ଆମ ଜିଲା ଖବର

ଦୁଇ ରାଜ୍ୟ ମଧ୍ୟରେ ସମ୍ପର୍କ ଯୋଡ଼ୁଛି ଦେଉଳା ହାଟ

ଭୋଗରାଇ,୧୪।୩(ପ୍ରଦୀପ ଦାସ)- ପଶ୍ଚିମବଙ୍ଗ ସୀମାକୁ ଲାଗି ଥିବା ବାଲେଶ୍ୱର ଜିଲାର ଉପାନ୍ତ ଭୋଗରାଇ ବ୍ଲକ ଅଧୀନ ଦେଉଳା ହାଟ ଦୁଇ ରାଜ୍ୟ ମଧ୍ୟରେ ସମ୍ପର୍କ ଯୋଡ଼ିଆସିଛି। ଦୁଇଶହ ବର୍ଷର ଏହି ପୁରୁଣା ହାଟ ଉପରେ ଉପାନ୍ତ ଅଞ୍ଚଳବାସୀ ଘରକରଣା ଓ...

ବକେୟା ବିଦ୍ୟୁତ୍‌ ବିଲ୍‌ ଆଦାୟକୁ ନେଇ ହାତାହାତି

ଉଦଳା,୧୪ା୩(ଡ଼ି.ଏନ୍‌.ଏ.)- ବକେୟା ବିଲ୍‌ ଆଦାୟ ନ ହେବାରୁ ବିଦ୍ୟୁତ୍‌ କାଟକୁ କେନ୍ଦ୍ର କରି ମୟୂରଭଞ୍ଜ ଜିଲା ଉଦଳା ନେସ୍କୋ କାର୍ଯ୍ୟାଳୟ କର୍ମଚାରୀ ଏବଂ ଉପଭୋକ୍ତା ମୁହଁାମୁହିଁ ହୋଇଛନ୍ତି ା ଉଭୟ ପକ୍ଷଙ୍କ ମଧ୍ୟରେ ପ୍ରଥମେ ବାକ୍‌ବିତଣ୍ଡା ଓ ପରେ ହାତାହାତି...

ମୃତ ଗାଡ଼ଭାଲୁ ଉଦ୍ଧାର

ରଣପୁର,୧୪।୩(ସ୍ବ.ପ୍ର.): ଟାଙ୍ଗୀ ବନବିଭାଗ ଅନ୍ତର୍ଗତ ନୟାଗଡ ଜିଲା କନ୍ଧନୂଆଗଡ ଶ୍ମଶାନ ନିକଟରୁ ଶୁକ୍ରବାର ପୂର୍ବାହ୍ନରେ ଏକ ଗାଡଭାଲୁର ମୃତଦେହ ଉଦ୍ଧାର କରାଯାଇଛି। ପରେ ପ୍ରାଣୀ ଚିକିତ୍ସକଙ୍କ ଦ୍ୱାରା ମୃତଦେହକୁ ବ୍ୟବଚ୍ଛେଦ କରାଯିବା ପରେ ବନବିଭାଗ ପକ୍ଷରୁ ପୋତି ଦିଆଯାଇଛି। ପ୍ରାଥମିକ...

ହିତାଧିକାରୀଙ୍କ ଘର ଆଗରେ ଅଧିକାରୀ

ଭଦ୍ରକ ଅଫିସ,୧୪।୩- ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଗ୍ରାମାଞ୍ଚଳର ଲୋକଙ୍କୁ ଗୃହ ଯୋଗାଇ ଦିଆଯାଉଛି। ସମସ୍ତେ ଯେପରି ପକ୍କାଘର ପାଇପାରିବେ ସେ ନେଇ ପ୍ରୟାସ ଜାରି ରହିଛି। କିନ୍ତୁ ଭଦ୍ରକ ଜିଲାରେ ଅଧିକାଂଶ ହିତାଧିକାରୀ କାର୍ଯ୍ୟାଦେଶ ପାଇ ମଧ୍ୟ ଘର କରିନାହାନ୍ତି,...

ଖଣି ଅଞ୍ଚଳରେ ବେରୋଜଗାରି ଚିନ୍ତା

ଯୋଡ଼ା, ୧୪।୩(ଡିିଏନ.ଏ.)- ରାଜ୍ୟ ସରକାରଙ୍କ ଖଣି ନିଲାମ ପ୍ରକ୍ରିୟା ପରେ ସ୍ଥାନୀୟ ଖଣିରେ କାର୍ଯ୍ୟରତ ଶ୍ରମିକ , ବନ୍ଦ ଥିବା ଖଣି ଗୁଡିକର ଶ୍ରମିକ ଏବଂ ଖଣି ସଂସ୍ଥା ସହିତ ପ୍ରତ୍ୟକ୍ଷ ଓ ପରୋକ୍ଷ ଭାବେ ନିର୍ଭରଶୀଳ ଥିବା ହଜାର...

ତାଲା ଭାଙ୍ଗି ଘରୁ ୭ ଲକ୍ଷ ଟଙ୍କାର ଅଳଙ୍କାର ଲୁଟ୍‌

ରଣପୁର,୧୪।୩(ସ୍ବ.ପ୍ର.): ଚାନ୍ଦପୁର ଥାନା କନ୍ଧନୟାଗଡ ଗଁ।ର ଭାଗୀରଥି ସାହୁଙ୍କ ଘର ଗ୍ରିଲ୍‌ ତାଲା ଭାଙ୍ଗି ଗୁରୁବାର ସନ୍ଧ୍ୟାରେ ଦୁର୍ବୃତ୍ତମାନେ ଆଲମାରୀରୁ ପ୍ରାୟ ୭ ଲକ୍ଷ ଟଙ୍କାର ସୁନା ଅଳଙ୍କାର ଚୋରାଇ ନେଇଛନ୍ତି। ସେହିପରି ଅନ୍ୟ କିଛି ଘରୋଇ ଉପକରଣ ମଧ୍ୟ...

ଅଭିଯୁକ୍ତଙ୍କୁ ୭ ବର୍ଷ କାରାଦଣ୍ଡାଦେଶ

ଅନୁଗୋଳ ଅଫିସ୍‌, ୧୪।୩ ଏକ ଡକାୟତି ମାମଲାର ବିଚାର କରି ଅନୁଗୋଳ ଆସିଷ୍ଟାଣ୍ଟ ସେସନ୍‌ସ ଜଜ୍‌ କମ୍‌ ସିଜେଏମ୍‌ କୋର୍ଟ ଅଭିଯୁକ୍ତ ଜରାସିଂହାର କାଳିଆ ଓରଫ ପ୍ରଦୀପ ବେହେରା(୨୮)ଙ୍କୁ ଦୋଷୀ ସାବ୍ୟସ୍ତ କରିବା ସହ ୭ ବର୍ଷ କାରାଦଣ୍ଡାଦେଶ ପ୍ରଦାନ...

ବଇଣ୍ଡାକୁ ଆସିଲା ନୂତନ ୧୦୮ ଆମ୍ବୁଲାନ୍ସ

ବଇଣ୍ଡା,୧୪।୩(ଡି.ଏନ.ଏ.) କିଶୋରନଗର ବ୍ଲକ ବଇଣ୍ଡା ଅଞ୍ଚଳକୁ ଏକ ନୂତନ ୧୦୮ ଆମ୍ବୁଲାନ୍ସ ଗୁରୁବାର ସ୍ବାସ୍ଥ୍ୟବିଭାଗ ପକ୍ଷରୁ ଯୋଗାଇ ଦିଆଯାଇଛି। ଦୀର୍ଘବର୍ଷ ହେବ ଏଠାରେ ଥିବା ୧୦୮ ଆମ୍ବୁଲାନ୍ସ ଭାଙ୍ଗି ଯାଇଥିବା ବେଳେ ଡୋର୍‌ରେ ଦଉଡି ଭିଡି ସେବା ଯୋଗାଇ ଦିଆଯାଉଥିଲା।...

ଭିତ୍ତିଭୂମି ନାହିଁ, ଶିକ୍ଷାଦାନ ବାଧାପ୍ରାପ୍ତ

ଛେଣ୍ଡିପଦା,୧୪।୩(ସ୍ବ.ପ୍ର.) ଏକଦା ଶିକ୍ଷାକ୍ଷେତ୍ରରେ ନାଁ କମାଇଥିବା ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକସ୍ଥିତ ପୁରାତନ ଶିକ୍ଷାନୁଷ୍ଠାନ ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନ ଏବେ ନାନା ସମସ୍ୟାରେ ଗତି କରୁଛି। ଭିତ୍ତିଭୂମି, ଆନୁଷଙ୍ଗିକ ବ୍ୟବସ୍ଥା ପ୍ରତି ଗୁରୁତ୍ୱ ଦିଆଯାଉ ନ ଥିବା ସହ...

ବିଭାଗୀୟ ତଦନ୍ତ ଆରମ୍ଭ

ବଇଣ୍ଡା,୧୪।୩(ଡି.ଏନ.ଏ.) ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଠାକୁରଗଡ଼ ଥାନା ପିତାବଳୀବାହାଳ ଛକ(କନ୍ତପଡ଼ା)ଠାରୁ ବିପ୍ରଡିହ ପର୍ଯ୍ୟନ୍ତ ଦୀର୍ଘ ୧୨ କିମି ମାଟି ରାସ୍ତାକୁ ମୁଖ୍ୟମନ୍ତ୍ରୀ ସଡ଼କ ଯୋଜନା ପକ୍କା ରାସ୍ତା ନିର୍ମାଣ କରାଯାଉଛି। ହେଲେ ଉକ୍ତ ରାସ୍ତା ଠିକାଦାର-ବିଭାଗୀୟ ଯନ୍ତ୍ରୀଙ୍କ ମଧ୍ୟରେ...

ପିଏମ୍‌ଏଜିଓ୍ବାଇରେ ୨୦ ଗ୍ରାମ ଚିହ୍ନଟ

ଢେଙ୍କାନାଳ ଅଫିସ, ୧୪।୩ ଢେଙ୍କାନାଳ ଗ୍ରାମ୍ୟ ଉନ୍ନୟନ ସମ୍ମିଳନୀ କକ୍ଷରେ ଶୁକ୍ରବାର ଜିଲା ଉନ୍ନୟନ ସମନ୍ବୟ ଓ ପର୍ଯ୍ୟାଲୋଚନା କମିଟି (ଦିଶା) ବୈଠକ ଅନୁଷ୍ଠିତ ହୋଇଯାଇଛି। ଏମ୍‌ପି ମହେଶ ସାହୁ ଏଥିରେ ଅଧ୍ୟକ୍ଷତା କରିଥିଲେ। ଜନପ୍ରତିନିଧି ଏବଂ ପ୍ରଶାସନିକ ଅଧିକାରୀ...

ଧାଡ଼ିରେ କଟୁଛି ଓଳିଏ

କାମାକ୍ଷାନଗର, ୧୪।୩(ଡି.ଏନ.ଏ.) ‘ବୟସ ୬୦ ଛୁଇଁଲାଣି। ହାଇ ବ୍ଲଡ୍‌ପ୍ରେସର। ମାସକୁ ଦୁଇଧରି ଆସି ପରୀକ୍ଷା କରିବାକୁ ଡାକ୍ତର କହିଛନ୍ତି। ଡାକ୍ତରଖାନାରୁ ଘର ୧୫କିମି ଦୂର। ଶୁକ୍ରବାର ଭୋର୍‌ ୫ଟାରୁ ବସ୍‌ରେ ଆସି ୮ଟାରୁ ଛିଡ଼ା ହୋଇଛି। ରୋଗଣା ଦେହ। ଭାରି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri