ଆମ ଜିଲା ଖବର

ଭତାରୁ ବଁଚିତ୍‌ ପକ୍ଷାଘାତ ରୁଗୀ କୌଶଲ୍ୟା

  ଲୋଇସିଂହା, ୧୪।୩ (ଡି.ଏନ୍‌.ଏ.)- ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଅଧୀନ ବାଦିବାହାଲ ଗଁାର କଳାକାର ନାଏକକଁର ମାଏକିନା କୌଶଲ୍ୟା ନାଏକ(୬୧)। ସେ ପକ୍ଷାଘାତ ରୋଗ୍‌ରେ ପୀଡ଼ିତ ଅଛନ୍‌। ଚିକିଛାରେ ପାଖାପାଖି ଦେଢ଼ ଲାଖ୍‌ ଟଁକା ସାରି ସରବ୍‌ସୁଅଁାତ ହେଇଛନ୍‌।...

ଗ୍ରୀଷ୍ମ ଆରମ୍ଭରୁ ଜଳକଷ୍ଟ

ବିନିକା,୧୩ା୩(ଡି.ଏନ୍‌.ଏ.): ସୁବର୍ଣ୍ଣପୁର ଜିଲା ବିନିକା ବ୍ଲକ ମହାଦେବପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସଂସାମୁରା ଗାଁରେ ଗ୍ରୀଷ୍ମ ଆରମ୍ଭରୁ ଜଳକଷ୍ଟ ଦେଖାଦେଲାଣି। ୨ଟି ଓ୍ବାର୍ଡରେ ବିଶିଷ୍ଟ ଏହି ଗ୍ରାମରେ ୭ଶହରୁ ଉର୍ଦ୍ଧ୍ୱ ଲୋକେ ବାସ କରୁଥିବା ବେଳେ ରହିଛି ୪ଟି ନଳକୂପ।...

ଚର୍ଚ୍ଚରୁ ଲକ୍ଷାଧିକ ଟଙ୍କାର ସାମଗ୍ରୀ ଚୋରି

ରାଇକିଆ,୧୩ା୩(ଡି.ଏନ.ଏ): ରାଇକିଆ ବ୍ଲକ ମଣ୍ଡାକିଆ ପଞ୍ଚାୟତର ବୁଡାମାହା ବିଲିଭର୍ସ ଚର୍ଚ୍ଚରୁ ଗୁରବାର ରାତିରେ ଦୁର୍ବୃତ୍ତ ଲକ୍ଷାଧିକ ଟଙ୍କାର ସାମଗ୍ରୀ ଚୋରି କରି ନେଇଛନ୍ତି। ଏନେଇ ଶୁକ୍ରବାର ରାଇକିଆ ଥାନାରେ ଅଭିଯାଗ ହୋଇଛି। ଚର୍ଚ୍ଚରେ ଥିବା ଅଡିଓ ପ୍ଲେୟାର, କ୍ୟାସିଓ ମ୍ୟୁଜିକ୍‌...

ନିଶା ପାଇଁ ଟଙ୍କା ନଦେବାରୁ ଭଉଣୀ ତଣ୍ଟିଚିପି ହତ୍ୟା ଉଦ୍ୟମ

ଫୁଲବାଣୀ ଅଫିସ, ୧୩ା୩: ନିଶା ଖାଲି ମଣିଷକୁ ବିପଥଗାମୀ କରେନାହିଁ, ଆତ୍ମୀୟ ସ୍ବଜନଙ୍କୁ ମଧ୍ୟ ଛାଡେନାହିଁ। ଯାହାର ଜ୍ୱଳନ୍ତ ଉଦାହରଣ ଫୁଲବାଣୀ ସହର ପେଞ୍ଜିସାହିରେ ଦେଖିବାକୁ ମିଳିଛି। ମଦ ପାଇଁ ଟଙ୍କା ନଦେବାରୁ ଶୁକ୍ରବାର ଭଉଣୀ ତଣ୍ଟି ଚିପି ମାରିବାକୁ...

