ଆମ ଜିଲା ଖବର

ଗଞ୍ଜାମ ସହରରେ ଅଧିକାଂଶ ଲୋକ ବର୍ତ୍ତମାନ ପିନ୍ଧୁନାହାନ୍ତି ମାସ୍କ

ଗଞ୍ଜାମ,୧୫।୯(ଡି.ଏନ୍‌.ଏ.): ଗଞ୍ଜାମସହରରେ ମହାମାରୀ କରୋନା ସ୍ଥିତି ବର୍ତମାନ ନିୟନ୍ତ୍ରଣ ଥିବା ଜଣା ପଡିଛି । ଏହି ଏନ୍‌ଏସି ରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯୦ ଥିବା ବେଳେ ୮୬ ଜଣ ବ୍ୟକ୍ତି ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସହରର ଦୁଇ ଜଣ…

ମହାପ୍ରଭୁଙ୍କ ଜମି ହାତେଇବାକୁ ମସୁଧା

ପୁରୀ ଅଫିସ, ୧୫।୯: ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ନାଁରେ ୬୦ ହଜାର ଏକରରୁ ଊର୍ଦ୍ଧ୍ୱ ଜମି ରହିଛି। ଏହି ଜମି କେବଳ ପୁରୀ କିମ୍ବା ଓଡ଼ିଶାରେ ନୁହେଁ ବାହାର ରାଜ୍ୟରେ ବି ଅଛି। କିନ୍ତୁ ପରିତାପର ବିଷୟ ହଜାର ହଜାର ଏକର ଜମି…

ମୂର୍ତ୍ତି କାରିଗର ପାଲଟିଲେ ଛତୁଚାଷୀ

ଖୋର୍ଦ୍ଧା ଅଫିସ,୧୫।୯: କରୋନା ମହାମାରୀ ଲୋକଙ୍କ ଜୀବନ ନେବା ସହ ଜୀବିକା ବଦଳାଇ ଦେଇଛି। ପରିବାର ପ୍ରତିପୋଷଣ ପାଇଁ ଶେଷରେ ଛତୁ ଚାଷ କରିବାକୁ ବାଧ୍ୟ ହୋଇଛନ୍ତି ଖୋର୍ଦ୍ଧା ଉପକଣ୍ଠ ଗୁରୁଜଙ୍ଗ ମାଳି ସାହିର ମୂର୍ତ୍ତି କାରିଗର ଆଶିଷ ରଣା। ସୂଚନା…

ଆଶୀର୍ବାଦଙ୍କୁ କ୍ଲିନ୍‌ଚିଟ୍‌

କଟକ ଅଫିସ,୧୫।୯: ରାଜ୍ୟ କ୍ରୀଡାର ବରିଷ୍ଠ ସଙ୍ଗଠକ ଆଶୀର୍ବାଦ ବେହେରାଙ୍କୁ ସୁପ୍ରିମ୍‌କୋର୍ଟ କ୍ଲିନ୍‌ଚିଟ୍‌ ଦେଇଛନ୍ତି। ଓଡ଼ିଶା ଅଲିମ୍ପିକ ଆସୋସିଏଶନ(ଓଓଏ) ପକ୍ଷରୁ ବିବାଦୀୟ ଜମି ଉପରେ ଦୋକାନ ଗୃହ, କଲ୍ୟାଣ ମଣ୍ଡପ ନିର୍ମାଣକୁ ନେଇ ସିବିଆଇ ଜାଲରେ ଆଶୀର୍ବାଦ ଛନ୍ଦି ହୋଇଥିଲେ। ପରବର୍ତ୍ତୀ…

