ସନ୍ଦେହରେ କଟକ ଏସ୍‌ସିବି ମେଡିକାଲରେ ଭର୍ତ୍ତି ହୋଇଥିବା ଯୁବକଙ୍କ ରିପୋର୍ଟ ନେଗେଟିଭ୍‌ ଆସିଛି। ତାଙ୍କ ଘର କଟକରେ ହୋଇଥିବା ବେଳେ ସେ ଇଟାଲିରେ ଇଞ୍ଜିନିୟର୍‌ ଭାବେ କାମ କରୁଥିଲେ। ଗତ ୨ତାରିଖରେ ସେ ଘରକୁ ଫେରିଥିଲେ।...

ନାଁ ଫୌଜି, କାମ ସେବା କରିବା

କେନ୍ଦୁଝର, ୧୬ା୩(ସ୍ବ.ପ୍ର.)- ଦେଶ ସୁରକ୍ଷା ଲାଗି ସେନା ବାହିନୀରେ ଯୋଗ ଦେବାକୁ ସେ ନେଇଥିଲେ ତାଲିମ । ତାଙ୍କ ଚିନ୍ତାଧାରା ଓ କର୍ମ ପରେ ତାଙ୍କ ଜୀବନର ଲକ୍ଷ୍ୟ ବଦଳାଇ ଦେଇଥିଲା। ପିଲାଦିନୁ ଗରିବଙ୍କ ସେବା କରିବା ସକାଶେ ରୁଚି...

ଆନନ୍ଦପୁରରେ ପ୍ରଥମ କରୋନା ସନ୍ଦିଗ୍ଧ

ଘସିପୁରା/ଆନନ୍ଦପୁର, ୧୬।୩(ଡି.ଏନ.ଏ./ସ୍ବ.ପ୍ର.)-ଆନନ୍ଦପୁର ଉପଖଣ୍ଡ ଡାକ୍ତରଖାନାରେ ରବିବାର ଜଣେ କରୋନା ସନ୍ଦିଗ୍ଧ ଯୁବକ ଚିକିତ୍ସିତ ହୋଇଛନ୍ତି। ଯୁବକ ଜଣଙ୍କ ଘର ଆନନ୍ଦପୁର ବ୍ଲକ ଅନ୍ତର୍ଗତ ବାଉଁଶଗଡ଼ ଅଞ୍ଚଳରେ। ସେ ବନ ବିଭାଗର ଜଣେ କର୍ମଚାରୀ। ଗତମାସ ଭୁବନେଶ୍ୱରରେ ଅନୁଷ୍ଠିତ ଜାତୀୟ କ୍ରୀଡ଼ା...

ଗୃହିଣୀରୁ କ୍ଷୁଦ୍ର ଶିଳ୍ପୋଦ୍ୟୋଗୀ

ଭଦ୍ରକ ଅଫିସ,୧୬।୩-ଘରର ଚାରିକାନ୍ଥ ମଧ୍ୟରେ ଆଉ ସୀମିତ ହୋଇ ରହିନାହାନ୍ତି ମହିଳା। ପ୍ରତ୍ୟେକ କ୍ଷେତ୍ରରେ ସେମାନେ ଆଗରେ। ପାଠ ଠାରୁ ଆରମ୍ଭ କରି କ୍ରୀଡ଼ା ସବୁଠି ସେମାନେ ପୁରୁଷଙ୍କ ଭଳି ପ୍ରତିଭା ପ୍ରଦର୍ଶନ କରୁଛନ୍ତି। ଏପରିକି ଚାଷ କ୍ଷେତ୍ରରେ ମଧ୍ୟ...

ଜଙ୍ଗଲରୁ ଆଦିବାସୀଙ୍କ ଉଚ୍ଛେଦକୁ ବିରୋଧ

ଯଶୀପୁର,୧୬ା୩(ଡି.ଏନ୍‌.ଏ.)-ଶିମିଳିପାଳ ଅଭୟାରଣ୍ୟ ସଂଲଗ୍ନ ଅସ୍ତକୁମାର ପଞ୍ଚାୟତର ବଳାରାମପୁରଠାରେ ଶନିବାର ବନବାସୀଙ୍କୁ ନେଇ ବୈଠକ ଅନୁଷ୍ଠିତ ହୋଇଥିଲା। ଜଙ୍ଗଲ ଇଲାକାରେ ବସବାସ କରୁଥିବା ଆଦିବାସୀଙ୍କୁ ଉଚ୍ଛେଦ କରାଯିବା ସଂକ୍ରାନ୍ତ ନିଷ୍ପତ୍ତିକୁ ସେମାନେ ବିରୋଧ କରିଥିଲେ। ଏହାଦ୍ୱାରା ବନବାସୀ ତଥା ଆଦିବାସୀଙ୍କ ଜୀବନଜୀବିକା...

ପରଲୋକରେ ସଙ୍ଗୀତ ନିର୍ଦ୍ଦେଶକ ବାଚୁ ମୁଖାର୍ଜୀ

ବାରିପଦା ଅଫିସ, ୧୬ା୩- ଓଡ଼ିଆ ସିନେଜଗତର ବିଶିଷ୍ଟ ସଙ୍ଗୀତ ନିର୍ଦ୍ଦେଶକ ବାଚୁ ମୁଖାର୍ଜୀ(୬୪)ଙ୍କ ରବିବାର ହୃଦ୍‌ଘାତରେ ପରଲୋକ ଘଟିଛି। ସନ୍ଧ୍ୟାରେ ବାରିପଦା ଲାଲବଜାରସ୍ଥିତ ନିଜ ବାସଭବନରେ ଥିବା ବେଳେ ହଠାତ୍‌ ତାଙ୍କ ଛାତିରେ ଯନ୍ତ୍ରଣା ହୋଇଥିଲା। ପରିବାର ଲୋକେ ଚିକିତ୍ସା...

ପୂଜାରେ ସୀମିତ ରହିବ ତାରାତାରିଣୀଙ୍କ ଚୈତ୍ରଯାତ୍ରା

ଛତ୍ରପୁର/ବ୍ରହ୍ମପୁର ଅଫିସ, ୧୬ା୩(ଡି.ଏନ.ଏ.) କରୋନାର ଭୟାବହତା ନେଇ ଗଞ୍ଜାମରେ ସତର୍କତା ଅବଲମ୍ବନ ପାଇଁ ରବିବାର ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଛତ୍ରପୁରସ୍ଥିତ ସମ୍ମିଳନୀ ଗୃହରେ ଏକ ଜରୁରୀ ବୈଠକ କରିଥିଲେ। ଏବେ ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରା ଚାଲିଛି। ଆସନ୍ତା ମଙ୍ଗଳବାର...

ବାଲଡିହା ଡ୍ୟାମ ନବକଳେବର ନେଇ ଆଶଙ୍କାରେ ଚାଷୀ

ବାରିପଦା ଅଫିସ, ୧୬ା୩- ମୟୂରଭଞ୍ଜ ଜିଲା ଶ୍ୟାମାଖୁଣ୍ଟା ବ୍ଲକ ଅଧୀନ ବାଲଡି଼ହା ଡ଼୍ୟାମର ବର୍ତ୍ତମାନ ନବକଳେବର ହୋଉଥିବା ବେଳେ ଏହାକୁ ନେଇ ଚାଷୀମାନେ ଆଶଙ୍କା ବ୍ୟକ୍ତ କରିଛନ୍ତି। ଚାଷୀମାନେ ଅଭିଯୋଗ କରିଛନ୍ତି ଯେ, ଡ୍ୟାମ୍‌ରୁ ବାହାରୁଥିବା ମାଟିକୁ ଡ୍ୟାମ୍‌ କଡ଼ରେ...

ଗାଁ ମଶାଣିରେ ଶବକୁ ଜାଗା ନ ମିଳିବା ଘଟଣା: ଶୁଦ୍ଧିକ୍ରିୟାରେ ଯୋଗଦେଲେ କେନ୍ଦ୍ରମନ୍ତ୍ରୀ, ବିଧାୟକ

ସଜନାଗଡ଼, ୧୬।୩(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ଡାହିସାହି ଗ୍ରାମର ଜଗନ୍ନାଥ ରଣା ନାମକ ଯୁବକ ଥଣ୍ଡାଜ୍ୱରରେ ପୀଡ଼ିତ ହୋଇ ଗତ ୫ ତାରିଖରେ ମୃତ୍ୟୁବରଣ କରିଥିଲେ। ଏକମାତ୍ର ପୁଅକୁ ହରାଇ ତାଙ୍କ ମା’ କମଳିନୀ ଏବେ ବେସାହାର ହୋଇପଡ଼ିଛନ୍ତି। ପୁଅ...

ପୁଅର ମୃତ୍ୟୁ ଖବର ଶୁଣି ଆରପାରିକୁ ଚାଲିଗଲେ ମା’

ବାଲେଶ୍ୱର ଅଫିସ, ୧୬।୩-ଚିକିତ୍ସା ଅବହେଳାରୁ ବାଲେଶ୍ୱର ଜିଲା ମୁଖ୍ୟ ଚିକିତ୍ସାଳୟରେ ରବିବାର ଜଣେ ରୋଗୀଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ଏହାକୁ ନେଇ ଡାକ୍ତରଖାନା ପରିସରରେ କିଛି ସମୟ ପାଇଁ ଉତ୍ତେଜନା ଦେଖାଦେଇଥିଲା। ରୋଗୀଙ୍କ ସମ୍ପର୍କୀୟମାନେ ଜିଲା ମୁଖ୍ୟ ଚିକିତ୍ସାଧିକାରୀ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri