ଗଞ୍ଜାମରେ ସ୍ବାସ୍ଥ୍ୟ ସ୍କ୍ରିନିଂ ଆରମ୍ଭ: ୩.୫ ଲକ୍ଷ ପରିବାରଙ୍କ ପାଖରେ ପହଞ୍ଚିବ ଟିମ୍
ଛତ୍ରପୁର, ୮।୬(ଡି.ଏନ୍.ଏ.): ଗଞ୍ଜାମ ଜିଲାରେ ସୋମବାରଠାରୁ ମେଗା ସ୍ବାସ୍ଥ୍ୟ ସ୍କ୍ରିନିଂ ଫେଜ୍ -୨ ଆରମ୍ଭ ହୋଇଛି। ଜିଲାରେ ଥିବା ସାଢ଼େ ୩ ଲକ୍ଷରୁ ଊର୍ଦ୍ଧ୍ୱ ପରିବାରର ସମସ୍ତ ସଦସ୍ୟଙ୍କ କରୋନା ଲକ୍ଷଣ ଅଛି କି ନାହିଁ ତାହାର ଥର୍ମାଲ ସ୍କ୍ରିନିଂ ଚାଲିଥିବା…
୪ ଦଫା ଦାବିରେ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରାଉ କଲା ନବ ନିର୍ମାଣ କୃଷକ ସଂଗଠନ
କେନ୍ଦୁଝର,୮ା୬(ସ୍ବ.ପ୍ର.): ଚଳିତ ଖରିଫ୍ ଋତୁରେ ସରକାରଙ୍କ ନିର୍ଦ୍ଦେଶ ମୁତାବକ ଚାଷୀମାନେ ବିଭିନ୍ନ ସରକାରୀ ସଂସ୍ଥା ମାଧ୍ୟମରେ ଧାନ ବିକ୍ରି କରିଥିଲେ। ବହୁ ଚାଷୀଙ୍କର ଟୋକନ ଆସିଥିଲେ ମଧ୍ୟ ସରକାର ତାଙ୍କ ଧାନ କିଣି ନ ଥିଲେ। ଏପରିକି ମାସ ମାସ ବିତି…
କୃଷ୍ଣପ୍ରସାଦ ବ୍ଲକରେ ସ୍ତ୍ରୀ, ସ୍ବାମୀଙ୍କୁ କରୋନା, ଚାରିଛକବଜାରକୁ ଶଟ୍ଡାଉନ୍ ଘୋଷଣା କଲେ ସରପଞ୍ଚ
କୃଷ୍ଣପ୍ରସାଦ,୮ା୬(ଡି.ଏନ୍.ଏ.): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଗୁମୁଣ୍ଡିଆ ପଞ୍ଚାୟତରେ ସ୍ତ୍ରୀ, ସ୍ବାମୀ କରୋନା ସଂକ୍ରମିତ ହୋଇଥିବା ଜଣାପଡ଼ିଛି। ଉଭୟ ଦିଲ୍ଲୀରୁ ଫେରି ୭ ଦିନ କ୍ୱାରାଣ୍ଟାଇନ୍ ସେଣ୍ଟରରେ ରହି ଘରକୁ ଆସିବା ପରେ ସେମାନଙ୍କଠାରେ କରୋନା ଲକ୍ଷଣ ଦେଖାଦେଇଥିଲା। ତେବେ ନମୁନା…
ଗଞ୍ଜାମରେ ପୁଣି ୩୩ କରୋନା ସଂକ୍ରମିତ: ଆକ୍ରାନ୍ତଙ୍କ ସଂଖ୍ୟା ୬୦୦ ଟପିଲା
ବ୍ରହ୍ମପୁର ଅଫିସ,୮ା୬: ପ୍ରବାସୀ ଫେରନ୍ତାଙ୍କ ପାଇଁ ଜିଲାରେ କରୋନା ଭୂତାଣୁ ଜନିତ ସଂକ୍ରମିତଙ୍କ ସଂଖ୍ୟାରେ ପ୍ରତିଦିନ ରେକର୍ଡ ବୃଦ୍ଧି ଘଟୁଛି। ସୋମବାର ଜିଲାରେ ପୁଣି ୩୩ ନୂତନ ସଂକ୍ରମିତଙ୍କୁ ନେଇ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୬୩୧ରେ ପହଞ୍ଚିଛି। ଏପର୍ଯ୍ୟନ୍ତ ଜିଲାରେ ସମୁଦାୟ…
ବୈତରଣୀ ନଦୀ ପୋଲରୁ ବୋଲେରୋ ବୋଝେଇ ଶାଳ ଚୌକାଠ ଜବତ: ୨ ଗିରଫ
ପାଟଣା,୮।୬(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପାଟଣା ମୁଖ୍ୟାଳୟ ବୈତରଣୀ ନଦୀ ପୋଲ ନିକଟରୁ ଏକ ଶାଳ ଚୌକାଠ ବୋଝେଇ ବୋଲେରୋ ଗାଡିକୁ ସୋମବାର ଭୋରରୁ ପାଟଣା ବନ ବିଭାଗ ଜବତ କରିଛି। ଚୋରା କାଠ ବେପାରରେ ସମ୍ପୃକ୍ତ ୨…
ପାଟଣା ବ୍ଲକରେ ଆଉ ଜଣେ କରୋନା ପଜିଟିଭ୍ ଚିହ୍ନଟ: ୪ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
ପାଟଣା,୮ା୬(ସ୍ବ.ପ୍ର.) : କେନ୍ଦୁଝର ଜିଲା ପାଟଣା ବ୍ଲକ ଯମୁନାପଶି ପଞ୍ଚାୟତର ଜଣେ ୩୬ ବର୍ଷୀୟ ବିବାହିତ ଯୁବକଙ୍କ ସୋମବାର କରୋନା ପଜିଟିଭ୍ ଥିବା ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍ ଯୋଗେ ସୂଚନା ଦିଆଯାଇଛି। ଏଥିସହ ପାଟଣା ବ୍ଲକରେ…
ସୁନ୍ଦରଗଡ଼ରୁ ୧୨ କରୋନା ପଜିଟିଭ ଚିହ୍ନଟ: ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୧୧
ସୁନ୍ଦରଗଡ଼, ୮।୬(ଡି.ଏନ୍.ଏ.): ସୁନ୍ଦରଗଡ଼ ଜିଲାରୁ ସୋମବାର ପୁଣି ୧୨ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୧୧ରେ ପହଞ୍ଚିଛି। ତେବେ ଚିହ୍ନଟ ନୂଆ ସମସ୍ତ ଆକ୍ରାନ୍ତ କ୍ୱାରାଣ୍ଟାଇନ ସେଣ୍ଟରରୁ ବୋଲି ଜଣାପଡ଼ିଛି। ଏ ନେଇ…
ପୁରୀରୁ ୭ କରୋନା ପଜିଟିଭ ଚିହ୍ନଟ: ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦୮ରେ ପହଞ୍ଚିଲା
ପୁରୀ ଅଫିସ, ୮।୬: ପୁରୀ ଜିଲାରୁ ସୋମବାର ପୁଣି ୭ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହି ନୂଆ ସଂକ୍ରମିତଙ୍କୁ ମିଶାଇ ଜିଲାରେ ମୋଟ ପଜିଟିଭ ସଂଖ୍ୟା ୧୦୮ରେ ପହଞ୍ଚିଛି। ଏମାନଙ୍କ ମଧ୍ୟରୁ ୮୫ଜଣ ସୁସ୍ଥ ହୋଇଥିଲା ବେଳେ ୨୩ଜଣ ବିଭିନ୍ନ…
ପୂର୍ବତନ ଏମ୍ପି ଅର୍ଜୁନ ସେଠୀ ଅସୁସ୍ଥ
ଭଦ୍ରକ ଅଫିସ,୮ା୬ : ପୂର୍ବତନ ଭଦ୍ରକ ଏମ୍ପି ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଅର୍ଜୁନ ସେଠୀ ଏବେ ଅସୁସ୍ଥ ହୋଇ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି। ସେ ବାର୍ଦ୍ଧକ୍ୟ ଜନିତ ରୋଗରେ ପୀଡ଼ିତ ବୋଲି ଜଣାପଡ଼ିଛି। ତାଙ୍କ ନିକଟରେ ତାଙ୍କ…
ସ୍ତ୍ରୀଙ୍କୁ ହାଣି ବୃଦ୍ଧଙ୍କ ଆତ୍ମହତ୍ୟା ଉଦ୍ୟମ
କେନ୍ଦ୍ରାପଡ଼ା ଅଫିସ,୮ା୬: ପରିଣତ ବୟସରେ ପାରିବାରିକ ମନୋମାଳିନ୍ୟ ଭୟଙ୍କର ରୂପ ନେଇଛି। କେନ୍ଦ୍ରାପଡ଼ା ସଦର ଥାନା ଅନ୍ତର୍ଗତ ଗରାପୁର ଗ୍ରାମର ଝିଙ୍ଗର ମଲ୍ଲିକ (୭୪) ସ୍ତ୍ରୀ ଘୁଙ୍ଗୁର(୭୦)ଙ୍କୁ ସୋମବାର ହାଣିବା ପରେ ନିଜେ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ତେବେ ଘୁଙ୍ଗୁରଙ୍କ ମୃତ୍ୟୁ…
ବିରାଶାଳ ଏୟାରଷ୍ଟ୍ରିପ୍ରେ ପ୍ରଶିକ୍ଷଣ ସମୟରେ ଖସିପଡ଼ିଲା ବିମାନ: ମୁଖ୍ୟ ପ୍ରଶିକ୍ଷକଙ୍କ ସହ ଜଣେ ଛାତ୍ରୀ ମୃତ
କାମାକ୍ଷାନଗର,୮ା୬(ଡି.ଏନ୍.ଏ.): ଢେଙ୍କାନାଳ ଜିଲା କାମାକ୍ଷାନଗର ଉପଖଣ୍ଡ ବିରାଶାଳ ସରକାରୀ ବିମାନ ପ୍ରଶିକ୍ଷଣ କେନ୍ଦ୍ରରେ ସୋମବାର ସକାଳେ ବିମାନ ଖସିପଡ଼ିବାରୁ ଦୁଇଜଣଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ପ୍ରଶିକ୍ଷଣ ଚାଲିଥିବା ସମୟରେ ମୁଖ୍ୟ ପ୍ରଶିକ୍ଷକଙ୍କ ସହ ଜଣେ ଛାତ୍ରୀଙ୍କ ମୃତ୍ୟୁ ଘଟିଛି। ମୃତକ ଦ୍ୱୟ…
୨ଟି ମତରେ ଶ୍ୟାମ୍ ଷ୍ଟିଲ୍ ସାମଗ୍ରୀ: ଆପତ୍ତି ଉଠାଇଥିଲା ପ୍ରକଳ୍ପର ଅଥରିଟି ଇଞ୍ଜିନିୟର୍ସ
ଯାଜପୁର ଅଫିସ,୮।୬: ଯାଜପୁର, କେନ୍ଦୁଝର ଓ ସୁନ୍ଦରଗଡ଼ ଜିଲାରେ ଓଡ଼ିଶା ଖଣିଜ ଅଞ୍ଚଳ ଉନ୍ନୟନ ନିଗମ (ଓଏମ୍ବିଏଡିସି) ପାଣ୍ଠିରେ କାର୍ଯ୍ୟକାରୀ ହେଉଥିବା ମେଗା ପାଇପ୍ ଜଳ ଯୋଗାଣ ପ୍ରକଳ୍ପରେ ନିମ୍ନମାନର ଶ୍ୟାମ୍ ଷ୍ଟିଲ ସାମଗ୍ରୀ ବ୍ୟବହାର ହୋଇଛି। ଏନେଇ ଗତ ଜୁଲାଇରେ…
Archives


