ଆମ ଜିଲା ଖବର

୬ ବର୍ଷ ପରେ ଗୋଡ଼ରୁ ଫିଟିଲା ଶିକୁଳି

ଗୋପ,୧୩।୩(ଡି.ଏନ୍‌.ଏ.): ଦୀର୍ଘ ୬ବର୍ଷ ପରେ ପୁରୀ ଜିଲା ଗୋପ ବ୍ଲକର ଆକାଶ କାଣ୍ଡି(୭)ଙ୍କ ଗୋଡ଼ରେ ପଡ଼ିଥିତ୍ବା ଲୁହା ଶିକୁଳି ଫିଟିଛି। ଏବେ ଆକାଶ ସ୍କୁଲକୁ ପାଠ ପଢ଼ିବାକୁ ଯିବା ସହ ସମାଜର ମୁଖ୍ୟ ସ୍ରୋତରେ ସାମିଲ ହୋଇପାରିବ ବୋଲି ଜଣାପଡ଼ିଛି।...

ନନ୍ଦନକାନନକୁ ଆସିବେ ୪ ଅଣ୍ଡିରା ସିଂହ, ୨ କୋକିଶିଆଳି

ବାରଙ୍ଗ,୧୩।୩(ଡି.ଏନ୍‌.ଏ.): ପଶୁପକ୍ଷୀ ଅଦଳବଦଳ ପ୍ରକ୍ରିୟାରେ ପ୍ରାଣୀ ଉଦ୍ୟାନ ନନ୍ଦନକାନନକୁ ଏଥର ଆସିବେ ୪ ଅଣ୍ଡିରା ସିଂହ। ଏଥିପାଇଁ ୫ଜଣିଆ ଟିମ ଆସନ୍ତା ୧୬ ତାରିଖରେ ଏହି ନୂଆ ଅତିଥିଙ୍କୁ ଆଣିବାକୁ ଛତିଶଗଡ଼ର କାନନପେଣ୍ଡାରୀ ଜୁଲୋଜିକାଲ ଗାର୍ଡେନ ବିଳାସପୁର ଚିଡିଆଖାନାକୁ ଯିବେ।...

ସେବାଶ୍ରମ ଶିକ୍ଷା

ନୂଆପଡ଼ା ଜିଲାରେ ସରକାର ଅନୁସୂଚିତ ଜାତି ଓ ଜନଜାତି ବର୍ଗର ପିଲାଙ୍କ ଲାଗି ମାଗଣାରେ ଆବାସିକ ଶିକ୍ଷାଗ୍ରହଣର ବ୍ୟବସ୍ଥା କରିଛନ୍ତି। ସେଥିପାଇଁ ଜିଲାରେ ୧୭ ଆଶ୍ରମ, ୨୫ ସେବାଶ୍ରମ, ୫ ସେବାଶ୍ରମ ହାଇସ୍କୁଲ, ଗୋଟିଏ ଲେଖାଏ ଅନ୍ବେଷା ଏବଂ ଏକଲବ୍ୟ...

ଫେଲ ମାରିଛେ ଜଲ ଯୋଗାଣ ପ୍ରକଳ୍ପ

ରିଷିଡା, ୧୩।୩ (ଡି.ଏନ୍‌.ଏ.)-  କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡ଼ାକେ ପାଇପ ପାଏନ୍‌ ଯୁଗେଇ ଦେବାର ଲାଗି ତେଲନଦୀରୁ ବେବସ୍‌ତା କରାଯାଇଛେ। ସେନ୍‌ତା ପାଏନ୍‌ ରଖବାର ଲାଗି ଗୁଟେ ଓଭର ହେଡ ଟ୍ୟାଙ୍କ ତିଆର କରାଯାଇଛେ। ହେଲେ ପାଇପ ଯୁଡ଼ା...

ସୁଆସ୍‌ତିଅ ସେବାରୁ ବଁଚିତ୍‌ ବେହେରା, ଛଞ୍ଚାଣବାହାଲି ପଁଚେତ୍‌ବାସୀ: ଦରଖଁଡ଼ିଆ ହେଇ ପଡ଼ିଛେ ଡାକ୍‌ତରଖାନା କୁଠା

ପର୍ଲା,୧୩।୩ (ଡି.ଏନ୍‌.ଏ.)- କଳାହାଣ୍ଡି ଜିଲା ଧର୍ମଗଡ଼ ବ୍ଲକ ଦଣ୍ଡପାଟ ଅଂଚଲ ଅଧୀନ ବେହେରା ଆର ଛଞ୍ଚାଣବାହାଲି ଗଁ। ରେ ଥିବାର ହୋମିଓପ୍ୟାଥି ଡାକ୍‌ତରଖାନା ଲୁକ୍‌କର ସେବାରେ ନାଇଁ ଲାଗିପାରବାର। ୫ରୁ ୬ ବଛର ତଲେ ଡାକ୍‌ତରଖାନାର କୁଠା ତିଆରି କାମ୍‌...

ଅଜନା ରୋଗ୍‌ରେ ଖଟେ ପଡ଼ିଛନ୍‌ ଫୁଲ

ଖପ୍ରାଖୋଲ, ୧୩।୩ (ଡି.ଏନ୍‌.ଏ.)- ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଭାନପୁର ପଁଚେତ୍‌ ତୁର୍ଲା ଗଁାର ବୁଡୁ ଛତର(୭୧)କଁର ମାଏକିନା ଫୁଲ ଛତର(୬୦)। ସେ ଅନେକ ଦିନ ହେଲା କେହେନ୍‌ସି ଗୁଟେ ଅଜନା ରୋଗ୍‌ରେ ପୀଡ଼ିତ ଅଛନ୍‌। ବୁଡୁ ଧାରଉଧାର କରି...

ପ୍ରଧାନମନ୍ତ୍ରୀକୁଁ ଦୁଇ ବହେନ୍‌କଁର ଚିଠି ଘଟ୍‌ନା: ପାଏନ୍‌ ନମୁନା ଠୁଲାଲା ଜଳଯୋଗାଣ ବିଭାଗ

ଅମରପାଲି, ୧୩।୩ (ଡି.ଏନ୍‌.ଏ.)- ନିଜର ଅଂଚଲରେ ବହପୁଥିବାର କିଡ୍‌ନୀ ରୋଗ୍‌ର ପରତିକାର ଆର ନିରମଲ ପିଇଲା ପାଏନ୍‌ ଯୁଗେଇ ଦେବାକେ ମାର୍ଚ୍ଚ ୩ ତାରିଖ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିକୁଁ ଚିଠି ଲେଖିଥିଲେ ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅଧୀନ ଅମରପାଲି...

ରାଜସ୍ବରେ ଆଗୁଆ, ସେବା ଦେବାରେ ପଛୁଆ

ଜୟପୁର,୧୩।୩(ନି.ପ୍ର.) – କୋରାପୁଟ ଜିଲାର ଜୟପୁର ରେଳ ବିଭାଗ ଟିକେଟ ନେବାରେ ଆଗୁଆ ଥିବାବେଳେ ସେବା ପ୍ରଦାନରେ ପଛୁଆ ରହିଛି। ରେଳ କର୍ତ୍ତୃପକ୍ଷ ଚିଠି ଲେଖିଲେଖି ଥକିଲେଣି, କିନ୍ତୁ ଷ୍ଟେସନର କୌଣସି ଉନ୍ନତି ହେଉନାହିଁ। ବି-ଗ୍ରେଡ୍‌ପ୍ରାପ୍ତ ଏହି ଷ୍ଟେଶନରେ ଯାତ୍ରୀ...

