ଆମ ଜିଲା ଖବର

ଆବାସ ଯୋଜନାରେ ସାମିଲ ହୋଇନି ୬ ଗାଁ

ଜୟପୁର,୫।୧୨ (ନି.ପ୍ର.): ଗରିବ ଲୋକଙ୍କୁ ଘର ଯୋଗାଇବା ପାଇଁ ସରକାର ପ୍ରଧାନମନ୍ତ୍ରୀ ଆବାସ ଯୋଜନା , ବିଜୁ ପକ୍କା ଘର ପରି ଯୋଜନା କାର୍ଯ୍ୟକାରୀ କରୁଛନ୍ତି ା ମାତ୍ର ଏହି ଯୋଜନାର ସୁଫଳ ଲୋକଙ୍କ ନିକଟରେ ପହଞ୍ଚୁନାହିଁ। କୋରାପୁଟ ଜିଲାର ବୋରିଗୁମ୍ମା…

କଥକରେ କୃଷ୍ଣରାସ, ଓଡ଼ିଶୀରେ ଚକ୍ରବୂ୍ୟହ

କୋଣାର୍କ,୫।୧୨(ଡି.ଏନ୍‌.ଏ.): ପର୍ଯ୍ୟଟନ ବିଭାଗ ଦ୍ୱାରା ଆୟୋଜିତ କୋଣାର୍କ ଉତ୍ସବର ଶୁକ୍ରବାର ଚତୁର୍ଥ ସନ୍ଧ୍ୟାରେ କଥକ ଓ ଓଡ଼ିଶୀ ନୃତ୍ୟର ନିଖୁଣ ଉପସ୍ଥାପନା ସନ୍ଧ୍ୟା ସମୟକୁ ଚିତ୍ତାକର୍ଷକ କରିଥିଲା। ଏହାସହ ଚନ୍ଦ୍ରଭାଗାର ବେଳାଭୂମିରେ ହେଉଥିବା ବାଲୁକାକଳା ସଚେତନତାର ଭିନ୍ନ ବାର୍ତ୍ତା ଦେଇଥିଲା। ଉତ୍ସବର…

କେନାଲ ବନ୍ଧ ରାସ୍ତା ଖାଲଖମା

ଡେରାବିଶ, ୫।୧୨(ସ୍ବ.ପ୍ର.): ଡେରାବିଶ ବ୍ଲକ ଅଧୀନ କେନ୍ଦ୍ରାପଡ଼ା କେନାଲର ଗିରିଗୋଲାଠାରୁ ଦାନପୁର ୨ କି.ମି. କେନାଲ ବନ୍ଧ ରାସ୍ତା ଖାଲଖମାରେ ଭର୍ତ୍ତି ହୋଇଛି। ବ୍ଲକ ଅଞ୍ଚଳର ଏହି କେନାଲ ବନ୍ଧ ରାସ୍ତାଟି ମୁଖ୍ୟରାସ୍ତା। ରାସ୍ତାଟି କେନ୍ଦ୍ରାପଡ଼ା ଓ କଟକ ସହରକୁ ସଂଯୋଗ…

ପାଣି ପାଇଁ ପଡ଼ିଲାଣି ଭାଳେଣି

ପାରାଦୀପ,୫।୧୨(ସ୍ବ.ପ୍ର.): ପାରାଦୀପ ବନ୍ଦର ଅଞ୍ଚଳବାସୀଙ୍କ ଏବେଠାରୁ ପାଣି ପାଇଁ ଭାଳେଣି ପଡିଲାଣି। କାରଣ ବନ୍ଦର ପ୍ରଶାସନ ସମସ୍ତ ଅଧିବାସୀଙ୍କୁ ପାଣି କମ୍‌ ବ୍ୟବହାର କରିବାକୁ ଡାକବାଜି ଯନ୍ତ୍ର ଯୋଗେ ସୂଚନା ଦେଇଛନ୍ତି। ତାଳଦଣ୍ଡା କେନାଲର ନବୀକରଣ ପାଇଁ ପାରାଦୀପ ଅଞ୍ଚଳକୁ ପାଣି…

