କରୋନା ମୁକାବିଲା ପ୍ରସ୍ତୁତି: ଔଷଧ, ଷ୍ଟାଫ୍ ମାଗିଲା ଏସ୍ସିବି
କଟକ ଅଫିସ, ୧୩।୩: କରୋନା ମୁକାବିଲା ପାଇଁ କଟକ ଏସ୍ସିବି ମେଡିକାଲରେ ଏକ ସ୍ବତନ୍ତ୍ର ଓ୍ବାର୍ଡ ଗଠନ କରାଯାଇଛି। ଏହି ସ୍ବତନ୍ତ୍ର ଓ୍ବାର୍ଡ ପାଇଁ ଔଷଧ ଓ ଷ୍ଟାଫ୍ ଯୋଗାଇ ଦେବାକୁ ଏସ୍ସିବି ମେଡିକାଲ ଅଧିକ୍ଷକଙ୍କ ପକ୍ଷରୁ ଶୁକ୍ରବାର ଡିଏମ୍ଇଟିଙ୍କୁ...
କୋଣାର୍କ ସୂର୍ଯ୍ୟ ମନ୍ଦିରରେ ସେଲ୍ଫି ନେବା ବେଳେ ଅଘଟଣ, ମହିଳା ପର୍ଯ୍ୟଟକ ଗୁରୁତର
ଗୋପ, ୧୩।୩(ଡି.ଏନ୍.ଏ.): କୋଣାର୍କ ସୂର୍ଯ୍ୟ ମନ୍ଦିରରେ ଶୁକ୍ରବାର ଜଣେ ପର୍ଯ୍ୟଟକ ସେଲ୍ଫି ନେବାବେଳେ ଖସିପଡ଼ି ଗୁରୁତର ହୋଇଛନ୍ତି। ସେ ହେଲେ ଭୁବନେଶ୍ବର ୟୁନିଟ୍ ୯ର ମହିଳା ପର୍ଯ୍ୟଟକ ଶୁଭାସିନ ମାଲିକ(୨୨)। ପ୍ରକାଶ ଯେ, ଶୁଭାସିନ ପରିବାର ସହ କୋଣାର୍କ ସୂର୍ଯ୍ୟ...
ଦୁଇ ବାଇକ୍ ମୁହାଁମୁହିଁ: ଜଣେ ଆରୋହୀଙ୍କ ମୃତ୍ୟୁ
ପଦ୍ମପୁର,୧୩।୩(ଡି.ଏନ୍.ଏ.): ଭଦ୍ରକ ଗ୍ରାମାଞ୍ଚଳ ଥାନା ଅଧୀନ କେଦାରପୁର ଗ୍ରାମରେ ଶୁକ୍ରବାର ଦୁର୍ଘଟଣା ଘଟିଛି। ଦୁଇ ବାଇକ୍ ମୁହାଁମୁହିଁ ଧକ୍ତାରେ ଜଣେ ଆରୋହୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଉତ୍ତମ କୁମାର ପାଳ (୨୮)। ଉତ୍ତମ ଗ୍ରାମ ରାସ୍ତାରେ ଏକ ବାଇକ୍...
ପୋଖରୀରେ ବୁଡ଼ି ଛାତ୍ରୀଙ୍କ ଜୀବନଗଲା, ଦେଇଥିଲେ ମାଟ୍ରିକ୍ ପରୀକ୍ଷା
ପଦ୍ମପୁର,୧୩।୩(ଡି.ଏନ୍.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ବିରସ ପଞ୍ଚାୟତ ତମ୍ବାଖଣ୍ଡି ଗ୍ରାମରେ ଜଣେ ଛାତ୍ରୀଙ୍କ ପୋଖରୀରେ ବୁଡ଼ି ମୃତ୍ୟୁ ଘଟିଛି। ସେ ହେଲେ ରଶ୍ମିତା ଘଡେଇ। ରଶ୍ମିତା ଗୁରୁବାର ସନ୍ଧ୍ୟାରେ ଗ୍ରାମ ଦୋକାନକୁ ଆଳୁ କିଣିବାକୁ ଯାଇ ଘରକୁ...
ମାଛଧରା ହେଲା କାଳ: ପୋଖରୀରେ ବୁଡ଼ି ଜଣଙ୍କ ଜୀବନଗଲା
ସୋର,୧୩।୩(ଡି.ଏନ୍.ଏ.): ବାଲେଶ୍ୱର ଜିଲା ସୋର ଥାନା ଅନ୍ତର୍ଗତ ଗୋପାଳପୁର ଗ୍ରାମର ଜଣେ ବ୍ୟକ୍ତି ଶୁକ୍ରବାର ମାଛ ଧରିବାକୁ ଯାଇଥିବା ବେଳେ ପୋଖରୀରେ ବୁଡ଼ି ତାଙ୍କର ମୃତ୍ୟୁ ଘଟିଛି। ସେ ହେଲେ ରବୀନ୍ଦ୍ର ବେହେରା(୫୨)। ରବୀନ୍ଦ୍ର ନିଜ ଘର ପଛପଟେ ଥିବା...
୭ ଦଫା ଦାବିରେ ରାଜନଗର ବ୍ଲକ କଂଗ୍ରେସ କମିଟି ପକ୍ଷରୁ ବିକ୍ଷୋଭ
ରାଜନଗର,୧୩।୩(ଡି.ଏନ୍.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ କଂଗ୍ରେସ କମିଟି ପକ୍ଷରୁ ୭ ଦଫା ଦାବିରେ ଶୁକ୍ରବାର ମଧ୍ୟାହ୍ନରେ ରାଜନଗର ତହସିଲ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ କରାଯାଇଛି। ପୂର୍ବତନ ବିଧାୟକ ଅଂଶୁମାନ ମହାନ୍ତିଙ୍କ ନେତୃତ୍ୱରେ ଶତାଧିକ କର୍ମୀ କଂଗ୍ରେସ କାର୍ଯ୍ୟାଳୟଠାରୁ ବାହାରି...
ମେଳଣ ଦେଖି ଫେରୁଥିବା ବେଳେ ଗଛକୁ ପିଟିଲା ବାଇକ୍: ଆରୋହୀ ମୃତ
ଧାମନଗର,୧୩।୩(ଡି.ଏନ୍.ଏ.): ଭଦ୍ରକ ଜିଲା ଧାମନଗର ଥାନା ତାଳସିଠା ନିକଟରେ ଶୁକ୍ରବାର ଏକ ଦୁର୍ଘଟଣା ଘଟିଛି। ଏଥିରେ ଜଣଙ୍କର ମୃତ୍ୟୁ ଘଟିଛି। ସେ ହେଲେ ବନ୍ତ ବ୍ଲକ ସୁନାଗଡିଆ ଗ୍ରାମର ଅଜୟ ବାରିକ (୩୩)। ଅଜୟ ଚୁଡାକୁଟି ମେଳଣ ଦେଖି ଫେରୁଥିବା...
ପାଟ୍ରୋଲିଂ ସମୟରେ ଚୋରା ଗାଡ଼ି ଧରିଲା ପୋଲିସ
ଆଠଗଡ଼,୧୩।୩(ସ୍ବ.ପ୍ର.): ଚୋରଙ୍କୁ ଅଡୁଆ ଏବେ ପୋଲିସର ଚେକିଂ। ଏହାର ପ୍ରଭାବ ଆଠଗଡ଼ରେ ଦେଖିବାକୁ ମିଳିଛି। ଗୁରୁବାର ରାତିରେ ଏକ ଚାରିଚକିଆ ଚୋରା ଗାଡ଼ିକୁ ଦୁର୍ବୃତ୍ତମାନେ ଆଠଗଡ଼ ରଥଗଡ଼ା ଛକଠାରେ ଛାଡ଼ି ଫେରାର ହୋଇଯାଇଥିଲେ। ଏହାକୁ ପାଟ୍ରୋଲିଂ କରୁଥିବା ପୋଲିସ ଉଦ୍ଧାର...
ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ପେନ୍ସନ୍ଭୋଗୀଙ୍କ ବିକ୍ଷୋଭ
କେନ୍ଦୁଝର,୧୩।୩(ସ୍ବ.ପ୍ର.): ଇପିଏଫ୍ ପେନ୍ସନ୍ ଆସୋସିଏଶନ କେନ୍ଦୁଝର ଶାଖା ପକ୍ଷରୁ ୩ ଦଫା ଦାବିରେ ଶୁକ୍ରବାର ବିକ୍ଷୋଭ କରାଯାଇଛି। ଟେଲିଫୋନ୍ ଭବନ ଛକରୁ ପେନସନ୍ଧାରୀମାନେ ଏକ ଶୋଭାଯାତ୍ରାରେ ବାହାରି ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ପହଞ୍ଚି ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ସର୍ବନିମ୍ନ ୯...
ଦାରିଙ୍ଗବାଡ଼ିରେ କରୋନା ସନ୍ଦିଗ୍ଧ
ଦାରିଙ୍ଗବାଡ଼ି,୧୩।୩(ଡି.ଏନ୍.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ଜଣେ କରୋନା ଆକ୍ରାନ୍ତ ଥିବା ସନ୍ଦେହ କରାଯାଇଛି। ସନ୍ଦିଗ୍ଧ ରୋଗୀଙ୍କୁ ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପକ୍ଷରୁ ପ୍ରାଥମିକ ଚିକିତ୍ସା ପରେ ଘରକୁ ପଠାଇ ଦିଆଯାଇଛି। ସୂଚନାଯୋଗ୍ୟ, ଉକ୍ତ ବ୍ଲକର ହଜାର ହଜାର ସଂଖ୍ୟକ...
କାଠଯୋଡ଼ିରୁ ଅଚିହ୍ନା ମୃତଦେହ ଉଦ୍ଧାର: ହୋଲିରେ ହତ୍ୟାକରି ଫିଙ୍ଗି ଦେଇଥିବା ସନ୍ଦେହ
କଟକ ଅଫିସ,୧୩।୩: ସହରର ସୁଭାଷ ସେତୁ ନିକଟସ୍ଥ କାଠଯୋଡ଼ି ନଦୀରୁ ଶୁକ୍ରବାର ମଧ୍ୟାହ୍ନରେ ଜଣେ ଅଚିହ୍ନା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି। ସିଡିଏ ଅଗ୍ନିଶମ ବିଭାଗ କର୍ମଚାରୀମାନେ ଏହି ମୃତଦେହ ଉଦ୍ଧାର କରିଥିବା ବେଳେ ମୃତକଙ୍କର କୌଣସି ପରିଚୟ ମିଳିପାରିନାର୍ହିଁ।...
ଗଞ୍ଜାମ ଏନ୍ଏସିରେ ମିଳୁନି ହରିଶ୍ଚନ୍ଦ୍ର ଯୋଜନା ଫର୍ମ: ଯୋଗାଇବାକୁ ଦାବି
ଗଞ୍ଜାମ,୧୩।୩(ଡି.ଏନ୍.ଏ.): ରାଜ୍ୟ ସରକାର ଜନସାଧାରଣଙ୍କ ଲାଗି ଜନ୍ମଠାରୁ ମୃତ୍ୟୁ ପର୍ଯ୍ୟନ୍ତ ଅନେକ ଯୋଜନା କରିଛନ୍ତି। ଜନ୍ମ ହେଲେ ମମତା ଯୋଜନା ଓ ମୃତ୍ୟୁ ଘଟିଲେ ହରିଶ୍ଚନ୍ଦ୍ର ଯୋଜନାରେ ଆର୍ଥିକ ସହାୟତା ପ୍ରଦାନ କରାଯାଉଛିି l ମାତ୍ର କେତେକ ସ୍ଥାନରେ ଏଥିରେ...
Archives


