ଜାତି ଉଦ୍ଦେଶ୍ୟରେ ଉତ୍ସର୍ଗୀକୃତ ବିବୁଧେନ୍ଦ୍ରଙ୍କ ପ୍ରତିମୂର୍ତ୍ତି
କଟକ ଅଫିସ,୧୨ା୩: ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଘନିଷ୍ଠ ସହଯୋଗୀ, କ୍ରାନ୍ତିକାରୀ ନେତା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ବିବୁଧେନ୍ଦ୍ର ମିଶ୍ରଙ୍କ ପ୍ରତିମୂର୍ତ୍ତି ବାରବାଟୀ ଷ୍ଟାଡିୟମସ୍ଥିତ ବିବୁଧେନ୍ଦ୍ର ମାର୍ଗଠାରେ ବୁଧବାର ଲୋକାର୍ପିତ କରାଯାଇଛି। ସ୍ବର୍ଗତ ମିଶ୍ରଙ୍କ ଜନ୍ମ ଶତବାର୍ଷିକୀ ପାଳନ ଅବସରରେ...
୨ ବଛର ହେଲା ଆବେଦନ କରିଆସୁଛନ୍: ଭତାରୁ ବଁଚିତ୍ ଧଅଁରାଖମନ ଗାଁର ୮ ବୁଢ଼ାବୁଢ଼ୀ
କର୍ଲାମୁଣ୍ଡା, ୧୨।୩ (ଡି.ଏନ୍.ଏ.)- ସରକାର ବୁଢ଼ାବୁଢ଼ୀ, ବିଧବା, ଛାର୍ରି ମହିଲା, ଦିବ୍ୟାଙ୍ଗମାନକୁ ସାମାଜିକ ସୁରକ୍ଷା ଯୋଜନାରେ ଭତା ଯୁଗେଇ ଦେଉଛନ୍। ହେଲେ ଅନେକ ଜାଗାରେ ସରକାରୀ ଅଧ୍କାରୀ, କରମ୍ଚାରୀକଁର ଖାମଖିଆଲି ମନଭାବ ଲାଗି ହକ୍ଦାର ହିତାଧିକାରୀ ଯୋଜନାର ଲାଭ ପାଏବାରୁ...
ଗାଁବାସୀକୁ ଘାରୁଛେ ଫ୍ଲୋରାଇଡ ପାଏନ୍ ଚିନ୍ତା
ଗୋଲାମୁଣ୍ଡା, ୧୨।୩ (ଡି.ଏନ୍.ଏ.)- କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବ୍ଲକ ଅଧୀନ ଗଣ୍ଡାମେର ଗାଁବାସୀକୁ ଫ୍ଲୋରାଇଡ ପାଏନ୍ର ଚିନ୍ତା ଘାରୁଛେ। ଗାଁବାସୀକର ପିଇଲା ପାଏନ୍ ସୁବିଧା ଲାଗି ଲକ୍ଷାଧିକ ଟଁକା ଖରଚ୍ରେ ଗୁଟେ ପାଏନ୍ ପ୍ରକଳ୍ପ ତିଆର କରାଯାଇଛେ। ହେଲେ ଟଁାକିରୁ...
ପକ୍ଷାଘାତରେ ପୀଡ଼ିତ ଡିଲେଶ୍ୱରୀ: ଭତା, ଚିକିଛା ସାହାଯ୍ ଆଶ୍ରେ ପରିବାର
ବିନିକା,୧୨।୩ (ଡି.ଏନ୍.ଏ.)- ସୁବର୍ଣପୁର ଜିଲା ବିନିକା ବ୍ଲକ କଇଁତରା ପଁଚେତ୍ ବାଞ୍ଜିପାଲି ଗଁା ହରିଜନ ପଡ଼ାର ଡିଲେଶ୍ୱରୀ ବାଘ(୬୮)। ସେ ଅନେକ ଦିନ ହେଲା ପକ୍ଷାଘାତ ରୋଗ୍ରେ ଖଟେ ପଡ଼ିରହିଛନ୍। ପରିବାର ଲୋକ୍ ଯାହା ପାରଲେ ଆସରପାସର ଡାକ୍ତରଖାନାରେ ଦେଖେଇ...