ଅବହେଳିତ ଅବସ୍ଥାରେ ଦଧିବାମନ

ଖୋର୍ଦ୍ଧା ଅଫିସ,୫।୧୨: ଖୋର୍ଦ୍ଧା ସନ୍ନିକଟ ମୁସଲମାନ ଅଧ୍ୟୁଷିତ କେରଙ୍ଗ ପଞ୍ଚାୟତର ଦିବ୍ୟସିଂହଦେବପୁର ଗ୍ରାମରେ ରହିଛି ଦଧିବାମନ ମନ୍ଦିର। ତତ୍କାଳୀନ ଖୋର୍ଦ୍ଧା ରାଜା ଦିବ୍ୟସିଂହ ଦେବଙ୍କ ନାମରେ ସ୍ଥାପିତ ଏହି ଗ୍ରାମରେ ପ୍ରାୟ ୪ଶହ ବର୍ଷ ହେଲା ପ୍ରଭୁ ଦଧିବାମନ ପୂଜା ପାଇଆସୁଛନ୍ତି।…

ଏସ୍‌ଆଇଟିର ତଦନ୍ତ ଜାରି

ନୟାଗଡ଼ ଅଫିସ,୫।୧୨: ଏସ୍‌ଆଇଟି (ସ୍ପେଶାଲ ଇନ୍‌ଭେଷ୍ଟିଗେଶନ୍‌ ଟିମ୍‌) ଦ୍ୱାରା ପରୀ ହତ୍ୟା ଘଟଣାର ତଦନ୍ତ ଜାରି ରହିଛି। ୪ଦିନ ଭିତରେ ଟିମ୍‌ ୨ଥର ଯଦୁପୁରରେ ପହଞ୍ଚତ୍ ଘଟଣାର ତନାଘନା ଚଳାଇଛି। ପୋଲିସ ଆଇଜି ଅରୁଣ ବୋଥ୍ରାଙ୍କ ନେତୃତ୍ୱରେ ଟିମ୍‌ ଶୁକ୍ରବାର ପରୀର…

ଫେରିବା ପରେ ବି ଗ୍ରହଣ କରାଗଲାନି

ପୁରୀ ଅଫିସ, ୫।୧୨: ମହାପ୍ରଭୁଙ୍କ ଦୁର୍ଲଭ ନାଗାର୍ଜୁନ ବେଶରେ ଲାଗିଥିବା ଚନ୍ଦ୍ର- ସୂର୍ଯ୍ୟ କେହି ନେଇଯାଇଥିବା ଅଭିଯୋଗ ହୋଇଥିଲା। ନାଗାର୍ଜୁନ ବେଶ ପରଦିନ ଅର୍ଥାତ୍‌ ଗତ ୨୮ ତାରିଖରେ ଏହି ଘଟଣା ସାମ୍ନାକୁ ଆସିଥିଲା। ଏ ନେଇ ହଟଚମଟ ସୃଷ୍ଟି ହୋଇଥିଲା।…

ଧାନ କିଣାବିକାରେ ଅବ୍ୟବସ୍ଥା, ରାଜରାସ୍ତାକୁ ଓହ୍ଲାଇଲେ ଚାଷୀ

ସରଣ୍ଡା,୫।୧୨(ଡି.ଏନ୍‌.ଏ.): ବରଗଡ଼ ଜିଲାରେ ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟାରେ ଅବ୍ୟବସ୍ଥା ଜାରିରହିଛି। ଏହାକୁ ନେଇ ଚାଷୀଙ୍କ ମଧ୍ୟରେ ଅସନ୍ତୋଷ ବଢ଼ିି ଚାଲିଛି। ଏହି କ୍ରମରେ ଶନିବାର ଜୟ କିସାନ ଆନ୍ଦୋଳନ ଏବଂ ପଶ୍ଚିମ ଓ କୃଷକ ସଂଗଠନ ସମନ୍ବୟ ସମିତିର ନେତୃତ୍ୱରେ…

କାର୍ଯ୍ୟରେ ଅବହେଳା: ନିଲମ୍ବିତ ହେଲେ କାର୍ଯ୍ୟନିର୍ବାହୀ ଅଧିକାରୀ, କନିଷ୍ଠ ଯନ୍ତ୍ରୀ

ପଦ୍ମପୁର,୫।୧୧(ଡି.ଏନ୍‌.ଏ.): ଭଦ୍ରକ ଜିଲା ବାସୁଦେବପୁର ମ୍ୟୁନିସପାଲିଟିର କାର୍ଯ୍ୟନିର୍ବାହୀ ଅଧିକାରି ତାପସ ରଞ୍ଜନ ଜେନା ଓ କନିଷ୍ଠ ଯନ୍ତ୍ରୀ ଦେବକାନ୍ତ ନାୟକଙ୍କୁ ଶନିବାର କାର୍ଯ୍ୟରୁ ନିଲମ୍ବିତ କରାଯାଇଛି। କାର୍ଯ୍ୟରେ ଅବହେଳା ଓ ଲକ୍ଷ୍ୟ ଧାର୍ଯ୍ୟ ପୂରଣ ନ କରିବାରୁ ସେମାନଙ୍କୁ ନିଲମ୍ବନ କରାଯାଇଥିବା…

ଛଟେଇ ପରେ ହାରିଲେ ଜୀବନ

ଢେଙ୍କାନାଳ ଅଫିସ, ୫।୧୨: ପେଟପାଟଣା କଥା ବୁଝୁଥିଲା ଠିକା ଚାକିରି। କଷ୍ଟେମଷ୍ଟେ ଚଳିଯାଉଥିଲା ପରିବାର। ଚାକିରିରୁ ଛଟେଇ ପରେ ମାଡ଼ିବସିଲା ଚିନ୍ତା। ଅସହ୍ୟ ହେଲା ଆର୍ଥିକ ଅନଟନ। କରୋନା କାଳରେ ଆର୍ଥିକ ଦୁରାବସ୍ଥା ସାଙ୍ଗକୁ ମାନସିକ ଚାପ ସହି ନ ପାରି…

ଅତ୍ୟାଧୁନିକ ପରିମଳ ସେବାର ଶୁଭାରମ୍ଭ

ସୁନ୍ଦରଗଡ଼/ ରାଉରକେଲା ଅଫିସ୍‌, ୫।୧୨: ‘ସ୍ବଚ୍ଛତା ବିଷୟ ଉଠିଲେ ପ୍ରଥମେ ଗାନ୍ଧିଜୀଙ୍କ କଥା ମନକୁ ଆସିଥାଏ। ଗାନ୍ଧିଜୀ ସବୁବେଳେ ପରିମଳକୁ ଗୁରୁତ୍ୱ ଦେଉଥିଲେ। ବାସ୍ତବରେ ସୁସ୍ଥ ପରିବେଶ ହିଁ ଉନ୍ନତି ଏବଂ ଉନ୍ନତ ଜୀବନର ଆଧାର। ଶୁକ୍ରବାର ସୁନ୍ଦରଗଡ଼ ଜିଲା ପାଇଁ…

ସ୍ବାବଲମ୍ବୀ କରିଛି ସିଲେଇ

ଢେଙ୍କାନାଳ ଅଫିସ, ୫।୧୨ ମହିଳା ସ୍ବାବଲମ୍ବୀ ହେଲେ ସୁଦୃଢ଼ ହେବ ପରିବାରର ଆର୍ଥିକସ୍ଥିତି। ଏ କଥାକୁ ଘରେ ଘରେ ପହଞ୍ଚାଇବାକୁ ଅନବରତ ଉଦ୍ୟମ କରୁଛି ଢେଙ୍କାନାଳ ଜିଲା ନରେନ୍ଦ୍ରପୁରସ୍ଥିତ ଟାଟାଷ୍ଟିଲ୍‌ ବିଏସ୍‌ଏଲ୍‌। କମ୍ପାନୀ ପାର୍ଶ୍ୱବର୍ତ୍ତୀ ୬ ଗ୍ରାମରେ ଆରମ୍ଭ ହୋଇଥିବା ସିଲେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?