ବରଗଡ଼ରେ ପୁଣି ୧୨୧ ନୂଆ ପଜିଟିଭ୍, ଆକ୍ରାନ୍ତଙ୍କ ସଂଖ୍ୟା ୫୫୦୦ ଟପିଲା
ବରଗଡ଼ ଅଫିସ,୨୩ା୯: ବରଗଡ଼ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି। ବୁଧବାର ଜିଲାରେ ପୁଣି ୧୨୧ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରେ ବରଗଡ଼ ବ୍ଲକର ୧୬, ପୌରାଞ୍ଚଳର ୩୬, ଅତାବିରା ବ୍ଲକର ୧୩, ଭେଡେନ ବ୍ଲକର…
କୋଭିଡ ମୁକାବିଲା : ଇନ୍ଦ୍ରମଣି ତ୍ରିପାଠୀ ବରଗଡ଼ ନୋଡାଲ ଅଫିସର ଭାବେ ନିଯୁକ୍ତ
ବରଗଡ଼ ଅଫିସ,୨୩।୯: ବରଗଡ଼ ଜିଲାରେ କରୋନା (କୋଭିଡ୍-୧୯) ମୁକାବିଲା ପାଇଁ ରାଜ୍ୟ ସରକାର ଅତିରିକ୍ତ ସଚିବ (ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ) ଇନ୍ଦ୍ରମଣି ତ୍ରିପାଠୀ ଜିଲାର ନୋଡାଲ ଅଫିସର ଭାବେ ନିଯୁକ୍ତ ହୋଇଛନ୍ତି। ସେ ପୂର୍ବରୁ ବରଗଡ଼ ଜିଲାପାଳ ଭାବେ…
କୋରାପୁଟରେ ଥମୁନି କରୋନା ଆକ୍ରାନ୍ତଙ୍କ ସଂଖ୍ୟା, ଆଜି ଚିହ୍ନଟ ହୋଇଛନ୍ତି ୮୯
କୋରାପୁଟ,୨୩ା୯(ସ୍ବ.ପ୍ର.): କୋରାପୁଟ ଜିଲାରୁ ବୁଧବାର ପୁଣି ୮୯ ଜଣ କରୋନାରେ ସଂକ୍ରମିତ ହୋଇଥିବା ଜିଲାପାଳ ମଧୁସୂଦନ ମିଶ୍ର ସୂଚନା ଦେଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୫୬୫୨କୁ ବୃଦ୍ଧିପାଇଛି। ଚିହ୍ନଟ ୮୯ ଜଣଙ୍କ ମଧ୍ୟରେ ୬୩ ଜଣ ପୁରୁଷ…
ସ୍ବାମୀଙ୍କ ମୃତ୍ୟୁର ୪୮ ଘଣ୍ଟା ପୂରିନି, ସ୍ତ୍ରୀ ଚାଲିଗଲେ
ପୁରୀ ଅଫିସ,୨୩।୯: ଶ୍ରୀମନ୍ଦିରର ବରିଷ୍ଠ ସେବାୟତ ପ୍ରେମାନନ୍ଦ ଦାସମହାପାତ୍ରଙ୍କର ଗତ ରବିବାର ସକାଳେ ପରଲୋକ ହୋଇଥିଲା। ପ୍ରେମାନନ୍ଦଙ୍କ ମୃତ୍ୟୁର ୪୮ ଘଣ୍ଟା ପୂରିନି ତାଙ୍କ ସ୍ତ୍ରୀ ବିନୋଦିନୀ ଦାସମହାପାତ୍ରଙ୍କ ମୃତ୍ୟୁ ଘଟିଛି। ମଙ୍ଗଳବାର ସକାଳେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ବିନୋଦିନୀଙ୍କର…
ସୋସିଆଲ ମିଡିଆରେ ଭିଡିଓ ଭାଇରାଲ: ପ୍ରଥମେ ନେଗେଟିଭ, ପରେ ପଜିଟିଭ
ବାରଙ୍ଗ,୨୩।୯(ଡି.ଏନ୍.ଏ.): ଭୁବନେଶ୍ୱର ବ୍ଲକ ଦାଢ଼ା ପଞ୍ଚାୟତ ଅଧୀନ ବଡ଼ବାଲିପଡ଼ା ଗ୍ରାମର ଗୋଟିଏ ପରିବାର କରୋନା ଆକ୍ରାନ୍ତ ହେବା ପରେ ପ୍ରଶାସନର ସହଯୋଗ ମିଳୁ ନ ଥିବା ନେଇ ଅଭିଯୋଗ ହୋଇଛି। ଏ ନେଇ ପରିବାରର କିଶୋର ରାଉତ କରିଥିବା ଏକ ଭିଡିଓ…
୯ ମାସ ବିତିଲା: ବାହାରିନି ରେଜଲ୍ଟ
କଟକ ଅଫିସ, ୨୩।୯:ରେଭେନ୍ଶା ବିଶ୍ୱବିଦ୍ୟାଳୟରେ ଗତ ୨୦ ତାରିଖରୁ ପିଜି ଏବଂ ୟୁଜିର ଶେଷ ସେମିଷ୍ଟର ପରୀକ୍ଷା ଆରମ୍ଭ ହୋଇଛି। ଛାତ୍ରୀଛାତ୍ରମାନେ ଘରେ ରହି ଅନ୍ଲାଇନରେ ପରୀକ୍ଷା ଦେଉଛନ୍ତି। ହେଲେ ପିଜିର ପ୍ରଥମ ସେମିଷ୍ଟର ବ୍ୟାକ ପେପର ପରୀକ୍ଷା ରେଜଲ୍ଟ ଏପର୍ଯ୍ୟନ୍ତ…
ଗଞ୍ଜାମକୁ ଆସୁଥିବା ଲୋକଙ୍କ ଉପରେ ରଖାଯିବ ନଜର: ନିର୍ଦ୍ଦେଶ ଦେଲେ ଜ଼ିଲାପାଳ
ଛତ୍ରପୁର, ୨୩।୯(ଡି.ଏନ.ଏ): ଗଞ୍ଜାମରେ କରୋନା ସ୍ଥିତିରେ ବେଶ୍ ସୁଧାର ଆସିଛି । ଏନେଇ ଜ଼ିଲାବାସୀଙ୍କୁ ଜ଼ିଲ୍ଲାପାଳ ବିଜୟ ଅମୃତା କୁଲାଙ୍ଗେ ଏକ ଭିଡିଓ ବାର୍ତ୍ତାରେ ଧନ୍ୟବାଦ ଜଣାଇଛନ୍ତି। ତେବେ ଏବେ ବି ବିପଦ ଟଳିନି। କେତେ ଲୋକେ ସମ୍ପୂର୍ଣ୍ଣ ଭୟମୁକ୍ତ ହୋଇ…
ମିଳିନି କ୍ଷତିପୂରଣ, ଉପଜିଲାପାଳ ଅଫିସ ଘେରିଲେ ଚାଷୀ
ବରଗଡ ଅଫିସ,୨୩।୯- ଚଳିତ ଖରିଫ ଚାଷ ପ୍ରାୟ ଅଧେ ସରିଯାଇଛି। ମାତ୍ର ଏ ପର୍ଯ୍ୟନ୍ତ ବରଗଡ ଜିଲା ପଦ୍ମପୁର ଉପଖଣ୍ଡ ପାଇକମାଳ ବ୍ଲକର ଲଖମରା, ଭେଙ୍ଗରାଜପୁର, ବାଦିକଟା ପଞ୍ଚାୟତ ସମେତ ଆଖପାଖ ବିଭିନ୍ନ ଅଞ୍ଚଳର କ୍ଷତିଗ୍ରସ୍ତ ଚାଷୀମାନଙ୍କୁ ୨୦୧୯ ଖରିଫ ଫସଲ…
ଜଗନ୍ନାଥଙ୍କ ଶରଣାପନ୍ନ ହେଲା ପାତି ମାଙ୍କଡ
ପୁରୁଷୋତ୍ତମପୁର, ୨୩।୯(ଡି.ଏନ.ଏ.) ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ପରିସରରେ ଥିବା ଜଗନ୍ନାଥ ମନ୍ଦିରରେ ମଙ୍ଗଳବାର ସଂଧ୍ୟାରେ ଏକ ବିସ୍ମୟକର ଘଟଣା ଦେଖିବାକୁ ମିଳଥିଲା। ଏକ ପାତି ମାଙ୍କଡ ମନ୍ଦିର ଭିତରେ ପଶି ଜଗନ୍ନାଥଙ୍କୁ ଜାବୁଡି ଧରି ମୁଣ୍ଡ ପୋତି ବସିଥିବାର ଦେଖିବାକୁ…
ଅଣାୟତ୍ତ ବେଳେ ଖୋଲିଦେଲେ
ପୁରୀ ଅଫିସ, ୨୩।୯:ପୁରୀ ଜିଲାରେ କରୋନା ସ୍ଥିତି ଅଣାୟତ୍ତ ହୋଇପଡ଼ିଛି। ସେପ୍ଟେମ୍ବର ଆରମ୍ଭରୁ ଆକ୍ରାନ୍ତଙ୍କ ସଂଖ୍ୟା ହୁ ହୁ ହୋଇ ବଢୁଛି। ତେବେ ଏଭଳି ସମୟରେ ପର୍ଯ୍ୟଟକଙ୍କ ଆଗମନ ଉପରୁ କଟକଣା ହଟାଇବା ସହ ହୋଟେଲ, ରେଷ୍ଟୁରାଣ୍ଟ, ବେଳାଭୂମି ଆଦି ଖୋଲି…
ରାଜଧାନୀ ଭୁବନେଶ୍ୱରରୁ ଆଉ ୩୪୫ କରୋନା ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର, ୨୨।୯: ରାଜଧାନୀ ଭୁବନେଶ୍ୱରରୁ ମଙ୍ଗଳବାର ଆଉ ୩୪୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୦୧ ଜଣ କ୍ୱାରାଣ୍ଟାଇନ ସେଣ୍ଟରରୁ ଏବଂ ୨୪୪ ଜଣ ଲୋକାଲ୍ କେସ୍ ବୋଲି ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) ପକ୍ଷରୁ ଟୁଇଟ୍…
ରାସ୍ତା କଡ଼ରେ ଜଳିଗଲା କାର୍, ପରେ ବାହାରିଲା ଗଞ୍ଜେଇ
ମାଲକାନଗିରି,୨୨।୯(ଡି.ଏନ୍.ଏ.): ମାଲକାନଗିରି ଜିଲାର ଏମ୍ଭି ୧୬ ଗ୍ରାମ ନିକଟରେ ଏକ କାର ଜଳି ପୋଡି ନଷ୍ଟ ହୋଇ ଯାଇଥିବା ଦେଖିବାକୁ ମିଳିଛି । ଗ୍ରାମବାସୀଙ୍କ କହିବା ଅନୁଯାୟୀ, କାର୍ ଟି ମାଲକାନଗିରିରୁ ଆସି କାଲିମେଳା ଦିଗରେ ଯାଉଥିବା ସମୟରେ ହଠାତ କାରଟି…