ଦିଲ୍ଲୀରେ ବିକ୍ରି ଯୁବତୀ ଉଦ୍ଧାର
ରାଉରକେଲା ଅଫିସ,୧୨ା ୩-ବିବାହ ପ୍ରଲୋଭନ ଦେଖାଇ ଦିଲ୍ଲୀରେ ବିକ୍ରି କରାଯାଇଥିବା ଜଣେ ଯୁବତୀ (୨୫) ମଙ୍ଗଳବାର ଉଦ୍ଧାର ପରେ ଗାଁକୁ ଫେରିଛନ୍ତି। ସେ ଚାନ୍ଦିପୋଷ ଥାନା ଅନ୍ତର୍ଗତ କୁଚେଇତା ତୁରିଟୋଲା ବାସିନ୍ଦା। ତାଙ୍କୁ ବିବାହ ପ୍ରଲୋଭନ ଦେଖାଇ ଶଙ୍କର ବାଗେ...
ଓଡ଼ିଶାକୁ ସ୍ବତନ୍ତ୍ର ପାହ୍ୟା ଦାବିରେ ସତ୍ୟବ୍ରତଙ୍କ ପଦଯାତ୍ରା
ଦାରିଙ୍ଗବାଡ଼ି/ ରାଇକିଆ,୧୨୩(ଡି.ଏନ.ଏ) ଓଡ଼ିଶାକୁ ସ୍ବତନ୍ତ୍ର ପାହ୍ୟା ଘୋଷଣା ସହ ମହାନଦୀର ଜଳ ଆବଣ୍ଟନ ସମସ୍ୟା ସମାଧାନ ଏବଂ ପୋଲାଭରମ୍ ପ୍ରକଳ୍ପ ବନ୍ଦ କରିବା ଦାବିରେ ଜଗତ୍ସିଂହପୁର ଜିଲା ବାଲିକୁଦା ଅଞ୍ଚଳର ସତ୍ୟବ୍ରତ ଦାସ (୨୯) ପଦଯାତ୍ରା ଆରମ୍ଭ କରିଛନ୍ତି। ବିଭିନ୍ନ...
ବରଙ୍କୁ ବେଦିରୁ ଉଠାଇନେଲା ପୋଲିସ
ଖୋର୍ଦ୍ଧା ଅଫିସ, ୧୨ା୩: ପ୍ରଥମ ସ୍ତ୍ରୀ ଥାଇ ୨ୟ ବିବାହ କରୁଥିବା ଅଭିଯୋଗରେ ସ୍ବାମୀକୁ ବାହାବେଦିରୁ ଉଠାଇ ନେଇଛି ପୋଲିସ। ଏ ନେଇ ସ୍ବାମୀ ହଟହଟା ହେବା ସହ ଖୋର୍ଦ୍ଧା ଜିଲା ବୋଲଗଡ ବ୍ଲକ ଅଞ୍ଚଳରେ ଚର୍ଚ୍ଚା ଜୋର ଧରିଛି।...
ମୁଖ୍ୟମନ୍ତ୍ରୀ ସଡ଼କ ନିର୍ମାଣ ନିମ୍ନମାନର
ବଇଣ୍ଡା, ୧୨ା୩(ଡି.ଏନ.ଏ.) ଜଙ୍ଗଲ ଅଧ୍ୟୁଷିତ ଅଞ୍ଚଳକୁ ଗମନାଗମନ ସୁବିଧା ପାଇଁ ସରକାର ପକ୍କା ରାସ୍ତା ନିର୍ମାଣର ଯୋଜନା କରିଥିଲେ ହେଁ କେତେଜଣ ବିଭାଗୀୟ ଅଧିକାରୀ ଓ ଠିକାଦାରଙ୍କ ଯୋଗୁ ଲୋକେ ଏହାର ସୁଫଳ ପାଇପାରୁ ନ ଥିବା ଅଭିଯୋଗ ହେଉଛି। ଅନୁଗୋଳ...
ଘୁମୁରା, ସାନ୍ତାଳୀ ନୃତ୍ୟରେ ଝୁମିଲେ ଦର୍ଶକ
ପାଲଲହଡ଼ା, ୧୨ା୩(ଡି.ଏନ.ଏ.) ପାଲଲହଡ଼ାରେ ଚାଲିଥିବା ମାଲ୍ୟଗିରି ମହୋତ୍ସବ-୨୦୨୦ ଉଦ୍ଯାପିତ ହୋଇଯାଇଛି। ଉଦ୍ଯାପନୀ ସାରେ ବିଭିନ୍ନ ସାଂସ୍କୃତିକ ଦଳର ଲୋକଗୀତ, ଲୋକନୃତ୍ୟରେ ବେଶ୍ ଜମିଥିଲା ସାଂସ୍କୃତିକ ଆସର I ଜିଲା ତଥା ଜିଲା ବାହାରୁ ଆସିଥିବା କଳାକାରମାନଙ୍କ ଦ୍ୱାରା ପରିବେଷିତ ଚାଙ୍ଗୁ ନୃତ୍ୟ,...
ଜୈବିକ ସାର ପ୍ରସ୍ତୁତ କରି କରନ୍ତି ଚାଷ
ବଉଳା, ୧୨। ୩(ଡି.ଏନ.ଏ.)-କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଢ଼େଙ୍କା ପଞ୍ଚାୟତର ଡେଙ୍ଗାଚୁଆ ଗ୍ରାମର ଆଦିବାସୀ ଯୁବକ ଗୋବିନ୍ଦ ମାଝୀ ଜୈବିକ ସାର ପ୍ରସ୍ତୁତ କରି ତାକୁ ପ୍ରୟୋଗ କରି ଚାଷ ଆରମ୍ଭ କରିଛନ୍ତି। ଦେଶୀ ଧାନରେ ଢ଼ିଙ୍କି କୁଟା ଚାଉଳ...
ପ୍ରମାଣପତ୍ର ପାଇଁ ଟଙ୍କା
ପରଜଙ୍ଗ, ୧୨।୩(ଡି.ଏନ.ଏ.) ପ୍ରଶାସନିକ ବ୍ୟବସ୍ଥାରେ ସ୍ବଚ୍ଛତା ଆଣିବା, ଦୁର୍ନୀତି ରୋକିବା, ସାଧାରଣ ଜନତାଙ୍କୁ ଉତ୍ତମ ସେବା ଯୋଗାଇ ଦେବାକୁ ରାଜ୍ୟ ସରକାର ଆରମ୍ଭ କରିଛନ୍ତି ‘୫-ଟି’ ବ୍ୟବସ୍ଥା। ସରକାରୀ କାର୍ଯ୍ୟାଳୟରେ ଲାଞ୍ଚ ନ ଦେବାକୁ ବଡ ବଡ଼ ହୋର୍ଡିଂ ମାଧ୍ୟମରେ ସଚେତନ...
ବାଉଁଶ ଖୁଣ୍ଟରେ ବିଲ୍ ଟାଙ୍ଗି ଚାଲି ଯାଉଛନ୍ତି କର୍ମଚାରୀ
ବାରିପଦା ଅଫିସ, ୧୨ା୩- ଦୀର୍ଘ ୧୫ ଦିନରୁ ଊର୍ଦ୍ଧ୍ୱ ହେବ ମୟୂରଭଞ୍ଜ ଜିଲା ଶାମାଖୁଣ୍ଟା ବ୍ଲକ ଅନ୍ତର୍ଗତ ତାରଯୋଡି ଗ୍ରାମର ୮୧ ପରିବାର ଅନ୍ଧାରରେ ରାତି କାଟୁଛନ୍ତି। ବିଦ୍ୟୁତ୍ ବିଭାଗ କର୍ମଚାରୀଙ୍କ ଅବହେଳା ଯୋଗୁଁ ଏହିଳି ହଇରାଣ ହେଉଥିବା ସେମାନେ...
Archives