କରୋନା ଡର: କେରଳଫେରନ୍ତା ଶ୍ରମିକଙ୍କୁ ଦେଖି ଛାନିଆ

ଜୟପୁର,୧୩।୩ (ଡି.ଏନ୍‌.ଏ.) – କୋରାପୁଟ ଜିଲାର ଅନେକ ଲୋକ କେରଳରେ ଶ୍ରମିକ ଭାବେ କାମ କରୁଛନ୍ତି। ଏହି ଶ୍ରମିକମାନେ ବର୍ତ୍ତମାନ ନିଜ ଗ୍ରାମକୁ ଫେରୁଥିବା ବେଳେ ସେମାନେ କାଳେ କରୋନାରେ ଆକ୍ରାନ୍ତ ଥିବା, ସେଥିପାଇଁ ଆତଙ୍କିତ ହୋଇପଡ଼ିଛନ୍ତି ଗ୍ରାମବାସୀ। କରୋନାର...

ଜଳକଷ୍ଟ ଭୋଗୁଛନ୍ତି ଗନ୍ଧିଗୁଡ଼ା ଗ୍ରାମବାସୀ

ଚିତ୍ରକୋଣ୍ଡା,୧୩।୩(ଡି.ଏନ.ଏ.) – ଚିତ୍ରକୋଣ୍ଡା ପଞ୍ଚାୟତ ସମିତି ଅନ୍ତର୍ଗତ ପାପରମେଟେଲା ପଞ୍ଚାୟତର ଗନ୍ଧିଗୁଡା ଗ୍ରାମବାସୀ ଜଳକଷ୍ଟ ଭୋଗୁଛନ୍ତି। ଯନ୍ତାପାଇଠାରୁ ୧୫ କିମି ଦୂରରେ ଥିବା ଏହି ଗ୍ରାମରେ ୪୫ଟି ପରିବାର ବସବାସ କରନ୍ତି। ପ୍ରତ୍ୟହ ୨୫୦ରୁ ଊର୍ଦ୍ଧ୍ୱ ଲୋକ ଜଳକଷ୍ଟ ଭୋଗୁଥିବା...

ସବୁଥିରେ ଅବହେଳିତ ଗାଁର ନାଁ ସିଲିମେଟା

ଚିତ୍ରକୋଣ୍ଡା,୧୩।୩(ଡି.ଏନ.ଏ.) – ମାଲକାନଗିରି ଜିଲା ଚିତ୍ରକୋଣ୍ଡାର ବଡପଡା ପଞ୍ଚାୟତରେ ରହିଛି ସିଲିମେଟା ଗ୍ରାମ। ଏବେ ମଧ୍ୟ ଏହି ଗ୍ରାମରେ ସରକାରଙ୍କ କୌଣସି ଉନ୍ନୟନମୂଳକ କାର୍ଯ୍ୟ ପହଞ୍ଚତ୍ପାରିନାହିଁ। ବିକାଶ ଯେପରି ଏଠି ଲୋକଙ୍କ ପାଇଁ ପାଲଟିଛି ସାତସପନ। ଜାନବାଇଠାରୁ ପାହାଡ ଉପର...

ନୟାଗଡ଼ର ଭାପୁରରେ କରୋନା ସନ୍ଦିଗ୍ଧ: ଆକ୍ରାନ୍ତ ରୋଗୀଙ୍କୁ ଭୁବନେଶ୍ୱର ସ୍ଥାନାନ୍ତର

ନୟାଗଡ ଅଫିସ/ଭାପୁର,୧୩।୩(ଡି.ଏନ୍‌.ଏ.): ନୟାଗଡ ଜିଲା ଭାପୁର ବ୍ଲକରେ ଜଣେ ଅସୁସ୍ଥ ବ୍ୟକ୍ତିଙ୍କୁ କରୋନା ହୋଇଥିବା ସନ୍ଦେହ କରାଯାଉଛି । ଗୁରୁବାର ନୟାଗଡ ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସିତ ହେଉଥିବା ବାଘୁଆପଲ୍ଲୀ ବଳଦିଆ ନୂଆଗାଁର ଜଣେ ଥଣ୍ଡାକାଶରେ ଆକ୍ରାନ୍ତ ରୋଗୀଙ୍କୁ ଭୁବନେଶ୍ୱର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri