ଡେପୁଟି କଲେକ୍ଟରଙ୍କ ଗାଡ଼ି ଧକ୍କାରେ ବାଳକ ଗୁରୁତର
ହରଭଙ୍ଗା,୭।୯ (ଡି.ଏନ୍.ଏ.): ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ପୁରୁଣାକଟକ ବଜାର ଠାରେ ସୋମବାର ପୂର୍ବାହ୍ନରେ ଜିଲା ଡେପୁଟି କଲେକ୍ଟରଙ୍କ ଗାଡି ଧକ୍କାରେ ଜଣେ ବାଳକ ଗୁରୁତର ହୋଇଛନ୍ତି। ସେ ହେଲେ ପୁରୁଣାକଟକ ଥାନା ଶାଲକଟା ଗ୍ରାମର ଅଭିଳାସ ମହାଲିକ(୧୭)।…
ନନ୍ଦନକାନନ: ୪ ହରିଣ ମୃତ
ବାରଙ୍ଗ,୭ା୯(ଡି.ଏନ୍.ଏ.): ପ୍ରାଣୀ ଉଦ୍ୟାନ ନନ୍ଦନକାନନରେ ଗତ ୨ଦିନରେ ୪ ହରିଣଙ୍କ ମୃତ୍ୟୁ ହୋଇଛି। ୬୮ନଂ. ଏନକ୍ଲୋଜରରେ ଥିବା ୨ ଚିତ୍ରା ହରିଣଙ୍କର ରବିବାର ମୃତ୍ୟୁ ଘଟିଛି। ମୃତ୍ୟୁର କାରଣ ଜଣାପଡି ନ ଥିବାବେଳେ ସେମାନଙ୍କ ମଧ୍ୟରେ ଗୋଟିଏ ମାଈ ଓ ଗୋଟିଏ…
କେବଳ ପୁରୀ ସହରବାସୀଙ୍କୁ ମିଳିବ ବରାଦି ଅବଢ଼ା
ପୁରୀ ଅଫିସ,୭ା୯: ମହାମାରୀ କରୋନା ପାଇଁ ଏବେ ସମସ୍ତଙ୍କୁ ଆଉ ମିଳିବନି ମହାପ୍ରସାଦ। ଶ୍ରୀମନ୍ଦିର ରୋଷଶାଳାରେ ପୂର୍ବପରି ରନ୍ଧାଯିବ ନାହିିଁ ବରାଦି ଅବଢା। କେବଳ ପୁରୀବାସୀଙ୍କୁ ମିଳିବ ବରାଦି ମହାପ୍ରସାଦ। ସମ୍ପ୍ରତି କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ପୁରୀ ଜିଲା ପ୍ରଶାସନର…
ସ୍ବାୟତ୍ତ ଶାସନ ଦିବସରେ କୋଭିଡ୍-୧୯ ନିୟମ ଉଲ୍ଲଂଘନ: ଜିଲାପାଳଙ୍କ ନାଁରେ ଏନ୍ଏଚ୍ଆର୍ସିରେ ଅଭିଯୋଗ
ଜଗତ୍ସିଂହପୁର ଅଫିସ,୭।୯: ଜଗତ୍ସିଂହପୁର ଜିଲାପାଳ ସଂଗ୍ରାମ କେଶରୀ ମହାପାତ୍ର ଓ ଜଗତ୍ସିଂହପୁର ପୌର ପରିଷଦ ନିର୍ବାହୀ ଅଧିକାରୀ ବିମଳ ଲେଙ୍କାଙ୍କ ନାଁରେରେ ଏନ୍ଏଚ୍ଆର୍ସି (ଜାତୀୟ ମାନବ ଅଧିକାର କମିଶନ)ରେ କୋଭିଡ୍-୧୯ ନିୟମ ଉଲ୍ଲଂଘନ କରାଯାଇଥିବା ଅଭିଯୋଗ ହୋଇଛି। ଭୁବନେଶ୍ୱର କଳିଙ୍ଗନଗର ବାସିନ୍ଦା…
ଅନୁଭବ-ବର୍ଷା ବିବାଦ: ଆଜି ଶୁଣାଣି
କଟକ ଅଫିସ,୭।୯: ଓଲିଉଡର ଚର୍ଚ୍ଚିତ ଯୋଡ଼ି ଅଭିନେତା ତଥା ଏମ୍ପି ଅନୁଭବ ମହାନ୍ତି ଓ ବର୍ଷା ପ୍ରିୟଦର୍ଶିନୀଙ୍କ ମଧ୍ୟରେ ଉପୁଜିଥିବା ବିବାଦ ଏବେ ରାଜ୍ୟରେ ଚର୍ଚ୍ଚାର କେନ୍ଦ୍ର ବିନ୍ଦୁ ପାଲଟିଛି। ଅନୁଭବଙ୍କ ବିରୋଧରେ ଅଭିଯୋଗ ଉଠାଇ ବର୍ଷା କଟକସଦର ଏସ୍ଡିଜେଏମ୍ କୋର୍ଟଙ୍କ…
ଓଲଟିଲା କୋଇଲା ବୋଝେଇ ଟ୍ରଲର୍
ହରଭଙ୍ଗା, ୭।୯(ଡି.ଏନ.ଏ.): ବୌଦ୍ଧ ଜିଲା ଦେଇ ଯାଇଥିବା ଖୋର୍ଦ୍ଧା ବଲାଙ୍ଗୀର ୫୭ ନମ୍ବର ଜାତୀୟ ରାଜପଥ ପୁରୁଣାକଟକ ଥାନା ମାର୍ଦିଙ୍ଗ ନିକଟରେ ସୋମବାର ସକାଳୁ ଏକ କୋଇଲା ବୋଝେଇ ଟ୍ରଲର ଓଲଟି ପଡିଥିବା ଜଣାପଡିଛି। ଉକ୍ତ ଟ୍ରଲରଟି ପାରାଦୀପରୁ ଝାରସୁଗୁଡା ଅଭିମୁଖେ…
ନଡ଼ିଆଗଛ ଉପରେ ନାଗସାପ ଦେଖି ଭୟରେ ତଳକୁ ଖସିପଡ଼ିଲେ ଯୁବକ, ଆଉ ତା’ ପରେ…
ଦିଗପହଣ୍ଡି,୬ା୯(ଡି.ଏନ୍.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ନନ୍ଦଗାଁରେ ନଡ଼ିଆ ଗଛରୁ ଖସି ଜଣେ ଯୁବକ ଗୁରୁତର ହୋଇଛନ୍ତି। ଏହି ଯୁବକ ଜଣକ ହେଲେ କୈଳାସ ସେଠୀ। ରବିବାର ସକାଳେ ସେ ବାଡ଼ିପଡ଼େ ଥିବା ନଡ଼ିଆ ଗଛରୁ ନଡ଼ିଆ ତୋଳୁଥିବା…
ବୃଦ୍ଧାଙ୍କୁ ଧକ୍କା ଦେଇ ମିନି ବସ୍ ସହ ପିଟିହେଲା କାର୍, ଚାଲିଗଲା ବୃଦ୍ଧାଙ୍କ ଜୀବନ
ଦିଗପହଣ୍ଡି,୬ା୯(ଡି.ଏନ୍.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ନୂଆ ବସଷ୍ଟାଣ୍ଡ ନିକଟ ମୁଖ୍ୟରାସ୍ତାରେ ରବିବାର ଏକ କାର୍ (ନଂ. ଓଡ଼ି ୦୭ ଏ ବି -୧୫୧୨) ଧକ୍କା ଦେବାରୁ ଜଣେ ବୃଦ୍ଧାଙ୍କ ଜୀବନ ଯାଇଛି। ବୃଦ୍ଧା ଜଣକ ହେଲେ ଦିଗପହଣ୍ଡି ଗଜାନନ ନଗରର କାଞ୍ଚନ…
ଦଧିବାମନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ କଳା ଟପ୍ପର ଦୀପ୍ତିମୟୀ
ପାଟଣା,୬।୯(ସ୍ବ.ପ୍ର.): ଯୁକ୍ତ ଦୁଇ କଳା ପରୀକ୍ଷା ଫଳ ଶନିବାର ପ୍ରକାଶ ପାଇଛି। ଏଥିରେ କେନ୍ଦୁଝର ଜିଲା ତୁରୁମୁଙ୍ଗାସ୍ଥିତ ଦଧିବାମନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ପରୀକ୍ଷା ଫଳ ୭୫ ପ୍ରତିଶତ ହୋଇଛି। ୧୪୧ ଜଣ ପରୀକ୍ଷାର୍ଥୀଙ୍କ ମଧ୍ୟରୁ ୧୦୨ ଜଣ ପାସ କରି…
ଗଞ୍ଜେଇ ଚାଲାଣକାରୀଙ୍କ ନୃଶଂସ କାଣ୍ଡ: ହୋମଗାର୍ଡଙ୍କୁ ଟାଙ୍ଗିଆରେ ହାଣି କଲେ ହତ୍ୟା
କୋରୁକୋଣ୍ଡା,୬।୯(ଡି.ଏନ୍.ଏ): ମାଲକାନଗିରି ଜିଲାରେ ଗଞ୍ଜେଇ ଚାଲାଣକାରୀଙ୍କ ନୃଶଂସ କାଣ୍ଡ ଦେଖିବାକୁ ମିଳିଛି। ଗଞ୍ଜେଇ ଚାଲାଣ ବେଳେ ଚାଲାଣକାରୀ ଜଣେ ପୋଲିସ ହୋମଗାର୍ଡ ବନବାସୀ ମହାରଣାଙ୍କୁ ହତ୍ୟା କରିଥିବା ସୂଚନା ମିଳିଛି। ଶନିବାର ସକାଳ ଜିଲା ମାଥିଲି ଥାନା ଅନ୍ତର୍ଗତ ନୂଆଗୁଡା ଜଙ୍ଗଲରେ…
ଦୁଇ ସାର ଦୋକାନୀଙ୍କ ଲାଇସେନ୍ସ ରଦ୍ଦ
ପାଟଣା,୬ା୯(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣାପ ବ୍ଲକରେ ୟୁରିଆ ସାରର କୁତ୍ରିମ ଅଭାବ ହେବା ପଛରେ ଥିବା ସାର ଦୁର୍ନୀତିର ଗୁମର ଦିନକୁ ଦିନ ଖୋଲିବାରେ ଲାଗିଛି। ଏହି ବ୍ଲକର ଦୁଇ ଲାଇସେନ୍ସପ୍ରାପ୍ତ ସାର ଦୋକାନୀ ଦୁଇ ଜଣ ଚାଷୀଙ୍କ ନାମରେ ଆବଶ୍ୟକତା…
ଏକ୍ସେଲ ସହ ବାହାରିଗଲା କାର୍ର ଆଗ ଚକା
ପାଟଣା,୬ା୯(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ସାହାରପଡ଼ା ଦେଇ ଯାଇଥିବା୨୨୦ ନମ୍ବର ଜାତୀୟ ରାଜପଥ ବଡ଼ବିଲ ନିକଟରେ ଥିବା କାର୍ଗିଲ ଛକରେ ରବିବାର ଓଡି ୦୨ ବି ଏଫ୫୭୨୧ ନମ୍ବର ବିଶିଷ୍ଟ ଏକ କାର୍ ଭାରସାମ୍ୟ ହରାଇ ଦୁର୍ଘଟଣାଗ୍ରସ୍ତ ହୋଇଛି। ଦୁର୍ଘଟଣା ଘଟାଇ…

