ଆମ ଜିଲା ଖବର

କରୋନା ମୁକାବିଲାକୁ ନେଇ ଛତିଶା ନିଯୋଗ ବୈଠକ: ଦର୍ଶନ, ଭୋଜନ ବ୍ୟବସ୍ଥା, ଗହଳି କଟକଣା ଉପରେ ଆଲୋଚନା

ପୁରୀ ଅଫିସ,୧୫।୩: କରୋନା ସତର୍କତାକୁ ନେଇ ଆରମ୍ଭ ହୋଇଛି ଶ୍ରୀମନ୍ଦିର ଛତିଶା ନିଯୋଗ ବୈଠକ। ଏଥିରେ ମୁଖ୍ୟ ପ୍ରଶାସକ ଡ . କ୍ରିଷନ କୁମାର ଅଧ୍ୟକ୍ଷତା କରିଛନ୍ତି। ବିଶେଷ କରି ଏହି ବୈଠକରେ ଶ୍ରୀମନ୍ଦିର ନୀତିକାନ୍ତି, ସେବାପୂଜା ଓ ଦର୍ଶନ...

ତାରାତାରିଣୀ ଚୈତ୍ର ଯାତ୍ରାରେ କଟକଣା: ମୁଣ୍ଡନ, କଲ୍ୟାଣମଣ୍ଡପ, ବସସେବା ବନ୍ଦ

ଛତ୍ରପୁର,୧୫।୩(ଡି.ଏନ୍‌.ଏ.): କରୋନା ପରିପ୍ରେକ୍ଷୀରେ ଗଞ୍ଜାମର ଆରାଧ୍ୟ ଦେବୀ ମା’ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରା ଉପରେ ପ୍ରଶାସନ ପକ୍ଷରୁ କଟକଣା ଲଗାଯାଇଛି। ମୁଣ୍ଡନକୁ ସମ୍ପୂର୍ଣ୍ଣ ବନ୍ଦ କରାଯାଇଛି। ଏଥିସହ ପାହାଡ଼ ଉପରକୁ ବସ୍‌ ସେବା ପ୍ରତ୍ୟାହାର ହୋଇଛି। ସେଠାରେ ଥିବା କଲ୍ୟାଣ...

ଜଙ୍ଗଲ କାଟି ସଫା କରିବା ସମୟରେ ଜେସିବ ଜବତ: ଜଣେ ଗିରଫ

ଡାବୁଗାଁ,୧୫।୩(ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା ଡାବୁଗାଁ ବନାଞ୍ଚଳର ମଇଦଲପୁର ସେକ୍ସନ ଅଧୀନ ବାର୍ଲି ସଂରକ୍ଷିତ ଜଙ୍ଗଲ ମଧ୍ୟରେ ଚାଷଜମି କରିବା ଉଦ୍ଦେଶ୍ୟରେ ଏକ ଜେସିବି ଦ୍ୱାରା ଜଙ୍ଗଲ କାଟି ସଫା କରୁଥିବା ଅଭିଯୋଗରେ ଜଣଙ୍କୁ ଗିରଫ କରିଛି ବନ ବିଭାଗ। ସୂଚନାଯୋଗ୍ୟ,...

୪୮ ସଂକୀର୍ତ୍ତନ ମଣ୍ଡଳୀ: ହଜିଯାଉଥିବା ସଂକୀର୍ତ୍ତନକୁ ବଞ୍ଚାଇ ରଖିବାର ପ୍ରୟାସ

ନରାଜ,୧୫।୩(ଡି.ଏନ୍‌.ଏ.): ପ୍ରାଚୀନ ଭାରତୀୟ ଆଧ୍ୟାତ୍ମିକ ପରମ୍ପରାରେ କୀର୍ତ୍ତନ ସବୁ ଧର୍ମ ସହ ଜଡ଼ିତ। ହିନ୍ଦୁ ,ବୌଦ୍ଧ ଓ ଶିଖ୍‌ ଧର୍ମରେ ଏହା ବିଶେଷ ଭାବେ ପ୍ରଚଳିତ। ଜନମାନସରେ ଏହାକୁ ରୁଚିକର କରିବା ପାଇଁ ସଂକୀର୍ତ୍ତନ ବୋଲି କୁହାଯାଏ। ଖୋଳ ଓ...

ବିପଦସଙ୍କୁଳ ଅବସ୍ଥାରେ ୩୩ କେଭି ବିଦ୍ୟୁତ୍‌ ତାର

ଚୌଦ୍ୱାର,୧୫।୩(ଡି.ଏନ୍‌.ଏ.): ଚୌଦ୍ୱାର ପୌରପାଳିକା କପାଳେଶ୍ୱର ୟୁ.ପି. ସ୍କୁଲ ଠାରୁ ୪ନଂ. ଓ୍ବାର୍ଡ ଦେଇ ଯାଇଥିବା ୩୩ କେଭି ବିଦ୍ୟୁତ୍‌ ତାର ବିପଦସଙ୍କୁଳ ଅବସ୍ଥାରେ ରହିଛି। ଏହି ତାରକୁ ସ୍ଥାନାନ୍ତର ପାଇଁ ଅଞ୍ଚଳବାସୀ ଦାବି କରିଛନ୍ତି। ଏ ନେଇ ସ୍ଥାନୀୟ ଅଞ୍ଚଳବାସୀ...

ବଲିଉଡ୍‌ ଫିଲ୍ମରେ ପ୍ରିନ୍ସ ଡ୍ୟାନ୍ସ ଗ୍ରୁପ ମୁଖ୍ୟ କ୍ରିଷ୍ଣା ରେଡ୍ଡୀ

କଟକ ଅଫିସ,୧୫।୩: ପ୍ରିନ୍ସ ଡ୍ୟାନ୍ସ ଗ୍ରୁପର ମୁଖ୍ୟ କ୍ରିଷ୍ଣା ରେଡ୍ଡୀଙ୍କୁ ମିଳିଛି ବଲିଉଡ୍‌ ଟିକେଟ୍‌। ଏକ ରିୟଲିଟି ସୋ’ରେ ଭାଗ ନେବା ସହ ନିଜ ନୃତ୍ୟ ମାଧ୍ୟମରେ ସାରା ଦେଶରେ ଚର୍ଚ୍ଚିତ ହୋଇଥିବା ବ୍ରହ୍ମପୁର ଅଞ୍ଚଳର କ୍ରିଷ୍ଣା ଏବେ ଅଭିନୟ...

ଦକ୍ଷିଣା ଟଙ୍କାକୁ ନେଇ ସେବକଙ୍କ ସହ ଗଣ୍ଡଗୋଳ: ସିଂହଦ୍ୱାର ଆଗରେ ଶଙ୍ଖା ଭାଙ୍ଗିଲେ ମହିଳା

ପୁରୀ ଅଫିସ,୧୫।୩: ଶ୍ରୀମନ୍ଦିରରେ ଦାନ, ଦକ୍ଷିଣା ଆଦାୟ ଉପରେ ସୁପ୍ରିମ୍‌କୋର୍ଟ ରୋକ୍‌ ଲଗାଇଛନ୍ତି। ମହାପ୍ରଭୁଙ୍କୁ ଦର୍ଶନ ପାଇଁ ଆସୁଥିବା ଭକ୍ତଙ୍କୁ କୌଣସି ପ୍ରକାର ଜୁଲମ୍‌ କରାଯାଇ ପାରିବ ନାହିଁ। ଥାଳି ପକାଇ କେହି ଦକ୍ଷିଣା ଆଦାୟ କରିପାରିବେ ନାହିଁ ବୋଲି...

ରାଉରକେଲା ଏନ୍‌ଆଇଟି ଛାତ୍ରଙ୍କ ଗବେଷଣା: କରୋନା ଆକ୍ରାନ୍ତ ସଂକ୍ରାନ୍ତରେ ସୂଚନା ଦେବ ଆପ୍‌

ରାଉରକେଲା ଅଫିସ,୧୫।୩: କରୋନା ଭାଇରସ ନେଇ ବିଶ୍ୱବ୍ୟାପୀ ଭୟର ବାତାବରଣ ସୃଷ୍ଟି ହୋଇଛି ା ଏହି ପରିପ୍ରେକ୍ଷୀରେ ରାଉରକେଲାସ୍ଥିତ ନ୍ୟାଶନାଲ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଟେକ୍‌ନୋଲୋଜି(ଏନଆଇଟି)ର ଜଣେ ଛାତ୍ର ଓ ତାଙ୍କ ସହଯୋଗୀ ଏକ ମୋବାଇଲ ଆପ୍‌ ଡେଭଲପ୍‌ କରିଛନ୍ତି। ଯାହାଦ୍ୱାରା...

ନୂଆ ଠିକଣା ଅପେକ୍ଷାରେ ବାଦାମବାଡ଼ି ବସ୍‌ଷ୍ଟାଣ୍ଡ

ଓଡ଼ିଶାରେ ଏମିତି କମ୍‌ ପ୍ରମୁଖ ଅଞ୍ଚଳ ଥିବ, ଯେଉଁ ଅଞ୍ଚଳକୁ ବାଦାମବାଡ଼ି ବସ୍‌ଷ୍ଟାଣ୍ଡରୁ ବସ୍‌ ଚଳାଚଳ କରୁ ନ ଥିବ। ଅର୍ଥାତ୍‌ ରାତି ପାହିଲେ ସାରା ରାଜ୍ୟରୁ ଲୋକମାନଙ୍କ ପାଦ ଏହି ବସ୍‌ଷ୍ଟାଣ୍ଡରେ ପଡ଼ିଥାଏ। ବୈଶାଖର ତାତି ହେଉ ଅବା,...

ନାବାଳିକାଙ୍କୁ ପ୍ରେମ ମହଙ୍ଗା ପଡ଼ିଲା:ଜେଲ ଗଲେ ୩ ଯୁବକ

ବିଞ୍ଝାରପୁର,୧୫।୩(ଡିଏନଏ): ବିଞ୍ଝାରପୁର ବ୍ଲକ ବାଙ୍ଗରା ପଞ୍ଚାୟତର ଜଣେ ନାବାଳିକାଙ୍କୁ ପ୍ରେମ ଜାଲରେ ଫସାଇ ବିବାହ କରିବା ଅଭିଯୋଗରେ ୩ଜଣ ଯୁବକଙ୍କୁ ଜେଲ ଯିବାକୁ ପଡ଼ିଛି। ଗିରଫ ଯୁବକମାନେ ହେଲେ ବାଙ୍ଗରା ପଞ୍ଚାୟତର ରବୀଦ୍ର ବିଶ୍ୱାଳ(୨୫), ମଳୟ ଜେନା(୨୫) ଓ ଭୁବନେଶ୍ୱର...

ବସ୍‌ରୁ ୨୨କେଜି ଗଞ୍ଜେଇ ଜବତ, ୨ଗିରଫ

ଯାଜପୁର ଟାଉନ,୧୫।୩(ଡିଏନଏ): ଅବକାରୀ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇ ୨୨ କେଜି ଗଞ୍ଜେଇ ଜବତ କରାଯିବା ସହ ୨ଜଣଙ୍କୁ ଗିରଫ କରାଯାଇଛି। ଗିରଫ ଅଭିଯୁକ୍ତ କଲିକତାର ଟୁକେଇ ପାତ୍ର ଓ ରଞ୍ଜିତ ରାୟ ବୋଲି ଜଣାପଡ଼ିଛି। ପ୍ରକାଶ ଯେ, ଶନିବାର...

ପୁରୁଣା ବ୍ରାହ୍ମଣୀ ସେତୁରେ ମାଟିବାଲି ଆସ୍ତରଣ, ଯାତାୟାତ ବାଧାପ୍ରାପ୍ତ

ରସୁଲପୁର,୧୫।୩(ଡିଏନଏ): ରସୁଲପୁର ବ୍ଲକ ବାରବାଟୀ ସୀମା ସଂଲଗ୍ନ ବ୍ରାହ୍ମଣୀ ନଦୀ ଉପରିସ୍ଥ ପୁରୁଣା ବ୍ରାହ୍ମଣୀ ପୋଲ ଉପରେ ବାଲିମାଟିର ଆସ୍ତରଣ ଜମିଛି। ଏହି ପୋଲର ଉଭୟ ପାର୍ଶ୍ୱରୁ ପ୍ରାୟତଃ ୨ଫୁଟ ଓସାରର ବାଲିମାଟି, ପଲିଥିନ, କୁଟାକାଠି, ଲୁହା ପଥରଗୁଣ୍ଡ ମିଶା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri