ଆମ ଜିଲା ଖବର

ବରଗଡ଼ରୁ ୧୨୮ ନୂଆ କରୋନା ପଜିଟିଭ: ୨୩ ତାରିଖ ପର୍ଯ୍ୟନ୍ତ ଇଣ୍ଡିଆନ ବ୍ୟାଙ୍କ ଶଟ୍‌ଡାଉନ

ବରଗଡ଼ ଅଫିସ,୨୨।୯: ବରଗଡ଼ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି। ମଙ୍ଗଳବାର ଜିଲାରେ ପୁଣି ୧୨୮ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରେ ବରଗଡ଼ ବ୍ଲକର ୨୬, ବରଗଡ ପୌରାଞ୍ଚଳର ୩୬, ଅତାବିରା ବ୍ଲକର ୪, ଭେଡେନ…

ଇଣ୍ଡିଆ ବୁକ୍‌ ଅଫ୍‌ ରେକର୍ଡସରେ ସତ୍ୟପ୍ରକାଶ

ପୁରୀ ଅଫିସ, ୨୨।୯: ଆଇସ୍‌କ୍ରିମ କାଠିରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନନ୍ଦିଘୋଷ ରଥ ତିଆରି କରି ଇଣ୍ଡିଆ ବୁକ୍‌ ଅଫ୍‌ ରେକଡର୍‌ସରେ ନିଜ ନଁାକୁ ସ୍ଥାନିତ କରିଛନ୍ତି ପୁରୀର ଯୁବ ଶିଳ୍ପୀ ସତ୍ୟପ୍ରକାଶ ନାୟକ। ମାତ୍ର ୧୮ ବର୍ଷ ବୟସରେ ଏହି ସଫଳତା…

ବନ୍ଧ କରି ଜମିକୁ ପାଣି ନେଲେ ଚାଷୀ

ଖୋର୍ଦ୍ଧା ଅଫିସ,୨୨।୯: ଚଳିତ ବନ୍ୟାରେ ଖୋର୍ଦ୍ଧା ଜିଲାରେ ବ୍ୟାପକ କ୍ଷତି ହୋଇଛି। ବୋଲଗଡ଼ ବ୍ଲକ ଅସରଳା ପଞ୍ଚାୟତର ଅସରଦଳ ଗ୍ରାମ ନିକଟ ମାଳିବନ୍ଧଠାରେ ଜମିକୁ ଜଳସେଚନ ଲାଗି ହୋଇଥିବା ଏକ ଚେକ ଡ୍ୟାମ ବନ୍ୟାଜଳରେ ଧୋଇଯାଇଛି। ଏହାର ମରାମତି ପାଇଁ ପ୍ରଶାସନ…

କଙ୍କଡ଼ାରେ ନୃସିଂହ ଅବତାର ଚର୍ଚ୍ଚା

ପୁରୀ ଅଫିସ, ୨୨।୯: ପୁରୀ ସମୁଦ୍ରରୁ ମିଳିଛି ଏକ ଭିନ୍ନ ପ୍ରଜାତିର କଙ୍କଡ଼ା। ପୂର୍ବରୁ ଏମିତି କଙ୍କଡ଼ା ଦେଖି ନ ଥିବା ମତ୍ସ୍ୟଜୀବୀମାନେ କହିଛନ୍ତି। କଙ୍କଡ଼ାରେ ମହାପ୍ରଭୁଙ୍କ ନୃସିଂହ ଅବତାର ରହିଥିବା ଚର୍ଚ୍ଚା ହେଉଛି। ଏହାକୁ ଦେଖିବା ଲାଗି ଲୋକଙ୍କ ଭିଡ଼…

ପୁରୀ ଜିଲାରେ ସଂକ୍ରମଣ ବୃଦ୍ଧି ନେଇ ସରକାରଙ୍କ ଗୁରୁତ୍ୱ

ଭୁବନେଶ୍ୱର,୨୨।୯(ବ୍ୟୁରୋ): ପୁରୀ ଜିଲାରେ କୋଭିଡ୍‌ ସଂକ୍ରମଣ କମାଇବା ପାଇଁ ରାଜ୍ୟ ସରକାର ଗୁରୁତ୍ୱାରୋପ କରିଛନ୍ତି। ସୋମବାର ଉନ୍ନୟନ କମିଶନର ସୁରେଶ ଚନ୍ଦ୍ର ମହାପାତ୍ର ଭିଡିଓ କନ୍‌ଫରେନ୍ସରେ ଜିଲାର କୋଭିଡ୍‌ ପରିସ୍ଥିତି ନେଇ ସମୀକ୍ଷା କରିଛନ୍ତି। ଜିଲାରେ ହେଉଥିବା ନମୁନା ପରୀକ୍ଷାକୁ ଅଧିକ…

ଡିଭାଇଡର ଉପରକୁ ଚଢ଼ିଗଲା କାର୍‌

ଦିଗପହଣ୍ଡି,୨୨।୯(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜକଁୟା ଛକ ନିକଟ ୩୧୭ ନଂ . ଜାତୀୟ ରାଜପଥ ଡିଭାଇଡର ଉପରେ ଚଳନ୍ତା କାର ଚଢି ଯିବାରୁ ଦୁର୍ଘଟଣା ଘଟିଛି। ମଙ୍ଗଳବାର ସକାଳଳେ ବ୍ରହ୍ମପୁରରୁ ଗଜପତି ଜିଲା ମୋହନା ଅଭିମୁଖେ ଯାଉଥିବା କାର ନଂ.…

କୃଷି ବିଲ୍‌କୁ ବିରୋଧ: ବରଗଡ଼ରେ ଆମ୍‌ ଆଦ୍‌ମୀ ପାର୍ଟିର ବିକ୍ଷୋଭ

ବରଗଡ଼ ଅଫିସ,୨୨।୯: କେନ୍ଦ୍ର ସରକାରଙ୍କ କୃଷି ବିଲ୍‌କୁ ନେଇ ସବୁଠି ବିରୋଧର ସ୍ବର ତୀବ୍ର ହେବାରେ ଲାଗିଛି। ମଙ୍ଗଳବାର ଆମ୍‌ ଆଦ୍‌ମୀ ପାର୍ଟି (ଆପ୍) ଏହାର ପ୍ରତିବାଦରେ ବରଗଡ଼ରେ ବିକ୍ଷୋଭ ଶୋଭାଯାତ୍ରା କରିଛି। ଏହା ସହିତ ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ଜିଲାପାଳ ଜ୍ୟୋତିରଞ୍ଜନ…

ଜାତୀୟ ରାଜପଥ ଅବରୋଧ କଲା ଭଦ୍ରକ ଜିଲା କଂଗ୍ରେସ

ଭଦ୍ରକ ଅଫିସ,୨୨।୯: ଭଦ୍ରକ ଜିଲା କଂଗ୍ରେସ ପକ୍ଷରୁ ମଙ୍ଗଳବାର ବିଭିନ୍ନ ଦାବି ନେଇ ଜାତୀୟ ରାଜପଥ ନଂ. ୧୬ ନୂଆ ବସଷ୍ଟାଣ୍ଡଠାରେ ଶତାଧିକ କର୍ମୀ ଅବରୋଧ କରିଛନ୍ତି। ଜିଲା କଂଗ୍ରେସ କାର୍ଯ୍ୟକାରୀ ସଭାପତି ନଳିନୀ ମହାନ୍ତିଙ୍କ ନେତୃତ୍ୱରେ କର୍ମୀମାନେ ରାସ୍ତା ଅବରୋଧ…

ଛେଳି ପାଇଁ ମଝି ନଈରେ ଫସିଲେ ୨ଭାଇ : ଭରା ନଈ ପହଁରି ସୁରକ୍ଷିତ ଫେରିଲେ

ବାଙ୍ଗିରିପୋଷି,୨୨।୯(ଡି.ଏନ.ଏ.)-ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଅଞ୍ଚଳରେ ୨ ଭାଇ ନଦୀ ମଝିରେ ଛେଳି ଉଦ୍ଧାର କରିବାକୁ ଯାଇ ଦୀର୍ଘ ସମୟ ବନ୍ୟା ପାଣି ଘେରରେ ରହିବା ପରେ ସୁରକ୍ଷିତ ଫେରିଛନ୍ତି। ପାଣି କମିବା ପରେ ସ୍ଥାନୀୟ ଲୋକେ ଛେଳି ମାନଙ୍କୁ ଉଦ୍ଧାର କରି…

ରାତିଦିନ ଚାଲିଛି ମାଙ୍କଡା ପଥର ଉତ୍ତୋଳନ

ଖଇରା,୨୨।୯(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ତହସିଲ କୁପାରୀ ରାଜସ୍ବ କ୍ଷେତ୍ର ଅଧୀନ ବରପଦା, ହରିପୁର, ବାରାଯୋଡି ତଥା କୁପାରୀ କଲେଜ ପଛପଟ ଗୋଚର ଜମିରେ ବେଆଇନ ଭାବେ ଚାଲିଥିବା ଅନ୍ୟୁନ ୩୫ ଖଣିରୁ ମାଙ୍କଡା ପଥର ଉତ୍ତୋଳନ କରାଯାଉଛି ା ରାତିଦିନ ମେଶିନ…

କୋଭିଡ ହସ୍ପିଟାଲରେ ଅଗ୍ନିକାଣ୍ଡ ଘଟଣା: ତଦନ୍ତ ନିର୍ଦ୍ଦେଶ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

କଟକ ଅଫିସ,୨୧।୯-କଟକ ଜଗତପୁରସ୍ଥିତ ସଦଗୁରୁ କୋଭିଡ ହସ୍ପିଟାଲରେ ସୋମବାର ଅଗ୍ନିକାଣ୍ଡ ଘଟଣାରେ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ ନବକିଶୋର ଦାସ। ଅଗ୍ନିଶମ ଓ ବିଦ୍ୟୁତ୍‌ ବିଭାଗ ମିଳିତ ଭାବେ ତଦନ୍ତ କରି ୨୪ ଘଣ୍ଟା ମଧ୍ୟରେ ରିପୋର୍ଟ ଦେବାକୁ ମନ୍ତ୍ରୀ ନିର୍ଦ୍ଦେଶ…

କଳାକାରଙ୍କୁ ଦିଆଯାଉ ଋଣ

ବରଗଡ଼ ଅଫିସ,୨୧।୯: ମହାମାରୀ କରୋନା ଯୋଗୁ କଳାକାରଙ୍କ ଜୀବନ ଜୀବିକା ଦୁର୍ବିସହ ହୋଇପଡିଛି। ଫଳରେ ଏଭଳି ବିପର୍ଯ୍ୟୟ ସମୟରେ ସମସ୍ତ କଳାକାରଙ୍କୁ ଋଣ ଦିଆଯାଉ ବୋଲି ଦାବି ହୋଇଛି। ଏହି ପରିପ୍ରେକ୍ଷୀରେ ପଶ୍ଚିମ ଓଡ଼ିଶା କଳାକାର ମହାସଂଘ ନେତୃତ୍ୱରେ ପଶ୍ଚିମ ଓଡ଼ିଶା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?