ଚୋରକୁ ଧରି ହାଜତରେ ପୂରାଇଥିଲା ପୋଲିସ, ଫେରାର ହୋଇଯିବା ପରେ…
ଧର୍ମଶାଳା/ବ୍ରହ୍ମବରଦା,୨୮ା୩(ଶିବପ୍ରସାଦ ମହାନ୍ତି/ଯଯାତି କେଶରୀ ବେହେରା): ଯାଜପୁର ଜିଲା ବ୍ରହ୍ମବରଦା ଥାନାରେ ଘଟିଛି ଏକ ଅଭାବନୀୟ ଘଟଣା। ପୋଲିସ ଚୋରକୁ ଧରି ହାଜତରେ ରଖିଥିବା ବେଳେ ରାତି ପ୍ରାୟ ୩ଟା ସମୟରେ ଚୋର ହାଜତରୁ ଫେରାର ହୋଇ ନିକଟସ୍ଥ ଗାଁରୁ ଏକ ବାଇକ୍…
ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟସେବା ନେଇ ସମୀକ୍ଷା କଲେ କଳିକେଶ, ହସ୍ପିଟାଲରେ ରୋଗୀଙ୍କୁ…
ବଲାଙ୍ଗୀର,୨୮ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲ ଓ ଜିଲା ମୁଖ୍ୟ ହସ୍ପିଟାଲରେ ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟସେବା ଉପରେ ସମୀକ୍ଷା କରିଛନ୍ତି ବଲାଙ୍ଗୀର ବିଧାୟକ କଳିକେଶ ନାରାୟଣ ସିଂଦେଓ। ରକ୍ତଭଣ୍ଡାରରେ ରକ୍ତ ଅଭାବ, ଘରୋଇ ହସ୍ପିଟାଲକୁ ରକ୍ତ ଯୋଗାଣ ଓ…
ଲୁଣାନଦୀର ଜଳସ୍ତର କମୁଛି: ଆଗାମୀ ଦିନରେ ଦେଖାଦେବ…
କେନ୍ଦ୍ରାପଡ଼ା, ୨୮ା୩ (ଜଗନ୍ନାଥ ଧଳ)ଡିସେମ୍ବର ମାସଠାରୁ କେନ୍ଦ୍ରାପଡ଼ା ଜିଲାରେ ପ୍ରବାହିତ ଲୁଣାନଦୀର ଜଳସ୍ତର କମିବାରେ ଲାଗିଛି। ଫଳରେ ଆଗାମୀ ଦିନରେ କେନ୍ଦ୍ରାପଡ଼ା ପୌରାଞ୍ଚଳରେ ପିଇବା ପାଣି ସମସ୍ୟା ଦେଖାଦେବା ସହ ଅବବାହିକାରେ ଥିବା ଚାଷଜମି ପଡ଼ିଆ ପଡ଼ିବା ଆଶଙ୍କା ଦେଖାଦେଇଛି। ଲୁଣାନଦୀରୁ…
ବାଲେଶ୍ୱର ବାର୍ ଆସୋସିଏଶନ ନିର୍ବାଚନ: ୧୮ ପଦବୀ ପାଇଁ ୩୫ ପ୍ରାର୍ଥୀ
ବାଲେଶ୍ୱର,୨୮ା୩(ବାଞ୍ଛାନିଧି ଦେ): ବାଲେଶ୍ୱର ବାର୍ ଆସୋସିଏଶନ ନିର୍ବାଚନ ଶନିବାର ଅନୁଷ୍ଠିତ ହେଉଛି। ନିର୍ବାଚନରେ ୧୮ ପଦବୀ ପାଇଁ ୩୫ ଜଣ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ସଭାପତି ପଦବୀ ପାଇଁ ରଘୁନାଥ ପ୍ରଧାନ, ମନୋଜ କୁମାର ନାୟକ ଏବଂ ନାରାୟଣ ଚନ୍ଦ୍ର ସାହୁ…
ମହାପ୍ରଭୁଙ୍କୁ ଦର୍ଶନ କଲେ ଭାରତର ସ୍ଥଳସେନା ମୁଖ୍ୟ, ଆଶିଷ ନେଇ ସେନା ପାଇଁ କଲେ ଏହି ପ୍ରାର୍ଥନା
ପୁରୀ,୨୮ା୩(ଅଜିତ କୁମାର ମହାନ୍ତି): ଭାରତର ସ୍ଥଳସେନା ମୁଖ୍ୟ ଜେନେରାଲ ଉପେନ୍ଦ୍ର ଦ୍ୱିବେଦୀ ୩ ଦିନିଆ ଗସ୍ତରେ ଆସି ଶନିବାର ପୁରୀରେ ପହଞ୍ଚିଛନ୍ତି। ଜେନେରାଲ ଦ୍ୱିବେଦୀ ବାଇପାସ୍ ରୋଡ୍ରେ ପୁରୀରେ ପହଞ୍ଚିଥିଲେ। କଡ଼ା ସୁରକ୍ଷା ମଧ୍ୟରେ ପୁରୀରେ ପହଞ୍ଚିବା ପରେ ଶ୍ରୀମନ୍ଦିର ସିଂହଦ୍ୱାର…
ଜଳସ୍ତର ନିମ୍ନଗାମୀ: ବଢ଼ିଲାଣି ତାତି,ସଙ୍କଟ ହେଲାଣି ପାନୀୟ ଜଳ
ମହାକାଳପଡ଼ା,୨୮ା୩(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ଦୀର୍ଘଦିନଧରି ପାନୀୟ ଜଳ ସଙ୍କଟ ଦେଖାଦେଇଛି। ଅଞ୍ଚଳରେ ଜଳସ୍ତର ନିମ୍ନଗାମୀ ଯୋଗୁ ନଳକୂପରୁ ଅଧିକାଂଶ ସମୟରେ ହଳଦିଆ ଲୌହ ମିଶ୍ରିତ ଲୁଣି ପାଣି ବାହାରୁଛି। ଏହାକୁ ଦୃଷ୍ଟିରେ ରଖି ଜଳକ୍ଳିଷ୍ଟ…
ଏହି ଦିନଠୁ ଆରମ୍ଭ ଐତିହାସିକ ଚନ୍ଦନ ଯାତ୍ରା: ଉଠିଲା ଶୁଭଖୁଣ୍ଟ
ଗଞ୍ଜାମ,୨୮।୩(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ ୱାର୍ଡର କରଣ ସାହି ସ୍ଥିତ ଶ୍ରୀ ଶ୍ରୀ ମଦନ ମୋହନ ଗୋପାଳ ସ୍ବାମୀଙ୍କ ପୀଠରେ ଚଳିତ ମାସ ୨୦ରୁ ଐତିହାସିକ ଚନ୍ଦନ ଯାତ୍ରା ଆରମ୍ଭ ହେବାକୁ ଯାଉଛି । ଏହି ଯାତ୍ରା ଏପ୍ରିଲ…
କାର ଉପରେ ପଡ଼ିଲା ଗଛ: ଆଉ ତା’ପରେ ଘଟିଲା…
ପାଟଣା,୨୮।୩(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବ୍ଲକ ବଡ଼ ପାଟଣା ପଞ୍ଚାୟତ ଗୁଳୁଦିପଶି ଗ୍ରାମର କ୍ଷେତ୍ରବାସୀ ବାରିକଙ୍କ ଘର ବାହାରେ ଥିବା ଏକ କୋଳି ଗଛ କାର ଉପରେ ପଡ଼ି କାରଟି ଚୁରମାର ହୋଇ ଭାଙ୍ଗିଯାଇଛି। ସୂଚନା ଯେ, ଶୁକ୍ରବାର ବିଳମ୍ବିତ…
ଓକିଲ ସଂଘ ନିର୍ବାଚନ: ମଇଦାନରେ ୬ ପ୍ରାର୍ଥୀ, ସରଗରମ କୋର୍ଟ ପରିସର
ପୁରୁଷୋତ୍ତମପୁର,୨୮।୩ (ସବିତା ମିଶ୍ର): ସାରା ରାଜ୍ୟରେ ଓକିଲ ସଂଘ ନିର୍ବାଚନ ଚାଲିଛି। ଏହି ପରିପ୍ରେକ୍ଷୀରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର କୋର୍ଟ ପରିସରରେ ନିର୍ବାଚନ ଉଷ୍ମତା ସରଗରମ ହୋଇଉଠିଛି । ବିଭିନ୍ନ ପଦବୀ ଲାଗି ମଇଦାନରେ ରହିଥିବା ୬ ଜଣ ପ୍ରାର୍ଥୀ ନିଜ…
କେସିଙ୍ଗା ରେଳ ଷ୍ଟେଶନ ପରିଦର୍ଶନ କଲେ ସମ୍ବଲପୁର ରେଳ ପ୍ରବନ୍ଧକ: ସମସ୍ୟା ସମାଧାନ ପାଇଁ ଦେଲେ ପ୍ରତିଶ୍ରୁତି
କେସିଙ୍ଗା,୨୮।୩(ତୁମେଶ୍ୱର ସାହୁ): ସମ୍ବଲପୁର ରେଳ ପ୍ରବନ୍ଧକ କେସିଙ୍ଗା ରେଳ ଷ୍ଟେଶନକୁ ଶନିବାର ପରିଦର୍ଶନ କରି ଷ୍ଟେଶନର ବିଭିନ୍ନ ସମସ୍ୟା ଉପରେ ତଦନ୍ତ କରିଥିଲେ। ଏହି ଷ୍ଟେଶନରେ ଯାତ୍ରୀଙ୍କ ପାଇଁ ବିଶେଷ ସୁବିଧା ନ ଥିବାରୁ ଯାତ୍ରୀମାନେ ବହୁତ ହଇରାଣ ହେଉଛନ୍ତି। ରେଳ…
ଘରକୁ ଫେରୁଥିଲେ ଶ୍ରମିକ, ଧକ୍କା ଦେଲା ଟ୍ରାଭେଲର: ଆଉ ତା’ପରେ…
ଲୋଇସିଂହା,୨୮।୩(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ବାଦିମୁଣ୍ଡା- ବଲାଙ୍ଗୀର ରାସ୍ତାର ସରଗାଡରେ ଏକ ଅଜଣା ଗାଡ଼ି ଧକ୍କାରେ ଶନିବାର ଭୋର ସକାଳୁ ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ମୃତ ଶ୍ରମିକ ଜଣକ ହେଲେ ସରଗାଡ ଗାଁର ତିରୋଲି ନାଗ (୫୨)। ଏହି…
ଖେମୁଣ୍ଡି ଓକିଲ ସଂଘ ନିର୍ବାଚନ: ମଇଦାନରେ ଅଛନ୍ତି ଏମାନେ, ଆଜି ଫଳାଫଳ ଘୋଷଣା
ଦିଗପହଣ୍ଡି,୨୮।୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାର ଶାନ୍ତି ଶୃଙ୍ଖଳାର ସହ ମତଦାନ ଚାଲିଛି। ଧାର୍ଯ୍ୟ ନିର୍ଦ୍ଧାରିତ ସମୟ ଅନୁଯାୟୀ ସକାଳ…

