ଆମ ଜିଲା ଖବର

କ୍ଷେତ୍ର ପରିଦର୍ଶନକୁ ନା

କଟକ ଅଫିସ,୧୨। ୯: କଟକ ଜିଲାରେ ଜଣେ ପ୍ରାଣୀଧନ ନିରୀକ୍ଷକଙ୍କ କରୋନା ଜନିତ ମୃତ୍ୟୁ ହୋଇଥିବା ଆଶଙ୍କା କରି ଜିଲା ପ୍ରାଣୀଧନ ନିରୀକ୍ଷକ ସଂଘ କ୍ଷେତ୍ର ପରିଦର୍ଶନ କାମ ଆସନ୍ତା ୧୨ତାରିଖରୁ ବର୍ଜନ କରିବାକୁ ନିଷ୍ପତ୍ତି ନେଇଛି। ଶୁକ୍ରବାର ଜିଲା ପ୍ରାଣୀଧନ…

ପରଲୋକରେ ଲୋକପ୍ରିୟ ଯାତ୍ରା କଳାକାର ‘ଭିକୁ ସେଠ୍‌’

ଚୌଦ୍ୱାର,୧୨।୯(ଡି.ଏନ୍‌.ଏ.): ପରଲୋକରେ ଲୋକପ୍ରିୟ ଯାତ୍ରା କଳାକାର ଭିକୁ ସେଠ୍‌ ଓରଫ ମହେନ୍ଦ୍ର ଦାସ। ଶନିବାର ସକାଳେ ଛାତିରେ ଯନ୍ତ୍ରଣା ହେବା ପରେ ଚୌଦ୍ୱାରରୁ କଟକ ନେବା ବାଟରେ ତାଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ତେବେ ମୃତ୍ୟୁ ବେଳକୁ ତାଙ୍କୁ ୫୫…

ଏସ୍‌ଆର୍‌ସିଙ୍କ ପୂଜା ଗାଇଡ୍‌ଲାଇନ୍‌କୁ ଚ୍ୟାଲେଞ୍ଜ

କଟକ ଅଫିସ,୧୨। ୯: ରାଜ୍ୟ ସରକାରଙ୍କ ସ୍ବତନ୍ତ୍ର ରିଲିଫ୍‌ କମିଶନର(ଏସ୍‌ଆର୍‌ସି)ଙ୍କ ପୂଜା ଗାଇଡ୍‌ଲାଇନକୁ ଚ୍ୟାଲେଞ୍ଜ କରି ଶୁକ୍ରବାର ହାଇକୋର୍ଟରେ ଏକ ମାମଲା ରୁଜୁ ହୋଇଛି। ବାଲୁବଜାର ପୂଜା କମିଟି ପକ୍ଷରୁ ଏହି ମାମଲା ରୁଜୁ ହୋଇଥିବାବେଳେ ଏଥିରେ ସହରର ଅନ୍ୟ ୨୪ଟି…

ଏଥର ହୋଇ ନ ପାରେ ହବିଷିଆଳି ଶିବିର

ପୁରୀ ଅଫିସ, ୧୨। ୯: ଧର୍ମମାସ କାର୍ତ୍ତିରେ ହବିଷ ବ୍ରତ କରିବା ପାଇଁ ପୁରୀକୁ ହବିଷିଆଳିମାନେ ଆସିଥାନ୍ତି। ଏଠାରେ ମାସେ ପର୍ଯ୍ୟନ୍ତ ରହି ମହାପ୍ରଭୁଙ୍କୁ ଦର୍ଶନ କରିବା ସହ ରାଇଦାମୋଦର ପୂଜା କରିଥାନ୍ତି। ୨୦୧୬ରୁ ରାଜ୍ୟ ସରକାର ହବିଷିଆଳି ଯୋଜନାରେ ହବିଷିଆଳିଙ୍କୁ…

ଉଷା ପାଢ଼ୀଙ୍କ ବିରୋଧରେ ଗିରଫ ପରୱାନା

କଟକ ଅଫିସ,୧୨। ୯: ପ୍ରାଥମିକ ଶିକ୍ଷକ ନିଯୁକ୍ତି ଅନିୟମିତତା ମାମଲାରେ ତତ୍କାଳୀନ ରାଜ୍ୟ ସ୍କୁଲ ଓ ଗଣଶିକ୍ଷା ସଚିବ ଉଷା ପାଢ଼ୀଙ୍କ ବିରୋଧରେ ଶୁକ୍ରବାର ରାଜ୍ୟ ପ୍ରଶାସନିକ ଟ୍ରିବ୍ୟୁନାଲ ସାନି ଜାମିନଯୁକ୍ତ ଗିରଫ ପରୱାନା(ବିଏଡବ୍ଲ୍ୟୁ) ଜାରି କରିଛି। ୨୦୧୨ରେ ପାଢ଼ୀ ସ୍କୁଲ…

‘କୌଣସି ଜନ୍ମରେ ବର୍ଷାଙ୍କୁ ଗ୍ରହଣ କରିବୁନି’

କଟକ ଅଫିସ,୧୨। ୯: ଟୁଇଟର ପ୍ଲାଟ୍‌ଫର୍ମରେ ବଢୁଛି ଏମ୍‌ପି ତଥା ଅଭିନେତା ଅନୁଭବ ମହାନ୍ତି ଓ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କ ବିବାଦ। ଗୋଟିଏ ପରେ ଗୋଟିଏ ଟୁଇଟ୍‌ ଏହି ଘଟଣାକୁ ଅଧିକ ରୋମାଞ୍ଚକର ମୋଡ଼ ଦେଉଛି। ତେବେ ବର୍ଷାଙ୍କ ଏକ ଟୁଇଟ୍‌କୁ…

ଛତ୍ରପୁରରେ ଚାଷୀଙ୍କଠାରୁ କମ୍‌ରେ ପରିବା କିଣି ଚଢ଼ାଦରରେ ବିକୁଛନ୍ତି ବ୍ୟବସାୟୀ

ଛତ୍ରପୁର,୧୧।୯(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହେଡକ୍ୱାର୍ଟର୍ସ ଛତ୍ରପୁର ସହରରେ ଗତ କିଛି ଦିନ ହେଲା ପନିପରିବା ଦର ଅତ୍ୟଧିକ ବୃଦ୍ଧି ପାଇଛି। ବ୍ୟବସାୟୀମାନେ ଚାଷୀ ମାନଙ୍କ ଠାରୁ କମ୍‌ ଦରରେ ବିଭିନ୍ନ ପରିବା କିଣି ଲୋକଙ୍କୁ ମନଇଚ୍ଛା ଦରରେ ବିକୁଛନ୍ତି କୌଣସି ଚାଷୀ…

ବରଗଡ଼ରେ ୪ ହଜାର ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ବରଗଡ଼ ଅଫିସ,୧୧ା୯: ବରଗଡ଼ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଥମିବାର ନାଁ ନେଉନାହିଁ। ଶୁକ୍ରବାର ଜିଲାରେ ୯୭ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୪୦୩୯ରେ ପହଞ୍ଚିଛି। ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ସର୍ବାଧିକ ୫୦ଜଣ ବରଗଡ଼…

ସଂଘବଦ୍ଧ ଆକ୍ରମଣ ଓ ବନ୍ଧୁକ ଜବତ ମାମଲା: ୪ ଅଭିଯୁକ୍ତ ଗଲେ ଜେଲ୍‌

ଦିଗପହଣ୍ଡି,୧୧ା୯(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ମହୁଡ଼ା ନିକଟ ଏ.ରଘୁନାଥପୁର ଗ୍ରାମରେ କଲ୍ୟାଣମଣ୍ଡପ ଜମି ଚିହ୍ନଟକୁ କେନ୍ଦ୍ରକରି ବୁଧବାର ସକାଳେ ଘଟିଥିବା ସଂଘବଦ୍ଧ ଆକ୍ରମଣ ଓ ବନ୍ଧୁକ ଜବତ ମାମଲାରେ ଗିରଫ ୪ ଅଭିଯୁକ୍ତଙ୍କୁ କେସ୍‌ ନଂ ୧୯୭/୨୦ ଅନୁଯାୟୀ ଶୁକ୍ରବାର…

ମୁଖ୍ୟ ଶାସନ ସଚିବଙ୍କ ବାଲେଶ୍ୱର ଗସ୍ତ

ବାଲେଶ୍ୱର ଅଫିସ,୧୧ା୯: ରାଜ୍ୟ ସରକାରଙ୍କ ମୁଖ୍ୟ ଶାସନ ସଚିବ ଅସିତ କୁମାର ତ୍ରିପାଠୀ, ସହକାରୀ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ମହାନ୍ତି ଏବଂ ପ୍ରଫେସର ଡା. ସିବିକେ ମହାନ୍ତି ହେଲିକପ୍ଟର ଯୋଗେ ଶୁକ୍ରବାର ପୂର୍ବାହ୍ନରେ ବାଲେଶ୍ୱର ପୋଲିସ ଲାଇନ ପଡ଼ିଆରେ…

ଚାଷୀଙ୍କ ମେରୁଦଣ୍ଡ ଭାଙ୍ଗିଦେଲା ବନ୍ୟା

ବରୀ,୧୧।୯ (ଡି.ଏନ୍‌.ଏ.): ଚଳିତ ବନ୍ୟାରେ ବରୀ ବ୍ଲକ ସର୍ବାଧିକ କ୍ଷତିଗ୍ରସ୍ତ ହୋଇଛି। ଏଥିରେ ହଜାର ହଜାର ହେକ୍ଟର ଚାଷ ଉଜୁଡ଼ି ଯାଇଥିବା ବେଳେଅନେକ ଲୋକଙ୍କ ଘର ଭାଙ୍ଗି ଯାଇଥିବାରୁ ସେମାନେ ବାସହରା ହୋଇଛନ୍ତି। ଲଘୁଚାପଜନିତ ଲଗାଣ ବର୍ଷା ଓ ବନ୍ୟା ଯୋଗୁ…

ଏନ୍‌ଜିଟିରେ ସୁକିନ୍ଦା ରେଲ୍‌ୱେ ସାଇଡିଂ ମାମଲା: ୫ ସର୍ତ୍ତ ରଖି ମାମଲା ଫଇସଲା

ଯାଜପୁର ଅଫିସ,୧୧।୯: ପୂର୍ବତଟ ରେଳପଥ ଅଧୀନ ସୁକିନ୍ଦା ରେଲୱେ ସାଇଡିଂରେ ବାୟୁ ଓ ଜଳ ପ୍ରଦୂଷଣ ନିୟନ୍ତ୍ରଣ ଆଇନ ଉଲ୍ଲଂଘନ ହେଉଥିବା ଅଭିଯୋଗ କରି ନ୍ୟାଶନାଲ ଗ୍ରୀନ ଟ୍ରିବ୍ୟୁନାଲ(ଏନ୍‌ଜିଟି)ରେ ମାମଲା (ଆବେଦନ ନମ୍ବର ୩୪/୨୦୨୦ ଇଜେଡ) ରୁଜୁ ହୋଇଥିଲା। ଏନ୍‌ଜିଟିର ବିଚାରପତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?