ଆମ ଜିଲା ଖବର

ଅନିଶ୍ଚିତତାରେ ଚିଟ୍‌ଫଣ୍ଡ କ୍ଷୁଦ୍ର ଜମାକାରୀଙ୍କ ଭାଗ୍ୟ

କଟକ ଅଫିସ୍‌,୧୨ା୩: ଓଡ଼ିଶାରେ ଚିଟ୍‌ଫଣ୍ଡ ଏକ ରାଜନୈତିକ ପ୍ରସଙ୍ଗ ହୋଇଆସିଛି। ସରକାରଙ୍କୁ ଘେରିବା ପାଇଁ ବିରୋଧୀମାନେ ଚିଟ୍‌ଫଣ୍ଡ ଅସ୍ତ୍ରକୁ ପୂର୍ବରୁ ବ୍ୟବହାର କରିଛନ୍ତି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ୨୦୧୩ ଜୁଲାଇ ୯ରେ ତଦନ୍ତ କମିଶନ ଗଠନ କରିଥିଲେ...

ଏମ୍‌କେସିଜି ମେଡିକାଲ ବିକାଶ ପାଇଁ ହେଉ ସ୍ବତନ୍ତ୍ର ଯୋଜନା

ବ୍ରହ୍ମପୁର ଅଫିସ,୧୨ା୩: ଗଞ୍ଜାମ ସାଙ୍ଗଠନିକ ଜିଲା ଭାଜପା ପକ୍ଷରୁ ବୁଧବାର ବ୍ରହ୍ମପୁରସ୍ଥ ଦକ୍ଷିଣାଞ୍ଚଳ ଆରଡିସିଙ୍କ ଅଫିସ ଆଗରେ ବିକ୍ଷୋଭ କରାଯାଇଥିଲା। ଜିଲାର ପ୍ରମୁଖ ସହର ରେଶମ ନଗରୀ ପ୍ରତି ସରକାରୀ ଅବହେଳାର ପ୍ରତିବାଦ ଏବଂ କଟକ ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିକାଲ କଲେଜ...

ଭାରତୀଙ୍କ ମୁହଁରେ ଫୁଟିଲା ହସ

ଭୁବନ, ୧୨।୩(ଡି.ଏନ.ଏ.) ବିବାହ ଆଗରୁ ନିଆଁ ସାଜିଲା ବଇରି। ନିଆଁରେ ଛାରଖାର ହୋଇଗଲା ସବୁକିଛି। ଏହାକୁ ନେଇ ବେଶ୍‌ ଚିନ୍ତିତ ହୋଇପଡ଼ିଥିଲେ ପରିବାର। ହେଲେ ବଦାନ୍ୟ ବ୍ୟକ୍ତି ଏବଂ ସାମାଜିକ ସଙ୍ଗଠନ ସହଯୋଗର ହାତ ବଢ଼ାଇବା ପରେ ସବୁକିଛି ସୁରୁଖୁରୁରେ ସରିଛି।...

୨ ଅଣଓଡ଼ିଆ ମହିଳା ଗିରଫ, ଗହଣା ଜବତ

ଦିଗପହଣ୍ଡି,୧୨ା୩(ଡି.ଏନ.ଏ.) ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମସ୍ଥିତ ମା’ ବାଙ୍କେଶ୍ୱରୀଙ୍କ ଯାତ୍ରାରେ ସୋମବାର ସିଦ୍ଧେଶ୍ୱର ଗଣିଆ ନାଳ ଛକରେ ରହୁଥିବା ସୂର୍ଯ୍ୟମଣି ସାହୁ ନାମ୍ନୀ ମହିଳାଙ୍କ ବେକରୁ ପ୍ରାୟ ୨ ଭରି ଓଜନର ସୁନା ଖାସୁମାଳି କେହି ଲୁଟି ନେଇଥିବା ଅଭିଯୋଗ ହୋଇଥିଲା।...

୭ ଗାଁରେ ସରକାରୀ ଯୋଜନା ଅପହଞ୍ଚ

ଫୁଲବାଣୀ ଅଫିସ, ୧୨ା୩:   କନ୍ଧମାଳ ଜିଲା ଫିରିଙ୍ଗିଆ ବ୍ଲକରେ ବହୁ ଦୁର୍ଗମ ଅଞ୍ଚଳ ରହିଛି। ସେସବୁ ଅଞ୍ଚଳରେ ଥିବା ଅଧିକାଂଶ ଗ୍ରାମବାସୀ ମୌଳିକ ସୁବିଧା ପାଇବାରୁ ବଞ୍ଚିତ ଅଛନ୍ତି। ରାସ୍ତା ନ ଥିବାରୁ ଗାଁକୁ ବିଜୁଳି, ସ୍ବାସ୍ଥ୍ୟ ସେବା ପହଞ୍ଚି...

ମାଛରୁ ପୋକ ବାହାରିବା ଭିଡିଓ ଭାଇରାଲ

ଦାରିଙ୍ଗବାଡ଼ି,୧୨।୩(ଡି.ଏନ୍‌.ଏ.)-ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳର ଜଣେ ପ୍ରତିଷ୍ଠିତ ବ୍ୟବସାୟୀ ଦାରିଙ୍ଗବାଡି ମାର୍କେଟରୁ ମାଛ କିଣିନେବା ପରେ ତାକୁ ମସଲା ଆଦି ଦେଇ ମ୍ୟାରିନେଟ କରି ରଖିଥିଲେ। କିଛି ସମୟ ପରେ ଏକ ଲମ୍ବା ଜିଆ ଭଳି ପୋକ ମାଛ ଭିତରୁ ବାହାରୁଥିବା...

ଜମି ବିବାଦକୁ କେନ୍ଦ୍ରକରି ଗୋଷ୍ଠୀ ସଂଘର୍ଷ: ୭ ଗିରଫ, ଜଣେ ଗୁରୁତର

କୁଜଙ୍ଗ,୧୨ା୩(ଡି.ଏନ.ଏ.): କୁଜଙ୍ଗ ଥାନା ଅଧୀନ ଫତେପୁର ଗ୍ରାମରେ ଜମି ବିବାଦକୁ କେନ୍ଦ୍ରକରି ବୁଧବାର ଗୋଷ୍ଠୀ ସଂଘର୍ଷ ଘଟିଛି। ଏନେଇ ଉଭୟ ପକ୍ଷରୁ ଥାନାରେ ଅଭିଯୋଗ ହୋଇଛି। ପୋଲିସ ଉଭୟ ପକ୍ଷରୁ ୭ଜଣଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ଜଣେ ଗୁରୁତର...

ନବବଧୂଙ୍କୁ ନିର୍ଯାତନା ମାମଲା: ତିର୍ତ୍ତୋଲ ପୋଲିସ ବିରୋଧରେ ଏସ୍‌ପିଙ୍କୁ ଅଭିଯୋଗ

ଜଗତ୍‌ସିଂହପୁର ଅଫିସ,୧୨ା୩: ତିର୍ତ୍ତୋଲ ଥାନା ଅଧୀନ ଦୋନ୍ଦୁଅ ଗ୍ରାମର ଜଣେ ନବ ବିବାହିତାଙ୍କୁ ତାଙ୍କ ଶାଶୁଘର ଲୋକେ ଅଧିକ ଯୌତୁକ ଦାବି କରି ନିର୍ଯାତନା ଦେଇଥିବା ସମ୍ପର୍କିତ ମାମଲା ଭିନ୍ନ ମୋଡ ନେଇଛି। ପୀଡ଼ିତା ନବ ବିବାହିତା ତଥା ଏହି...

ନୀଳମାଧବ ଜୀଉଙ୍କ ଚନ୍ଦନ ଲାଗି ଆରମ୍ଭ

ଖଣ୍ଡପଡ଼ା,୧୨ା୩(ସ୍ବ.ପ୍ର.): ଜଗନ୍ନାଥ ସଂସ୍କୃତିର ଆଦି ଦେବତା କଣ୍ଟିଲୋ ଶ୍ରୀନୀଳମାଧବ ଜୀଉଙ୍କ ସର୍ବାଙ୍ଗ ଚନ୍ଦନ ଲାଗି ବେଶ ସୋମବାର ଦୋଳ ପୂର୍ଣ୍ଣମୀଠାରୁ ଆରମ୍ଭ ହୋଇଛି। ମାନବ ସମାଜରେ ଋତୁ ଚକ୍ରର ଯେପରି ପ୍ରଭାବ ପଡ଼ିଥାଏ ସେହିପରି ଦେବଦେବୀଙ୍କ ପାଇଁ ଋତୁ ଅନୁସାରେ...

ନାବାଳିକା ବିବାହ ରୋକିଲା ଚାଇଲ୍ଡଲାଇନ ଟିମ୍‌

ଖଣ୍ଡପଡ଼ା,୧୨ା୩(ସ୍ବ.ପ୍ର.): ନୟାଗଡ଼ ଚାଲ୍ଡଲାଇନ ଟିମ୍‌ ବୁଧବାର ଖଣ୍ଡପଡା ଅଞ୍ଚଳରେ ଏକ ନାବାଳିକା ବିବାହ ବନ୍ଦ କରାଇଛି। ଖଣ୍ଡପଡା ସହରରସ୍ଥିତ ମା’ ଉମାଦେବୀଙ୍କ ମନ୍ଦିର ପରିସରରେ ୧୭ ବର୍ଷର ନାବାଳିକାଙ୍କୁ ବିବାହ ଦେବା ନିମନ୍ତେ ପ୍ରସ୍ତୁତି ଚାଲିଥିଲା। ବିଶେଷ ସୂତ୍ରରୁ ଖବର...

ଏବେବି ଆର୍‌ଟିଓରେ ଆବେଦନକାରୀଙ୍କ ଭିଡ଼

ଭଦ୍ରକ ଅଫିସ,୧୨।୩-ଏବେ ସବୁଠି ମୋଟରଯାନ ଆଇନ କଡ଼ାକଡ଼ି। ନିୟମ ଉଲ୍ଲଂଘନ କଲେ ଗଣିବାକୁ ପଡୁଛି ଜରିମାନା। ଏଥିସହ ଡ୍ରାଇଭିଂ ଲାଇସେନ୍ସ ମଧ୍ୟ ରଦ୍ଦ କରିଦିଆଯାଉଛି। ଏହି ଆଇନ କଡ଼ାକଡ଼ି ହେବା ପରଠାରୁ ଫେବୃୟାରୀ ଶେଷ ସୁଦ୍ଧା ଭଦ୍ରକ ପରିବହନ ଅଧିକାରୀଙ୍କ...

ସଫେଇ କର୍ମଚାରୀଙ୍କ ବିକ୍ଷୋଭ

ବାରିପଦା ଅଫିସ, ୧୨ା୩- ବାରିପଦା ପୌର ପରିଷଦ କାର୍ଯ୍ୟାଳୟ ଆଗରେ ବୁଧବାର ସଫେଇ କର୍ମଚାରୀମାନେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଜାନୁୟାରୀ, ଫେବୃୟାରୀ ମାସର ଦରମା ନ ମିଳିବା, ସରକାରୀଙ୍କ ଧାର୍ଯ୍ୟ ମଜୁରୀଠାରୁ କମ୍‌ ଦରମା ମିଳିବା, ଠିକା ସଂସ୍ଥା ଇଫିଏଫ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri