ଗୋରୁ ବ୍ୟବସାୟୀଙ୍କୁ ଆକ୍ରମଣ କରି ଲୁଟି ନେଲେ ୧.୭୦ ଲକ୍ଷ
ରୂପ୍ସା, ୧୩।୩(ଡି.ଏନ.ଏ.): ବାଲେଶ୍ୱର ୬୦ନଂ. ଜାତୀୟ ରାଜପଥର ସଦର ଥାନା ଅନ୍ତର୍ଗତ ନିଧିପଣ୍ଡା ଛକ ନିକଟରେ ଶୁକ୍ରବାର ଜଣେ ଗୋରୁ ବ୍ୟବସାୟୀଙ୍କୁ ଭୁଜାଲି ମାଡ଼ କରି ତାଙ୍କ ବାଇକ୍ ସହ ୧ଲକ୍ଷ ୭୦ହଜାର ଟଙ୍କା ଲୁଟ୍ ହୋଇଥିବା ଅଭିଯୋଗ ହୋଇଛି।...
କିରୋସିନ ବାଟମାରଣା ଅଭିଯୋଗରେ ଡିଲର ନିଲମ୍ବିତ
ବାଲେଶ୍ୱର ଅଫିସ, ୧୩।୩: ବାଲେଶ୍ୱର ସଦର ବ୍ଲକ ଅଧୀନ ଗୁଡ଼ ପଞ୍ଚାୟତର ଡିଲର ହିତାଧିକାରୀଙ୍କୁ କିରୋସିନ ନ ଦେଇ ହେରଫେର କରିଥିବା ନେଇ ୬ ମାସ ପୂର୍ବରୁ ଅଭିଯୋଗ ହୋଇଥିଲା। ଏହାର ତଦନ୍ତ କରାଯାଇ ଡିଲରଙ୍କୁ ନିଲମ୍ବନ କରାଯାଇଛି। ଗୁଡ଼...
ପାଲସୁଙ୍କୁ ପରିଶ୍ରମ ଦେଇଛି ସଫଳତା
ଗୋବିନ୍ଦପାଲି, ୧୩ା୩(ଡି.ଏନ.ଏ.): ମାଲକାନଗିରି ଜିଲ୍ଲା ଖଇରପୁଟ ବ୍ଲକ ବଟାଣିଗୁଡାର ପାଲସୁ ପାଙ୍ଗିଙ୍କୁ ପରିଶ୍ରମ ଦେଇଛି ସଫଳତା। ଜଣେ ସଫଳ କଦଳୀ ଚାଷୀ ରୂପେ ସେ ନିଜର ପରିଚୟ ସୃଷ୍ଟି କରିପାରିଛନ୍ତି। ପାଠ ପଢିବା ସହ କଠିନ ପରିଶ୍ରମ କରି ନିଜ...
କରୋନା ଭୂତାଣୁ ସମ୍ପର୍କରେ ସଚେତନତା ଶୋଭାଯାତ୍ରା
ଚିତ୍ରକୋଣ୍ଡା,୧୩ା୩(ଡି.ଏନ.ଏ.): ଚିତ୍ରକୋଣ୍ଡା ଏସଏସଡି ବାଳିକା ଉଚ୍ଚ ବିଦ୍ୟାଳୟ ପକ୍ଷରୁ ପ୍ରଧାନଶିକ୍ଷକ ରବୀନ୍ଦ୍ର କୁମାର ସେଠୀଙ୍କ ତତ୍ତ୍ୱାବଧାନରେ କରୋନା ଭୂତାଣୁ ସମ୍ପର୍କରେ ଏକ ସାଚତନତା କାର୍ଯ୍ୟକ୍ରମ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଶିକ୍ଷୟିତ୍ରୀ ଶିକ୍ଷକଙ୍କ ସହ ୫ଶହରୁ ଊର୍ଦ୍ଧ୍ୱ ଛାତ୍ରୀ ଶୋଭାଯାତ୍ରାରେ ଯାଇ...
କଟକ ଡାକ୍ତରଖାନାରେ ଚିକିତ୍ସା ସୁବିଧା ନ ପାଇ ଆଖି ବୁଜିଲେ ସମୀର
ଚିତ୍ରକୋଣ୍ଡା,୧୩ା୩(ଡି.ଏନ.ଏ.): ଚିତ୍ରକୋଣ୍ଡା ପଞ୍ଚାୟତ ସମିତି ଅନ୍ତର୍ଗତ ଦୋରାଗୁଡ଼ା ପଞ୍ଚାୟତ ଆରଏସସି-୧୪ ଗ୍ରାମର ସମୀର ଭତ୍ରାଙ୍କ ଚିକିତ୍ସାରେ ଅର୍ଥ ବାଧକ ସାଜିଛି ଶୀର୍ଷକ ଖବର ଗତ ଫେବୃୟାରୀ ୨୧ରେ ଧରିତ୍ରୀରେ ପ୍ରକାଶ ପାଇବା ପରେ ଏନେଇ ମୁଖ୍ୟମନ୍ତ୍ରୀ ଟୁଇଟ କରି ମାଲକାନଗିରି...
କେନ୍ଦୁଝରରେ ବେକ, ହାତ କଟା ଅବସ୍ଥାରେ ଯୁବକ ଉଦ୍ଧାର
କେନ୍ଦୁଝର, ୧୩।୩ (ସ୍ବ.ପ୍ର.): କେନ୍ଦୁଝର ଟାଉନ ଥାନା ଅନ୍ତର୍ଗତ ୪୯ତମ ଜାତୀୟ ରାଜପଥର ଧାଙ୍ଗରପଡ଼ା ନିକଟରୁ ଶୁକ୍ରବାର ରକ୍ତାକ୍ତ ଅବସ୍ଥାରେ ଜଣେ ଅଜଣା ଯୁବକଙ୍କୁ ଉଦ୍ଧାର କରାଯାଇଛି। ତାଙ୍କ ହାତ ଏବଂ ବେକ କଟା ଯାଇଥିବା ବେଳେ ସେ ରାସ୍ତାରେ...
କରୋନା ମୁକାବିଲା ପ୍ରସ୍ତୁତି: ଔଷଧ, ଷ୍ଟାଫ୍ ମାଗିଲା ଏସ୍ସିବି
କଟକ ଅଫିସ, ୧୩।୩: କରୋନା ମୁକାବିଲା ପାଇଁ କଟକ ଏସ୍ସିବି ମେଡିକାଲରେ ଏକ ସ୍ବତନ୍ତ୍ର ଓ୍ବାର୍ଡ ଗଠନ କରାଯାଇଛି। ଏହି ସ୍ବତନ୍ତ୍ର ଓ୍ବାର୍ଡ ପାଇଁ ଔଷଧ ଓ ଷ୍ଟାଫ୍ ଯୋଗାଇ ଦେବାକୁ ଏସ୍ସିବି ମେଡିକାଲ ଅଧିକ୍ଷକଙ୍କ ପକ୍ଷରୁ ଶୁକ୍ରବାର ଡିଏମ୍ଇଟିଙ୍କୁ...
କୋଣାର୍କ ସୂର୍ଯ୍ୟ ମନ୍ଦିରରେ ସେଲ୍ଫି ନେବା ବେଳେ ଅଘଟଣ, ମହିଳା ପର୍ଯ୍ୟଟକ ଗୁରୁତର
ଗୋପ, ୧୩।୩(ଡି.ଏନ୍.ଏ.): କୋଣାର୍କ ସୂର୍ଯ୍ୟ ମନ୍ଦିରରେ ଶୁକ୍ରବାର ଜଣେ ପର୍ଯ୍ୟଟକ ସେଲ୍ଫି ନେବାବେଳେ ଖସିପଡ଼ି ଗୁରୁତର ହୋଇଛନ୍ତି। ସେ ହେଲେ ଭୁବନେଶ୍ବର ୟୁନିଟ୍ ୯ର ମହିଳା ପର୍ଯ୍ୟଟକ ଶୁଭାସିନ ମାଲିକ(୨୨)। ପ୍ରକାଶ ଯେ, ଶୁଭାସିନ ପରିବାର ସହ କୋଣାର୍କ ସୂର୍ଯ୍ୟ...
ଦୁଇ ବାଇକ୍ ମୁହାଁମୁହିଁ: ଜଣେ ଆରୋହୀଙ୍କ ମୃତ୍ୟୁ
ପଦ୍ମପୁର,୧୩।୩(ଡି.ଏନ୍.ଏ.): ଭଦ୍ରକ ଗ୍ରାମାଞ୍ଚଳ ଥାନା ଅଧୀନ କେଦାରପୁର ଗ୍ରାମରେ ଶୁକ୍ରବାର ଦୁର୍ଘଟଣା ଘଟିଛି। ଦୁଇ ବାଇକ୍ ମୁହାଁମୁହିଁ ଧକ୍ତାରେ ଜଣେ ଆରୋହୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଉତ୍ତମ କୁମାର ପାଳ (୨୮)। ଉତ୍ତମ ଗ୍ରାମ ରାସ୍ତାରେ ଏକ ବାଇକ୍...
ପୋଖରୀରେ ବୁଡ଼ି ଛାତ୍ରୀଙ୍କ ଜୀବନଗଲା, ଦେଇଥିଲେ ମାଟ୍ରିକ୍ ପରୀକ୍ଷା
ପଦ୍ମପୁର,୧୩।୩(ଡି.ଏନ୍.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ବିରସ ପଞ୍ଚାୟତ ତମ୍ବାଖଣ୍ଡି ଗ୍ରାମରେ ଜଣେ ଛାତ୍ରୀଙ୍କ ପୋଖରୀରେ ବୁଡ଼ି ମୃତ୍ୟୁ ଘଟିଛି। ସେ ହେଲେ ରଶ୍ମିତା ଘଡେଇ। ରଶ୍ମିତା ଗୁରୁବାର ସନ୍ଧ୍ୟାରେ ଗ୍ରାମ ଦୋକାନକୁ ଆଳୁ କିଣିବାକୁ ଯାଇ ଘରକୁ...
ମାଛଧରା ହେଲା କାଳ: ପୋଖରୀରେ ବୁଡ଼ି ଜଣଙ୍କ ଜୀବନଗଲା
ସୋର,୧୩।୩(ଡି.ଏନ୍.ଏ.): ବାଲେଶ୍ୱର ଜିଲା ସୋର ଥାନା ଅନ୍ତର୍ଗତ ଗୋପାଳପୁର ଗ୍ରାମର ଜଣେ ବ୍ୟକ୍ତି ଶୁକ୍ରବାର ମାଛ ଧରିବାକୁ ଯାଇଥିବା ବେଳେ ପୋଖରୀରେ ବୁଡ଼ି ତାଙ୍କର ମୃତ୍ୟୁ ଘଟିଛି। ସେ ହେଲେ ରବୀନ୍ଦ୍ର ବେହେରା(୫୨)। ରବୀନ୍ଦ୍ର ନିଜ ଘର ପଛପଟେ ଥିବା...
୭ ଦଫା ଦାବିରେ ରାଜନଗର ବ୍ଲକ କଂଗ୍ରେସ କମିଟି ପକ୍ଷରୁ ବିକ୍ଷୋଭ
ରାଜନଗର,୧୩।୩(ଡି.ଏନ୍.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ କଂଗ୍ରେସ କମିଟି ପକ୍ଷରୁ ୭ ଦଫା ଦାବିରେ ଶୁକ୍ରବାର ମଧ୍ୟାହ୍ନରେ ରାଜନଗର ତହସିଲ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ କରାଯାଇଛି। ପୂର୍ବତନ ବିଧାୟକ ଅଂଶୁମାନ ମହାନ୍ତିଙ୍କ ନେତୃତ୍ୱରେ ଶତାଧିକ କର୍ମୀ କଂଗ୍ରେସ କାର୍ଯ୍ୟାଳୟଠାରୁ ବାହାରି...
Archives


