ଆମ ଜିଲା ଖବର

ଟ୍ରକ୍‌ -ବାଇକ ମୁହାଁମୁହିଁ ଧକ୍କା: ଜଳିଗଲା ଟ୍ରକ୍‌,ବାଇକ

ବୋରିଗୁମ୍ମା,୧୧।୩(ଡି.ଏନ୍‌.ଏ.): କୋରାପୁଟ ଜିଲା ବୋରିଗୁମ୍ମା- କୋଟପାଡ଼ ୬୩ ନଂ. ଜାତୀୟ ରାଜପଥ ଶଶାହାଣ୍ଡି ନିକଟରେ ସୋମବାର ବିଳମ୍ବିତ ରାତିରେ ଟ୍ରକ୍‌ -ବାଇକ ଧକ୍କା ହୋଇ ଟ୍ରକ୍‌,ବାଇକ ଜଳିଯାଇଛି। ଏଥିରେ ୨ ବାଇକ୍‌ ଆରୋହୀ ଗୁରୁତର ହୋଇଛନ୍ତି। ସେମାନେ ହେଲେ ହରି...

୬ ଦଫା ଦାବି ନେଇ କେନ୍ଦୁପତ୍ର ଶ୍ରମିକଙ୍କ ରାସ୍ତାରୋକୋ

ଜମନକିରା,୧୧।୩(ଡି.ଏନ୍‌.ଏ): ସମ୍ବଲପୁର ଜିଲା ଜମନକିରା ବ୍ଲକ୍‌ ଅଞ୍ଚଳରେ କାର୍ଯ୍ୟରତ କେନ୍ଦୁପତ୍ର ଶ୍ରମିକ, ତୋଳାଳି କର୍ମଚାରୀ, ବନ୍ଧେଇ ଶ୍ରମିକମାନେ ବୁଧବାର ଜମନକିରା ବ୍ଲକ୍‌ ମୁଖ୍ୟଛକ ରାଜରାସ୍ତା ୫୩କୁ ଅବରୋଧ କରିଛନ୍ତି। କର୍ମଚାରୀମାନଙ୍କ ଦରମା ବୃଦ୍ଧି, ସାମାଜିକ ସୁରକ୍ଷା, କେନ୍ଦୁପତ୍ର ବିକ୍ରି ନୀତିରେ...

ନଳକୂପ ବ୍ୟବହାରକୁ ନେଇ ମହିଳାଙ୍କୁ ଅସଦାଚରଣ: ୨ ଭାଇ କୋର୍ଟଚାଲାଣ

ରାଇରଙ୍ଗପୁର,୧୧।୩(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ନୁରୁବାଦଡ଼ା ଗ୍ରାମରେ ନଳକୂପ ବ୍ୟବହାରକୁ ନେଇ ଜଣେ ମହିଳାଙ୍କ ପ୍ରତି ଅସଦାଚରଣ ହୋଇଥିବା ରବିବାର ଥାନାରେ ଅଭିଯୋଗ ହୋଇଥିଲା। ଅଭିଯୋଗ ଅନୁଯାୟୀ,ମହିଳାଙ୍କୁ ନଳକୂପ ବ୍ୟବହାର କରିବାକୁ ଉକ୍ତ ଗ୍ରାମର ୨...

ଝୁଲନ୍ତା ଅବସ୍ଥାରେ ଶ୍ରମିକଙ୍କ ମୃତଦେହ ଉଦ୍ଧାର

ରାଇରଙ୍ଗପୁର,୧୧।୩(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଦୁବୁଲାଗୁଡ଼ା ଗ୍ରାମର ଦେବ୍ରାବେଡ଼ା ବସ୍ତିରେ ଜଣେ ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ସେ ହେଲେ ଶ୍ରମିକ ସଞ୍ଜୟ ସିଙ୍କୁ। ସଞ୍ଜୟଙ୍କ ଘର ଝାଡଖଣ୍ଡ ହୋଇଥିବା ବେଳେ ସେ ପରିବାର...

ଢାବାରେ ଚଢ଼ାଉ: ୯୬ ଲିଟର ବିଦେଶୀ ମଦ ଜବତ, ମାଲିକ କୋର୍ଟଚାଲାଣ

ରାଇରଙ୍ଗପୁର,୧୧।୩(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ସର୍କଲ ପୋଲିସ ସୋମବାର ରାତିରେ ବାଶିଙ୍ଗ ଗ୍ରାମ ନିକଟ ୨୨୦ ନଂ. ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ଏକ ଢାବା ଉପରେ ଚଢ଼ାଉ କରିଥିଲା। ଏହି ଚଢ଼ାଉରେ ବେଆଇନ ଭାବେ ଗଚ୍ଛିତ ଥିବା ବିଭିନ୍ନ...

ଗଞ୍ଜାମର ନୂଆ ଏଡିଏମ୍‌ ଭାବେ ଦାୟିତ୍ୱ ଗ୍ରହଣ କଲେ ଅମିୟ କୁମାର ସାହୁ

ଛତ୍ରପୁର,୧୧।୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ଅତିରିକ୍ତ ଜିଲାପାଳ (ରାଜସ୍ବ) ଭାବେ ଅମିୟ କୁମାର ସାହୁ ବୁଧବାର ଦାୟିତ୍ୱ ଗ୍ରହଣ କରିଛନ୍ତି । ସେ ଏହା ପୂର୍ବରୁ କଟକ ଜିଲା ଆଠଗଡ଼ ଉପଜିଲାପାଳ ଥିଲେ। ପଦୋନ୍ନତି ହେବା ପରେ ଗଞ୍ଜାମ ଜିଲା ଅତିରିକ୍ତ...

କେନ୍ଦୁପତ୍ର ତୋଳାଳି, କର୍ମଚାରୀ ସଂଘ ପକ୍ଷରୁ ରାସ୍ତାରୋକୋ

ବଡ଼ଗାଁ,୧୧।୩(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ବଡ଼ଗାଁ ବ୍ଲକ କେନ୍ଦୁପତ୍ର ତୋଳାଳି ଓ କର୍ମଚାରୀ ସଂଘ ରାଜ୍ୟ ସଂଘର ଆହ୍ବାନକ୍ରମେ ବୁଧବାର ଗରିଆମାଲ ଗାଁ ନିକଟ ରାଜ୍ୟ ରାଜପଥ ନଂ.୧୦କୁ ଅବରୋଧ କରିଛନ୍ତି। ରାଉରକେଲା ଏଚ୍‌ଏମ୍‌ଏସ୍‌ର ସମ୍ପାଦକଙ୍କ ସହ ରେଞ୍ଜ ସମ୍ପାଦକଙ୍କ ନେତୃତ୍ୱରେ...

ଓଡ଼ିଶା କେନ୍ଦୁପତ୍ର କର୍ମଚାରୀ ସଂଘର ବରଗଡ଼-ଭଟଲି ମୁଖ୍ୟ ରାସ୍ତା ଅବରୋଧ

ଭଟିଲି,୧୧।୩(ଡି.ଏନ୍‌.ଏ.): ଓଡ଼ିଶା କେନ୍ଦୁପତ୍ର କର୍ମଚାରୀ ସଂଘ ସମ୍ବଲପୁର ଡିଭିଜନ ଅନ୍ତର୍ଗତ ଭଟଲି ରେଞ୍ଜ କମିଟି ପକ୍ଷରୁ ବୁଧବାର ରାସ୍ତା ଅବରୋଧ କରାଯାଇଛି। ବରଗଡ଼-ଭଟଲି ମୁଖ୍ୟ ରାସ୍ତା ଗୋପାଳପୁର ଛକଠାରେ ବନ୍ଦ କରାଯାଇଥିବା ବେଳେ ଯାତାୟାତ ବାଧାପ୍ରାପ୍ତ ହୋଇଛି। କର୍ମଚାରୀମାନଙ୍କ ଦରମା...

ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ଦାବି: କଳାହାଣ୍ଡି ଜିଲା ମିଳିତ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ଦିଲ୍ଲୀ ଯାତ୍ରା

ଭବାନୀପାଟଣା,୧୧।୩(ଡି.ଏନ୍‌.ଏ.): କଳାହାଣ୍ଡି ଜିଲାରେ ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ଓ ଅନ୍ୟାନ୍ୟ ଦାବି ନେଇ କଳାହାଣ୍ଡି ଜିଲା ମିଳିତ ଓକିଲ ସଂଘ ଏବଂ ମିଳିତ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ପର୍ଯ୍ୟାୟକ୍ରମେ ଆନ୍ଦୋଳନ ଚାଲୁ ରହିଛି। ମାତ୍ର କେନ୍ଦ୍ର ଓ ରାଜ୍ୟ ସରକାର...

ମା’ ବାଙ୍କେଶ୍ୱରୀଙ୍କ ପ୍ରସିଦ୍ଧ ଡିମ୍ବୁଳା ଯାତ୍ରାରେ ମୁଣ୍ଡନ ହେଲେ ୧୦ ହଜାରରୁ ଊର୍ଦ୍ଧ୍ବ ଶିଶୁ: ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ସମାଗମ

ଦିଗପହଣ୍ଡି,୧୧।୩(ଡି.ଏନ୍‌.ଏ.): ପ୍ରତିବର୍ଷ ଭଳି ଚଳିତବର୍ଷ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ ଡୁମ୍ବୁଳା ଗ୍ରାମସ୍ଥିତ ମା’ ବାଙ୍କେଶ୍ୱରୀଙ୍କ ପୀଠରେ ରବିବାର ରାତିରୁ ଆରମ୍ଭ ହୋଇଥିଲା ପ୍ରସିଦ୍ଧ ଡିମ୍ବୁଳା ଯାତ୍ରା। ଏହି ଯାତ୍ରା ବୁଧବାର ଉଦ୍‌ଯାପିତ ହୋଇଛି। ସୋମବାର ଭୋରରେ ପ୍ରଚଳିତ...

ଛୁରାମାଡ଼ରେ ଯୁବକଙ୍କ ମୃତ୍ୟୁ: ଜଣେ ଅଟକ

ଝାରସୁଗୁଡ଼ା ଅଫିସ,୧୧।୩: ଝାରସୁଗୁଡ଼ା ଜିଲା ବ୍ରଜରାଜନଗର ଥାନା ଗଙ୍ଗାନଗରଠାରେ ଜଣେ ଯୁବକଙ୍କୁ ଛୁରାମାଡ଼ ହୋଇଛି। ସେ ହେଲେ ଗଙ୍ଗାନଗରର ଅଜୟ କୁମାର ପ୍ରଧାନ। ସୂଚନାନୁଯାୟୀ, ଅଜୟଙ୍କୁ କେହି ଦୁର୍ବୃତ୍ତ ମଙ୍ଗଳବାର ଅପରାହ୍ନରେ ଛୁରି ମାରିଥିଲେ। ପରେ ଗୁରୁତର ଅବସ୍ଥାରେ ତାଙ୍କୁ...

ଯୁବତୀଙ୍କୁ ନେଇ ବିବାହିତ ଯୁବକ ଫେରାର: ଅଭିଯୋଗ ଆଣିଲେ ସ୍ତ୍ରୀ

ବଅଁରପାଳ,୧୧।୩(ଡିଏନ୍‌ଏ): ଅନୁଗୋଳ ଜିଲା ନାଲ୍‌କୋ ଥାନା ଅନ୍ତର୍ଗତ ବଳରାମପ୍ରସାଦ ଅଞ୍ଚଳ ଜଣେ ବିବାହିତ ଯୁବକ ହିନ୍ଦୋଳ ଅଞ୍ଚଳର ଜଣେ ଯୁବତୀଙ୍କୁ ନେଇ ଫେରାର ହୋଇଯାଇଛନ୍ତି। ଏହା ନିଜେ ଯୁବକଙ୍କ ସ୍ତ୍ରୀ ବୁଧବାର ଥାନାରେ ଅଭିଯୋଗ କରିଛନ୍ତି। ୩ ବର୍ଷ ତଳେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri