ଜୀବନ ଜୀବିକା ଆଗରେ ହାର୍ ମାନିଛି ଲକ୍ଡାଉନ
ଖଜୁରିପଡା,୬ା୫(ଡି.ଏନ.ଏ.)- ଜଙ୍ଗଲ ସୀମାବର୍ତ୍ତୀ ଜନଜାତି ଗରିବ ପରିବାରର ମହିଳାମାନେ ଦିନ ମଜୁରୀ ଠାରୁ ଆରମ୍ଭ କରି ଜଙ୍ଗଲରୁ ଲଘୁ ବନଜାତ ଦ୍ରବ୍ୟ ସଂଗ୍ରହ କରି ଜୀବିକା ନିର୍ବାହ କରିଥାନ୍ତି। ତେଣୁ ପ୍ରତିଦିନ ଜଙ୍ଗଲକୁ ଯାଇ ଜାଳେଣି କାଠ, ଶାଳପତ୍ର, ଶିଆଳିପତ୍ର ଆଣି…
ହୋମ୍ କ୍ୱାରାଣ୍ଟାଇନ୍ରେ ମହିଳା ରହିବାକୁ ବିରୋଧ
ଭଞ୍ଜନଗର,୬।୫(ଡି.ଏନ.ଏ.)- ସୁରଟରୁ ଫେରୁଥିବା ମହିଳାମାନଙ୍କୁ ହୋମ୍ କ୍ୱାରାଣ୍ଟାଇନ୍ରେ ରହିବାକୁ ନିଆଯାଇଥିବା ନିଷ୍ପତ୍ତିକୁ ନେଇ ଭଞ୍ଜନଗର ବ୍ଲକର ଏକ ଗ୍ରାମରେ ମଙ୍ଗଳବାର ସନ୍ଧ୍ୟାରେ ଉତ୍ତେଜନା ଦେଖାଦେଇଛି। ୪ ମହିଳାଙ୍କୁ ନେଇ ଆସିଥିବା ଗାଡ଼ିକୁ ଲୋକେ ଗଁାକୁ ପୁରାଇ ଦେଇ ନ ଥିଲେ। ଏହାପରେ…
ଚୋରା ସ୍କ୍ରାପ୍ ବୋଝେଇ ପିକ୍ଅପ ଜବତ, ୩ ଗିରଫ
ଯୋଡା,୬ା୫(ଡି.ଏନ୍.ଏ.)-କେନ୍ଦୁଝର ଜିଲା ବାମେବାରୀ ଥାନା ଅନ୍ତର୍ଗତ ଚମ୍ପାଡିହିଠାରେ ପୋଲିସ ଚଢାଉ କରି ଏକ ଚୋରା ସ୍କ୍ରାପ ବୋଝେଇ ପିକଅପ ଜବତ କରିବା ସହିତ ଏଥିରେ ସଂପୃକ୍ତ ୩ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେମାନେ ହେଲେ ଯୋଡା ବାଂଶପାଣିର ଗୀତା ଚାତାର,…
ପାରିବାରିକ କଳହରୁ ମହିଳାଙ୍କ ଆତ୍ମହତ୍ୟା
ଯୋଡା,୬ା୫(ଡି.ଏନ୍.ଏ.)- କେନ୍ଦୁଝର ଜିଲା ବାମେବରୀ ଅନ୍ତର୍ଗତ ତାଡପାଣି ଅଞ୍ଚଳରେ ମଙ୍ଗଳବାର ପାରିବାରିକ କଳହରୁ ମଞ୍ଜ ମୁଣ୍ଡା ନାମ୍ନୀ ଜଣେ ମହିଳା ଗଛରେ ଫାଶି ଲଗାଇ ଆତ୍ମହତ୍ୟା କରିଛନ୍ତି। ପୋଲିସ ଘଟଣାସ୍ଥଳରେ ପହଞ୍ଚି ଏକ ଅପମୃତ୍ୟୁ ମାମମଲା (ନଂ.୧୬/୨୦୨୦) ରୁଜୁ କରି ମୃତଦେହ…
ସାମାଜିକ ଦୂରତ୍ୱ ନିୟମ ମାନୁ ନାହାନ୍ତି
ଉଦଳା,୬ା୫(ଡି.ଏନ୍.ଏ.)- ଗ୍ରୀନ ଜୋନ୍ରେ ଥିବା ମୟୂରଭଞ୍ଜ ଉଦଳାରେ ଦୋକାନ ବଜାର ଖୋଲାଯାଇଛି। ହେଲେ ଏଠାରେ ଅସମ୍ଭବ ଗହଳି ଦେଖିବାକୁ ମିଳୁଛି। ଗ୍ରୀନ୍ ଜୋନରେ ଦୋକାନ ଖୋଲିବା ସମୟରେ କେତେକ କଟକଣା ରହିଥିବା ବେଳେ ତାହାକୁ ଖୋଲାଖୋଲି ଉଲ୍ଲଂଘନ କରାଯାଉଛି। ବିଶେଷକରି ସାମାଜିକ…
ପୂରଣ ହେଲା ଦାବି, ଗଡ଼ିିଲା ନୂଆ ୧୦୮ ଆମ୍ବୁଲାନ୍ସ
ଚିତ୍ରଡ଼ା,୬ା୫(ଡି.ଏନ୍.ଏ.)- ବହୁ ଦିନର ଦାବି ପରେ ମୟୂରଭଞ୍ଜ ଜିଲାର କିଶାନତାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ୨ଟି ନୂଆ ୧୦୮ ଆମ୍ବୁଲାନ୍ସ ଯୋଗାଇ ଦିଆଯାଇଛି। ପୂର୍ବରୁ ରାସଗୋବିନ୍ଦପୁର ଏବଂ ମୋରଡାରେ ଥିବା ୨ଟି ୧୦୮ ଆମ୍ବୁଲାନ୍ସ ପୁରୁଣା ହେବାରୁ ରୋଗୀ ବିଭିନ୍ନ ସମସ୍ୟାର ସମ୍ମୁଖୀନ…
ଅବସରପ୍ରାପ୍ତ କର୍ମଚାରୀ ସଂଘ ପକ୍ଷରୁ ରିଲିଫ ପାଣ୍ଠିକୁ ଦାନ
ବଡ଼ସାହି,୬ା୫(ସ୍ବ.ପ୍ର.)- ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ ଅବସରପ୍ରାପ୍ତ କର୍ମଚାରୀ ସଂଘ ପକ୍ଷରୁ କରୋନା ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ଫଣ୍ଡକୁ ୨୧ ହଜାର ଟଙ୍କା ଦାନ କରାଯାଇଛି। ସଂଘର ସଦସ୍ୟ ରଣଜିତ କୁମାର ଦାସଙ୍କ ସହିତ ବସନ୍ତ କୁମାର ମହାପାତ୍ର, ରାଜେନ୍ଦ୍ର…
କ୍ବାରାଣ୍ଟାଇନ୍ ସେଣ୍ଟର ପରିଦର୍ଶନ କଲେ ବିଧାୟକ
ବଡ଼ସାହି,୬ା୫(ସ୍ବ.ପ୍ର.)-ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକରେ ଥିବା ବିଭିନ୍ନ କ୍ବାରାଣ୍ଟାଇନ୍ ସେଣ୍ଟରକୁ ବଡ଼ସାହି ବିଧାୟକ ସନାତନ ବିଜୁଳି ମଙ୍ଗଳବାର ପରିଦର୍ଶନ କରିଛନ୍ତି। ରାଜ୍ୟ ବାହାରୁ ଫେରୁଥିବା ଲୋକମାନଙ୍କୁ ସୁରକ୍ଷିତ ଭାବେ ରଖିବା ସହ ସେମାନଙ୍କ ସମସ୍ତ ସୁବିଧା ସମ୍ପର୍କରେ ସେ ଅବଗତ ହୋଇଥିଲେ।…
ସରକାର ମୋତେ ରୋଜଗାର ଦିଅ ଅଭିଯାନ ପକ୍ଷରୁ ଦାବିପତ୍ର
ବାରିପଦା ଅଫିସ, ୬ା୫- ଆଦିବାସୀ ବହୁଳ ମୟୂରଭଞ୍ଜ ଜିଲାରେ ବର୍ତ୍ତମାନ ହଜାର ହଜାର ବେକାର ଯୁବତୀ ଯୁବକ ରହିଛନ୍ତି। ସେହିଭଳି କରୋନା ଯୋଗୁଁ ବାହାର ରାଜ୍ୟକୁ ଦାଦନ ଖଟିବାକୁ ଯାଇଥିବା ବ୍ୟକ୍ତିମାନେ ଜିଲାକୁ ଫେରୁଛନ୍ତି। ଫଳରେ ବହୁ ସଂଖ୍ୟକ ଯୁବତୀ ଯୁବକ…
ଆଞ୍ଚଳିକ ବାରିକ ସମିତି ପକ୍ଷରୁ ଦାବିପତ୍ର
ବାହାନଗା,୬ା୫(ଡି.ଏନ.ଏ.)-ବାଲେଶ୍ୱର ଜିଲା ବାହାନଗା ବ୍ଳକ ଗୋପାଳପୁର ଆଞ୍ଚଳିକ ବାରିକ ସମିତି ତରଫରୁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ବାହାନଗା ତହସିଲଦାର ଓ ସୋର ବିଧାୟକଙ୍କୁ ସରକାର ଲକଡାଉନ୍ରେ ସହାୟତା ପ୍ରଦାନ ନିମନ୍ତେ ଏକ ଦାବିପତ୍ର ପ୍ରଦାନ କରିଛନ୍ତି ା ଗୋପାଳପୁର ଆଞ୍ଚଳିକ ବାରିକ୍ ସମିତି…
କୋଭିଡ୍ ଫଣ୍ଡକୁ ଓଡିଆ ବାପ୍ଟିଷ୍ଟ ମଣ୍ଡଳୀ ଦେଲା ୧ଲକ୍ଷ
ଫୁଲବାଣୀ ଅଫିସ, ୫ା୫-କରୋନା ମୁକାବିଲା ଲାଗି ବହୁ ଅନୁଷ୍ଠାନ ଏବଂ ବ୍ୟକ୍ତି ବିଶେଷ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ସହାୟତା କରି ଆସୁଛନ୍ତି। ଏହିକ୍ରମରେ ଫୁଲବାଣୀ ଅମଲାପଡା ଓଡ଼ିଆ ବାପ୍ଟିଷ୍ଟ ମଣ୍ଡଳୀ ପକ୍ଷରୁ ସୋମବାର ୧ ଲକ୍ଷ ଟଙ୍କା ସହାୟତା ପ୍ରଦାନ କରାଯାଇଛି।…
CORONAVIRUS UPDATE: ଓଡ଼ିଶାରେ ଆକ୍ରାନ୍ତ ସଂଖ୍ୟା ହେଲା ୧୭୬
ଭୁବନେଶ୍ୱର,୫।୫:(ବ୍ୟୁରୋ)- ମଙ୍ଗଳବାର ରାତିରେ ଆଉ ଜଣେ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୭୬ରେ ପହଞ୍ଚିଛି। ପଜିଟିଭ୍ ଚିହ୍ନଟ ହୋଇଥିବା ୫୮ ବର୍ଷୀୟ ବ୍ୟକ୍ତି ଯାଜପୁର ଜିଲାର ଏବଂ ସେ କୋଲକାତା ଫେରନ୍ତା ବୋଲି…
Archives


