ଚନ୍ଦ୍ରଭାଗା ସମୁଦ୍ରକୂଳ ପର୍ଯ୍ୟଟକ ମୁକ୍ତ
କୋଣାର୍କ,୧୭।୩(ଡି.ଏନ୍.ଏ): ପୁରୀ ଜିଲା ପ୍ରଶାସନ ନିର୍ଦ୍ଦେଶ କ୍ରମେ ମଙ୍ଗଳବାର ଚନ୍ଦ୍ରଭାଗା ସମୁଦ୍ରକୂଳକୁ ପର୍ଯ୍ୟଟକ ମୁକ୍ତ କରାଯାଇଛି। ସକାଳେ ଗୋପ ତହସିଲଦାର ଓ କୋଣାର୍କ ଥାନାଧିକାରୀ ମିଳିତ ଚନ୍ଦ୍ରଭାଗା ସମୁଦ୍ରକୂଳକୁ ପର୍ଯ୍ୟଟକ ମୁକ୍ତ କରିବା ସହ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ୧୪୪...
ଶେରଗଡ଼ ତହସିଲଦାରଙ୍କ ହୋଟେଲ ଫାଷ୍ଟଫୁଡ଼ ଦୋକାନରେ ଚଢ଼ାଉ: ନିତ୍ୟ ବ୍ୟବହାର୍ଯ୍ୟ ଜିନିଷକୁ ଚଢ଼ା ଦରରେ ବିକିଲେ ନିଆଯିବ କଡ଼ା କାର୍ଯ୍ୟାନୁଷ୍ଠାନ
ଶେରଗଡ଼,୧୭।୩(ଡି.ଏନ୍.ଏ.): ଗଞ୍ଜାମ ଜିଲା ଶେରଗଡ଼ ତହସିଲଦାର ଡ.ଦୟାସିନ୍ଧୁ ପରିଡା ଶେରଗଡ଼ ବଜାରରେ ଥିବା ଫାଷ୍ଟଫୁଡ଼ ଦୋକାନ, ହୋଟେଲ, ମଦ ଦୋକାନରେ ଚଢ଼ାଉ କରିଛନ୍ତି। ଶେରଗଡ଼ ଚାରିଛକ, ତିନିଛକ, ବଜାର ଛକ, କାଳିଆ ହୋଟେଲ ଛକରେ ରହି ଲୋକମାନଙ୍କୁ ସଚେତନ କରିବା...
ଝାରସୁଗୁଡା ସହର ମଙ୍ଗଲବଜାରରେ ୧୪୪ ଧାରା ଲାଗୁ
ଝାରସୁଗୁଡା ଅଫିସ,୧୭। ୩- କରୋନା ଭୂତାଣୁ ସଂକ୍ରମଣକୁ ରୋକିବା ପାଇଁ ଝାରସୁଗୁଡା ଜିଲା ପ୍ରଶାସନ ପକ୍ଷରୁ କଡା ପଦକ୍ଷେପ ନିଆଯାଇଛି। ଝାରସୁଗୁଡା ସହର ଜନଗହଳି ପୂର୍ଣ୍ଣ ମଙ୍ଗଲବଜାର ଅଞ୍ଚଳରେ ମଙ୍ଗଳବାର ସକାଳୁ ୧୪୪ ଧାରା ଲାଗୁ କରାଯାଇଛି। ଏହା ସହ...
ଗଞ୍ଜାମର ୫୦୩ ପଞ୍ଚାୟତ କାର୍ଯ୍ୟାଳୟରେ ମିଳିବ ମାସ୍କ: ମୂଲ୍ୟ ୨୫ ଟଙ୍କା
ଛତ୍ରପୁର,୧୭।୩,(ଡି.ଏନ୍.ଏ.): କରୋନା ନେଇ ଗଞ୍ଜାମ ଜିଲାରେ ମାସ୍କର ସମ୍ପୂର୍ଣ୍ଣ ଅଭାବ ଦେଖାଦେଇଛି। ଫଳରେ ଲୋକଙ୍କ ଚିନ୍ତା ଆହୁରି ବଢ଼ିଯାଇଛି। କେତେକ ସ୍ଥାନରେ କଳାବଜାର ହେଉଥିବା ମଧ୍ୟ ଅଭିଯୋଗ ହୋଇଛି। ଅପରପକ୍ଷରେ ବୁଧବାରଠାରୁ ଗଞ୍ଜାମ ଜିଲାର ସମସ୍ତ ୫୦୩ ପଞ୍ଚାୟତ କାର୍ଯ୍ୟାଳୟରେ...
କରୋନା ଆତଙ୍କ: ମଟନ, ଚିକେନ ମାର୍କେଟ ବନ୍ଦ
ଛତ୍ରପୁର,୧୭।୩,(ଡି.ଏନ୍.ଏ.): ଗଞ୍ଜାମ ଜିଲା ଛତ୍ରପୁରରେ ଥିବା ସମସ୍ତ ମଟନ ଓ ଚିକେନ ଦୋକାନରେ ମଙ୍ଗଳବାର ତାଲା ଝୁଲୁଥିବା ଦେଖିବାକୁ ମିଳିଛି। କରୋନା ଭୟାବହତା ନେଇ ଜିଲାପାଳଙ୍କ ପକ୍ଷରୁ ସୋମବାର ଏକ ସ୍ବତନ୍ତ୍ର ନିର୍ଦ୍ଦେଶନାମା ଜାରି କରାଯାଇଥିଲା। ଅଣସ୍ବୀକୃତିପ୍ରାପ୍ତ ସ୍ଥାନରେ ମାଛ...
କରୋନା ଆତଙ୍କ: ଗଞ୍ଜାମର ବିଭିନ୍ନ ବଜାର ବନ୍ଦ
ଗଞ୍ଜାମ,୧୭।୩(ଡି.ଏନ୍.ଏ.): ସାରା ବିଶ୍ୱରେ କରୋନା ଆତଙ୍କ ଖେଳିଯାଇଛି। ଏହାକୁ ନେଇ ସରକାରଙ୍କ ତତ୍ପରତା ବୃଦ୍ଧି ପାଉଛି। ଗଞ୍ଜାମ ଜିଲାପାଳଙ୍କ ୧୪୪ ଧାରା ଜାରି କରିବା ପରେ ତହସିଲ ଓ ଏନ୍ଏସି ପ୍ରଶାସନ ପକ୍ଷରୁ ସହରର ଦୋକାନ ବଜାର ବନ୍ଦ କରି...
ଇଟାଲୀରୁ ଫେରନ୍ତା ଯୁବତୀଙ୍କ ଘରେ ମେଡିକାଲ ଟିମ୍
ଝାରସୁଗୁଡ଼ା ଅଫିସ,୧୭।୩: ସମଗ୍ର ବିଶ୍ୱରେ କରୋନା ଭୂତାଣୁ ବ୍ୟାପି ଚାଲିଥିବା ବେଳେ ଓଡ଼ିଶାରେ ମଧ୍ୟ ରୋଗୀ ଚିହ୍ନଟ ହୋଇ ସାରିଛି। ତେବେ ଜଣେ ବିଦେଶ ଫେରନ୍ତା ଯୁବତୀଙ୍କୁ ନେଇ ଝାରସୁଗୁଡ଼ା ଜିଲାରେ ଚର୍ଚ୍ଚା ଚାଲିଛି। ଏହି ଯୁବତୀ ଜଣକ ନିକଟରେ...
କରୋନା ଗୁଜବ ସୋସିଆଲ ମିଡିଆରେ ଭାଇରାଲ: ଗିରଫ ଶିକ୍ଷକ ନିଲମ୍ବିତ
ଧର୍ମଗଡ,୧୭।୩(ଡି.ଏନ୍.ଏ.): କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବ୍ଲକ ଖଳିଆକାନି ଗାଁରେ କରୋନା ଆକ୍ରାନ୍ତ ଜଣେ ଯୁବକ କବାଟ ବନ୍ଦକରି ଘରେ ରହିବା ଓ ଘଟଣା ସ୍ଥଳକୁ ଗୋଲାମୁଣ୍ଡା ଥାନା ଅଧିକାରୀ ବିଡିଓ ଯିବା ସୋସିଆଲ ମିଡ଼ିଆରେ ଭାଇରାଲ ହୋଇଥିଲା। ଏହି ଘଟଣାରେ...
ଶ୍ୱଶୁରଘରୁ ଫେରୁଥିବା ବେଳେ ଦୁର୍ଘଟଣା: ଜ୍ୱାଇଁଙ୍କ ଜୀବନଗଲା
ପଦ୍ମପୁର,୧୭।୩(ଡି.ଏନ୍.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ମନ୍ଦାରଇ ଧାମରା ରାସ୍ତାରେ ବାଇକ୍ ଦୁର୍ଘଟଣା ଘଟି ଜଣଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ (ଇଚ୍ଛାପୁର) ବ୍ରହ୍ମପୁର ଶିବ ଆରଖ। ଶିବ ସୋମବାର ବିଳମ୍ବିତ ରାତିରେ ଶ୍ୱଶୁରଘରୁ ଫେରୁଥିବା ବେଳେ କୌଣସି...
ବ୍ୟବସାୟୀଙ୍କୁ ପାଲହାଟରୁ ହଟାଗଲା: ବଅଁରପାଳରେ ୧୪୪ ଧାରା ଜାରି
ବଅଁରପାଳ,୧୭।୩(ଡି.ଏନ୍.ଏ): ଓଡ଼ିଶାରେ ପ୍ରଥମ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ସାରା ରାଜ୍ୟରେ କୋକୁଆଭୟ ସୃଷ୍ଟି ହୋଇଛି। ଏ ନେଇ ସରକାର ତତ୍ପର ହୋଇଉଠିଛନ୍ତି। ଏହାକୁ ଦୃଷ୍ଟିରେ ରଖି ଅନୁଗୋଳ ଜିଲା ବଅଁରପାଳସ୍ଥିତ ପାଲହାଟକୁ ମଙ୍ଗଳବାର ବନ୍ଦ କରାଯାଇଛି। ସକାଳୁ...
ଦ୍ୱିତୀୟ ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା: ସୁନା ଗହଣା, ଟଙ୍କା ନେଇ ଯୁବକ ଫେରାର
ଦିଗପହଣ୍ଡି,୧୭।୩(ଡି.ଏନ୍.ଏ.): ଦିଗପହଣ୍ଡି ଥାନା ଅଞ୍ଚଳର ଜନୈକା ବିବାହିତାଙ୍କୁ ଜଣେ ଯୁବକ ୨ୟ ବିବାହର ପ୍ରତିଶ୍ରୁତି ଦେଇ ପ୍ରତାରଣା କରିଛନ୍ତି। ଏପରି କି ଅଭିଯୁକ୍ତ ତାଙ୍କଠାରୁ ସୁନା ଗହଣା ସମେତ ନଗଦ ଟଙ୍କା ଠକିନେଇ ଫେରାର ହୋଇଯାଇଥିବା ମହିଳା ଜଣକ ମଙ୍ଗଳବାର...
ବନ୍ଧୁଙ୍କୁ ଛାଡ଼ିବାକୁ ଯିବାବେଳେ ଦୁର୍ଘଟଣା: ଜଣେ ମୃତ, ୨ ଗୁରୁତର
ପାଟଣା,୧୭ା୩(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଢେଙ୍କିକୋଟ ଦେଇ ଯାଇଥିବା ୨୨୦ ନମ୍ବର ଜାତୀୟ ରାଜପଥର କାଶିଆ ଜଙ୍ଗଲ ହନୁମାନ ମନ୍ଦିର ନିକଟରେ ସୋମବାର ଅପରାହ୍ନରେ ଏକ ବାଇକ୍ ଭାରସାମ୍ୟ ହରାଇ ଏକ ଶାଳ ଗଛରେ ପିଟି ହୋଇଛି। ଏଥିରେ ଜଣଙ୍କର...
Archives


