ତିର୍ତ୍ତୋଲ ଉପନିର୍ବାଚନ: ପ୍ରାର୍ଥୀ ଚୟନକୁ ନେଇ ଟଣାଓଟରା
ଜଗତ୍ସିଂହପୁର ଅଫିସ୍, ୨୧।୯: ତିର୍ତ୍ତୋଲ ବିଧାନସଭା ଉପନିର୍ବାଚନ ନେଇ ରାଜନୈତିକ ପରିବେଶ ଚଳଚଞ୍ଚଳ ହୋଇପଡିଛି। ବିଶେଷକରି ବିଜେଡି, ଭାଜପା ଓ କଂଗ୍ରେସରୁ କିଏ ପ୍ରାର୍ଥୀ ହେବେ ସେ ନେଇ ଚର୍ଚ୍ଚା ଜୋର ଧରିଛି। ଏଥର ପ୍ରାର୍ଥୀ ଦୌଡ଼ରେ ବହୁ ନୂଆ ମୁହଁ…
ପ୍ରଯୋଜକ ବୀରକିଶୋର ମହାପାତ୍ରଙ୍କ ପରଲୋକ
କଟକ ଅଫିସ,୨୧।୯: ଓଡ଼ିଆ ଚଳଚ୍ଚିତ୍ର ଜଗତର ବର୍ଷୀୟାନ ଅଭିନେତା, ନିର୍ଦ୍ଦେଶକ, ପ୍ରଯୋଜକ ତଥା ନାଟ୍ୟକାର ବୀରକିଶୋର ମହାପାତ୍ର(୯୨)ଙ୍କର ଶନିବାର ରାତିରେ ମଧୁସୂଦନ ନଗରସ୍ଥ ବାସଭବନରେ ପରଲୋକ ଘଟିଛି। ସେ ଦୀର୍ଘଦିନ ଧରି ବାର୍ଦ୍ଧକ୍ୟଜନିତ ରୋଗରେ ପୀଡ଼ିିତ ଥିଲେ। ତାଙ୍କ ବିୟୋଗରେ ବିଭିନ୍ନ…
କାନାଗାଁରୁ କଟକ ଷ୍ଟୁଡିଓ
କଟକ ଅଫିସ,୨୧।୯: ବଣମଲ୍ଲୀ, ବଣରେ ମଉଳି ଯାଇନି। ଅପହଞ୍ଚ ଦୁର୍ଗମ ପାହାଡ଼ି ଇଲାକାର ପ୍ରତିଭା ମୁଖ୍ୟସ୍ରୋତକୁ ଆସିଛି। ସୁଦୂର କୋରାପୁଟ ଜିଲା ବନ୍ଧୁଗାଁ ବ୍ଲକ କାନାଗାଁ ପଞ୍ଚାୟତ ଚିନ୍ତାଗୁଡ଼ା ଗ୍ରାମର ଆଦିବାସୀ ଝିଅ ନମିତା ମେଲକା ଏବେ କଟକ ସିଡିଏସ୍ଥିତ ନ୍ୟୁ…
ବେଡ୍ରୁମ୍ରେ ପଶି ମାଡ଼ ମାରିଲା ପୋଲିସ
ପୁରୀ ଅଫିସ,୨୧ା୯:ପୁରୀ ପୋଲିସର ଦବଙ୍ଗଗିରିକୁ ନେଇ ଏବେ ସହରରେ ଚର୍ଚ୍ଚା। ଜଣେ ବ୍ୟକ୍ତିଙ୍କୁ ନେବା ପାଇଁ ପୋଲିସ ତାଙ୍କ ଘରକୁ ଯାଇଥିଲା। ମାତ୍ର ସମ୍ପୃକ୍ତ ବ୍ୟକ୍ତିଙ୍କ ବେଡ୍ରୁମ୍ରେ ପଶି ତାଙ୍କୁ ମାଡ଼ ମାରିବାର ଦୃଶ୍ୟ ଏବେ ଭାଇରାଲ ହୋଇଛି। ପୋଲିସର ଏଭଳି…
ଏସ୍ସିବିରେ କୋଭିଡ୍ ହସ୍ପିଟାଲ କାର୍ଯ୍ୟକ୍ଷମ ବିଳମ୍ବ ହେବ
