ବେଆଇନ ମଦ ଦୋକାନ ଭାଙ୍ଗିଲେ ଅସନ୍ତୁଷ୍ଟ ମହିଳା
ଖଇରା, ୧୨।୩(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଗଗନଧୂଳି ପଞ୍ଚାୟତ ଅଧୀନ ରାଇଗଢିଆ ଗ୍ରାମରେ ଗତ ୫ବର୍ଷରୁ ଊର୍ଦ୍ଧ୍ୱ ହେଲା ବେଆଇନ ମଦ ବିକ୍ରୟ କେନ୍ଦ୍ର ଚାଲିଥିବା ଅଭିଯୋଗ ହୋଇଥିଲା। ଧୀରେ ଧୀରେ ଗ୍ରାମ ପରିବେଶ ଅଶାନ୍ତ ହୋଇ ପଡିଥିଲା। ପ୍ରତ୍ୟେକ...
ଧାର ଟଙ୍କା ମାଗିବାକୁ ଯାଇ ବଳାତ୍କାରର ଶିକାର ହେଲେ ମହିଳା: ଅଭିଯୁକ୍ତ ଗିରଫ
ଦାରିଙ୍ଗବାଡ଼ି,୧୨।୩(ଡି.ଏନ୍.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳର ଜଣେ ମହିଳା ତାଙ୍କ ପଡ଼ିଶା ଘରକୁ ଧାର ଦେଇଥିବା ଟଙ୍କା ମାଗିବାକୁ ଯାଇ ବଳାତ୍କାରର ଶିକାର ହୋଇଥିବା ଗୁରୁବାର ଥାନାରେ ଅଭିଯୋଗ ହୋଇଛି। ପୋଲିସ ଅଭିଯୁକ୍ତଙ୍କୁ ଗିରଫକରି କୋର୍ଟଚାଲାଣ କରିଛି। ଅଭିଯୁକ୍ତ...
ବିଲ୍ ନ ମିଳିବାରୁ ଠିକାଦାରଙ୍କ ଶାନ୍ତିପୂର୍ଣ୍ଣ ଧାରଣା
ଗଞ୍ଜାମ,୧୨ା୩(ଡି.ଏନ୍.ଏ.): ଗଞ୍ଜାମ ସହରର ବିଭିନ୍ନ ୱାର୍ଡରେ ଏନ୍ଏସି ପକ୍ଷରୁ ୧୦ ପ୍ରକଳ୍ପ ମଧ୍ୟରୁ ୬ଟି ପ୍ରକଳ୍ପର ନିର୍ମାଣ କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇଛି। ମାତ୍ର ଠିକାଦାରଙ୍କୁ ଏହାର ବିଲ୍ ପ୍ରଦାନ କରାଯାଉ ନାହିଁ। ଏହାକୁ ନେଇ ଠିକାଦାର ମହଲରେ ତୀବ୍ର ଅସନ୍ତୋଷ...
ବାଟ ଭୁଲି ୩୦ କିଲୋମିଟର ଚାଲିଆସିଥିଲେ ଦୁଇ ଶିଶୁପୁତ୍ର: ଉଦ୍ଧାର କଲା ଚାଇଲ୍ଡଲାଇନ୍, ପରିବାରବର୍ଗଙ୍କୁ ହସ୍ତାନ୍ତର
ଆନନ୍ଦପୁର,୧୨।୩(ସ୍ବ.ପ୍ର.): କେନ୍ଦୁଝର ଜିଲା ଘସିପୁରା ଥାନା ଅନ୍ତର୍ଗତ ବେଲବାହାଳି ଗ୍ରାମରୁ ଦୁଇ ଶିଶୁଙ୍କୁ ଆନନ୍ଦପୁର ଚାଇଲ୍ଡଲାଇନ୍ ସଦସ୍ୟମାନେ ଉଦ୍ଧାର କରି ସେମାନଙ୍କ ପରିବାରବର୍ଗଙ୍କୁ ହସ୍ତାନ୍ତର କରିଛନ୍ତି। ଦୁଇ ଶିଶୁପୁତ୍ର ଆନନ୍ଦପୁର ଥାନା ଗୟଳମୁଣ୍ଡା ପଞ୍ଚାୟତ ପୁତୁଝରୀ ଗ୍ରାମର ବୋଲି ଜଣାପଡ଼ିଛି।...
ମାମୁଘରେ ମସ୍ତିଷ୍କ ବିକୃତ ପୁତୁରାର ଉନ୍ମତ୍ତକାଣ୍ଡ, ମାଉସୀଙ୍କୁ କୁରାଢ଼ିରେ ହାଣି ହତ୍ୟା
ରାଇରଙ୍ଗପୁର,୧୨।୩(ଡି.ଏନ୍.ଏ.): ମୟୂରଭଞ୍ଜ ଜିଲା ବହଳଦା ଥାନା ଅନ୍ତର୍ଗତ ଦଲଡ଼ିହା ଗ୍ରାମରେ ବୁଧବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ଉକ୍ତ ଗ୍ରାମରେ ଥିବା ନିଜ ମାମୁ ଘରକୁ ବୁଲିବାକୁ ଆସିଥିବା ଉକ୍ତ ଥାନା ଅନ୍ତର୍ଗତ ଅସଦା ନିକଟ ଚହଲାପଦା ଗ୍ରାମର...
ଉଚ୍ଛେଦ ପୂର୍ବରୁ ଦୋକାନ ହଟାଇଲେ ବ୍ୟବସାୟୀ, ଥଇଥାନ କରା ନ ଗଲେ ଆନ୍ଦୋଳନ ଚେତାବନୀ
ଗଞ୍ଜାମ,୧୨।୩(ଡି.ଏନ୍.ଏ.): ଗଞ୍ଜାମ ସହର ସାନବଜାରଠାରୁ ତ୍ରିବେଣୀ ମଠ ଛକ ଯାଏ ରାସ୍ତା ସମ୍ପ୍ରସାରଣ ପାଇଁ ଜବରଦଖଲ ଉଚ୍ଛେଦ କରାଯିବା ନେଇ ତହସିଲ ପ୍ରଶାସନ ପକ୍ଷରୁ ଗତ ଫେବୃୟାରୀ ୧୦ତାରିଖ ଉଭୟ ପାର୍ଶ୍ୱରେ ଥିବା କ୍ଷୁଦ୍ର ବ୍ୟବସାୟୀ ତଥା ଉଠା ଦୋକାନୀମାନଙ୍କୁ...
ଧାନପେଷା ମେଶିନ ସଂସ୍ପର୍ଶରେ ଆସି ମହିଳା ଗୁରୁତର
ଆନନ୍ଦପୁର,୧୨।୩(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଘସିପୁରା ଥାନା ଅଧୀନ ଦରଡ଼ିପାଳ ଗ୍ରାମରେ ଜଣେ ମହିଳା ଧାନପେଷା ମେଶିନ୍ ସଂସ୍ପର୍ଶରେ ଆସି ଗୁରୁତର ହୋଇଛନ୍ତି। ଦରଡ଼ିପାଳ ଗ୍ରାମର ଗୁରୁତର ମହିଳା ସତ୍ୟଭାମା ରାଉତଙ୍କୁ ପରିବାର ଲୋକେ ଉଦ୍ଧାର କରି ଚିକିତ୍ସା...
ଅଧାବାଟରୁ ବରଙ୍କୁ ଉଠାଇ ନେଲା ପୋଲିସ, ମଙ୍ଗୁଳା ରହିଲେ କନ୍ୟା
ଆଠଗଡ଼,୧୨।୩(ସ୍ବ.ପ୍ର.): କଟକ ଜିଲା ବାଙ୍କି ଥାନା ଅନ୍ତର୍ଗତ କଦଳୀବାଡ଼ି ଗ୍ରାମରେ ଜମିଜମା ଗଣ୍ଡଗୋଳକୁ ନେଇ ୨୦୧୮ ଫେବୃୟାରୀ ୭ ତାରିଖରେ ଏକ ହତ୍ୟାକାଣ୍ଡ ଘଟିଥିଲା। ଉକ୍ତ ହତ୍ୟାକାଣ୍ଡରେ ଢେଙ୍କାନାଳ ସଦର ଥାନା ଅନ୍ତର୍ଗତ ତାଳବରକୋଟ ଗ୍ରାମର ରମେଶ ସ୍ବାଇଁଙ୍କ ପୁଅ...
ଗାଧୋଇବାକୁ ଯାଇ ନଦୀରେ ବୁଡ଼ିଗଲେ ନାବାଳକ
ରସୁଲପୁର,୧୨।୩(ଡି.ଏନ୍.ଏ.): ଯାଜପୁର ଜିଲା ରସୁଲପୁର ବ୍ଲକ ବାରବାଟୀ ପଞ୍ଚାୟତ ଓଡ଼ଙ୍ଗ ଗ୍ରାମର କୁଳମଣି ପରିଡ଼ାଙ୍କ ନାବାଳକ ପୁଅ ଚିତ୍ତରଞ୍ଜନ ଗୁରୁବାର ନିକଟସ୍ଥ ବ୍ରାହ୍ମଣୀ ନଦୀକୁ ଗାଧୋଇବାକୁ ଯାଇ ବୁଡି ଯାଇଛନ୍ତି। ପରିବାର ଲୋକେ ଖୋଜାଖୋଜି କରିବାର କିଛି ସମୟ ପରେ...
ଶୌଚ ହେବାକୁ ଯାଇଥିବା ନାବାଳିକାଙ୍କୁ ଅସଦାଚରଣ: ଅଭିଯୁକ୍ତ ଫେରାର, ପୋଲିସର ତଦନ୍ତ ଜାରି
ରସୁଲପୁର,୧୨।୩(ଡି.ଏନ୍.ଏ.): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ବାରବାଟୀ ପଞ୍ଚାୟତ ବେତଣ୍ଡା ଗ୍ରାମରେ ଗୁରୁବାର ସକାଳେ ଶୌଚ ହେବାକୁ ଯାଇଥିବା ଜଣେ ନାବାଳିକାଙ୍କୁ ସେହି ଗ୍ରାମର ଶରତ ମହାକୁଡ଼ ନାମକ ଜଣେ ଯୁବକ ତାକୁ ଅସଦାଚରଣ କରିବା ସହ ବଳାତ୍କାର...
ଆଦର୍ଶ ବିବାହ: ବାଳାଶ୍ରମର ସସ୍ମିତାଙ୍କୁ ଜୀବନସାଥୀ କଲେ ହରିୟାଣାର ଧର୍ମବୀର
ବରଗଡ଼ ଅଫିସ,୧୨।୩- ବିବାହରେ ନ ଥିଲା ଯାନିଯୌତୁକ। କେବଳ ପରସ୍ପର ଫୁଲମାଳା ବିନିମୟରେ ବରଗଡ଼ ସହର ଉପକଣ୍ଠ ଡାଙ୍ଗସ୍ଥିତ ବିମଳାଦେବୀ ବାଳାଶ୍ରମର ଜଣେ ଅସହାୟ ଯୁବତୀ ସସ୍ମିତା ଷଡ଼ଙ୍ଗୀଙ୍କୁ ଜୀବନସାଥୀ କରିଛନ୍ତି ହରିୟାଣାର ଧର୍ମବୀର ଶର୍ମା। ବାତ୍ସଲ୍ୟ (ବିମଳାଦେବୀ ଚାରିଟେବୁଲ...
ହତ୍ୟା କରି ପୋତିଦେଲେ: ମାଟି ତଳୁ ନିଖୋଜ ଯୁବକଙ୍କ ମୃତଦେହ ଉଦ୍ଧାର କଲା ତିହିଡ଼ି ପୋଲିସ
ତିହିଡ଼ି,୧୨।୩(ଡି.ଏନ୍.ଏ.): ଭଦ୍ରକ ଜିଲା ତିହିଡି ଥାନା ଅଧୀନ କୋହ୍ଲ ଗ୍ରାମରୁ ନିଖୋଜ ହୋଇଥିବା ଜଣେ ଯୁବକଙ୍କ ମୃତଦେହକୁ ଗୁରୁବାର ପୂର୍ବାହ୍ନରେ ତିହିଡି ପୋଲିସ ଉଦ୍ଧାର କରିଛି। ପିରହାଟ ଚାରିବାଟିଆ ରାସ୍ତାର ସାହାପୁର ଛକଠାରୁ କିଛିଦୂରରେ ଥିବା ଏକ ଜୋର ପାର୍ଶ୍ୱର...
Archives


