ଆମ ଜିଲା ଖବର

ନକଲି ପୂଜା ସାମଗ୍ରୀ ତିଆରି କାରଖାନା ଠାବ: ବିପୁଳ ପରିମାଣର ଜିନିଷ ଜବତ, ମାଲିକ ଗିରଫ

କଟକ ଅଫିସ,୧୩ା୯: ମାଲଗୋଦାମ ଥାନା ଅଧୀନ ରାଣୀହାଟ କେନାଲରୋଡ ଚମଡା ଗୋଦାମ ଗଳିରେ ଥିବା ନକଲି ପୂଜା ସାମଗ୍ରୀ ତିଆରି କାରଖାନାକୁ ଶନିବାର ପୋଲିସ ଠାବ କରିଛି। ସେଠାରେ ଥିବା ବିପୁଳ ପରିମାଣର ସାମଗ୍ରୀ ଜବତ କରାଯାଇଛି। ଏହି ଘଟଣାରେ କାରଖାନା…

ଜଳଭଣ୍ଡାରରେ ଲୀନ ହେବ ଅଷ୍ଟାଦଶ ଶତାବ୍ଦୀର ମନ୍ଦିର

କେନ୍ଦୁଝର, ୧୩ା୯ (ସ୍ବ.ପ୍ର.)-କୁହାଯାଉଛି ଏହା ଅଷ୍ଟାଦଶ ଶତାବ୍ଦୀର ମର୍ଯ୍ୟାଦା ପୁରୁଷୋତ୍ତମ ଶ୍ରୀରାମଙ୍କ ମନ୍ଦିର। ବିଚ୍ଛନ୍ନାଞ୍ଚଳ ଷଢେଇକଳା ଗଡଜାତ ଅଞ୍ଚଳର ସୁରମ୍ୟ ବଣପାହାଡ ପରିବେଷ୍ଟିତ ଅଞ୍ଚଳରେ ନିର୍ମିତ ହୋଇଛି ଏହି ଉତ୍କଳୀୟ କଳାଭାସ୍କର୍ଯ୍ୟର ସପ୍ତଚୂଡା ଅଦ୍ୱିତୀୟ ଶ୍ରୀ ରଘୁନାଥ ରାମମନ୍ଦିର। ଏହି ମନ୍ଦିର…

ବିପଦସଙ୍କୁଳ ଅବସ୍ଥାରେ ନଦୀ ପାର

ରାଇସୁଆଁ, ୧୩।୯(ଡି.ଏନ.ଏ.)-କେନ୍ଦୁଝର ଜିଲାରୁ ସରକାର କୋଟି କୋଟି ଟଙ୍କା ରାଜସ୍ବ ପାଉଥିଲେ ମଧ୍ୟ ଅନେକ ଗଁା ଅଛି ଯେଉଁଠି ଗମନାଗମନ ସୁବିଧା ନାହିଁ। ଫଳରେ ଲୋକେ ବର୍ଷାଦିନେ ହୁଲି ଡଙ୍ଗାରେ ବିପଦସଙ୍କୁଳ ଅବସ୍ଥାରେ ଜୀବନକୁ ବାଜି ଲଗାଇ ଯାତାୟାତ କରୁଛନ୍ତି। ଏଭଳି…

କେନ୍ଦ୍ରାପଡା ବିଧାୟକ ଶଶୀ ବେହେରାଙ୍କୁ କରୋନା

ଭୁବନେଶ୍ୱର,୧୨।୯-କେନ୍ଦ୍ରାପଡା ବିଜେଡି ବିଧାୟକ ଶଶୀ ଭୂଷଣ ବେହେରା ମହାମାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଆଜି ସେ କୋଭିଡ ଟେଷ୍ଟ କରିଥିଲେ। ତାଙ୍କ ରିପୋର୍ଟ ପଜିଟିଭ ଆସିଛି। ଏ ନେଇ ସେ ତାଙ୍କ ଫେସ୍‌ବୁକ ପେଜରେ ସୂଚନା ଦେଇଛନ୍ତି। ଯେଉଁମାନେ ତାଙ୍କ ସଂସ୍ପର୍ଶରେ…

ଭୁବନ ଥାନାରେ ପଶିଲା କରୋନା : ୮ କର୍ମଚାରୀ ପଜିଟିଭ ଚିହ୍ନଟ

ଭୁବନ,୧୨।୯(ଡି.ଏନ.ଏ)-ଢେଙ୍କାନାଳ ଜିଲା ଭୁବନ ଥାନାର ୮ ଜଣ କର୍ମଚାରୀ ଶନିବାର କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଶୁକ୍ରବାର ଜଣେ କନେଷ୍ଟବଳ ପଜିଟିଭ ଚିହ୍ନଟ ହୋଇଥିଲେ। ଏହାପରେ ଥାନାର ସମସ୍ତ କର୍ମଚାରୀ ଶନିବାର ଭୁବନ ଡାକ୍ତରଖାନାରେ ଆଣ୍ଟିଜେନ ଟେଷ୍ଟ କରିଥିଲେ। ସେଥିରୁ ୮ ଜଣ…

ଧାନଜମିରେ କୁମ୍ଭୀର ଦେଖି ଚାଷୀ ଛାନିଆ

ଦିଗପହଣ୍ଡି,୧୨ା୯(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୈଠଖଣ୍ଡି ପଞ୍ଚାୟତ ତଲାସିଙ୍ଗୀ ଗ୍ରାମର ସିମାଞ୍ଚଳ ପାଣିଗ୍ରାହୀଙ୍କ ଧାନଜମିରୁ ଶନିବାର ଅପରାହ୍ନରେ ଦିଗପହଣ୍ଡି ବନବିଭାଗ ଓ ପୋଲିସ କର୍ମଚାରୀଙ୍କ ମିଳିତ ଉଦ୍ୟମରେ ଏକ କୁମ୍ଭୀର ଉଦ୍ଧାର କରାଯାଇଛି। କୁମ୍ଭୀରଟି ନିକଟସ୍ଥ ଘୋଡ଼ାହାଡ଼ ଡ୍ୟାମରୁ କେନାଲ…

କୋରାପୁଟରେ କରୋନା ସ୍ଥିତି ଅସମ୍ଭାଳ: ୪,୬୦୦ ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା, ଆଜି ଚିହ୍ନଟ ହୋଇଛନ୍ତି ୯୭

କୋରାପୁଟ,୧୨ା୯(ସ୍ବ.ପ୍ର.): କୋରାପୁଟ ଜିଲାରେ ବର୍ତ୍ତମାନ କରୋନା ସ୍ଥିତି ଅସମ୍ଭାଳ ହୋଇପଡ଼ିଛି। ଶନିବାର ଜିଲାରୁ ଆଉ ୯୭ ପଜିଟିଭ୍‌ ଚିହ୍ନଟ ହୋଇଥିବାବେଳେ ଏହାକୁ ମିଶାଇ ଜିଲାରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୪୬୩୨କୁ ବୃଦ୍ଧିପାଇଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ ୭୦ ପୁରୁଷ ଏବଂ ୨୭…

ବୃଦ୍ଧାଙ୍କୁ ହତ୍ୟା ଘଟଣା: ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ବରଗଡ଼ ଅଫିସ,୧୨ା୯: ବରଗଡ଼ ସଦର ଥାନା ଅନ୍ତର୍ଗତ ଗୋବିନ୍ଦପୁର ଗ୍ରାମରେ ଜନୈକା ବୃଦ୍ଧାଙ୍କୁ ହତ୍ୟା ଘଟଣାର ଅଭିଯୁକ୍ତଙ୍କୁ ଶନିବାର ପୋଲିସ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ ଗୋବିନ୍ଦପୁର ଗ୍ରାମର ଗୋଲେଖ ଧରୁଆ(୨୮) ବୋଲି ବରଗଡ଼ ସଦର ଥାନା ଅଧିକାରୀ ଦିଲ୍ଲୀପ…

କରୋନା ଆକ୍ରାନ୍ତ ଏମ୍‌ପି ରମେଶ ମାଝିଙ୍କୁ ଭୁବନେଶ୍ୱର ସ୍ଥାନାନ୍ତର

ନବରଙ୍ଗପୁର,୧୨ା୯(ବି.ପ୍ର.): ନବରଙ୍ଗପୁର ଏମ୍‌ପି ରମେଶ ଚନ୍ଦ୍ର ମାଝିଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ଥିବାରୁ ନବରଙ୍ଗପୁର କୋଭିଡ୍‌ ହସ୍ପିଟାଲରୁ ଭୁବନେଶ୍ୱର ସ୍ଥାନାନ୍ତର କରାଯାଇଛି। ତାଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରାଯାଇ ଶନିବାର ଅପରାହ୍ନରେ ଏକ ଆମ୍ବୁଲାନ୍ସ ଯୋଗେ ଭୁବନେଶ୍ୱରସ୍ଥିତ ସମ୍‌ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଥିବା ନବରଙ୍ଗପୁର…

ମହାନଦୀ ମଝି ପଠାରେ ହାତୀପଲ

ନାରାଜ,୧୨।୯(ଡି.ଏନ୍‌.ଏ.): କଟକ ଜିଲା ଭଗିପୁର ନିକଟ ମହାନଦୀ ପଠାରେ ହାତୀପଲ ଶନିବାର ସକାଳୁ ଦେଖିବାକୁ ମିଳିଛି। ଶୁକ୍ରବାର ରାତିରେ ଆଠଗଡ଼ ବନଖଣ୍ଡରୁ ପ୍ରାୟ ୧୫ରୁ ଅଧିକ ହାତୀ ମହାନଦୀ ପାର ହୋଇ ଚନ୍ଦକା ବନଖଣ୍ଡକୁ ଯିବା ସମୟରେ ଭଗିପୁର ନିକଟ ମହାନଦୀର…

ଗଞ୍ଜାମର ୧୨.୩୫ ଲକ୍ଷ ଲୋକଙ୍କ ହେଲାଣି ଅକ୍ସିଜେନ ସ୍ତର ଯାଞ୍ଚ

ଛତ୍ରପୁର,୧୨।୯(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ୮ ତାରିଖରୁ ଅକ୍ସିଜେନ ସ୍ତର ଯାଞ୍ଚ କ୍ୟାମ୍ପେନ ଚାଲିଛି। ପ୍ରତି ଘରକୁ ଘର ଟିମ ଯାଇ ପରିବାରର ସମସ୍ତ ସଦସ୍ୟଙ୍କ ଅକ୍ସିଜେନ ସ୍ତର ଯାଞ୍ଚ କରୁଛି। ଏହାଦ୍ୱାରା କରୋନା ଲକ୍ଷଣ ଥିବା ବ୍ୟକ୍ତି ଚିହ୍ନଟ ହୋଇପାରିବେ ବୋଲି…

ମନ୍ତ୍ରୀ ପଦ୍ମିନୀ ଦିଆନଙ୍କ ସ୍ବାସ୍ଥ୍ୟାବସ୍ଥାରେ ଆସୁନି ସୁଧାର: ଜୟପୁର କୋଭିଡ୍‌ ଚିକିତ୍ସାଳୟରୁ ଭୁବନେଶ୍ୱର ସ୍ଥାନାନ୍ତର

ଜୟପୁର,୧୨।୯(ଡି.ଏନ୍‌.ଏ): ରାଜ୍ୟ ହସ୍ତତନ୍ତ ଏବଂ ବୟନ ଶିଳ୍ପ ମନ୍ତ୍ରୀ ପଦ୍ମିନୀ ଦିଆନଙ୍କ ସ୍ବାସ୍ଥ୍ୟ ଅଧିକ ଖରାପ ହୋଇବା ଯୋଗୁ ତାଙ୍କୁ ଶନିବାର ପୂର୍ବାହ୍ନରେ ଜୟପୁର କୋଭିଡ୍‌ ଚିକିତ୍ସାଳୟରୁ ଭୁବନେଶ୍ୱର ସମ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି ।ତାଙ୍କ ସ୍ବାମୀ ପୋଲିସ କର୍ମଚାରୀ ସଦାଶିବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?