ଶ୍ରୀରାମନବମୀ ମହୋତ୍ସବ ପାଇଁ ଗଣଦୌଡ଼ ୧୫ରେ

ଭଦ୍ରକ ଅଫିସ, ୧୩।୩:  ଆସନ୍ତା ଏପ୍ରିଲ ୨ରେ ରାମ ନବମୀ। ଭଦ୍ରକର ପ୍ରସିଦ୍ଧ ଶ୍ରୀରାମ ନବମୀ ମହୋତ୍ସବ ଚଳିତବର୍ଷ ଆଡ଼ମ୍ବରରେ ଅନୁଷ୍ଠିତ ହେବ। ମହୋତ୍ସବ ପୂର୍ବରୁ ପ୍ରତିବର୍ଷ ପରି ଏଥର ମାତୃଭୂମି ପାଇଁ ଗଣଦୌଡ଼ ଆସନ୍ତା ୧୫ ତାରିଖରେ କାର୍ଯ୍ୟକ୍ରମ...

ନିଆଁ ଲାଗି ଜଳିଗଲା ଡିଜେଲ ଟ୍ୟାଙ୍କର

ରାଇସୁଆଁ/କେନ୍ଦୁଝର,୧୩।୩(ଡି.ଏନ.ଏ./ସ୍ବ.ପ୍ର.): କେନ୍ଦୁଝର ଜିଲା ସଦର ଥାନା ଅନ୍ତର୍ଗତ ରାଇସୁଆଁ ହାଇସ୍କୁଲ ନିକଟରେ ଶୁକ୍ରବାର ସନ୍ଧ୍ୟାରେ ଏକ ଡିଜେଲ ଟ୍ୟାଙ୍କର ନିଆଁ ଲାଗି ଜଳିଯାଇଛି। ଡ୍ରାଇଭର ଅଳ୍ପକେ ବର୍ତ୍ତି ଯାଇଛନ୍ତି। ସ୍ଥାନୀୟ ଲୋକେ ଚାଳକଙ୍କୁ ଉଦ୍ଧାର କରିବା ସହ ସଦର ଥାନାକୁ...

ଗୋରୁ ବ୍ୟବସାୟୀଙ୍କୁ ଆକ୍ରମଣ କରି ଲୁଟି ନେଲେ ୧.୭୦ ଲକ୍ଷ

ରୂପ୍‌ସା, ୧୩।୩(ଡି.ଏନ.ଏ.): ବାଲେଶ୍ୱର ୬୦ନଂ. ଜାତୀୟ ରାଜପଥର ସଦର ଥାନା ଅନ୍ତର୍ଗତ ନିଧିପଣ୍ଡା ଛକ ନିକଟରେ ଶୁକ୍ରବାର ଜଣେ ଗୋରୁ ବ୍ୟବସାୟୀଙ୍କୁ ଭୁଜାଲି ମାଡ଼ କରି ତାଙ୍କ ବାଇକ୍‌ ସହ ୧ଲକ୍ଷ ୭୦ହଜାର ଟଙ୍କା ଲୁଟ୍‌ ହୋଇଥିବା ଅଭିଯୋଗ ହୋଇଛି।...

କିରୋସିନ ବାଟମାରଣା ଅଭିଯୋଗରେ ଡିଲର ନିଲମ୍ବିତ

ବାଲେଶ୍ୱର ଅଫିସ, ୧୩।୩: ବାଲେଶ୍ୱର ସଦର ବ୍ଲକ ଅଧୀନ ଗୁଡ଼ ପଞ୍ଚାୟତର ଡିଲର ହିତାଧିକାରୀଙ୍କୁ କିରୋସିନ ନ ଦେଇ ହେରଫେର କରିଥିବା ନେଇ ୬ ମାସ ପୂର୍ବରୁ ଅଭିଯୋଗ ହୋଇଥିଲା। ଏହାର ତଦନ୍ତ କରାଯାଇ ଡିଲରଙ୍କୁ ନିଲମ୍ବନ କରାଯାଇଛି। ଗୁଡ଼...

ପାଲସୁଙ୍କୁ ପରିଶ୍ରମ ଦେଇଛି ସଫଳତା

ଗୋବିନ୍ଦପାଲି, ୧୩ା୩(ଡି.ଏନ.ଏ.): ମାଲକାନଗିରି ଜିଲ୍ଲା ଖଇରପୁଟ ବ୍ଲକ ବଟାଣିଗୁଡାର ପାଲସୁ ପାଙ୍ଗିଙ୍କୁ ପରିଶ୍ରମ ଦେଇଛି ସଫଳତା। ଜଣେ ସଫଳ କଦଳୀ ଚାଷୀ ରୂପେ ସେ ନିଜର ପରିଚୟ ସୃଷ୍ଟି କରିପାରିଛନ୍ତି। ପାଠ ପଢିବା ସହ କଠିନ ପରିଶ୍ରମ କରି ନିଜ...

କରୋନା ଭୂତାଣୁ ସମ୍ପର୍କରେ ସଚେତନତା ଶୋଭାଯାତ୍ରା

ଚିତ୍ରକୋଣ୍ଡା,୧୩ା୩(ଡି.ଏନ.ଏ.): ଚିତ୍ରକୋଣ୍ଡା ଏସଏସଡି ବାଳିକା ଉଚ୍ଚ ବିଦ୍ୟାଳୟ ପକ୍ଷରୁ ପ୍ରଧାନଶିକ୍ଷକ ରବୀନ୍ଦ୍ର କୁମାର ସେଠୀଙ୍କ ତତ୍ତ୍ୱାବଧାନରେ କରୋନା ଭୂତାଣୁ ସମ୍ପର୍କରେ ଏକ ସାଚତନତା କାର୍ଯ୍ୟକ୍ରମ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଶିକ୍ଷୟିତ୍ରୀ ଶିକ୍ଷକଙ୍କ ସହ ୫ଶହରୁ ଊର୍ଦ୍ଧ୍ୱ ଛାତ୍ରୀ ଶୋଭାଯାତ୍ରାରେ ଯାଇ...

କଟକ ଡାକ୍ତରଖାନାରେ ଚିକିତ୍ସା ସୁବିଧା ନ ପାଇ ଆଖି ବୁଜିଲେ ସମୀର

ଚିତ୍ରକୋଣ୍ଡା,୧୩ା୩(ଡି.ଏନ.ଏ.): ଚିତ୍ରକୋଣ୍ଡା ପଞ୍ଚାୟତ ସମିତି ଅନ୍ତର୍ଗତ ଦୋରାଗୁଡ଼ା ପଞ୍ଚାୟତ ଆରଏସସି-୧୪ ଗ୍ରାମର ସମୀର ଭତ୍ରାଙ୍କ ଚିକିତ୍ସାରେ ଅର୍ଥ ବାଧକ ସାଜିଛି ଶୀର୍ଷକ ଖବର ଗତ ଫେବୃୟାରୀ ୨୧ରେ ଧରିତ୍ରୀରେ ପ୍ରକାଶ ପାଇବା ପରେ ଏନେଇ ମୁଖ୍ୟମନ୍ତ୍ରୀ ଟୁଇଟ କରି ମାଲକାନଗିରି...

କେନ୍ଦୁଝରରେ ବେକ, ହାତ କଟା ଅବସ୍ଥାରେ ଯୁବକ ଉଦ୍ଧାର

କେନ୍ଦୁଝର, ୧୩।୩ (ସ୍ବ.ପ୍ର.): କେନ୍ଦୁଝର ଟାଉନ ଥାନା ଅନ୍ତର୍ଗତ ୪୯ତମ ଜାତୀୟ ରାଜପଥର ଧାଙ୍ଗରପଡ଼ା ନିକଟରୁ ଶୁକ୍ରବାର ରକ୍ତାକ୍ତ ଅବସ୍ଥାରେ ଜଣେ ଅଜଣା ଯୁବକଙ୍କୁ ଉଦ୍ଧାର କରାଯାଇଛି। ତାଙ୍କ ହାତ ଏବଂ ବେକ କଟା ଯାଇଥିବା ବେଳେ ସେ ରାସ୍ତାରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri