ଜେଲ ଗଲେ ଏଆର୍ସିଏସ୍
ଢେଙ୍କାନାଳ ଅଫିସ,୪ା୯: ଢେଙ୍କାନାଳ ସହରସ୍ଥିତ ମହିଷାପାଟଠାରେ ଥିବା ସମବାୟ କାର୍ଯ୍ୟାଳୟର ଆସିଷ୍ଟାଣ୍ଟ ରେଜିଷ୍ଟ୍ରାର ଅଫ୍ କୋଅପରେଟିଭ ସୋସାଇଟି (ଏଆର୍ସିଏସ୍) ବିଦ୍ୟାଧର ବେହେରା ଆୟବହିର୍ଭୁତ ସମ୍ପତ୍ତି ଠୁଳ ମାମଲାରେ ଗୁରୁବାର ଗିରଫ ହୋଇ କୋର୍ଟଚାଲାଣ ହୋଇଛନ୍ତି। ବୁଧବାର ଢେଙ୍କାନାଳ ସହରସ୍ଥିତ ମହିଷାପାଟଠାରେ ଥିବା…
ଧର୍ମଶାଳା ବ୍ଲକରେ ବନ୍ୟା: ୭ ହଜାରରୁ ଊର୍ଦ୍ଧ୍ୱ ହେକ୍ଟର ଫସଲ କ୍ଷତିଗ୍ରସ୍ତ
ଧର୍ମଶାଳା,୪।୯ (ଡି.ଏନ୍.ଏ.): ଲଘୁଚାପଜନିତ ଲଗାଣ ବର୍ଷା ଓ ପ୍ରଳୟଙ୍କାରୀ ବନ୍ୟା ଯୋଗୁ ଧର୍ମଶାଳା ବ୍ଲକ ଅଧୀନ ୪୫ ପଞ୍ଚାୟତର ୭ ହଜାର ୭ଶହ ହେକ୍ଟର ଚାଷଜମି କ୍ଷତିଗ୍ରସ୍ତ ହୋଇଛି। ବ୍ଲକ କୃଷି ବିଭାଗ ଓ ରାଜସ୍ବ ବିଭାଗ ପକ୍ଷରୁ ମିଳିତ ଭାବେ…
ପରିବା ବ୍ୟବସାୟୀଙ୍କ ଉପରେ ମାଡ଼ିଗଲା ଟ୍ରକ, ଜଣଙ୍କ ଜୀବନ ଗଲା; ୨ ଗୁରୁତର
ରସୁଲପୁର,୪ା୯(ଡି.ଏନ୍.ଏ.): ଯାଜପୁର ଜିଲା ରସୁଲପୁର ବ୍ଲକ ବାରବାଟୀ ପଞ୍ଚାୟତର ଓଡ଼ଙ୍ଗ ଠାରେ ଶୁକ୍ରବାର ଭୋର୍ ସମୟରେ ୧୬ନଂ ଜାତୀୟ ରାଜପଥ ଉପରେ ବସୁଥିବା ଦୈନିକ ପରିବା ହାଟରେ ଦୁର୍ଘଟଣା ଘଟିଛି। ଏଠାରେ ଏକ ଟ୍ରକ ସ୍ଥାନୀୟ ପ୍ରଥମାଖଣ୍ଡି ପଞ୍ଚାୟତର ଅଶୋକ ସେଠୀ(୩୨)…
ବନ୍ୟା ଉଜାଡ଼ିଛି ୫୪ ହଜାର ହେକ୍ଟର ଫସଲ
କେନ୍ଦ୍ରାପଡ଼ା ଅଫିସ,୪।୯: ମହାନଦୀ, ବ୍ରାହ୍ମଣୀ ଓ ବୈତରଣୀ ସିଷ୍ଟମରେ ଥିବା ଚଳିତ ବନ୍ୟା ପୂର୍ବରୁ ଲଘୁଚାପ ବର୍ଷା ହୋଇଥିଲା। କ୍ଷେତରୁ ବର୍ଷା ଜଳ ନିଷ୍କାସିତ ହୋଇ ନ ଥିବା ବେଳେ କେନ୍ଦ୍ରାପଡ଼ା ଜିଲାର ୭ ନଦୀରେ ବନ୍ୟା ଆସିଥିଲା। ବର୍ଷାଋତୁ ପାଇଁ…
ଭୂମିହୀନଙ୍କୁ ପଟ୍ଟା ମାମଲା: ଆର୍ଡିସିଙ୍କ ବିରୋଧରେ କଣ୍ଟେପ୍ଟ କେସ୍ ରୁଜୁ
କେନ୍ଦ୍ରାପଡ଼ା ଅଫିସ,୪।୯: କେନ୍ଦ୍ରାପଡ଼ା ଜିଲା ମହାକାଳପଡା ତହସିଲ ଅଞ୍ଚଳରେ ଜମି ଥାଇ ମଧ୍ୟ ଭୂମିହୀନ ଯୋଜନାରେ ସାମିଲ ହେଉଛନ୍ତି। ଏପରି ଅଭିଯୋଗର ବିଚାର ପାଇଁ ରାମନଗର ଗ୍ରାମର ଅମିତାଭ ଚାନ୍ଦ ଉଚ୍ଚ ନ୍ୟାୟାଳୟଙ୍କ ଆଶ୍ରୟ ନେଇଥିଲେ। ଉଚ୍ଚ ନ୍ୟାୟାଳୟ ଏହି ସମସ୍ୟାକୁ…
ବ୍ରାହ୍ମଣୀ, ବୈତରଣୀ ନଦୀରେ ବନ୍ୟା: ପଲିଥିନକୁ ଚାହିଁ ବସିଛନ୍ତି ବନ୍ୟାଦୁର୍ଗତ
ଯାଜପୁର ଅଫିସ୍/ବରୀ,୪।୯ (ଡି.ଏନ.ଏ.): ବୈତରଣୀ ଓ ବ୍ରାହ୍ମଣୀ ନଦୀର ବନ୍ୟା ଏବେ ଯାଜପୁର ଜିଲାର ୧୨୩୫ ଗ୍ରାମର ପେଟପାଟଣା ଉଜାଡି ଦେଇଛି। ୮ ଦିନ ଧରି ଚାଷଜମି ଜଳମଗ୍ନ ହୋଇ ରହିଥିବା ସହ ବନ୍ୟା ବିପନ୍ନଙ୍କ ଦୁର୍ଦ୍ଦଶା ଦିନକୁ ଦିନ ବଢ଼ିବାରେ…
୬ ଯାଏ ରେଭେନ୍ଶା ଶଟ୍ଡାଉନ୍
କଟକ ଅଫିସ,୪ା୯:ରେଭେନ୍ଶା ବିଶ୍ୱବିଦ୍ୟାଳୟ କ୍ୟାମ୍ପସ ପରିସରରେ କରୋନା ସଂକ୍ରମଣ ଅଣାୟତ୍ତ ହେବାରେ ଲାଗିଛି। ଯେଉଁଥିପାଇଁ ବିଶ୍ୱବିଦ୍ୟାଳୟକୁ ବାରମ୍ବାର ବନ୍ଦ କରିବାକୁ ପଡୁଛି। ପୂର୍ବରୁ କୁଳପତିଙ୍କ କାର୍ଯ୍ୟାଳୟରେ ଜଣେ କର୍ମଚାରୀ ଓ ତାଙ୍କ ପରିବାରର ଦୁଇଜଣ ସଦସ୍ୟ କରୋନାରେ ଆକ୍ରାନ୍ତ ହୋଇଥିଲେ। ଏଥିପାଇଁ…
ଝଲସିବନି ଆଲୁମିନିୟମ ନଗରୀ
ବଅଁରପାଳ, ୪ା୯(ଡି.ଏନ.ଏ.) ଚଳିତ ବର୍ଷ ଝଲସିବନି ଆଲୁମିନିୟମ ନଗରୀ। କରୋନା ଯୋଗୁ ବନ୍ଦ ହେବାକୁ ଯାଉଛି ୩୦ ବର୍ଷର ପରମ୍ପରା। ଏଥର ମୂର୍ତ୍ତି ବଦଳରେ ନାଲ୍କୋରେ ଫଟୋରେ ଦେବଶିଳ୍ପୀ ପୂଜା ପାଇବେ ବୋଲି ପ୍ରଶାସନ ପକ୍ଷରୁ ନିଷ୍ପତ୍ତି ହୋଇଛି। ଏ ନେଇ…
ଖତ ହେଉଛି ଜବତ ଗାଡ଼ି
ଅନୁଗୋଳ ଅଫିସ, ୪ା୯ – ଖତ ଖାଉଛି କୋଟି କୋଟି ଟଙ୍କାର ଗାଡ଼ି। ନୂଆ ମଡେଲ ଠାରୁ ଆରମ୍ଭ କରି ପୁରୁଣା ସ୍କୁଟର ପର୍ଯ୍ୟନ୍ତ ବହୁ ଗାଡ଼ି ବର୍ଷ ବର୍ଷ ଧରି ପଡ଼ିରହିଛି ଥାନାରେ। ଜିଲାର ବିଭିନ୍ନ ଥାନା, ଅବକାରୀ କାର୍ଯ୍ୟାଳୟରେ…
ଛଟେନପାଲିଠାରେ ଡିଏଭି ପକ୍ଷରୁ ବିଦ୍ୟାଳୟ ଖୋଲାଯିବା ନେଇ ଚୁକ୍ତି
ସୁନ୍ଦରଗଡ, ୪ା୯ (ଡି.ଏନ୍.ଏ.) ଆଦିବାସୀ ଛାତ୍ରୀଛାତ୍ରଙ୍କୁ ଗୁଣାତ୍ମକ ଶିକ୍ଷା ପ୍ରଦାନ ପାଇଁ ସୁନ୍ଦରଗଡ ବିଧାନସଭା କ୍ଷେତ୍ରରେ ଏକ ଉନ୍ନତମାନର ଇଂରାଜୀ ମାଧ୍ୟମ ଶିକ୍ଷାନୁଷ୍ଠାନ ପ୍ରତିଷ୍ଠା ସକାଶେ ସ୍ଥାନୀୟ ବିଧାୟିକା କୁସୁମ ଟେଟେଙ୍କ ପକ୍ଷରୁ ହୋଇଥିବା ଦାବିକୁ ଏମସିଏଲ ପୂରଣ କରିବାକୁ ଯାଉଛି।…
ସଙ୍କଟରେ ଶହେ ବର୍ଷର କୌଳିକ ବୃତ୍ତି
କେନ୍ଦୁଝର, ୪।୯(ସ୍ବ.ପ୍ର.) – କେନ୍ଦୁଝର ସହରର ଆଟୋପୁର ସାହିର ପିଟା ବାସନ ଜିଲା ଓ ଜିଲା ବାହାରେ ପ୍ରସିଦ୍ଧି ଲାଭ କରିଛି। ପ୍ରୋତ୍ସାହନ ଅଭାବରୁ ଏହି ଶହେ ବର୍ଷର ପିଟା ବାସନ ପରମ୍ପରା ଲୋପ ପାଇବାକୁ ବସିଲାଣି। ଆଜିକାଲି ମେଶିନରେ ଆଲୁମିନିୟମରୁ…
ଗେଙ୍ଗୁଟି ନଦୀ ବନ୍ଧ ୨୦୦ ଫୁଟ ଧସିଲା
ଧାମନଗର,୪ା୯(ଡି.ଏନ.ଏ.)- ଭଦ୍ରକ ଜିଲା ଧାମନଗର ବ୍ଲକ ଦଳାଙ୍ଗ ପଣ୍ଡାସାହି ନିକଟରେ ଗେଙ୍ଗୁଟି ନଦୀ ବନ୍ଧ ପ୍ରାୟ ୨ ଶହ ଫୁଟ ଲମ୍ବରେ ଧସିଯାଇଛି। ଏନେଇ ସ୍ଥାନୀୟ ଲୋକେ ଆତଙ୍କିତ ହୋଇ ପଡ଼ିଛନ୍ତି। ସୂଚନା ଥାଉକି ୪ ବର୍ଷ ତଳେ ଗେଙ୍ଗୁଟି ନଦୀର…