ମା’ବିରଜାଙ୍କ ରଥଯାତ୍ରା ପାଇଁ ହାଇକୋର୍ଟରେ ପିଟିଶନ

ଯାଜପୁର ଟାଉନ, ୧୫।୯ (ଡି.ଏନ୍‌.ଏ.): ଯାଜପୁରର ଅଧିଷ୍ଠାତ୍ରୀ ମା’ ବିରଜାଙ୍କ ଶାରଦୀୟ ଦୂର୍ଗାପୂଜା ଅବସରରେ ହେଉଥିବା ରଥଯାତ୍ରା ଚଳିତବର୍ଷ କରାଇବାକୁ ସେବାୟତ ପରିଷଦ ହାଇକୋର୍ଟର ଦ୍ୱାରସ୍ଥ ହୋଇଛନ୍ତି। ପ୍ରତିବର୍ଷ ମା’ଙ୍କର ଦୂର୍ଗାପୂଜା ଅବସରରେ ସ୍ବତନ୍ତ୍ର ରଥଯାତ୍ରା ଅନୁଷ୍ଠିତ ହୋଇଥାଏ। ଚଳିତ ବର୍ଷ…

ପୁରୀରେ ଅଷ୍ଟ୍ରେଲିଆନ ଅଙ୍ଗୁର

ପୁରୀ ଅଫିସ, ୧୫।୯: ସାଧାରଣତଃ ଥଣ୍ଡା ଜଳବାୟୁ ପରିବେଶଭିତ୍ତିକ ଅଞ୍ଚଳରେ ଅଙ୍ଗୁର ଚାଷ କରାଯାଇଥାଏ। କିନ୍ତୁ ପୁରୀରେ ଏହାର ବ୍ୟତିକ୍ରମ ଦେଖିବାକୁ ମିଳିଛି। ସମୁଦ୍ର କୂଳିଆ ଅଞ୍ଚଳ ଏବଂ ଗରମ ପରିବେଶରେ ଫଳିଛି ପେନ୍ଥା ପେନ୍ଥା ଅଙ୍ଗୁର, ଯାହାକି ସମସ୍ତଙ୍କୁ ଆଶ୍ଚର୍ଯ୍ୟ…

ଶିଶୁ ସାହିତି୍ୟକ ନଦିଆ ବିହାରୀ ମହାନ୍ତିଙ୍କ ପରଲୋକ

କଟକ ଅଫିସ,୧୫।୯: ପ୍ରଖ୍ୟାତ ଶିଶୁ ସାହିତି୍ୟକ ନଦିଆ ବିହାରୀ ମହାନ୍ତି(୯୦)ଙ୍କର ସୋମବାର ପରଲୋକ ଘଟିଛି। ସେ କରୋନାରେ ଆକ୍ରାନ୍ତ ହୋଇ ଦୁଇଦିନ ତଳେ ମଙ୍ଗଳାବାଗର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ସେଠାରେ ଅପରାହ୍ନ ୨ଟା ୨୦ ମିନିଟ୍‌ରେ ପରଲୋକ ହୋଇଛି।…

ଶିକ୍ଷକଙ୍କ ବାଇକ ଡିକି ଭାଙ୍ଗି ନେଇଗଲେ ୭୬ ହଜାର ଟଙ୍କା

ହରଭଙ୍ଗା,୧୪।୯ -ବୌଦ୍ଧ ଜିଲା ପୁରୁଣା କଟକ ଥାନା ତିଳେଶ୍ୱର ବଜାର ମଧ୍ୟରୁ ସୋମବାର ଶିକ୍ଷକ ପ୍ରତାପ କିଶୋର ବେହେରାଙ୍କ ବାଇକ ଡିକି ଭାଙ୍ଗି ଦୁର୍ବୃତ୍ତମାନେ ୭୬୩୦୦ ଟଙ୍କା ନେଇଯାଇଛନ୍ତି। ଏ ନେଇ ପ୍ରତାପ ପୁରୁଣା କଟକ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି।…

ଭାଜପା କାର୍ଯ୍ୟକର୍ତ୍ତାଙ୍କୁ ହତ୍ୟା ଉଦ୍ୟମ ମାମଲା: ଫେରାର ୨ ଅଭିଯୁକ୍ତ ଗିରଫ

ଦିଗପହଣ୍ଡି,୧୪।୯(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବୋମକେଇ ଗ୍ରାମର ଜିଲା ଭାଜପା ଯୁବମୋର୍ଚ୍ଚା ସାଧାରଣ ସମ୍ପାଦକ ବାପି ପ୍ରଧାନଙ୍କୁ ହତ୍ୟା ଉଦ୍ୟମ ମାମଲାରେ ସମ୍ପୃକ୍ତ ଥିବା ୨ ଅଭିଯୁକ୍ତଙ୍କୁ ସୋମବାର ପୂର୍ବାହ୍ନରେ କେ.ନୂଆଗାଁ ପୋଲିସ ଗିରଫ କରିଛି। ଅଭିଯୁକ୍ତ ଦ୍ବୟ ହେଲେ…

ବରଗଡ଼ରେ ମାତିଲେ ଲୁଟେରା: ମହିଳାଙ୍କ ସୁନାଚେନ ଲୁଟି ୨ ଦୁର୍ବୃତ୍ତ ଫେରାର୍‌

ବରଗଡ଼ ଅଫିସ,୧୪।୯: ବରଗଡ଼ ସହରରେ ଅପରାଧୀ ସକ୍ରିୟ ହୋଇ ପଡିଛନ୍ତି। କେତେବେଳେ ଦାମି ଗାଡ଼ି ଏଠାରେ ଚୋରି ହେଉଛି ତ ଆଉ କେବେ ଦିନ ଦ୍ବିପ୍ରହରରେ ଲୁଟପାଟ ଚାଲିଛି। ସୋମବାର ପୂର୍ବାହ୍ନରେ ବରଗଡ଼ ମିନି ଷ୍ଟାଡିୟମ ପଛପଟ ନିକଟ ନେହେରୁ ଆସୋସିଏଶନର…

ସାପ ଆକୃତିର ପ୍ରଜାପତି

କୋରାପୁଟ,୧୪ା୯(ସ୍ବ.ପ୍ର.): କୋରାପୁଟ ସହରସ୍ଥିତ ଭବାନୀନଗର ଅଞ୍ଚଳରେ ଏକ ବିରଳ ପ୍ରଜାତିର ପ୍ରଜାପତି ଦେଖିବାକୁ ମିଳିଛି। ଏହା ସାପ ଆକୃତିର। ଏହି ଅଞ୍ଚଳରୁ ସୌଦାମିନି ବେହେରାଙ୍କ ଘର କାନ୍ଥରେ ଏହି ପ୍ରଜାପତିଟି ବସିଥିବା ଦେଖିବାକୁ ମିଳିଛି। ରବିବାରଠାରୁ ଏହା କେଉଁ ଆଡୁ ଆସି…

ଘିଅ କମ୍ପାନୀ ଉପରେ ଚଢ଼ାଉ, ୧୪୪୮ କିଲୋରୁ ଅଧିକ ନକଲି ଗୁଆଘିଅ, ସସ୍‌ ଜବତ

ଚୌଦ୍ୱାର,୧୪।୯(ଡି.ଏନ.ଏ): କଟକ ଜିଲା ଚୌଦ୍ୱାର ଥାନା ଅନ୍ତର୍ଗତ ପୌରପାଳିକା ୯ ନମ୍ବର ୱାର୍ଡ ସ୍ଥିତ ବାଳିକା ଉଚ୍ଚ ବିଦ୍ୟାଳୟ ନିକଟ ରାସ୍ତାରେ ଥିବା ଏକ ନକଲି ଘିଅ ଓ ସସ୍‌ କମ୍ପାନୀ ଉପରେ ଚୌଦ୍ୱାର ପୋଲିସ ଚଢ଼ାଉ କରିଛି। ଏହି କମ୍ପାନୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?