ଆମ ଜିଲା ଖବର

୯ ପୋଲିସ କାର୍ଯ୍ୟାଳୟରେ କାମ କରୁନି ସିସିଟିଭି

କେନ୍ଦ୍ରାପଡା ଅଫିସ,୧୮ା୯: କେନ୍ଦ୍ରାପଡା ଜିଲା ପୋଲିସର ୯ କାର୍ଯ୍ୟାଳୟରେ ସିସିଟିଭି କ୍ୟାମେରା ଅକାମୀ ହୋଇପଡ଼ିରହିଛି। ଡିଜିପିଙ୍କ ନିର୍ଦ୍ଦେଶ ସତ୍ତ୍ୱେ ଏସବୁର ମରାମତି ହେଉ ନ ଥିବା ନିକିରାଇ ଥାନା ପଲ୍ଲୀ ରଘୁନାଥପୁରର ମନୋରଞ୍ଜନ ଜେନା ଆରଟିଆଇ ତଥ୍ୟ ଦ୍ୱାରା ହାସଲ କରିଥିବା…

ବାଇକ୍‌ ଚୋର ର଼୍ୟାକେଟ ପଡ଼ିଲା ଧରା, ୧୬ ବାଇକ୍‌ ଜବତ; ୫ ଗିରଫ

ଜୟପୁର,୧୮ା୯(ଡି.ଏନ୍‌.ଏ.): କୋରାପୁଟ ଜିଲା ଜୟପୁର ଟାଉନ ଥାନା ପକ୍ଷରୁ ଏକ ବଡ଼ ବାଇକ ଚୋରି ର଼୍ୟାକେଟ ପର୍ଦ୍ଦାଫାଶ ହୋଇଛି। ଏହି ମାମଲାରେ ୫ ଜଣ ଗିରଫ ହୋଇଛନ୍ତି। ସେମାନଙ୍କ ନିକଟରୁ ୧୬ଟି ବାଇକ୍‌ ଜବତ କରାଯାଇଛି। ଏହି ବାଇକ୍‌ଗୁଡ଼ିକ ନବରଙ୍ଗପୁର ଜିଲା…

ସୁଧୁରୁନି ବନ୍ୟାବିପନ୍ନଙ୍କ ଦୁର୍ଦ୍ଦଶା

ଯାଜପୁର ଅଫିସ୍‌/ ବରୀ,୧୮ା୯(ଡି.ଏନ୍‌.ଏ.): ଗତ ଅଗଷ୍ଟ ଶେଷ ସପ୍ତାହରେ ହୋଇଥିବା ବନ୍ୟା ଲୋକଙ୍କ ଆର୍ଥିକ ମେରୁଦଣ୍ଡକୁ ଦୋହଲାଇ ଦେଇଛି। ଇତିମଧ୍ୟରେ ୩ ସପ୍ତାହ କାଳ ଅତିକ୍ରାନ୍ତ ହୋଇ ସାରିଥିଲେ ହେଁ ଯାଜପୁର ଜିଲା ବରୀ ବ୍ଲକର ବନ୍ୟା ବିପନ୍ନଙ୍କ ଦୁର୍ଦ୍ଦଶା ତିଳେମାତ୍ର…

ବଦଳି ପରେ ବି ଜଗତ୍‌ସିଂହପୁର ଛାଡୁନାହାନ୍ତି ଡିପିସି

ଜଗତ୍‌ସିଂହପୁର ଅଫିସ,୧୮।୯: ସର୍ବଶିକ୍ଷା ଅଭିଯାନ ଜିଲା ପ୍ରକଳ୍ପ ସଂଯୋଜକ (ଡିପିସି) ସପନ ଜେନାଙ୍କ ପଦୋନ୍ନତି ହୋଇଛି। ସେ ଜିଲା ଶିକ୍ଷା ଅଧିକାରୀ (ଡିଇଓ) ପଦବୀ ଅଳଙ୍କୃତ କରିଛନ୍ତି। ପଦୋନ୍ନତି ପରେ ୮ ତାରିଖରେ ତାଙ୍କୁ ନୟାଗଡ଼ ଡିଇଓ ଭାବେ ଯୋଗଦେବାକୁ ନିର୍ଦ୍ଦେଶ…

ସ୍କୁଟିକୁ ପଛରୁ ଧକ୍କା ଦେଲା ବସ୍‌: ଚାଲିଗଲା ଆରୋହୀଙ୍କ ଜୀବନ

ପାଟଣା,୧୮ା୯(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ଦେଇ ଯାଇଥିବା ୪୯ ନମ୍ବର ଜାତୀୟ ରାଜପଥର ଖିରେଇଟାଙ୍ଗିରି ନିକଟରେ ଗୁରୁବାର ବିଳମ୍ବିତ ରାତିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ସ୍କୁଟି ଆରୋହୀଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଛି। ମୃତ ସ୍କୁଟି ଆରୋହୀ ଜଣକ…

କଟକରେ ବ୍ରାଉନସୁଗାର ବିକୁଛନ୍ତି ୨ ଭାଇ

କଟକ ଅଫିସ,୧୮। ୯: ଦିନ ଦ୍ୱିପ୍ରହରରେ ଖୋଲା ବଜାରରେ ବେଧଡକ ଭାବେ ବିକ୍ରି ହେଉଛି ବ୍ରାଉନ୍‌ସୁଗାର। ଦୁଇ ଭାଇ ହିଁ ଏହି ବେଆଇନ ବେପାରର କର୍ଣ୍ଣଧାର। ଜଣେ ଭାଇ ବାଲେଶ୍ୱରର ଜଳେଶ୍ୱରରୁ ବ୍ରାଉନ୍‌ସୁଗାର ଆଣନ୍ତି। ପରେ ଦୁଇଜଣ ମିଶି କଟକରେ ଏହାକୁ…

ପାର୍କର ଭ୍ରମ ସୃଷ୍ଟି କରୁଛି ଶ୍ମଶାନ

ନୟାଗଡ଼ ଅଫିସ/ରଣପୁର, ୧୮ା୯(ସ୍ବ.ପ୍ର.): ରଙ୍ଗବେରଙ୍ଗର ଫୁଲ ଗଛ ସହ ବିଭିନ୍ନ ଔଷଧିୟ ଗଛରେ ଝଲଶୁଛି ଶ୍ମଶାନ। ଯାହାକି ପାର୍କର ଭ୍ରମ ସୃଷ୍ଟି କରୁଛି। ନୟାଗଡ଼ ଜିଲା ରଣପୁର ଏନଏସି ଅଞ୍ଚଳରେ ରହିଛି ଏହି ଶ୍ମଶାନ। ଏହା ମୋ ଜନ୍ମଭୂମି ମୋ ସ୍ବର୍ଗଦ୍ୱାର…

ବେଆଇନ ଶ୍ମଶାନ ଚୁଲା, ମହିଳା ସମିତି ଘର ନିର୍ମାଣ

କୋଣାର୍କ,୧୮ା୯(ଡି.ଏନ୍‌.ଏ): କୋଣାର୍କ ଥାନା ଅଧୀନ ଅବଦାନ ପଞ୍ଚାୟତର ଏକ ଗୋଚର ଜମିରେ ଶ୍ମଶାନ ଚୁଲା ଓ ଗୋରୁ ପୋତା ହେଉଥିବା ଏକ ଜମିରେ ମହିଳା ସମିତି ଗୃହ ନିର୍ମାଣ ବେଆଇନ ଭାବେ ହେଉଥିବାର ଅଭିଯୋଗ ହୋଇଛି। ଏ ନେଇ ଗ୍ରାମବାସୀ ବିରୋଧ…

ଏସ୍‌ସିବି ଆଇସୋଲେଶନ ୱାର୍ଡରେ ଅବ୍ୟବସ୍ଥା

କଟକ ଅଫିସ,୧୮ା୯: ଏସ୍‌ସିବି ମେଡିକାଲର ଆଇସୋଲେଶନ ୱାର୍ଡରେ ଅନେକ ଅବ୍ୟବସ୍ଥା ଦେଖିବାକୁ ମିଳିଛି। ଏହାକୁ ନେଇ ଅସନ୍ତୋଷ ପ୍ରକାଶ ପାଇଛି। ଏ ନେଇ ଅସନ୍ତୁଷ୍ଟ ବ୍ୟକ୍ତ କରି କଂଗ୍ରେସ ନେତା ମାନସ ଚୌଧୁରୀ ଟୁଇଟରରେ ଗୁରୁବାର ଏକ ଭିଡିଓ ପୋଷ୍ଟ କରିଛନ୍ତି।…

ହାତିଆ ପାହାଡ଼ରେ ପର୍ଯ୍ୟଟକ ଅସୁରକ୍ଷିତ

ଖୋର୍ଦ୍ଧା ଅଫିସ,୧୮ା୯: ଖୋର୍ଦ୍ଧା ୧୬ନଂ. ଜାତୀୟ ରାଜପଥ ନିଜଗଡ଼ ତାପଙ୍ଗରେ ରହିଛି ହାତିଆ ପାହାଡ଼। ଏଠାରେ ସୃଷ୍ଟି ହୋଇଥିବା କୃତ୍ରିମ ହ୍ରଦ, ନୀଳ ଜଳରାଶିର ମନୋରମ ପ୍ରାକୃତିକ ଦୃଶ୍ୟ ସୋସିଆଲ ମିଡିଆରେ ଭାଇରାଲ ପରେ ପର୍ଯ୍ୟଟକଙ୍କ ସୁଅ ଛୁଟିବାରେ ଲାଗିଛି। ଏହି…

ନରେନ୍ଦ୍ର ପୁଷ୍କରିଣୀରେ ଭାସୁଛନ୍ତି ମଲା ମାଛ

ପୁରୀ ଅଫିସ,୧୮ା୯: ନରେନ୍ଦ୍ର ପୁଷ୍କରିଣୀ। କୋଟି କୋଟି ଶ୍ରଦ୍ଧାଳୁଙ୍କ ଆସ୍ଥା ଓ ବିଶ୍ୱାସର ପୁଷ୍କରିଣୀ। ଏହି ପବିତ୍ର ପୁଷ୍କରିଣୀରେ ମହାପ୍ରଭୁ ଜଳକ୍ରୀଡ଼ା କରନ୍ତି। ଶ୍ରଦ୍ଧାଳୁମାନେ ବୁଡ଼ ପକାଇଥାନ୍ତି। ହେଲେ ଏହାର ପାଣି ଏବେ ପ୍ରଦୂଷିତ ହୋଇଥିବା କୁହାଯାଉଛି। କାରଣ ନରେନ୍ଦ୍ର ପୁଷ୍କରିଣୀରେ…

କଂଗ୍ରେସ ଛାଡ଼ିଲେ ରାଜକିଶୋର

ଜଗତ୍‌ସିଂହପୁର ଅଫିସ,୧୮।୯: ତିର୍ତ୍ତୋଲ ବିଧାୟକ ତଥା ବରିଷ୍ଠ ବିଜେଡି ନେତା ବିଷ୍ଣୁଚରଣ ଦାସଙ୍କ ବିୟୋଗପରେ ଏହି ବିଧାନସଭା ନିର୍ବାଚନମଣ୍ଡଳୀରେ ନଭେମ୍ବର ଶେଷ ସୁଦ୍ଧା ଉପନିର୍ବାଚନ ହେବା ନେଇ ସ୍ପଷ୍ଟ ହୋଇଛି। ଭାରତୀୟ ନିର୍ବାଚନ କମିଶନ ଏ ସମ୍ପର୍କିତ ସୂଚନା ଦେଲାପରେ ବିଜେଡି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?