କଟକ ଅଫିସ,୨୧।୯: ଏସ୍ସିବିରେ ପ୍ରସ୍ତାବିତ କୋଭିଡ୍ ହସ୍ପିଟାଲ କାର୍ଯ୍ୟକ୍ଷମ ହେବାରେ କିଛିଦିନ ବିଳମ୍ବ ଘଟିବ। ଏହା ଆସନ୍ତା ୨୧ ତାରିଖରେ ଲୋକାର୍ପଣ ହେବାର ଥିଲା। କିନ୍ତୁ ୬ଦିନ ପରେ ଏହା ଲୋକାର୍ପଣ ହେବ ବୋଲି ବିଭାଗ ପକ୍ଷରୁ ସୂଚନ ମିିଳିଛି। ରବିବାର…
ପରିବା ଦର ଆକାଶ ଛୁଆଁ : ଚାହିଦା ମେଣ୍ଟାଉଛି ପାହାଡ଼ି କାକୁଡ଼ି
କେନ୍ଦୁଝର, ୨୧ା୯ (ସ୍ବ.ପ୍ର.) -କେନ୍ଦୁଝରରେ ପନିପରିବା ଦର ଆକାଶ ଛୁଆଁ । ଏଭଳି ପରିସ୍ଥିତିରେ ବେପାରୀ ମାନେ ପରିବା ଦରକୁ ଆହୁରୀ ଅଧିକ ବଢାଇ ଦେଉଥିବାରୁ ଗ୍ରାହକ ଅସନ୍ତୋଷ ବୃଦ୍ଧି ପାଇବାରେ ଲାଗିଛି । ବାଇଗଣ, ଭେଣ୍ଡି, ଜହ୍ନି, କାକୁଡି, ଲାଉ,…
ପିଲାଙ୍କ ପାଇଁ ଶିକ୍ଷାର ମାଧ୍ୟମ : ରଘୁସାର୍ଙ୍କ ହାତ ତିଆରି ଶିକ୍ଷଣ ସରଞ୍ଜାମ
ଖଇରା, ୨୧।୯(ଡି.ଏନ୍.ଏ.)-ଶିକ୍ଷକତା ଥିଲା ତାଙ୍କର ପେଶା ା ହେଲେ ପିଲାମାନେ ଶିକ୍ଷଣ ସରଞ୍ଜାମ ମାଧ୍ୟମରେ କିଭଳି ଗଣିତ ବିଜ୍ଞାନ ସରଳ ଭାଷାରେ ବୁଝିପାରିବେ ସେହି ସରଞ୍ଜାମ ତିଆରି କରିବା ପାଇଁ ସେ ଲାଗିପଡୁଥିଲେ। ସରକାରଙ୍କୁ ତରଫରୁ ବିଦ୍ୟାଳୟକୁ ଅର୍ଥ ଆସୁ ବା…
ଆଜି ରାଜ୍ୟରେ ସୁସ୍ଥ ହେଲେ ୪୦୧୮ କରୋନା ଆକ୍ରାନ୍ତ: ଖୋର୍ଦ୍ଧା ଜିଲାରୁ ସର୍ବାଧିକ ସୁସ୍ଥ
ଭୁବନେଶ୍ୱର,୨୦।୯(ବ୍ୟୁରୋ)-ରାଜ୍ୟରେ ରବିବାର ଆଉ ୪୦୧୮ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୪୮୦ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ କଟକରୁ ୪୩୪, ପୁରୀରୁ ୨୭୪, ବାଲେଶ୍ୱରରୁ ୧୯୪, କେନ୍ଦ୍ରାପଡାରୁ ୧୩୯, ସୋନପୁରରୁ ୧୩୬, ଜଗତସିଂହପୁରରୁ ୧୨୬, ଯାଜପୁରରୁ ୧୨୦, ଅନୁଗୋଳରୁ…
୨ ଦିନ ପାଇଁ ବନ୍ଦ ରହିବ ହାଇକୋର୍ଟ
