ଆମ ଜିଲା ଖବର

ମାଲିକଙ୍କ ଆଖି ଆଗରେ ଜଳିଲା କଣ୍ଟେନର

ଗୋପାଳପୁର,୨୯ା୧୧(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା ୧୬ ନଂ. ଜାତୀୟ ରାଜପଥ ଗୋଳନ୍ଥରା ଥାନା ଅଧୀନ କନିଶିହାଟ ନିକଟ ରାସ୍ତାରେ ଏକ କଣ୍ଟେନର ହୁତହୁତ ହୋଇ ଜଳି ଯାଇଛି। କଣ୍ଟେନରକୁ ମାଲିକ ସାୱନ ଚୌଧୁରୀ ନିଜେ ଚଳାଉଥିବା ବେଳେ ସେ ଅଳ୍ପକେ…

ଅମୃତ ମିଳନରେ ଶହ ଶହ ଶ୍ରଦ୍ଧାଳୁ

ଦାରିଙ୍ଗବାଡ଼ି, ୨୯।୧୧ (ଅରୁଣ ସାହୁ): ଦାରିଙ୍ଗବାଡି ବ୍ଲକ ମା’ଦଶଭୁଜା ଦୁର୍ଗମଣ୍ଡପଠାରେ ଶନିବାର ଅଷ୍ଟପ୍ରହରୀ ନାମଯଜ୍ଞ ଅନୁଷ୍ଠିତ ହୋଇଛି। ସକାଳ ୯ ଟାରୁ ଶହ ଶହ ମହିଳା ଶିବ ମନ୍ଦିର ପ୍ରାଙ୍ଗଣରେ ଥିବା ପୋଖରୀରୁ ଗଙ୍ଗାପୂଜା କରି ଜଳ ଉଠାଇ ବିରାଟ କଳସ…

ବିଜେଡି ସମର୍ଥିତ ବ୍ଲକ୍‌ ଅଧ୍ୟକ୍ଷଙ୍କ ବିରୋଧରେ ଦୁର୍ନୀତି ଅଭିଯୋଗ ଆଣିଲା ବିଜେଡି

ବନ୍ତ,୨୯ା୧୧(ସନାତନ ରାଉତ): ଭଦ୍ରକ ଜିଲା ବନ୍ତ ବ୍ଲକ ଅଧ୍ୟକ୍ଷଙ୍କ ବିରୋଧରେ କୋଟିଏରୁ ଅଧିକ ଟଙ୍କା ଆତ୍ମସାତ ଅଭିଯୋଗ ଆଣିଛି ବିଜେଡି। ମହାତ୍ମାଗାନ୍ଧୀ କର୍ମ ନିଯୁକ୍ତି ଯୋଜନାରେ ନିଜ ନାମରେ ଭେଣ୍ଡର କୋଡ଼ ଖୋଲି ଟଙ୍କା ଆତ୍ମସାତ କରିଥିବା ଖବରଦାତା ସମ୍ମିଳନୀରେ ବ୍ଲକ…

‘ହିଂସାମୁକ୍ତ ସମାଜ ଗଢ଼ିବାକୁ ସଂକଳ୍ପ’

ଦାରିଙ୍ଗବାଡ଼ି,୨୯ା୧୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଜାଗୃତି କାର୍ଯ୍ୟାଳୟ ପରିସର ମଧ୍ୟରେ ଅନ୍ତର୍ଜାତୀୟ କମଳା ଦିବସ ନାରୀନେତ୍ରୀ ମମତା ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜାଗୃତି ସମ୍ପାଦକ କୈଳାସ ଚନ୍ଦ୍ର ଦଣ୍ଡପାଟ ମୁଖ୍ୟ ଅତିଥି ଭାବେ ଯୋଗଦାନ କରିଥିଲେ।…

‘ଦିବ୍ୟାଙ୍ଗ ଅଧିକାର ଅଧିନିୟମ ସଠିକ୍‌ କାର୍ଯ୍ୟକାରୀ ହେଉ’

ଭଞ୍ଜନଗର,୨୯ା୧୧(ବାବୁଲା ପ୍ରଧାନ): ବିଶ୍ୱ ଭିନ୍ନକ୍ଷମ ଦିବସ ଅବସରରେ ଓଡ଼ିଶା ବିକଳାଙ୍ଗ ମଞ୍ଚ ଓ ବାର୍ଡ ମିଳିତ ସହଯୋଗରେ ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ବାଉଁଶଲୁଣ୍ଡି ପଞ୍ଚାୟତ ସଭାଗୃହରେ ଶନିବାର ‘ଆମ ଅଧିକାର ଆମକୁ ଦିଅ’ ଉପରେ ଏକ ଖବରଦାତା ସମ୍ମିଳନୀ ଅନୁଷ୍ଠିତ…

ଜୁଆ ଆଡ୍ଡା ଉପରେ ଚଢାଉ: ୧୭ ଜଣଙ୍କୁ ବାନ୍ଧିଲା ପୋଲିସ

ବଲାଙ୍ଗୀର, ୨୯/୧୧(ସୁନିଲ କୁମାର ମହାନ୍ତି):ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ କୁଟୁରାମୁଣ୍ଡାର ଏକ ଫାର୍ମରେ ଚାଲିଥିବା ବେଆଇନ ଜୁଆ ଆଡ୍ଡା ଉପରେ ଶୁକ୍ରବାର ରାତିରେ ସଦର ଥାନା ପୋଲିସ ଅତର୍କିତ ଚଢ଼ାଉ କରି ୧୨ ବାଇକ, ଏକ କାର ସହ ବିଭିନ୍ନ ଜିଲାର…

ଦୁଇ ବର୍ଷ ବିତିଗଲା, ଅକାମି ହୋଇପଡ଼ିଛି ମିଶନ ଶକ୍ତି କାଫେ ଗୃହ

କେସିଙ୍ଗା,୨୯/୧୧( ତୁମେଶ୍ୱର ସାହୁ): ଗତ ବିଜେଡି ସରକାର ଥିବା ସମୟରେ ମିଶନ ଶକ୍ତିକୁ ଶକ୍ତିଶାଳୀ କରିବା ସହ ଅନେକ ମହିଳା ଗ୍ରୁପକୁ ଆର୍ଥିକ ମାନଦଣ୍ଡକୁ ସୁଦୃଢ କରିବା ପାଇଁ ସହରର ବିଭିନ୍ନ ଜାଗାରେ ମିଶନ ଶକ୍ତି କାଫେ ନିର୍ମାଣ କରାଯାଇଥିଲା। ମହିଳା…

ପରିତ୍ୟକ୍ତ ଅବସ୍ଥାରେ ୨ ପୋଖରୀ

ନୂଆପଡ଼ା,୨୯।୧୧ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ଧରମପୁର ଗାଁରେ ଥିବା ଦୁଇଟି ପୋଖରୀ ଅନାବନା ଘାସରେ ପରିପୂର୍ଣ୍ଣ ହୋଇଛି। ୧୪ ଏକର ପରିଧିରେ ଧରମପୁର ବଡବନ୍ଧ(ପୋଖରୀ) ଓ ୩ ଏକର ବିଶିଷ୍ଟ ବଂଜାରୀ ସାନ ପୋଖରୀ ବ୍ୟବହାର…

ଅଗ୍ନିକାଣ୍ଡରେ ୧୦ ଘର ପୋଡି ପାଉଁଶ, ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ

ଭଞ୍ଜନଗର,୨୯।୧୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ତାରାସିଂ ଥାନା ଅନ୍ତର୍ଗତ ଗରୁଡ଼ୁଗାଁରେ ଶୁକ୍ରବାର ରାତିରେ ଅଗ୍ନିକାଣ୍ଡ ଘଟି ୧୦ ବଖରା ଘର ପୋଡି ପାଉଁଶ ହୋଇଯାଇଛି । ଏଥିରେ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ମଧ୍ୟ ପୋଡିଯାଇଛି। ଖବରପାଇ ଭଞ୍ଜନଗର ଦମକଳ ବାହିନୀ ଘଟଣାସ୍ଥଳରେ…

ସଚେତନତା ବଢ଼ିଲେ, ଦୁର୍ଘଟଣାହାର କମିବ: ଗାଡି ଚାଳକଙ୍କୁ ସଚେତନ କରାଇଲେ ମହିଳା

ଭଞ୍ଜନଗର,୨୯/୧୧(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ରୋଟାରୀ କ୍ଲବ ପକ୍ଷରୁ ଭଞ୍ଜନଗର ବେଲଗୁଣ୍ଠା ରୋଡ ନୂଆଗାଁ ସେତୁ ଉପରେ ଶୂନ୍ୟ ମୃତାହତ ପକ୍ଷ ଅବସରରେ ଏକ ସଭା ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ସେଠାରେ ବିଭିନ୍ନ ସଚେତନତା କାର୍ଯ୍ୟକ୍ରମ ହୋଇଥିଲା। ଏଥିରେ ଭଞ୍ଜନଗର…

ଅନ୍ତେବାସୀ ଛାତ୍ର ଗୁରୁତର ଘଟଣା: ରାତିଅଧରେ ଭାରପ୍ରାପ୍ତ ପ୍ରଧାନଶିକ୍ଷକ ନିଲମ୍ବିତ, ରୋଷେୟା ବହିଷ୍କୃତ

ନବରଙ୍ଗପୁର,୨୯।୧୧(ସଦାଶିବ ପ୍ରହରାଜ):ନବରଙ୍ଗପୁର ଜିଲା କୋଷାଗୁମୁଡ଼ା ବ୍ଲକ୍‌ କୋକଡ଼ି ସେମଲା ଆଶ୍ରମ ବିଦ୍ୟାଳୟ ହଷ୍ଟେଲ ରୋଷେଇଘରେ ଗତ ୨୦ ତାରିଖରେ ପ୍ରେସରକୁକର ଫାଟି ସପ୍ତମ ଶ୍ରେଣୀ ଛାତ୍ର ଧନେଶ୍ୱର ଭତ୍ରାଙ୍କ ମୁହଁ କ୍ଷତିବିକ୍ଷକ୍ତ ହୋଇଥିଲା। ସ୍କୁଲ ଓ ହଷ୍ଟେଲ କର୍ତ୍ତୃପକ୍ଷ ତାଙ୍କୁ ଡାକ୍ତରଖାନା…

CISF ଜବାନ ଶହୀଦ: ଜନ୍ମମାଟିକୁ ବାହାରିଲା ଶୋଭାଯାତ୍ରା

ଅତାବିରା,୨୯।୧୧(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ସୋଢାପାଲି ଗ୍ରାମର ଦୂର୍ବାଦଳ ଭୁଏ। ତାମିଲନାଡୁର ମହେନ୍ଦ୍ରଗିରିରେ କାର୍ଯ୍ୟରତ ସମୟରେ ଶହୀଦ ହୋଇଛନ୍ତି। ଆଜି ଆଉ କିଛି ସମୟ ପରେ ତାଙ୍କ ଗ୍ରାମକୁ ତାଙ୍କର ପାର୍ଥିବଶରୀର ପହଞ୍ଚତ୍। ସେଠାରେ ତାଙ୍କୁ CISF ତରଫରୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri