ବଗିଚାରୁ ବୃଦ୍ଧଙ୍କ ମୃତଦେହ ଉଦ୍ଧାର: ହତ୍ୟା ଅଭିଯୋଗ ଆଣିଲେ ସ୍ତ୍ରୀ
ପାଟଣା,୧୪।୩(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଥାନା ଟାଇଁସିରା ଗ୍ରାମର ଏକ ଆମ୍ବ ବଗିଚାରୁ ଶନିବାର ସକାଳେ ବୃଦ୍ଧଙ୍କ କ୍ଷତବିକ୍ଷତ ମୃତଦେହ ଉଦ୍ଧାର ହୋଇଛି। ସେ ହେଲେ କୁଦାବେଡ଼ା ଗ୍ରାମର ବବୁଲ ନାଏକ(ଭୂମିଜ)। ପ୍ରକାଶ ଯେ, ବବୁଲ ତିନି ମାସ ତଳେ...
ଚାଉଳ, ଗହମ ହେରଫେର ନେଇ ମୁଜାଗଡ଼ ସରପଞ୍ଚଙ୍କୁ ବହିଷ୍କାର ଦାବି: ଗ୍ରାମବାସୀଙ୍କ ରାସ୍ତାରୋକୋ
ଭଞ୍ଜନଗର,୧୪।୩(ଡି.ଏନ.ଏ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ ସରପଞ୍ଚ ଶିବଶଙ୍କର ପ୍ରଧାନଙ୍କୁ ବହିଷ୍କାର ଦାବିରେ ଶନିବାର ରାସ୍ତାରୋକୋ ହୋଇଛି। ଉତ୍ତ୍ୟକ୍ତ ଲୋକେ ମୁଜାଗଡ଼ଠାରେ ଭଞ୍ଜନଗର ଫୁଲବାଣୀ ମୁଖ୍ୟରାସ୍ତାକୁ ଅବରୋଧ କରିଛନ୍ତି। ଫଳରେ ଭଞ୍ଜନଗର-ଫୁଲବାଣୀ ମୁୁଖ୍ୟରାସ୍ତା ସକାଳୁ ବନ୍ଦ ରହିଛି। ତେଣୁ...
ଟ୍ରାକ୍ଟର ଧକ୍କାରେ ନାବାଳକ ଶ୍ରମିକ ମୃତ: ଗାଁରେ ଉତ୍ତେଜନା, କ୍ଷତିପୂରଣ ଦାବିରେ ମୃତଦେହ ଛାଡୁ ନାହାନ୍ତି ପରିବାରଲୋକେ
ପାଟଣା,୧୪।୩(ସ୍ବ.ପ୍ର.): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଡେଣୁଆଁ ଗ୍ରାମରେ ଶୁକ୍ରବାର ଅପରାହ୍ନରେ ଟ୍ରାକ୍ଟର ଧକ୍କାରେ ଜଣେ ନାବାଳକ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଶଶୀ ମୁଣ୍ଡାଙ୍କ ପୁଅ ଭିମ(୧୫)। ଏହାକୁ ନେଇ ଗ୍ରାମରେ ଉତ୍ତେଜନା ଦେଖାଦେଇଛି। ପରିବାର ଲୋକେ...
ଜ୍ୱାଇଁଙ୍କୁ ସଂଘବଦ୍ଧ ଆକ୍ରମଣ ଘଟଣା: ଶଳା, ଶାଶୁ, ସ୍ତ୍ରୀ ସମେତ ୪ ଅଟକ
ବ୍ରହ୍ମପୁର ଅଫିସ,୧୪।୩: ଗଞ୍ଜାମ ଜିଲା କୁକୁଡାଖଣ୍ଡି ବ୍ଲକ ଅନ୍ତର୍ଗତ ଜଗଦଳପୁର ପଞ୍ଚାୟତରେ ଶୁକ୍ରବାର ରାତିରେ ଜ୍ୱାଇଁଙ୍କୁ ସଂଘବଦ୍ଧ ଆକ୍ରମଣ ହୋଇଥିଲା। ଏହି ଘଟଣାରେ ଶନିବାର ସଦର ଥାନା ପୋଲିସ ଜଗଦଳପୁର ଗ୍ରାମର ୪ ଜଣଙ୍କୁ ଅଟକ ରଖିଛି। ସେମାନେ ହେଲେ...
୪୮ ଦିନ ପରେ ବ୍ରହ୍ମପୁର ଫେରିଲେ ଶିବାଶିଷ: କହିଲେ ‘ମୁଁ ପୁନର୍ଜନ୍ମ ପାଇଛି’
ବ୍ରହ୍ମପୁର ଅଫିସ, ୧୪।୩- ସମ୍ପ୍ରତି ବିଶ୍ୱରେ ଭୟଙ୍କର କରୋନା ଭାଇରସ୍ ଆତଙ୍କ ଜାରି ରହିଥିବା ବେଳେ ଜାପାନ ଜଳଜାହାଜରେ ଫସି ରହିଥିବା ଶିବାଶିଷ ନାୟକ ଫେବୃୟାରୀ ୨୭ରେ ଭାରତ ଫେରିଥିଲେ। ୧୫ ଦିନ ଧରି ମିଲିଟାରି ଶିବିରରେ ରହିବା ପରେ...
ଚିନିକଳର ୮ କର୍ମଚାରୀଙ୍କ ବିରୋଧରେ ମାମଲା
ଆସିକା,୧୪।୩ (ଡି.ଏନ୍.ଏ.): ଗଞ୍ଜାମ ଜିଲା ଆସିକା ସମବାୟ ଚିନିକଳରେ ଜାଲ୍ ସାର୍ଟିଫିକେଟ ଦେଇ ଚାକିରି କରିଥିବା ଅଭିଯୋଗରେ ୮ଜଣ କର୍ମଚାରୀଙ୍କ ବିରୋଧରେ ଶୁକ୍ରବାର ଆସିକା ଥାନାରେ ମାମଲା ରୁଜୁ ହୋଇଛି। ଚିନିଶିଳ୍ପର ସମ୍ପାଦକ ଆର୍. ଚନ୍ଦ୍ରଶେଖର ରେଡ୍ଡୀ ସମ୍ପୃକ୍ତ କର୍ମଚାରୀଙ୍କ...
‘ସତର୍କ ରହିଲେ ମୁକାବିଲା କରିହେବ’
କଟକ ଅଫିସ, ୧୪।୩: ରାଜ୍ୟରେ କରୋନା ଭୂତାଣୁର ମୁକାବିଲା ପାଇଁ ରାଜ୍ୟ ପୋଲିସ ବିଭାଗ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି। ବିଶେଷକରି ବାଟାଲିୟନ୍, ବାରାକ୍ସ ଓ ବିଭିନ୍ନ ପୋଲିସ ପ୍ରତିଷ୍ଠାନକୁ କରୋନା ଭୟ ରହିଥିବାରୁ ଏଥିପାଇଁ ସତର୍କ ହୋଇପଡିଛି ପୋଲିସ...
ଦ୍ୱନ୍ଦ୍ୱରେ ଚାଷୀ
ଧାନ ଉତ୍ପାଦନରେ ବଳକା ଜିଲା ସୁବର୍ଣ୍ଣପୁର। ଆଧୁନିକ ଉପାୟରେ ଚାଷ କରି ସ୍ଥାନୀୟ କୁଶଳୀ ଚାଷୀ ଅଧିକ ଉତ୍ପାଦନ କରୁଛନ୍ତି। ବାହାର ଜିଲା ଓ ରାଜ୍ୟକୁ ଏଠାରୁ ଚାଉଳ ଯୋଗାଣ ହେଉଛି। ଧାନ ଚାଷରେ ସୁନାମ ମିଳିଛି। ଜିଲାର ଦୁଇ...
ଟିଟିଲାଗଡରେ କରୋନା ସନ୍ଦିଗ୍ଧଙ୍କୁ ନେଇ ଚର୍ଚ୍ଚା
ବଲାଙ୍ଗୀର ଅଫିସ/ଟିଟିଲାଗଡ,୧୪।୩ (ଡି.ଏନ୍.ଏ.): କାନାଡାରୁ ଟିଟିଲାଗଡ ଆସିଥିବା ଯୁବ ଇଞ୍ଜିନିୟର ଦମ୍ପତିଙ୍କୁ କରୋନା ସନ୍ଦେହରେ ଶୁକ୍ରବାର ସନ୍ଧ୍ୟାରେ ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲର ଆଇସୋଲେସନ୍ ୱାର୍ଡରେ ଭର୍ତ୍ତି କରାଯାଇଛି। ଗତ ୧୦ ତାରିଖରେ ଟିଟିଲାଗଡର ମୂଳ ନିବାସୀ ତଥା...
ଫେସ୍ବୁକ ଷ୍ଟାଟସରେ କରୋନା ଗୁଜବ
ରାୟଗଡ଼ା ଅଫିସ,୧୪।୩: ସୋସିଆଲ ମିଡିଆରେ କରୋନା ଭାଇରସ ସମ୍ପର୍କିତ ମିଥ୍ୟା ଖବର ପ୍ରଚାର କରିବା ଅଭିଯୋଗରେ ଶୁକ୍ରବାର ଜଣଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ। ଅଭିଯୁକ୍ତ ଜଣକ ହେଲେ କନ୍ଧମାଳ ଜିଲା ବାଲିଗୁଡ଼ା ବ୍ଲକ ନୂଆ ସାହିର ସତ୍ୟନାରାୟଣ ସାମଲ...
କସର୍ଦା ଫାଣ୍ଡିକୁ ବୋମା ମାଡ଼, ଅଭିଯୁକ୍ତ ଗିରଫ
ନିଆଳି,୧୪।୩(ଡି.ଏନ୍.ଏ.): ନିଆଳି ଥାନା ଅନ୍ତର୍ଗତ ଦେବୀ-କନ୍ଦଳ ଦ୍ୱୀପାଞ୍ଚଳର କସର୍ଦା ଫାଣ୍ଡି ଉପରକୁ ବୋମାମାଡ଼ କରିବା ଅଭିଯୋଗରେ ଶୁକ୍ରବାର ପୋଲିସ ଜଣେ ଯୁବକଙ୍କୁ ଗିରଫ କରିଛି। ସେ ହେଲେ କର୍ସଦା ଗ୍ରାମର ଦିଲୀପ ପ୍ରଧାନ। ପୋଲିସ ସୂଚନା ଅନୁଯାୟୀ, ଗୁରୁବାର ରାତିରେ...
ମଙ୍ଗୁଳି ଜେନା ହତ୍ୟା ଘଟଣା ଫାଇଲରେ ଡୋରି
ଖୋର୍ଦ୍ଧା ଅଫିସ, ୧୪।୩: ଖୋର୍ଦ୍ଧା ଜିଲା ସଦର ମହକୁମାରେ ଗତ ୨୦୧୯ ଏପ୍ରିଲ ୧୪ରେ ଭାଜପା ନେତା ମଙ୍ଗୁଳି ଜେନାଙ୍କୁ ଅତି ନିର୍ମମ ଭାବେ ହତ୍ୟା କରାଯାଇଥିଲା। ତେବେ ଏହି ଘଟଣା ଆଜକୁ ୧୧ ମାସ ବିତି ଯାଇଥିଲେ ମଧ୍ୟ...
Archives


