ଆମ ଜିଲା ଖବର

ପରିବା ଦର ଆକାଶଛୁଆଁ

କେନ୍ଦୁଝର, ୨୮ା୯(ଡି.ଏନ.ଏ.)- କେନ୍ଦୁଝର ପରି ଏକ କୃଷିଭିତ୍ତିକ ଜିଲାରେ ଏବେ ପନିପରିବାର ଦର ଆକାଶଛୁଆଁ ହୋଇଥିବାବେଳେ ଏହାର ସିଧାସଳଖ ପ୍ରଭାବ ଖାଉଟିଙ୍କ ଉପରେ ପଡିଛି। ଲୋକେ ପରିବା କିଣିବାକୁ ଗଲାବେଳେ ଏହାର ଦର ଶୁଣି ମୁଣ୍ଡରେ ହାତ ଦେଉଥିବା ଲକ୍ଷ୍ୟ କରାଯାଉଛି।…

ଡେପୁଟି କଲେକ୍ଟରଙ୍କ ନାଁରେ ସ୍ତ୍ରୀ ଆଣିଲେ ନିର୍ଯାତନା ଅଭିଯୋଗ

ଲଖନପୁର, ୨୭ା୯(ଡି.ଏନ୍‌.ଏ.)-ବୌଦ୍ଧ ଜିଲାର ଡେପୁଟି କଲେକ୍ଟର ଶରତ କୁମାର ବାଗଙ୍କ ନାମରେ ସ୍ତ୍ରୀ ଡଲିଆ ଦେବନାଥ ଆଣିଛନ୍ତି ନିର୍ଯାତନା ଅଭିଯୋଗ । ଏ ନେଇ ଦେବନାଥ ଝାରସୁଗୁଡା ଜିଲା ବିଟିଏମ୍‌ ଫାଣ୍ଡିରେ ଲିଖିତ ଅଭିଯୋଗ କରିଛନ୍ତି। ଅଭିଯୋଗକୁ ନେଇ ଝାରସୁଗୁଡା ଥାନାରେ…

ଗୁଣିଗାରେଡି ସନ୍ଦେହରେ ବୃଦ୍ଧଙ୍କୁ ଗୁଳି କରି ହତ୍ୟା: ଦେଢମାସ ପରେ ମାଟିତଳୁ ଉଦ୍ଧାର ହେଲା ମୃତଦେହ

ଆର୍‌.ଉଦୟଗିରି,୨୭ା୯(ଡି.ଏନ୍‌.ଏ.)-ଆର୍‌.ଉଦୟଗିରି ଥାନା ଅବାରସିଂ ପଞ୍ଚାୟତ ଗୁଣ୍ଡୁଲୁ ଗ୍ରାମର ଜଣେ ବୃଦ୍ଧଙ୍କ ମୃତଦେହ ଦେଢମାସପରେ ପୋଲିସ ମାଟିତଳୁ ଉଦ୍ଧାର କରିଛି। ଗୁଣିଗାରେଡିକୁ ନେଇ ତାଙ୍କୁ ଅଗଷ୍ଟ ୯ ତାରିଖରେ ଗୁଳିକରି ହତ୍ୟା କରିବା ପରେ ପୋତି ଦିଆଯାଇଥିବା ପୋଲିସ ପ୍ରାଥମିକ ତଦନ୍ତରୁ ଜାଣିବାକୁ…

କଟକରୁ ଆଜି ୧୬୮ କରୋନା ଆକ୍ରାନ୍ତ ଚିହ୍ନଟ

କଟକ ଅଫିସ,୨୭।୯-କଟକ ସହରରୁ ଆଜି ଆଉ ୧୬୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୮୭ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ୍‌ ୮୧ ରହିଛି। ତୁଳସୀପୁରରୁ ୬, ଚାଉଳିଆଗଞ୍ଜରୁ ୨, କଲେଜ ଛକରୁ ୨, ମଙ୍ଗଳବାଗରୁ ୨,…

କଳାହାଣ୍ଡିରେ କରୋନା ପଜିଟିଭ୍‌ ସଂଖ୍ୟା ୩୧୩୧ରେ ପହଞ୍ଚିଲା

ଭବାନୀପାଟଣା,୨୭।୯(ଡି.ଏନ୍‌.ଏ.): କଳାହାଣ୍ଡି ଜିଲାର ବିଭିନ୍ନ ବ୍ଲକରେ ଶନିବାର ସନ୍ଧ୍ୟା ୫ ଟା ସୁଦ୍ଧା ୫୩ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଗତ ୨୫ ତାରିଖ ମଧ୍ୟରାତ୍ରୀରେ ୨୦ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିଲେ। ବର୍ତ୍ତମାନ ଜିଲାରେ ଆକ୍ରାନ୍ତ ସଂଖ୍ୟା…

୮୦ ବର୍ଷ ବୟସରେ ବି ମିଳିନି ବିଧବା, ବାର୍ଦ୍ଧକ୍ୟ ଭତ୍ତା କି ରାଶନ୍‌

ଭବାନୀପାଟଣା,୨୭।୯(ଡି.ଏନ୍‌.ଏ): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କାଣୀଗୁମା ପଞ୍ଚାୟତ ଅଧୀନସ୍ଥ ଦୁର୍ଗମ ପିତମାଣ୍ଡି ଗାଁର ଜଣେ ବିଧବାଙ୍କୁ ୮୦ ବର୍ଷ ବୟସରେ ବାର୍ଦ୍ଧକ୍ୟ ଭତ୍ତା କି ରାଶନ୍‌ କାର୍ଡ ମିଳିନାହିଁ। ଏହା ସହ ସ୍ବାମୀଙ୍କ ମୃତ୍ୟୁକୁ ୧୦ ବର୍ଷ ପୂରିଥିଲେ…

ବେକାବୁ କରୋନା: କୋରାପୁଟ ଜିଲାରୁ ଆଉ ୬୯ ପଜିଟିଭ୍‌

କୋରାପୁଟ,୨୭।୯,(ସ୍ବ.ପ୍ର.): କୋରାପୁଟ ଜିଲାରେ ଦିନକୁ ଦିନ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧିପାଉଥିବା ବେଳେ ଜିଲାର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୬ ହଜାର ମୁହାଁ ହୋଇଛି। ରବିବାର ଜିଲାରେ କରୋନାରେ ଆଉ ୬୯ ଜଣ ସଂକ୍ରମିତ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ…

ଗୁରୁତର ଅବସ୍ଥାରେ ପଡ଼ିରହିଛି ହାତୀ: ପହଞ୍ଚି ନାହାନ୍ତି ଡାକ୍ତରୀ ଟିମ୍‌

ଚୌଦ୍ୱାର,୨୭ା୯(ଡି.ଏନ୍‌.ଏ): କଟକ ବନଖଣ୍ଡ ଡାଳିଯୋଡା ରେଞ୍ଜ ମଙ୍ଗରାଜପୁର ଡମଡମଣୀ ଜଙ୍ଗଲରେ ଏକ ମାଈ ହାତୀ ଗୁରୁତର ଅବସ୍ଥାରେ ପଡିରହିଛି । ଡମଡମଣୀ ଜଙ୍ଗଲ ନିକଟରେ ଥିବା ଆଦୀବାସୀ ବହୁଳ ବାଞ୍ଜିଆମ୍ବା ଗ୍ରାମର କିଛି ଲୋକ ଶନିବାର ସନ୍ଧ୍ୟାରେ ହାତୀଟି ପଡିଥିବା ଦେଖି…

ବରଗଡ଼ରେ ପୁଣି ୧୫୪ ଜଣଙ୍କୁ କରୋନା, ଆକ୍ରାନ୍ତଙ୍କ ସଂଖ୍ୟା ୬ହଜାର ଟପିଲା

ବରଗଡ଼ ଅଫିସ,୨୭।୯: ବରଗଡ଼ ଜିଲାରେ କରୋନା (କୋଭିଡ-୧୯) ସଂକ୍ରମଣ ଅଣାୟତ୍ତ ହୋଇ ପଡିଛି। ଗତ କିଛିଦିନ ହେଲା, ପ୍ରତିଦିନ ଶହେରୁ ଅଧିକ ନୂଆ ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି ଏବଂ ଏହା ଜିଲାବାସୀଙ୍କ ପାଇଁ ଚିନ୍ତାଜନକ ହୋଇ ପଡିଛି। ରବିବାର ଜିଲାରେ ୧୫୪…

ଚାଲିଛି ବେଳାଭୂମି ରାସ୍ତା ଫୁଟ୍‌ପାଥ ନିର୍ମାଣ

ପୁରୀ ଅଫିସ,୨୭ା୯: ବିଭିନ୍ନ ସମୟରେ ସମୁଦ୍ର ଜୁଆର କୂଳ ଲଂଘୁଛି। ବେଳେ ବେଳେ ଉଚ୍ଚ ଜୁଆର ରାସ୍ତା କଡ଼ ଫୁଟ୍‌ପାଥ ପାଖକୁ ମାଡ଼ି ଆସୁଛି। ଫଳରେ ରାସ୍ତା ନଷ୍ଟ ହେଉଛି। ତେଣୁ ବର୍ତ୍ତମାନ ବେଳାଭୂମି ରାସ୍ତା ସମ୍ପ୍ରସାରଣ ସମେତ ରାସ୍ତାକଡ଼ ଫୁଟ୍‌ପାଥ…

ପୁରୀ: ଖସୁଛି କରୋନା ଗ୍ରାଫ୍‌

ପୁରୀ ଅଫିସ,୨୭।୯: ଗତ କିଛିଦିନ ହେଲା ପୁରୀ ଜିଲାରେ କରୋନା ସଂକ୍ରମଣ ସାଂଘାତିକ ସ୍ଥିତିରେ ଥିଲା। ପ୍ରତ୍ୟହ ଦୁଇଶହ କିମ୍ବା ତିନିଶହରୁ ଊର୍ଦ୍ଧ୍ୱ ସଂକ୍ରମିତ ଚିହ୍ନଟ ହେଉଥିଲେ। ମାତ୍ର ଏବେ ଏହି ଧାରାରେ ଧୀରେ ଧୀରେ ପରିବର୍ତ୍ତନ ଲକ୍ଷ୍ୟ କରାଯାଉଛି। ଜିଲାର…

ଗାର୍ଡୱାଲରେ ଅଟକିଛି ଚିଲିକା ରିଙ୍ଗ୍‌ ବନ୍ଧ

ବ୍ରହ୍ମଗିରି,୨୭ା୯(ଡି.ଏନ୍‌.ଏ.): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଅଧୀନ ଅରଖକୁଦା ଓ ଗୋପୀନାଥପୁର ପଞ୍ଚାୟତର ଅନେକ ଗାଁ ଚିଲିକା ଉପକୂଳରେ ରହିଛି। ବନ୍ୟା, ବାତ୍ୟା, ଲଗାଣ ବର୍ଷା ହେଲେ ପ୍ରାୟ ସମୟ ଏହି ଗାଁରେ ଚିଲିକାର ଜୁଆର ପାଣି ପଶିଥାଏ। ତେଣୁ ଏହାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?