ଆମ ଜିଲା ଖବର

କରୋନା: କଟକଣା ଭାଙ୍ଗିଲେ କଠୋର କାର୍ଯ୍ୟାନୁଷ୍ଠାନ

କଟକ ଅଫିସ, ୧୮ା୯: ଲକ୍‌ଡାଉନ ଉଠିଯିବା ପରେ କରୋନା କଟକଣାକୁ ଅଧିକାଂଶ ମାନୁନାହାନ୍ତି। ଫଳରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବହୁଗୁଣିତ ହେବାରେ ଲାଗିଛି। ବିଶେଷକରି କଟକ ଓ ଭୁବନେଶ୍ୱରରେ ସ୍ଥିତି ଜଟିଳ ହୋଇପଡୁଛି। ଏହାକୁ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ…

ଅଦରକାରୀ ଜରିରୁ ଜୀବିକା

କେନ୍ଦୁଝର, ୧୮ା୯ (ସ୍ବ.ପ୍ର.)-ନିର୍ମାଣ କାର୍ଯ୍ୟରେ ଲାଗୁଥିବା ସିମେଣ୍ଟ ବସ୍ତାଗୁଡ଼ିକ ପରବର୍ତ୍ତୀ ସମୟରେ ଅଦରକାରୀ ହୋଇପଡ଼େ। ତେଣୁ ଏହାକୁ ଏଣେ ତେଣେ ଫୋପାଡ଼ି ଦିଆଯାଏ। ଏହି ଜରି ବସ୍ତା ପରିବେଶ ପାଇଁ ହାନିକାରକ ହୋଇଥାଏ। କିନ୍ତୁ ତେଲକୋଇ ବ୍ଲକର ଛାମୁଣ୍ଡା ଗ୍ରାମର ମହିଳାମାନେ…

ଅନ୍ତେବାସୀଙ୍କୁ ପୋକରା ଚାଉଳ

ବାରିପଦା ଅଫିସ,୧୮ା୯-ଅନୁସୂଚିତ ଜାତି ଓ ଜନଜାତି ଉନ୍ନୟନ ବିଭାଗ(ଏସ୍‌ଏସ୍‌ଡି) ଅଧୀନରେ ଥିବା ୩ଶହ ଛାତ୍ର ଓ ୨ଶହ ଛାତ୍ରୀ ଶଯ୍ୟା ବିଶିଷ୍ଟ ସୀମାନ୍ତ ଉଚ୍ଚ ବିଦ୍ୟାଳୟ ବଣକାଟିର ଅନ୍ତେବାସୀଙ୍କୁ ପୋକରା ଚାଉଳ ଦିଆଯାଉଥିବା ଅଭିଯୋଗ ହୋଇଛି। ରାଜ୍ୟ ସରକାରଙ୍କ ଉନ୍ନୟନ ବିଭାଗର…

ରାଜ୍ୟର ଆଉ ଜଣେ ବିଧାୟକଙ୍କୁ କରୋନା

ଭୁବନେଶ୍ୱର,୧୭।୯(ବ୍ୟୁରୋ)-ମହାମାରୀ କରୋନାରେ ଆକ୍ରନ୍ତ ହୋଇଛନ୍ତି ପୁରୀ ସଦର ବିଧାୟକ ଜୟନ୍ତ ଷଡ଼ଙ୍ଗୀ। ତାଙ୍କ କରୋନା ରିପୋର୍ଟ ପଜିଟିଭ ଆସିଛି। ଏ ନେଇ ସେ ସୋସିଆଲ ମିଡିଆ ଜରିଆରେ ସୂଚନା ଦେଇଛନ୍ତି। ସେ କହିଛନ୍ତି, ତାଙ୍କର କୋଭିଡ ରିପୋର୍ଟ ପଜିଟିଭ ଆସିଛି। ବର୍ତ୍ତମାନ…

ଜେଲ୍‌ କଲୋନୀ ଡିଆଇଜିଙ୍କ ଘରୁ ନାଗ ଉଦ୍ଧାର

ଚୌଦ୍ୱାର,୧୭ା୯(ଡି.ଏନ୍‌.ଏ.): ଚୌଦ୍ୱାର ସର୍କଲ ଜେଲ କଲୋନୀ ଡିଆଇଜି କ୍ୱାର୍ଟର୍ସ ପରିସରରୁ ଏକ ୪ ଫୁଟ ଲମ୍ବର ନାଗସାପ ବୁଧବାର ରାତିରେ ଉଦ୍ଧାର କରାଯାଇଛି। ସୂଚନା ଅନୁଯାୟୀ ରାତିରେ କ୍ୱାର୍ଟର୍ସ ଭିତରକୁ ଏକ ନାଗସାପ ପଶୁଥିବା ଦେଖି ଲୋକେ ଭୟଭୀତ ହୋଇପଡ଼ିଥିଲେ। ପରେ…

ବିଡିଓଙ୍କୁ ୭ ଦଫା ଦାବିପତ୍ର ପ୍ରଦାନ କଲେ ୫୦୦ରୁ ଊର୍ଦ୍ଧ୍ୱ ଗ୍ରାମବାସୀ

ଚିତ୍ରକୋଣ୍ଡା,୧୭ା୯(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବ୍ଲକ ଅନ୍ତର୍ଗତ ଉପାନ୍ତ ଅଞ୍ଚଳର ୭ଟି ପଞ୍ଚାୟତ ଦୋରାଗୁଡ଼ା, ନୂଆଗୁଡ଼ା, ଗୁଣ୍ଠାଓ୍ବାର୍ଡl, କପାତୁଟି, କୁରୁମାନୁର, ପାପୁଲୁର ଓ ଟନେଲକ୍ୟାମ୍ପ ପଞ୍ଚାୟତର ୫୦୦ରୁ ଊର୍ଦ୍ଧ୍ୱ ଆଦିବାସୀ ଦୋରାଗୁଡ଼ା ପଞ୍ଚାୟତ ଆରଏସ୍‌ସି ୯ ନମ୍ବର ଗ୍ରାମରେ ଏକତ୍ରିତ ହୋଇ…

ବରଗଡ଼ ପୋଲିସକୁ ବଡ଼ ସଫଳତା: ଧରାପଡ଼ିଲେ ଲୁଟେରା ଗ୍ୟାଙ୍ଗ

ବରଗଡ଼ ଅଫିସ,୧୭ା୯: ବରଗଡ଼ ସହର ସମେତ ଜିଲାର ବିଭିନ୍ନ ସ୍ଥାନରେ ଗତ କିଛିଦିନ ହେଲା ଚୋରି, ଲୁଟ୍‌ କରି ଆତଙ୍କ ସୃଷ୍ଟି କରିଥିବା ଏକ ଗ୍ୟାଙ୍ଗକୁ ପୋଲିସ ଧରିବାରେ ସକ୍ଷମ ହୋଇଛି। ଗ୍ୟାଙ୍ଗର ୫ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ସେମାନେ ହେଲେ,…

ମୂଷାଖରୀ ସରପଞ୍ଚ କରୋନା ସଂକ୍ରମିତ

ପାଟଣା,୧୭ା୯(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ମୂଷାଖରୀ ପଞ୍ଚାୟତର ୫ ଜଣଙ୍କର ଆଣ୍ଟିଜେନ ଟେଷ୍ଟ ପରେ ପଜିଟିଭ ଚିହ୍ନଟ ହୋଇଛନ୍ତି। ପରେ ୪ଜଣଙ୍କୁ ଗୁରୁବାର କେନ୍ଦୁଝର ରାଙ୍କିସ୍ଥିତ କୋଭିଡ୍‌ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି। ଉକ୍ତ ପଞ୍ଚାୟତର ମହିଳା ସରପଞ୍ଚ ତଥା କରୋନା…

ହାଇକୋର୍ଟରେ ଦଶହରା ମାମଲା: ଯେତିକି ଉଚ୍ଚର ମୂର୍ତ୍ତି ହୋଇଛି, ସେତିକି ରହିବ

କଟକ ଅଫିସ,୧୭।୯: ଦଶହରାରେ ମୃଣ୍ମୟୀ ମୂର୍ତ୍ତି ନିର୍ମାଣକୁ ନେଇ ଲାଗିଥିବା ବିବାଦରେ ହାଇକୋର୍ଟ ବୁଧବାର ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ଯେଉଁ ପୂଜା କମିଟି ଯେତିକି ଉଚ୍ଚତାର ମୃଣ୍ମୟୀ ମୂର୍ତ୍ତି ନିର୍ମାଣ କରିଛନ୍ତି, ସେତିକି ଉଚ୍ଚତା ପର୍ଯ୍ୟନ୍ତ ଅନୁମତି ମିଳିବ। ଏ ନେଇ…

ବିନା ଭକ୍ତରେ ଧବଳମୁଖୀ ବେଶରେ ମା’ ସମଲେଶ୍ୱରୀ

ବରଗଡ଼ ଅଫିସ,୧୭ା୯: ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ବରୀ ଗୁରୁବାର ଧବଳମୁଖୀ ବେଶରେ ଦର୍ଶନ ଦେଇଛନ୍ତି। କୋଭିଡ୍‌-୧୯ କଟକଣାକୁ ଦୃଷ୍ଟିରେ ରଖି ଏହି ପୀଠରେ ମହାଳୟା ତିଥି ପାଳନ କରାଯାଉ ଥିବାବେଳେ ଅନ୍ୟବର୍ଷ ଭଳି ମା’ସମଲେଶ୍ବରୀଙ୍କୁ ଏହି ବେଶରେ ଦର୍ଶନ ପାଇଁ ଭକ୍ତଙ୍କ…

ଠିକାଦାରଙ୍କୁ ଅନୁକମ୍ପା ଚର୍ଚ୍ଚା

ଅନୁଗୋଳ ଅଫିସ୍‌, ୧୭।୯: ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ କାର୍ଯ୍ୟ କରୁଥିବା ଠିକାସଂସ୍ଥାଗୁଡିକୁ ଅନୁକମ୍ପା ଦେଖାଯାଉଥିବା ନେଇ ଚର୍ଚ୍ଚା ଜୋର ଧରିଛି। ଠିକାସଂସ୍ଥାଗୁଡିକର ଟେଣ୍ଡର ଡକା ନ ଯାଇ କେବଳ ରିନ୍ୟୁଆଲ କରିଦିଆଯାଉଥିବା ନେଇ ଅଭିଯୋଗ ଉଠିଛି। ସୂଚନା ଅନୁଯାୟୀ, ଚିକିତ୍ସାଳୟରେ…

୧୨ ଫୁଟର ଅଜଗର ଉଦ୍ଧାର

ଅନୁଗୋଳ ଅଫିସ, ୧୭।୯: ଅନୁଗୋଳ ଜିଲା ବେନ୍ତପୁର ଗ୍ରାମରୁ ବୁଧବାର ଏକ ୧୨ ଫୁଟର ଅଜଗର ଉଦ୍ଧାର କରାଯାଇଛି। ମହେନ୍ଦ୍ର ଭୋଇଙ୍କ ଘର ପାଖ ଧାନ ବିଲରେ ଅଜଗରକୁ ଦେଖି ସ୍ଥାନୀୟ ଯୁବକମାନେ ସର୍ପମିତ୍ର ଆଦିତ୍ୟ ବେହେରାଙ୍କୁ ଖବର ଦେଇଥିଲେ। ଆଦିତ୍ୟଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?