ଆମ ଜିଲା ଖବର

ଅନ୍ଧବିଶ୍ୱାସ ଗଳିରେ ମଣିଷ: ସାପ କାମୁଡ଼ିଥିବା ଯୁବକଙ୍କୁ ଡାକ୍ତରଖାନା ପରିସରରେ ଝଡ଼ାଫୁଙ୍କା, ଭିଡିଓ ଭାଇରାଲ

ବାଲେଶ୍ୱର ଅଫିସ, ୨୬।୯- ଆଜିବି ଅନ୍ଧବିଶ୍ୱାସ ଗଳିରେ ମଣିଷ। ଏଭଳି ଏକ ଘଟଣା ବାଲେଶ୍ୱର ଜିଲାର ଜଳେଶ୍ବର ବ୍ଲକରେ ଦେଖିବାକୁ ମିଳିଛି। ଏଠାରେ ବିଷାକ୍ତ ସାପ କାମୁଡିବା ପରେ ଜଣେ ବ୍ୟକ୍ତିଙ୍କୁ ହସ୍ପିଟାଲ ନିଆଯାଇଥିଲେ ହେଁ ସେଠାରେ ତାଙ୍କୁ ଝଡାଫୁଙ୍ଖା କରାଯାଉଥିବା…

କୋଭିଡ୍‌ ସଚେତନତା ସପ୍ତାହ ଶୁଭାରମ୍ଭ କଲେ ଜିଲାପାଳ: ଗଞ୍ଜାମରେ କରୋନାରୁ ୯୭ ପ୍ରତିଶତ ସୁସ୍ଥ

ଛତ୍ରପୁର,୨୪ା୯(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ କରୋନା ସ୍ଥିତିରେ ସୁଧାର ଆସିଛି। ଏହି ପରିପ୍ରେକ୍ଷୀରେ କୋଭିଡ୍‌ ସପ୍ତାହ ପାଳନ କାର୍ଯ୍ୟକ୍ରମ ଗୁରୁବାରଠାରୁ ଆରମ୍ଭ ହୋଇଛି। ଏହା ଅକ୍ଟୋବର ୧ ପର୍ଯ୍ୟନ୍ତ ଚାଲିବ। ବର୍ତ୍ତମାନ ସମୟରେ ଜିଲାରେ କରୋନା ସଂକ୍ରମଣ କମିଆସିଛି ସତ କିନ୍ତୁ ଏହା…

ମନ୍ଦିରରେ ଯୁବକଙ୍କୁ ପଥରରେ ଛେଚି ହତ୍ୟା: ୪ ଅଟକ

ବ୍ରହ୍ମପୁର ଅଫିସ,୨୪ା୯: ବ୍ରହ୍ମପୁର ବଡ଼ବଜାର ଥାନା ଅନ୍ତର୍ଗତ ପୁରୁଣା ବ୍ରହ୍ମପୁର ମେଣ୍ଟୁଛକ ନିକଟସ୍ଥ ରାଧାକୃଷ୍ଣ ମନ୍ଦିର ପରିସରରେ ଏକ ନିର୍ମମ ହତ୍ୟାକାଣ୍ଡ ଘଟିଛି। ଜଣେ ଯୁବକଙ୍କୁ କିଛି ଦୁର୍ବୃତ୍ତ ପଥରରେ ଛେଚି ହତ୍ୟା କରିବା ଘଟଣା ପ୍ରଚାର ହେବା ପରେ ବ୍ରହ୍ମପୁର…

ପାଇପ ଲାଇନ୍‌ ପାଇଁ ସମ୍ପ୍ରସାରଣ କାର୍ଯ୍ୟରେ ବାଧା

ଗଞ୍ଜାମ,୨୪ା୯(ଡି.ଏନ୍‌.ଏ.): ଗଞ୍ଜାମ ସହରର ସୌନ୍ଦର୍ଯ୍ୟକରଣ ନିମନ୍ତେ ଉଭୟ ପାର୍ଶ୍ୱ ରାସ୍ତା ବିଞ୍ଚଣାପଲ୍ଲୀଠାରୁ ଦାମୋଦରପୁର ପର୍ଯ୍ୟନ୍ତ ସମ୍ପ୍ରସାରଣ କାର୍ଯ୍ୟ ଚାଲିଛି l ଏହାର ନିର୍ମାଣ କାର୍ଯ୍ୟ ପୂର୍ତ୍ତବିଭାଗ ହାତକୁ ନେଇଥିବା ବେଳେ ଏଥିପାଇଁ ୬ କୋଟି ୭୦ ଲକ୍ଷ ଟଙ୍କା ବ୍ୟୟ ଅଟକଳ…

ଗଞ୍ଜାମ ସହରକୁ କରୋନା ମୁକ୍ତ ପାଇଁ ଶପଥ

ଗଞ୍ଜାମ,୨୪।(ଡି.ଏନ.ଏ.): ଗଞ୍ଜାମ ସହରରୁ ସମ୍ପୂର୍ଣ୍ଣ କରୋନା ମୁକ୍ତ ନିମନ୍ତେ ତହସିଲଦାର ଅବନୀ କୁମାର ସାହୁଙ୍କ ନେତୃତ୍ୱରେ ଗୁରୁବାର ଏକ ସଚେତନତା ରାଲି ଅନୁଷ୍ଠିତ ହୋଇଥିଲା। ଏହି ରାଲି ଜୟଶ୍ରୀ ଛକରୁ ବାହାରି ସାନ ବଜାର ପର୍ଯ୍ୟନ୍ତ ଯାଇଥିଲା। ବ୍ୟବସାୟୀମାନଙ୍କୁ କୋଭିଡ ନିୟମ…

ଅକ୍ଟୋବର ୯ରେ ଜମି ଅଧିଗ୍ରହଣ ଜନଶୁଣାଣି

ପୁରୀ ଅଫିସ, ୨୪।୯:ରାଜ୍ୟ ସରକାରଙ୍କ ନିଷ୍ପତ୍ତି ଅନୁଯାୟୀ ଶ୍ରୀମନ୍ଦିର ଚତୁଃପାର୍ଶ୍ୱ ସୁରକ୍ଷା ବଳୟ ଉନ୍ନତୀକରଣ କରାଯିବ। ଏହି ପ୍ରକଳ୍ପ ନିମନ୍ତେ ଜମି ଅଧିଗ୍ରହଣ ପାଇଁ ଓଡ଼ିଶା ସାମାଜିକ ପ୍ରଭାବ ଆକଳନ ୟୁନିଟ୍‌ ଏକ ଚିଠା ସାମାଜିକ ପ୍ରଭାବ ବିବରଣୀ ପ୍ରସ୍ତୁତ କରିଛନ୍ତି।…

ରୁପା ଛାଉଣି ପ୍ରକ୍ରିୟା ଆରମ୍ଭ

ପୁରୀ ଅଫିସ, , ୨୪।୯:ଶ୍ରୀମନ୍ଦିରର ୩ଟି ପ୍ରମୁଖ କବାଟ ରୁପା ଛାଉଣି ହେବ। କଳାହାଟ ଦ୍ୱାର, ବେହେରଣ ଦ୍ୱାର ଏବଂ ଜୟବିଜୟ ଦ୍ୱାରରେ ଲାଗିଥିବା କବାଟଗୁଡ଼ିକୁ ରୁପା ଛାଉଣି କରାଯିବ। ଏଥିପାଇଁ ଆବଶ୍ୟକ ରୁପା ଜଣେ ଦାତା ଦେବେ। ତେବେ ପୂର୍ବରୁ…

ବଳାତ୍କାର ପୀଡ଼ିତାଙ୍କୁ ୫ ଲକ୍ଷ ଦିଅ

କଟକ ଅଫିସ୍‌/କୁଜଙ୍ଗ, ୨୪।୯ (ଡି.ଏନ୍‌.ଏ.):ଜଗତ୍‌ସିଂପୁର ଜିଲା କୁଜଙ୍ଗ ଥାନା ଅଞ୍ଚଳର ବଳାତ୍କାରର ଶିକାର ହୋଇଥିବା ଜଣେ ମାନସିକ ଭିନ୍ନକ୍ଷମ ଯୁବତୀଙ୍କୁ ୫ଲକ୍ଷ ଟଙ୍କା କ୍ଷତିପୂରଣ ପ୍ରଦାନ କରିବାକୁ ବୁଧବାର ଉଚ୍ଚ ନ୍ୟାୟାଳୟ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ୭ଦିନ ମଧ୍ୟରେ ପୀଡ଼ିତାଙ୍କୁ…

କେନ୍ଦ୍ର ସରକାରଙ୍କ କୃଷି, ଶ୍ରମିକ ବିରୋଧୀ ଆଇନ ପ୍ରଣୟନକୁ ବିରୋଧ

ଦିଗପହଣ୍ଡି,୨୩ା୯(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବସ୍‌ଷ୍ଟାଣ୍ଡଠାରେ ସର୍ବଭାରତୀୟ କେନ୍ଦ୍ରୀୟ ଟ୍ରେଡ୍‌ ୟୁନିୟନଙ୍କ ଡାକରା କ୍ରମେ ବୁଧବାର ସିପିଆଇ,ସିପିଆଇ (ଏମ୍‌) ଏବଂ କଂଗ୍ରେସ ସମର୍ଥିତ ଏଆଇଟିୟୁସି, ସିଆଇଟିୟୁ, ଆଇଏନଟିୟୁସି ଶ୍ରମିକ ସଙ୍ଗଠନ ପକ୍ଷରୁ କେନ୍ଦ୍ର ସରକାରଙ୍କ କୃଷକ ଓ ଶ୍ରମିକ ବିରୋଧୀ ଆଇନ…

ପଞ୍ଚାୟତରେ ଦୁର୍ନୀତି ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଗ୍ରାମବାସୀ

କେନ୍ଦୁଝର,୨୩।୯(ସ୍ବ.ପ୍ର.): କେନ୍ଦୁଝର ଜିଲା ହରିଚନ୍ଦନପୁର ବ୍ଲକ ପିଟାପିଟି ପଞ୍ଚାୟତରେ ହୋଇଥିବା ବିଭିନ୍ନ ଦୁର୍ନୀତିର ତଦନ୍ତ ପାଇଁ ବୁଧବାର ଗ୍ରାମବାସୀ ଜିଲାପାଳଙ୍କ ଦ୍ୱାରସ୍ଥ ହୋଇଛନ୍ତି। ବହୁ ସଂଖ୍ୟାରେ ଗ୍ରାମବାସୀ ଜିଲାପାଳଙ୍କ କାର୍ଯ୍ୟାଳୟ ଯାଇ ଅଭିଯୋଗ ପତ୍ର ଦାଖଲ କରିଛନ୍ତି । ଗ୍ରାମରେ ବିଭିନ୍ନ…

ଗାଁ ଦାଣ୍ଡରେ ୪ ଦିନ ହେବ ପଡ଼ିରହିଛି ମା’ ଝିଅଙ୍କ ମୃତଦେହ: ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଅଧିକାରୀଙ୍କୁ ଅଟକ ରଖିଲେ ଗ୍ରାମବାସୀ

ରାଜନଗର,୨୩।୯(ଡି.ଏନ୍‌.ଏ): ମାମୁ ଘର ସମ୍ମୁଖରେ ଭାଣିଜୀର ମୃତଦେହ ୪ ଦିନ ହେବ ପଡ଼ିରହିଛି। ଏହା ସହ ପାଖରେ ଏକ ଆମ୍ବୁଲାନ୍ସରେ ମା’ର ମୃତଦେହ ପଡ଼ିଛି। ଏପରି ଏକ ଅଭାବନୀୟ ଘଟଣା ଘଟିଛି କେନ୍ଦ୍ରପଡ଼ା ଜିଲା ରାଜନଗର ଥାନା ଅଞ୍ଚଳରେ। ଘଟଣାରେ ସମ୍ପୃକ୍ତ…

ବରଗଡ଼ରେ ପୁଣି ୧୨୧ ନୂଆ ପଜିଟିଭ୍‌, ଆକ୍ରାନ୍ତଙ୍କ ସଂଖ୍ୟା ୫୫୦୦ ଟପିଲା

ବରଗଡ଼ ଅଫିସ,୨୩ା୯: ବରଗଡ଼ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି। ବୁଧବାର ଜିଲାରେ ପୁଣି ୧୨୧ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରେ ବରଗଡ଼ ବ୍ଲକର ୧୬, ପୌରାଞ୍ଚଳର ୩୬, ଅତାବିରା ବ୍ଲକର ୧୩, ଭେଡେନ ବ୍ଲକର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?