କଟକ ଅଫିସ,୨୦।୯-୨ ଦିନ ପାଇଁ ବନ୍ଦ ରହିବ ହାଇକୋର୍ଟ। ଆସନ୍ତା ୨୧ ଓ ୨୨ ବନ୍ଦ ନେଇ ରେଜିଷ୍ଟ୍ରାର ଜେନେରାଲ ନିର୍ଦ୍ଦେଶ ଦେଇଛନ୍ତି। ହାଇକୋର୍ଟ ସହ ଏହାର କାର୍ଯ୍ୟାଳୟ ମଧ୍ୟ ବନ୍ଦ ରହିବ। କିଛି ବିଭାଗରେ କରୋନା ସଂକ୍ରମିତ ସଂଖ୍ୟା ବୃଦ୍ଧି…
ସୋମବାର କୋରାପୁଟ ଏସ୍ଏଲ୍ଏନ୍ଏମ୍ସିଏଚ୍ରେ ହେବ ୭୦ ଶର୍ଯ୍ୟା ବିଶିଷ୍ଟ କୋଭିଡ ହସ୍ପିଟାଲ ଉଦ୍ଘାଟନ
କୋରାପୁଟ,୨୦।୯(ସ୍ବ.ପ୍ର): କୋରାପୁଟ ଜିଲାର ସହିଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ଓ ହସ୍ପିଟାଲ(ଏସ୍ଏଲ୍ଏନ୍ଏମ୍ସିଏଚ୍)ରେ ସୋମବାର ୭୦ ଶର୍ଯ୍ୟା ବିଶିଷ୍ଟ ଏକ କୋଭିଡ ହସ୍ପିଟାଲ ଉଦ୍ଘାଟନ୍ ହେବ। ଏ ନେଇ ଜିଲାପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ହୋଇଥିବା ଜିଲାପାଳ ମଧୁସୂଧନ ମିଶ୍ର…
ମହିଳା ହୋମଗାର୍ଡଙ୍କୁ ଆକ୍ରମଣ ମାମଲା: ସ୍ବାମୀଙ୍କ ସମେତ ୨ ଦେଡ଼ଶୁର ଗଲେ ଜେଲ୍
ଦିଗପହଣ୍ଡି,୨୦ା୯(ଡି.ଏନ୍.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନାରେ କାର୍ଯ୍ୟରତ ମହିଳା ହୋମଗାର୍ଡ ନର୍ମଦା ପଣ୍ଡାଙ୍କୁ ସଂଘବଦ୍ଧ ଆକ୍ରମଣ ମାମଲାରେ ରବିବାର ତାଙ୍କ ସ୍ବାମୀ ରାଧାଶ୍ୟାମ ନନ୍ଦ, ଦେଡ଼ଶୁର ଜଗଦୀଶ ନନ୍ଦ, ପୀତବାସ ନନ୍ଦଙ୍କୁ ପୋଲିସ ଗିରଫ କରି କୋର୍ଟଚାଲାଣ କରିଛି। କେସ ନଂ.୨୦୩/୨୦ରେ…
ବୋହୂକୁ ବଳାତ୍କାର ଅଭିଯୋଗରେ ଶ୍ବଶୁର ଗଲେ ଜେଲ, ବାଳସୁଧାର ଗୃହରେ ଦିଅର
ଦିଗପହଣ୍ଡି,୨୦।୯(ଡି.ଏନ୍.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଞ୍ଚଳରେ ବୋହୂଙ୍କୁ ବଳାତ୍କାର ଅଭିଯୋଗରେ ପୋଲିସ ଅଭିଯୁକ୍ତ ଶ୍ବଶୁରଙ୍କୁ ରବିବାର ଗିରଫ କରି କୋର୍ଟ ଚାଲାଣ କରିଛି। ଥାନାରେ ମାମଲା ନଂ.୨୦୪/୨୦ ଅନୁଯାୟୀ ଜାମିନ ଆବେଦନ ଖାରଜ ହେବାରୁ ଅଭିଯୁକ୍ତଙ୍କୁ ଦିଗପହଣ୍ଡି ସବ୍ ଜେଲ…

